ଓଡିଶା

odisha

By

Published : Jun 5, 2021, 1:00 PM IST

ETV Bharat / state

6 ଦିନ ପାଇଁ ସାହଜନପୁର ଗାଁକୁ ସଟଡାଉନ ଘୋଷଣା କଲେ ସରପଞ୍ଚ

ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ଭୁବନପୁର ପଞ୍ଚାୟତର ସାହଜନପୁର ଗାଁରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରୁ ଗ୍ରାମକୁ 6 ଦିନ ପାଇଁ ସଟଡାଉନ ଘୋଷଣା କରିଛନ୍ତି ସ୍ଥାନୀୟ ସରପଞ୍ଚ । ଅଧିକ ପଢନ୍ତୁ...

6ଦିନ ପାଇଁ ସାହଜନପୁର ଗ୍ରାମକୁ ସଟଡାଉନ ଘୋଷଣା କଲେ ସରପଞ୍ଚ
6ଦିନ ପାଇଁ ସାହଜନପୁର ଗ୍ରାମକୁ ସଟଡାଉନ ଘୋଷଣା କଲେ ସରପଞ୍ଚ

ବ୍ରହ୍ମଗିରି: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କୋରୋନା ସଂକ୍ରମଣ । ସହର ପରେ ଏବେ ଗାଁ ମୁହାଁ ହୋଇଛି କୋରୋନା । ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ଭୁବନପୁର ପଞ୍ଚାୟତର ସାହଜନପୁର ଗାଁରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରୁ ଗ୍ରାମକୁ 6 ଦିନ ପାଇଁ ସଟଡାଉନ ଘୋଷଣା କରିଛନ୍ତି ସ୍ଥାନୀୟ ସରପଞ୍ଚ ରିତା ରାଣୀ ଜେନା । ଗତ 3 ତାରିଖରେ ସଟଡାଉନ ଘୋଷଣା କରାଯାଇଥିବା ବେଳେ ଆସନ୍ତା 9 ତାରିଖ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ।

ବ୍ରହ୍ମଗିରିରୁ ଦେବାଶିଷ ଦାସ, ଇଟିଭି ଭାରତ

ABOUT THE AUTHOR

...view details