ସମ୍ବଲପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ଜିଲ୍ଲାର ଶାସନ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ସହ ଦୁଷ୍କର୍ମ ଅଭିଯୋଗ ହୋଇଛି ।
ସମ୍ବଲପୁରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ! - sambalpur latest news
ସମ୍ବଲପୁର ଶାସନ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଘରେ କେହି ନଥିବା ବେଳେ ଦୁବୃର୍ତ୍ତ ନାବାଳିକାଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଧିକ ପଢନ୍ତୁ...
ସମ୍ବଲପୁର ଶାସନ ଥାନା ଅଞ୍ଚଳରେ ନବଳିକାକୁ ଦୁଷ୍କର୍ମ ଅଭିଯୋଗ!
ଶାସନ ଥାନା ଅଞ୍ଚଳରେ ଜଣେ ନାବାଳିକା ଘରେ ଏକା ଥିବା ସମୟରେ କେହି ଜଣେ ଦୁବୃର୍ତ୍ତ ନାବାଳିକାଙ୍କୁ ଘରୁ ଉଠାଇ ନେଇ ଏକ ନିଛାଟିଆ ସ୍ଥାନରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ନାବାଳିକାକୁ ବୁର୍ଲା ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ନାବାଳିକାକୁ ମେଡିକାଲରେ ଚିକିତ୍ସା କରାଯାଉଛି । ଶାସନ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ସମ୍ବଲପୁରରୁ ବାଦଶାହା ଜୁସ୍ମନ ରାଣା, ଇଟିଭି ଭାରତ