ସୁବର୍ଣ୍ଣପୁର:ସୋନପୁର-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ସିଆଲଜୁରୀ ସମ୍ମୁଖରେ ସଡକ ଦୁର୍ଘଟଣା । ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ଅଜଣା ଗାଡି ଧକ୍କାରେ ଶ୍ରମିକ ମୃତ, ତଦନ୍ତ କରୁଛି ପୋଲିସ - ଅଜଣା ଗାଡ଼ି ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ
ସିଆଲଜୁରୀ ସମ୍ମୁଖରେ ସଡକ ଦୁର୍ଘଟଣା। ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ଅଧିକ ପଢ଼ନ୍ତୁ
ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଆହତ
ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ
ମୃତକ ଜଣକ ବୌଦ୍ଧ ଜିଲ୍ଲା ଗୋବଜୋର ଗ୍ରାମର ସନ୍ତୋଷ ମାଝୀ । ସେ ସ୍ଥାନୀୟ ଚାଉଳ ମିଲରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି । ଦୁର୍ଘଟଣା ଘଟାଇଥିବା ଗାଡ଼ି ଚାଳକ ଫେରାରଥିବାବେଳେ ଘଟଣାର ତଦନ୍ତ କରୁଛି ପୋଲିସ।
ଇଟିଭି ଭାରତ, ସୁବର୍ଣ୍ଣପୁର