ସୁନ୍ଦରଗଡ଼:ବାତ୍ୟା ‘ୟସ୍’କୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି ।
ସୁନ୍ଦରଗଡରେ ପ୍ରଶାସନର ଆଗୁଆ ପଦକ୍ଷେପ: 5 ହଜାରରୁ ଊର୍ଦ୍ଧ୍ବ ଲୋକଙ୍କୁ ସ୍ଥାନାନ୍ତର - precautionary-measures-against-the-cyclone
ବାତ୍ୟା ‘ୟସ୍’କୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି । ଅଧିକ ପଢନ୍ତୁ...

ପ୍ରଶାସନର ବାତ୍ୟା ସୁରକ୍ଷା ବ୍ୟବସ୍ଥା
ନୂଆଗାଁ, କୁଆଁରମୁଣ୍ଡା, ବିଶ୍ରା, ଲାଠିକଟା, ଲହୁଣୀପଡ଼ା, କୋଇଡ଼ା ଏବଂ ଗୁରୁଣ୍ଡିଆ ବ୍ଲକର ୫ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି । ସେମାନଙ୍କ ପାଇଁ ରନ୍ଧା ଖାଦ୍ୟର ବ୍ୟବସ୍ଥା କରାଯାଇଛି ।
ସୁନ୍ଦରଗଡରୁ ହରିହର ଦାସ ମହାପାତ୍ର, ଇଟିଭି ଭାରତ