ପୁରୀ: ଦ୍ରାବିଡିଆନ ମଡେଲ ବାଲୁକା ଚିତ୍ରକଳାକୁ ନେଇ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ । ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ନିଆରା ବାଲୁକା ଚିତ୍ରକଳା ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ ସମ୍ବର୍ଦ୍ଧିତ କରିଛନ୍ତି । ଚେନ୍ନାଇର ମରିନା ବିଚ୍ରେ ସୁଦର୍ଶନ ଦ୍ରାଵିଡିଆନ ମଡେଲ ଶୀର୍ଷକ ଏକ ସୁନ୍ଦର ବାଲୁକା ଚିତ୍ରକଳା କରିଥିଲେ ।
ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ - ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍
ଦ୍ରାବିଡିଆନ ମଡେଲ ବାଲୁକା ଚିତ୍ରକଳାକୁ ନେଇ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ । ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ନିଆରା ବାଲୁକା ଚିତ୍ରକଳା ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ ସମ୍ବର୍ଦ୍ଧିତ କରିଛନ୍ତି । ଅଧିକ ପଢନ୍ତୁ
![ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ](https://etvbharatimages.akamaized.net/etvbharat/prod-images/768-512-15230259-thumbnail-3x2-puri.jpg)
ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ
ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ
ଏପଟେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ ତାଙ୍କୁ ସମ୍ବର୍ଦ୍ଧିତ କରିଥିବାରୁ ସେ ବହୁତ ଗୌରବ ଅନୁଭବ କରିବା ସହ କୃତଜ୍ଞତା ପ୍ରକାଶ କରିଛନ୍ତି ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ