ଓଡିଶା

odisha

Holi 2022: ରାଜ୍ୟବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

By

Published : Mar 19, 2022, 10:00 AM IST

Updated : Feb 3, 2023, 8:20 PM IST

ଭୁବନେଶ୍ବର: ଆଜି ଭାଇଚାରା ଓ ରଙ୍ଗର ପର୍ବ ହୋଲି । ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ । ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଏକ ଭିଡିଓ ବାର୍ତ୍ତାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ କୋଭିଡ ନିୟମ ପାଳନ କରି ହୋଲି ଉତ୍ସବରେ ସାମିଲ ହେବାକୁ ଭିଡିଓ ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।
Last Updated : Feb 3, 2023, 8:20 PM IST

ABOUT THE AUTHOR

...view details