ପୁରୀ: ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲେ ତିନି ଠାକୁର । ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ବଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ସୁରୁଖୁରରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି ।
ଶରଧାବାଲିରେ ତିନି ଠାକୁର, ଆସନ୍ତାକାଲି ଆଡପ ମଣ୍ଡପ ବିଜେ - ଆଡପ ମଣ୍ଡପ
ଭକ୍ତଙ୍କ ଗହଣରେ କାଳିଆ ସାଆନ୍ତ ଭାଇ ଭଉଣୀଙ୍କ ସହ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି । ଆସନ୍ତାକାଲି ଆଡପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତୀ ।

ଡିଜାଇନ ଫଟୋ
ଭିଡିଓ ସୌଜନ୍ୟ: ସମ୍ବାଦଦାତା, ପୁରୀ
ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଗହଣରେ କାଳିଆ ସାଆନ୍ତ ଭାଇଭଉଣୀ ସହିତ ଝୁଲି ଝୁଲି ମନ୍ଦିର ପହଞ୍ଚିଥିଲେ । ତେବେ ଆସନ୍ତାକାଲି ଆଡପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତୀ ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ
Last Updated : Jul 4, 2019, 10:10 PM IST