Mangal Alati: ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଭକ୍ତିମୟ ଦୃଶ୍ୟ - ଶ୍ରୀମନ୍ଦିର ମଙ୍ଗଳ ଆଳତୀ
ପୁରୀ: ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବଃ ତୁମେ । ଭାବବିନୋଦିଆ ଓ ଭକ୍ତବତ୍ସଳ କାଳିଆ ଠାକୁର। ଜଗାର ଗୋଟିଏ ମାତ୍ର ଝଲକ ପାଇବା ପାଇଁ ଭକ୍ତର ମନ ବ୍ୟଥିତ ହୋଇଯାଏ । ଶ୍ରୀକ୍ଷେତ୍ରକୁ ଡୋରି ନ ଲାଗିଲେ ବାଇଶି ପାହାଚେ ପାଦ ରଖିବା ସମ୍ଭବ ନୁହେଁ । ସେହି କପଟିଆ କାଳିଆ ପାଖରେ ସକାଳୁ ସକାଳୁ ଆରମ୍ଭ ହୋଇଛି ମଙ୍ଗଳଆଳତୀ । ବଢି ଭୋରୁ ପୂଜା ପଣ୍ଡାଙ୍କ ମନ୍ତ୍ର, ହରିବୋଲରେ ପ୍ରକମ୍ପିତ ମନ୍ଦିର ପରିବେଶ । ଧୂପ ଓ ଦୀପରେ ମହକୁଛି ମନ୍ଦିର ବେଢା । ଜଗତବାସୀଙ୍କ କଲ୍ୟାଣ ପାଇଁ ପତିତପାବନଙ୍କ ପାଖରେ ଚାଲିଛି ପୂଜାର୍ଚ୍ଚନା।
Last Updated : Feb 3, 2023, 8:17 PM IST