ଓଡିଶା

odisha

By

Published : Feb 25, 2021, 6:39 PM IST

ETV Bharat / videos

ବିଧାନସଭାରେ ଉଠିଲା କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ

ଭୁବନେଶ୍ବର: ବିଧାନସଭାରେ ପୁଣି ଉଠିଲା କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ । ମହାନଦୀ ଜଳବିବାଦ ନେଇ CWC ବିଭିନ୍ନ ପ୍ରକଳ୍ପ ଅନୁମୋଦନ ଦେଉନଥିବାରୁ ଗୃହରେ ଏଭଳି ଅଭିଯୋଗ କଲେ ବିଜେଡି ବିଧାୟକ ପ୍ରଦୀପ ଅମାତ । ହୀରାକୁଦ ଉପର ମୁଣ୍ଡରେ ଥିବା ପ୍ରକଳ୍ପକୁ ନେଇ ବିବାଦ ରହିଛି । ତଳମୁଣ୍ଡରେ ବିବାଦ ନାହିଁ । ବୌଦ୍ଧ ଜିଲ୍ଲାର ଦୁଇଟି ପ୍ରକଳ୍ପକୁ କାହିଁକି ବନ୍ଦ କରାଯାଇଛି ବୋଲି ସେ ପ୍ରଶ୍ନ କରିଛନ୍ତି । ସତୀଘାଟ ଲଷ୍ମୀପଦର ପ୍ରକଳ୍ପ CWC ଫେରାଇ ଦେଇଛି ବୋଲି କହିବା ସହ ସରକାର ଏଦିଗରେ କଣ ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସେ କହିଛନ୍ତି ।

ABOUT THE AUTHOR

...view details