ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଛି । ଫଳରେ ହୀରାକୁଦ ଡ୍ୟାମ୍ର ଜଳସ୍ତର ବଢ଼ିବାରେ ଲାଗିଛି । ହୀରାକୁଦର ସର୍ବୋଚ୍ଚ ଜଳ ଧାରଣ କ୍ଷମତା 630 ଫୁଟ ହୋଇଥିବାବେଳେ ବର୍ତ୍ତମାନ ଏହା 628.75 ଫୁଟରେ ପହଞ୍ଚିଛି । ଜଳସ୍ତର ବଢ଼ିବା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ତଳ ମୁଣ୍ଡରେ ଥିବା ସମ୍ବଲପୁର ସହରରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି । ଏହାକୁ ନେଇ ଥିବା ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜୟଶ୍ରୀ ପାଢ଼ୀ ସୂଚନା ଦେଇଛନ୍ତି।
ହୀରାକୁଦରେ 28 ଗେଟ୍ ଖୋଲା, ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି - expected flood in sambalpur
ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଛି । ଫଳରେ ହୀରାକୁଦ ଡ୍ୟାମ୍ର ଜଳସ୍ତର ବଢ଼ିବାରେ ଲାଗିଛି । ସମ୍ବଲପୁର ସହରରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି । ଅଧିକ ପଢ଼ନ୍ତୁ...

ହୀରାକୁଦରେ 28 ଗେଟ୍ ଖୋଲା, ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି
ହୀରାକୁଦରେ 28 ଗେଟ୍ ଖୋଲା, ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି
ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ