ଓଡିଶା

odisha

ETV Bharat / state

ବାଲୁକା କଳାରେ ଆନ୍ତର୍ଜାତିକ ଯୋଗ ଦିବସର ବାର୍ତ୍ତା - ଆନ୍ତର୍ଜାତିକ ଯୋଗ ଦିବସର ବାର୍ତ୍ତା

ଆଜି ବିଶ୍ବ ଯୋଗ ଦିବସ । ଏହି ଅବସରରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି । ଅଧିକ ପଢନ୍ତୁ...

ବାଲୁକା ଚିତ୍ରକଳାରେ ଆନ୍ତର୍ଜାତିକ ଯୋଗ ଦିବସର ବାର୍ତ୍ତା
ବାଲୁକା ଚିତ୍ରକଳାରେ ଆନ୍ତର୍ଜାତିକ ଯୋଗ ଦିବସର ବାର୍ତ୍ତା

By

Published : Jun 21, 2021, 6:02 AM IST

ପୁରୀ: ଆଜି ବିଶ୍ବ ଯୋଗ ଦିବସ । ଏହି ଅବସରରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି।

ବାଲୁକା ଚିତ୍ରକଳାରେ ଆନ୍ତର୍ଜାତିକ ଯୋଗ ଦିବସର ବାର୍ତ୍ତା

ଏହି ବାଲୁକା କଳାରେ ଯୋଗ କରିବା ଦ୍ବାରା ଆମେ ସମସ୍ତେ ସୁସ୍ଥ ରହିବା ସହିତ କୋରୋନାରୁ ମୁକ୍ତି ପାଇପାରିବା ବାର୍ତ୍ତା ଦେଇଛନ୍ତି ସେ। ଏହି ବାଲୁକା କଳାକୁ ନିର୍ମାଣ କରିବା ପାଇଁ ମାନସଙ୍କୁ ୭ ଘଣ୍ଟା ସମୟ ଲାଗିଥିଲା । ଏହି ବାଲୁକା କଳାଟି ୧୫ ଫୁଟ ଓସାର ବିଶିଷ୍ଟ ଏବଂ ଏଥିରେ ୧୫ ଟନ୍ ବାଲି ଉପଯୋଗ କରାଯାଇଛି।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details