ରାୟଗଡା: ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରଶମନ ବୈଠକ ସ୍ଥାନୀୟ ଜିଲ୍ଲାପାଳ ସଦ୍ଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ବର୍ଷକୁ ଆଖି ଆଗରେ ରଖି ଅତିରିକ୍ତ ଜିଲ୍ଲାପାଳ ସୁଧାକର ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ଏହି ବୈଠକ ।
ବୈଠକରେ ଗୁଣୁପୁର ଓ ରାୟଗଡ଼ାର ଉପଜିଲ୍ଲାପାଳ, ସମସ୍ତ ବ୍ଲକର ବିଡ଼ିଓ, ତହସିଲଦାର ଓ ପୌରପରିଷଦ ନିର୍ବାହୀ ଅଧିକାରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ଥରୀୟ ଅଧିକାରୀ ଉପସ୍ଥିତ ଥିଲେ ।