'ବ୍ଲାକ ଡଗ୍ ପିଇ ନବୀନା ଶୋଇଛି' - ନବୀନଙ୍କୁ କଟାକ୍ଷ କରି ଗୀତ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରି ଗୀତ ଗାଇଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ । ଶୁକ୍ରବାର ଭୁବନେଶ୍ବର ଲୋୟର ପିଏମଜିରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ଇସ୍ତଫା ଦାବି କରି ସଭା ଆୟୋଜିତ ହୋଇଥିଲା ବିଜେପି । ସେହିଠାରେ ବିଷ୍ଣୁ ସେଠୀ କଟାକ୍ଷ ପୂର୍ବକ ଗୀତ ଗାଇଛନ୍ତି । ସଭାରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିଜେପି ଉପସଭାପତି ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ । ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ