ଓଡିଶା

odisha

ETV Bharat / state

ବାହୁଡା ଯାତ୍ରା: ସରିଲା ସୁଦର୍ଶନଙ୍କ ପହଣ୍ଡି ବିଜେ

ସରିଲା ସୁଦର୍ଶନଙ୍କ ପହଣ୍ଡି ବିଜେ । ନିରର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ସୁଦର୍ଶନଙ୍କ ପହଣ୍ଡି ।

By

Published : Jul 12, 2019, 10:20 AM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ପୁରୀ

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରା । ଏହି ଅବସରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି । ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି ସମ୍ପନ୍ନ ହେବା ପରେ ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା ହୋଇଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ପୁରୀ

ଏପଟେ ମହାପ୍ରଭୁଙ୍କୁ ଦେଖିବା ପାଇଁ ବଡଦାଣ୍ଡରେ ଭକ୍ତଙ୍କ ଭିଡ ଜମିଛି । ପରେ ବଳଭଦ୍ର, ସୁଭଦ୍ରା ଏବଂ ବଡ ଠାକୁରଙ୍କ ପହଣ୍ଡି ଆରମ୍ଭ ହେବ ।


ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details