ଓଡିଶା

odisha

ETV Bharat / videos

ପୁରୀରେ ଆରମ୍ଭ ହେଲା ନାମାଙ୍କନ ପତ୍ର ଦାଖଲ

By

Published : Mar 29, 2019, 3:07 PM IST

ପୁରୀ ଲୋକସଭା ଓ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଏପ୍ରିଲ 23ରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ। ଯାହାକୁ ନେଇ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆରମ୍ଭ ହୋଇଯାଇଛି ନାମାଙ୍କନ ପତ୍ର ଦାଖଲ କରିବା ପ୍ରକ୍ରିୟା।

For All Latest Updates

ABOUT THE AUTHOR

...view details