ନୟାଗଡ଼: ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲିଟି ଆକାଉଣ୍ଟାଣ୍ଟ । 7 ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ମ୍ୟୁନିସିପାଲିଟି ଆକାଉଣ୍ଟାଣ୍ଟ l
ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲିଟି ଆକାଉଣ୍ଟାଣ୍ଟ - ନୟାଗଡ ମ୍ୟୁନିସିପାଲିଟି ଆକାଉଣ୍ଟାଣ୍ଟ ଗିରଫ
7 ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ମ୍ୟୁନିସିପାଲିଟି ଆକାଉଣ୍ଟାଣ୍ଟ l
ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲିଟି ଆକାଉଣ୍ଟାଣ୍ଟ
ସୂଚନା ଅନୁଯାୟୀ, ନୟାଗଡ଼ ମ୍ୟୁନିସିପାଲିଟି ଆକାଉଣ୍ଟାଣ୍ଟ ଅଜୟ କୁମାର ସାଥୁଆ ମଙ୍ଗଳବାର ଜଣେ ଠିକାଦାରଙ୍କ ଠାରୁ 70 ହଜାର ଟଙ୍କାର ସିକ୍ୟୁରିଟି ପଇସା(ଅଗ୍ରୀମ) ପାସ କରିବା ପାଇଁ 7 ହଜାର ଟଙ୍କା ଲାଞ୍ଚ ନେଉଥିଲେ । ସେହି ସମୟରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାପଡିଛି ।
ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ