ଓଡିଶା

odisha

By

Published : Jun 2, 2021, 9:04 PM IST

ETV Bharat / videos

‘ଭଦ୍ରକ ରାଜନୀତିରେ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବିଜୟଙ୍କ ବାହୁଡା’

ଭଦ୍ରକ: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ ଘଟିଛି । ସାରା ଓଡିଶାର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ସେ 6 ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ଏବଂ ଓଡିଶା ସରକାରଙ୍କ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗରେ କାର୍ଯ୍ୟ କରିଥିଲେ । ବିଜୟଶ୍ରୀ ରାଉତରାୟଙ୍କ ପରଲୋକରେ ଭଦ୍ରକ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ବୋଲି ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କହିଛନ୍ତି । ଭଦ୍ରକରୁ ଦେବାଶିଷ ମହାପାତ୍ର,ଇଟିଭି ଭାରତ

ABOUT THE AUTHOR

...view details