ରାୟଗଡ଼ା: ବେକାର ଯୁବକଙ୍କୁ ନିଯୁକ୍ତି, କୋରୋନା ସମୟରେ ଚାକିରୀ ହରାଇଥିବା ବ୍ୟକ୍ତିଙ୍କୁ ନିଯୁକ୍ତି ଆଦି 8ଦଫା ଦାବି ନେଇ ରାୟଗଡା ଜିଲ୍ଲା ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁବ ଶାଖା ଆଜି ରାଜ ରାସ୍ତାକୁ ଓହ୍ଲାଇଛି ।
ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଶୋଭାଯାତ୍ରା ସହ ବିକ୍ଷୋଭ - ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଶୋଭାଯାତ୍ରା
8 ଦଫା ଦାବି ନେଇ ରାୟଗଡା ଜିଲ୍ଲା ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁବ ଶାଖା ଆଜି ରାଜ ରାସ୍ତାକୁ ଓହ୍ଲାଇଛି । ଅଧିକ ପଢନ୍ତୁ...

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଶୋଭାଯାତ୍ରା ସହ ବିକ୍ଷୋଭ
ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଶୋଭାଯାତ୍ରା ସହ ବିକ୍ଷୋଭ
ଜିଲ୍ଲା ସମ୍ପାଦକ ଭବାନୀ ଜେନାଙ୍କ ନେତୃତ୍ୱରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣାରେ ବସିଥିଲେ । ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ 8ଦଫା ଦାବି ନେଇ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।
ରାୟଗଡ଼ାରୁ ରଞ୍ଜନ ରଥ, ଇଟିଭି ଭାରତ