ପୁରୀ:ସାଣ୍ଡ ଆନିମେସନରେ ରାଷ୍ଟ୍ରପତିଙ୍କୁ ସ୍ବାଗତ । ସୋମବାର ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶର ପ୍ରଥମ ମହିଳା ସହ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏନେଇ ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦାମ ପ୍ରଧାନ ଏକ ସୁନ୍ଦର ସ୍ୟାଣ୍ଡ ଆନିମେସନ ତିଆରି କରି ରାଷ୍ଟ୍ରପତିଙ୍କ ଓଡିଆ ଗସ୍ତ ଓ ପୁରୀ ଆଗମନକୁ ସ୍ବାଗତ ଜଣାଇଛନ୍ତି ।
ସ୍ୟାଣ୍ଡ ଆନିମେସନରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ - ପୁରୀ ସାଣ୍ଡ ଆନିମେସନ
ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏନେଇ ସ୍ୟାଣ୍ଡ ଆନିମେସନରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ବାଲୁକା ଚିତ୍ରଶିଳ୍ପୀ । ଅଧିକ ପଢନ୍ତୁ...
ସ୍ୟାଣ୍ଡ ଆନିମେସନରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ
ବାଲୁକା ଚିତ୍ରଶିଳ୍ପୀ ସୁଦାମ ସ୍ୟାଣ୍ଡ ଆନିମେସନରେ ରାଷ୍ଟ୍ରପତିଙ୍କ ପ୍ରତିକୃତି ତିଆରି କରିଛନ୍ତି । ଏହାସହ ଶ୍ରୀମନ୍ଦିର ଓ କୋଣାର୍କ ମନ୍ଦିରର ଆକର୍ଷଣୀୟ ଦୃଶ୍ୟକୁ ମଧ୍ୟ ଏହି ଆନିମେସନରେ ଦର୍ଶାଇଛନ୍ତି ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ