ଓଡିଶା

odisha

ETV Bharat / state

କେନ୍ଦ୍ରୀୟ ବିଦ୍ୟାଳୟ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ

ଗୁଣପୁର କେନ୍ଦ୍ରୀୟ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ରାୟଗଡା ଜିଲ୍ଲାପାଳ । କେନ୍ଦ୍ରୀୟ ବିଦ୍ୟାଳୟ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ । ଅଧିକ ପଢନ୍ତୁ...

By

Published : Feb 8, 2021, 9:30 PM IST

Rayagada district collecter visited Gunupur Kendriya Vidyalaya
କେନ୍ଦ୍ରୀୟ ବିଦ୍ୟାଳୟ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ

ରାୟଗଡା:ଗୁଣପୁର କେନ୍ଦ୍ରୀୟ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ରାୟଗଡା ଜିଲ୍ଲାପାଳ ସରୋଜ କୁମାର ମିଶ୍ର । ଏହାସହ କାର୍ଯ୍ୟକାରୀ କମିଟି ବୈଠକରେ ଯୋଗଦେଇଥିଲେ । ଏହି ବିଦ୍ୟାଳୟର ଭିତ୍ତିଭୂମି ବିକାଶ, ସ୍ଥାୟୀକୋଠା ନିର୍ମାଣ, ଶିକ୍ଷାଦାନ ପଦ୍ଧତି ସହ ବିଦ୍ୟାଳୟ ଖୋଲିବା ପରେ କିପରି ଛାତ୍ରଛାତ୍ରୀ ସୁରକ୍ଷିତ ଭାବେ ଆସିବେ ।

କେନ୍ଦ୍ରୀୟ ବିଦ୍ୟାଳୟ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ

ଶ୍ରେଣୀ ଗୃହରେ ଶିକ୍ଷାଦାନ କିପରି ହେବ ସେ ନେଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ । ଗୁଣପୁର ଉପଜିଲ୍ଲାପାଳ ଜେ ସୋନାଲ, ମେଡିକାଲ ପରିଚାଳକ ରମେଶ ସାହୁ, ଆଇଟିଡିଏ ପ୍ରକଳ୍ପ ଅଧିକାରୀ ଗୋରାଚାନ୍ଦ ଗମାଙ୍ଗ ପ୍ରମୁଖ ଯୋଗ ଦେଇଥିଲେ ।

ରାୟଗଡାରୁ ରଞ୍ଜନ ରଥ, ଇଟିଭି ଭାରତ

ABOUT THE AUTHOR

...view details