'ବନ୍ଦେ ଉତ୍କଳ ଜନନୀ'କୁ ରାଜ୍ୟ ସଙ୍ଗୀତ ମାନ୍ୟତା: ପଶ୍ଚମାଞ୍ଚଳ ଏକତା ମଞ୍ଚର ବିରୋଧ
ସମ୍ବଲପୁର: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ କାଳଜୟୀ ସଙ୍ଗୀତ 'ବନ୍ଦେ ଉତ୍କଳ ଜନନୀ'କୁ ରବିବାର ରାଜ୍ୟ ସଙ୍ଗୀତ ମାନ୍ୟତା ପ୍ରଦାନ କରାଯାଇଛି । ରାଜ୍ୟ ସରକାରଙ୍କ କ୍ୟାବିନେଟ ଦ୍ୱାରା ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିବା ପରେ ସମ୍ବଲପୁର ଜିଲ୍ଲାରେ ଦେଖିବାକୁ ମିଳିଛି ବିରୋଧ।