ଓଡିଶା

odisha

ETV Bharat / videos

ଶ୍ରୀମନ୍ଦିର ଦ୍ବାରଫିଟା ଓ ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ - puri srimandira

By

Published : Aug 11, 2021, 7:12 AM IST

ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସକାଳୁ ସକାଳୁ ଶ୍ରାମନ୍ଦିରର ମୁଖ୍ୟ ଦ୍ବାର ଖୋଲିବା ପରେ ପୂଜା ପଣ୍ଡାଙ୍କ ଦ୍ବାରା ପତିତପାବନଙ୍କ ମଙ୍ଗଳ ଆଳତୀ କରାଯାଇଛି । ବିଶ୍ବାସ ରହିଛି ଯେ, ଏହି ଆଳତୀ ଦର୍ଶନ କଲେ ଜୀବନରେ କରିଥିବା ସମସ୍ତ ପାପ କ୍ଷୟ ହୋଇଥାଏ ଏବଂ ଏହା ସହ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣା ଓ ଆଶୀର୍ବାଦ ପ୍ରାପ୍ତ ହୋଇଥାଏ ।

ABOUT THE AUTHOR

...view details