ଓଡିଶା

odisha

ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ସେହି ଅପୂର୍ବ ଦୃଶ୍ୟ

By

Published : Aug 24, 2022, 6:54 AM IST

ପୁରୀ: ଜଗତର ମଙ୍ଗଳ କାମନା କରି ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଥିବା ପ୍ରଭୁ ପତିତପାବନଙ୍କ କରାଯାଇଛି ମଙ୍ଗଳ ଆଳତୀ । ବଡି ଭୋରରୁ ପ୍ରଥମେ ସେବାୟତ ଓ ପଣ୍ଡାଙ୍କ ଦ୍ବାରା ଶ୍ରୀମନ୍ଦିର ମୁଖ୍ୟ ଦ୍ବାର ଫିଟା ଯାଇଥିଲା । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତୀ କରାଯାଇଛି । ଏହି ଆଳତୀ ଦର୍ଶନ ଅତିବ ମନମୁଗ୍ଧକର ଅଟେ । ଆଉ ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପକ୍ଷୟ ହେବ ।

ABOUT THE AUTHOR

...view details