ଓଡିଶା

odisha

ETV Bharat / videos

ଶ୍ରୀମନ୍ଦିର ପାଇଁ 154 କୋଟିର ବଜେଟ, ଆରମ୍ଭ ହେବ ଅନଲାଇନ୍‌ ଡୋନେସନ - ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

By

Published : Nov 17, 2020, 8:00 PM IST

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ବୈଠକରେ ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ ବ୍ୟବସ୍ଥା ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । କୋରୋନା ପାଇଁ ଶ୍ରୀମନ୍ଦିର ଖର୍ଚ୍ଚ ବଢ଼ିଯାଇଛି । ସେଥିପାଇଁ ଆୟ ବଢ଼ାଇବା ଉପରେ ଗୁରୁତ୍ବ ଦିଆଯାଇଛି । ଖୁବଶୀଘ୍ର ଶ୍ରୀମନ୍ଦିର ପାଇଁ ଅନଲାଇନ୍‌ ଡୋନେସନ ଆରମ୍ଭ କରାଯିବ । ଏଥିରେ ସମସ୍ତେ ଭାଗ ନେବାକୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ABOUT THE AUTHOR

...view details