ନୟାଗଡ: ଦଶପଲ୍ଲା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ରେକର୍ଡ ରୁମରେ ଅଗ୍ନିକାଣ୍ଡ । ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଦଶପଲ୍ଲା ଦମକଳ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରିରଖିଛନ୍ତି । ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ନେଇ ଜଣାପଡି ନାହିଁ ।
ଦଶପଲ୍ଲା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ରେକର୍ଡ ରୁମରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ - ଦଶପଲ୍ଲା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ରେକର୍ଡ ରୁମରେ ଅଗ୍ନିକାଣ୍ଡ
ଦଶପଲ୍ଲା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ରେକର୍ଡ ରୁମରେ ଅଗ୍ନିକାଣ୍ଡ । ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀ ନିୟୋଜିତ । ଅଧିକ ପଢନ୍ତୁ
ଦଶପଲ୍ଲା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ କର୍ଡ ରୁମରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
ଦଶପଲ୍ଲା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ରେକର୍ଡ ରୁମରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
ସୂଚନା ଅନୁଯାୟୀ, ଆଜି(ଶୁକ୍ରବାର) ମଧ୍ୟାହ୍ନରେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେକର୍ଡ ରୁମରେ ଅଗ୍ନିକାଣ୍ଡ ଘଟିଥିଲା । ଏନେଇ ଅଗ୍ନିଶମ ବାହିନୀଙ୍କୁ ଖବର ଦେବା ପରେ ଘଟଣାସ୍ଥଳରେ ପହଞ୍ଚି ନିଆଁଲିଭା କାର୍ଯ୍ୟ ଜାରି ରଖିଛନ୍ତି । କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ସର୍ଟ ସର୍କିଟ କାରଣ ହୋଇ ଥାଇପାରେ ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି ।
ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ
Last Updated : Apr 15, 2022, 9:39 PM IST