ଓଡିଶା

odisha

ଘରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

By

Published : Dec 8, 2020, 10:02 AM IST

ଧନୁପାଲି ଥାନା ଅନ୍ତର୍ଗତ ସାକ୍ଷୀପଡା ଅଞ୍ଚଳରେ ବେକରେ ରଶି ଲଗାଇ ଝୁଲୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତ ଦେହ ଉଦ୍ଧାର ହୋଇଛି । ତେବେ ମୃତ୍ୟୁର କାରଣ ଜଣା ପଡ଼ିନଥିବା ବେଳେ ପୋଲିସର ତଦନ୍ତ ଜାରି ରହିଛି । ଅଧିକ ପଢନ୍ତୁ...

The woman's hanging body was found from the house
ଘରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର: ଧନୁପାଲି ଥାନା ଅନ୍ତର୍ଗତ ସାକ୍ଷୀପଡା ଅଞ୍ଚଳରେ ବେକରେ ରଶି ଲଗାଇ ଝୁଲୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତ ଦେହ ଉଦ୍ଧାର । ତେବେ ଗତକାଲି(ସୋମବାର) ସନ୍ଧ୍ୟାରେରେ ମହିଳାଙ୍କ ସ୍ବାମୀ ଅଫିସରୁ କାର୍ଯ୍ୟ ସାରି ଘରକୁ ଫେରିବା ପରେ ଏମିତି ଅବସ୍ଥାରେ ନିଜ ସ୍ତ୍ରୀକୁ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଘରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୃତକ ମହିଳା ଜଣକଙ୍କ ସ୍ବାମୀ ମୟୂରଭଞ୍ଜ ଜିଲ୍ଲାର ହୋଇଥିବା ବେଳେ ସେ ସମ୍ବଲପୁରର NCC ମୁଖ୍ୟାଳୟରେ କାର୍ଯ୍ୟ କରନ୍ତି ।

ସମ୍ବଲପୁରରୁ ବାଦଶାହା ଯୁଷ୍ମନ ରଣା, ଇଟିଭି ଭାରତ

ABOUT THE AUTHOR

...view details