ଓଡିଶା

odisha

By

Published : Mar 7, 2021, 9:09 PM IST

ETV Bharat / state

ଦଶପଲ୍ଲାରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା 5 ଦୋକାନ

ନୟାଗଡ ଦଶପଲ୍ଲାରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳିଗଲା 5 ଦୋକାନ । ଘଟଣାସ୍ଥଳରେ ଦଶପଲ୍ଲା ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଧିକ ପଢନ୍ତୁ...

fire breaks in dasspala 5 shop burn
ଦଶପଲ୍ଲାରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା 5 ଦୋକାନ

ନୟାଗଡ:ଦଶପଲ୍ଲାରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଦଶପଲ୍ଲା ମେଡିକାଲ ଛକସ୍ଥିତ 5 ଟି ଦୋକାନ ଘର ଭସ୍ମୀଭୂତ । ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି ।

ଦଶପଲ୍ଲାରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା 5 ଦୋକାନ

ଘଟଣାସ୍ଥଳରେ ସ୍ଥାନୀୟ ଦଶପଲ୍ଲା ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି । କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡିନାହିଁ ତଦନ୍ତ ପରେ ତାହା ସ୍ପଷ୍ଟ ହେବ ।

ନୟାଗଡରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

ABOUT THE AUTHOR

...view details