ETV Bharat / bharat

ରାଶିଫଳ; ଆଜି ମିଥୁନ-ଧନୁ-ତୁଳା ରାଶିଙ୍କ ପାଇଁ ଅଶାନ୍ତିରେ କଟିବ ଦିନ - AJIRA RASIFALA

author img

By ETV Bharat Odisha Team

Published : Sep 14, 2024, 12:01 AM IST

Ajira Rasifala 14 September: ଆଜି ଦିନ ଆପଣଙ୍କ କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ରହିବେ ସତର୍କ ଏବଂ କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା । ଜାଣିବା ପାଇଁ ‘ଇଟିଭି ଭାରତ’ରେ ପଢନ୍ତୁ, ଆଜିର ରାଶିଫଳ

Ajira Rasifala
ଆଜିର ରାଶିଫଳ (Getty)
ଆଜିର ରାଶିଫଳ
ଆଜିର ରାଶିଫଳ (ARIES)

ମେଷ: ଆଜି ଆପଣଙ୍କ ଜୀବନ ସମ୍ପର୍କରେ ବହୁ ଘଟଣାରେ ଶୁଭଫଳ ମିଳିପାରେ । ପାରିବାରିକ ଜୀବନ ଶାନ୍ତ ରହିବ । ଗୁରୁତ୍ୱପୂର୍ଣ୍ଣ ଆଲୋଚନା ମଧ୍ୟ ଫଳପ୍ରଦ ହେବ । ଆପଣଙ୍କ ଘରର ଭିତରର ସୌନ୍ଦର୍ଯ୍ୟକରଣ ଏହି ଆଲୋଚନାର ବିଷୟବସ୍ତୁ ହୋଇପାରେ । ଆପଣଙ୍କ ମାଆଙ୍କ ଠାରୁ ଆପଣ ସାହାଯ୍ୟ ଓ ସହାନୁଭୂତି ଲାଭ କରିପାରନ୍ତି । କାର୍ଯ୍ୟସ୍ଥଳରେ ନିଜକୁ ନିୟୋଜିତ କରି ଆତ୍ମସନ୍ତୋଷ ଲାଭ କରିବେ । କାର୍ଯ୍ୟାଳୟର କାର୍ଯ୍ୟର ଚାପ ଆପଣଙ୍କୁ କିଛି ସମୟ ପାଇଁ ବିଚଳିତ କରିପାରେ । ମାତ୍ର ଉପରିସ୍ଥ ଅଧିକାରୀ କିମ୍ୱା ମାଲିକଙ୍କ ସହ ସାକ୍ଷାତ ଏବଂ ସେମାନଙ୍କର ପ୍ରଶଂସା ଆପଣଙ୍କୁ ଉତ୍ସାହିତ କରିପାରେ । ସରକାରୀ କାର୍ଯ୍ୟରେ ଆପଣ ବାହାରକୁ ଯାତ୍ରା କରିପାରନ୍ତି ଏବଂ ଏହା ଫଳପ୍ରଦ ହୋଇପାରେ । ନିଜ ଶରୀରର ଯତ୍ନ ନିଅନ୍ତୁ ।

ଆଜିର ରାଶିଫଳ
ଆଜିର ରାଶିଫଳ (TAURUS)

ବୃଷ: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ ଆରମ୍ଭ କରି ବିଭିନ୍ନ ଦିଗରେ ନିଜର ଅର୍ଥ ବିନିଯୋଗ କରିବେ ଏବଂ ନିଜ ଭବିଷ୍ୟତ ଯୋଜନା ମଧ୍ୟ କରିବେ । ବିଦେଶ ଭ୍ରମଣର ଯୋଗ ଅଛି । କୌଣସି ଧାର୍ମିକ ସ୍ଥାନକୁ ଯାଇ ନିଜର ଆଧ୍ୟାତ୍ମିକ ଭାବକୁ ବୃଦ୍ଧି କରିପାରନ୍ତି । ନିଜର ସ୍ୱାସ୍ଥ୍ୟପ୍ରତି ଯତ୍ନ ନିଅନ୍ତୁ । ଆଜି ଆପଣଙ୍କ ଉପରେ କାମର ଚାପ ଅଧିକ ପଡିପାରେ ।

ଆଜିର ରାଶିଫଳ
ଆଜିର ରାଶିଫଳ (GEMINI)

ମିଥୁନ: ସବୁଦିନ ସମାନ ଯାଏନି । ଆଜି ଦିନଟିରେ ଆପଣ ନିଜର କ୍ରୋଧକୁ ଆଦୌ ସମ୍ୱରଣ କରିପାରିବେ ନାହିଁ । ଆଜି ଆପଣଙ୍କର ଚେତନା ଶକ୍ତି ଏବଂ ଇଚ୍ଛାକୁ ନିଜ ଆୟତ୍ତରେ ନ ରଖିଲେ ଅପଦସ୍ତ ହୋଇପାରନ୍ତି । କୌଣସି କାର୍ଯ୍ୟର ଶୁଭାରମ୍ଭ କରନ୍ତୁ ନାହିଁ । ପର୍ଯ୍ୟଟନ ଏବଂ ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ଡାକ୍ତରି ପରୀକ୍ଷା ପାଇଁ ଦିନଟି ଶୁଭ ନୁହେଁ । କୌଣସି ଯୁକ୍ତିତର୍କ କିମ୍ୱା ଝଗଡା କରିବା ବର୍ଜନ କରନ୍ତୁ । ରୋଜଗାରର ପନ୍ଥା ନ ଥିବାରୁ ଆର୍ଥିକ ଅନାଟନ ଘଟିପାରେ । ଏହା ଆପଣଙ୍କୁ ହତୋତ୍ସାହିତ କରିପାରେ । ନିଜର କ୍ରୋଧ ସମ୍ୱରଣ କରନ୍ତୁ । ଖର୍ଚ୍ଚ ପ୍ରତି ସତର୍କତା ଅବଲମ୍ୱନ କରିବା ଉଚିତ୍‍ । ଜଣେ ହୋଟେଲର କର୍ମଚାରୀ ଖାଦ୍ୟ ପରଶିବା ପାଇଁ ବିଳମ୍ୱ କରିବାରୁ ଆପଣ କ୍ରୋଧିତ ହୋଇପାରନ୍ତି । ଏପରି କିଛି କାର୍ଯ୍ୟ କରନ୍ତୁ ନାହିଁ , ଯାହା ପାଇଁ ଆପଣ ପରେ ଅନୁତାପ କରିବେ ।

ଆଜିର ରାଶିଫଳ
ଆଜିର ରାଶିଫଳ (CANCER)

କର୍କଟ: ଦିନଟି ସବୁ ଦୃଷ୍ଟିରୁ ଶୁଭଫଳ ପ୍ରଦାୟକ ଅଟେ । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେଇ ମଉଜ ମଜଲିସ କରିବେ । କିଛି ଜିନିଷ କିଣାକିଣି କରିବାରେ ଆନନ୍ଦ ପାଇପାରନ୍ତି । ଆପଣ ବହୁ ଦୂରରୁ ଆସିଥିବା ଜଣେ ଭିନ୍ନ ସମ୍ପ୍ରଦାୟର ବ୍ୟକ୍ତିଙ୍କ ସାକ୍ଷାତ ପାଇ ଉଲ୍ଲସିତ ହେବେ । ଏହି ସାକ୍ଷାତକାର ଭବିଷ୍ୟତରେ ଉପକାରୀ ହୋଇପାରେ । କାର୍ଯ୍ୟରେ ଓ ବ୍ୟବସାୟରେ ସଫଳ ହେବେ । ଏଥିରେ ଆପଣଙ୍କର ଅର୍ଥଲାଭ ହୋଇପାରେ । ଆପଣ ସମ୍ମାନୀତ ଏବଂ ପ୍ରଶଂସିତ ହୋଇପାରନ୍ତି । ଆପଣଙ୍କର ଏହି ଆତ୍ମସନ୍ତୋଷ ପାଇଁ ସୁସ୍ୱାଦ ଖାଦ୍ୟ ସେବନ କରିପାରନ୍ତି କିମ୍ୱା ସୃଜନକ୍ଷମ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଶରୀର ସୁସ୍ଥ ରହିବ । ଗୋଟିଏ ନୂଆ ଚାରିଚକିଆ ଯାନ କ୍ରୟ କରିପାରନ୍ତି ।

ଆଜିର ରାଶିଫଳ
ଆଜିର ରାଶିଫଳ (LEO)

ସିଂହ: ଆଜି ଦିନଟି ମଧ୍ୟମ ଫଳ ପ୍ରଦାୟକ ହୋଇପାରେ । ପରିବାରରେ ଶାନ୍ତ ପରିବେଶ ପରିଲିକ୍ଷିତ ହୋଇପାରେ । କାର୍ଯ୍ୟରେ ଆପଣଙ୍କ ସହକର୍ମୀ ବନ୍ଧୁଙ୍କ ଠାରୁ ସହଯୋଗ ଲାଭ କରିବେ । ନିୟମିତ ଗୃହ କାର୍ଯ୍ୟ ସମାପନରେ କିଛି ବାଧା ଉପୁଜିପାରେ । ମାମୁଙ୍କଘରୁ କୌଣସି ଅପ୍ରୀତିକର ସମ୍ୱାଦ କିମ୍ୱା ନିଜ କାର୍ଯ୍ୟରେ ଶତ୍ରୁଙ୍କ ହସ୍ତକ୍ଷେପ ଯୋଗୁଁ ଆପଣ ବିଚଳିତ ହୋଇପାରନ୍ତି । ଏଥି ସକାଶେ ଆପଣ ଉଦବିଘ୍ନ ହେବେ ଏବଂ କୌଣସି କଥାରେ ଆଗ୍ରହୀ ହେବେ ନାହିଁ । ଉପରିସ୍ଥ କର୍ମଚାରୀଙ୍କ ସଙ୍ଗେ କାର୍ଯ୍ୟସ୍ଥଳରେ କିମ୍ୱା ଘରେ ଗୁରୁଜନଙ୍କ ସାମନା ସାମନି ହୁଅନ୍ତୁ ନାହିଁ । ସମସ୍ତ ଜିନିଷକୁ ସର୍ତ୍ତଶୂନ୍ୟ ଭାବେ ଗ୍ରହଣ କରନ୍ତୁ ଏବଂ ଚେଷ୍ଟା ଜାରି ରଖନ୍ତୁ ।

ଆଜିର ରାଶିଫଳ
ଆଜିର ରାଶିଫଳ (VIRGO)

କନ୍ୟା: ଆଜି ଦିନରେ ଆପଣ ନିଜର ସନ୍ତାନ ଓ ପ୍ରିୟଜନଙ୍କ ଚିନ୍ତାରେ ବିଚଳିତ ହୋଇପାରନ୍ତି । ଏଥିପାଇଁ ଆପଣଙ୍କ ମାନସିକ ଶାନ୍ତି ବ୍ୟାହତ ହେବ । ଅପଣଙ୍କ ପାକସ୍ଥଳୀ ଜନିତ ଶାରୀରିକ ଅସୁସ୍ଥତା ମଧ୍ୟ ମୁଣ୍ଡ ବ୍ୟଥାର କାରଣ ହୋଇପାରେ । ଆପଣଙ୍କ ଖର୍ଚ୍ଚ ବୃଦ୍ଧି ପାଇବା ଯୋଗୁଁ ଆପଣ ଏହାର ସମାଧାନର ବାଟ ଖୋଜିପାରନ୍ତି । ଏଥିପାଇଁ ଆପଣ ବ୍ୟାୟାମ ସମ୍ପର୍କିତ କାର୍ଯ୍ୟ, ନିଜର ସ୍ୱାସ୍ଥ୍ୟ ଏବଂ ସୃଜନକ୍ଷମ କାର୍ଯ୍ୟକୁ ପଛକୁ ପକାଇପାରନ୍ତି । ଜଣେ ଅନ୍ତରଙ୍ଗ ବନ୍ଧୁ ଓ ପ୍ରିୟଜନଙ୍କ ସାକ୍ଷାତକାର ଆପଣଙ୍କ ଖୁସିକୁ ଦ୍ୱିଗୁଣିତ କରିପାରେ ଏବଂ ଆପଣଙ୍କ ଉଲ୍ଲାସ ପାଇଁ ଏହା ଶ୍ରେଷ୍ଠ ଔଷଧ ହୋଇପାରେ । ଏହା ଫଳରେ ଆଜିର ସବୁ ଦୁଃଖକୁ ଆପଣ ଭୁଲିଯାଇ ପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ନିବୃତ୍ତ ରୁହନ୍ତୁ । ଅର୍ଥଲଗାଣ କାରୀ ସଂସ୍ଥାରେ ନିଜ ପୁଞ୍ଜି ଆଦୌ ବିନିଯୋଗ କରନ୍ତୁ ନାହିଁ ।

ଆଜିର ରାଶିଫଳ
ଆଜିର ରାଶିଫଳ (LIBRA)

ତୁଳା: କୌଣସି କାରଣରୁ ଆପଣଙ୍କ ମାନସିକ ସ୍ଥିତି ଭଲ ରହିବ ନାହିଁ । ତେଣୁ ଅନ୍ୟ ଦିନ ତୁଳନାରେ ଆଜି ଆପଣଙ୍କର ମାନସିକ ଉତ୍ତେଜନା ବୃଦ୍ଧିପାଇପାରେ । ଆପଣଙ୍କ ମାଆ କିମ୍ୱା ଅନ୍ୟ ଜଣେ ବିଖ୍ୟାତ ମହିଳାଙ୍କ ସହ ମନର ଅମେଳ ଏହି ଦ୍ୱନ୍ଦ୍ବର କାରଣ ହୋଇପାରନ୍ତି । ଗଣେଷଙ୍କ ମତ ଅନୁସାରେ ନିଜକୁ ଧ୍ୟାନ ଓ ବ୍ୟାୟାମ ପରି କାର୍ଯ୍ୟରେ ଲିପ୍ତ ରଖିଲେ ମାନସିକ ଶାନ୍ତି ଫେରି ପାଇପାରନ୍ତି । ଜଳ ଠାରୁ ନିଜର ଦୂରତା ରକ୍ଷା କରନ୍ତୁ ଏବଂ ପହଁରା ଶିଖିବାକୁ ଯାଉଥିଲେ ଆଜି ଯାଆନ୍ତୁ ନାହିଁ । ଗତ ରାତ୍ରି ଆପଣ ସୁଖ ନିଦ୍ରା ଯାଇନାହାନ୍ତି । ତେଣୁ ଆଜି ବିଶ୍ରାମ ନିଅନ୍ତୁ । ନିଜର ଯାତ୍ରାକୁ ସ୍ଥଗିତ ରଖନ୍ତୁ । ଏହା ସଫଳ କାମୀ ହେବ ନାହିଁ । ନିଜର ସମ୍ପର୍କିୟ କାଗଜ ପତ୍ର କରିବାରେ ସତର୍କତା ଅବଲମ୍ୱନ କରନ୍ତୁ ।

ଆଜିର ରାଶିଫଳ
ଆଜିର ରାଶିଫଳ (SCORPIO)

ବିଛା: ଏକ ଉଲ୍ଲେଖନୀୟ କାର୍ଯ୍ୟର ସଫଳତା ପରେ ଗୃହ ପ୍ରତ୍ୟାବର୍ତ୍ତନ ଏକ ଶୁଭ ସୂଚନା ଅଟେ । ବନ୍ଧୁ ଗ୍ରହଣରେ ଏବଂ ପରିବାର ସଦସ୍ୟମାନଙ୍କ ସହ ହସ ଖୁସିରେ ସମୟ କାଟିବା ପାଇଁ ଆପଣ ଉତ୍କଣ୍ଠିତ ଚିତରେ ଘରକୁ ଫେରିଛନ୍ତି । ମଉଜ ମଜଲିସ କରିବା ପାଇଁ ଏପରି ଦିନ ଆଉ ଆସି ନ ପାରେ । ଆଜି ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସେହି କାର୍ଯ୍ୟରେ ସଫଳତା ଅର୍ଜନ କରିବେ । ଏଥିପାଇଁ ଆପଣଙ୍କ ମନ ପ୍ରଫୁଲ୍ଲିତ ହୋଇପାରେ । ସମ୍ପର୍କୀୟଙ୍କ ଠାରୁ ସ୍ନେହ ଶ୍ରଦ୍ଧା ଓ ସହାୟତା ମିଳିପାରେ । ଏକ ଛୋଟ କାଟିଆ ପରିଭ୍ରମଣ କରି ମଉଜ ମଜଲିସ କରିପାରନ୍ତି । ଅର୍ଥ ଉପାର୍ଜନ , ପୁଞ୍ଜିଲଗାଣ ଏବଂ ବୃତ୍ତି ପାଇଁ ଆଜି ଏକ ସୌଭାଗ୍ୟଶାଳୀ ଦିନ ଅଟେ । ଆପଣଙ୍କର ସହକର୍ମୀ ଏବଂ ପ୍ରିୟଜନଙ୍କ ସହ ମିଶି ଆପଣ ଆମୋଦ ପ୍ରମୋଦରେ ସମୟ କାଟି ପାରନ୍ତି ।

ଆଜିର ରାଶିଫଳ
ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଦିନଟିରେ କୌଣସି କାର୍ଯ୍ୟ ଆପେ ଆପେ ହେବ ନାହିଁ । ଆପଣଙ୍କ ସହଯୋଗୀ କିମ୍ୱା ଘନିଷ୍ଠ ସମ୍ପର୍କୀୟଙ୍କ ନିର୍ଦ୍ଦେଶରେ କୌଣସି ଦଣ୍ଡନୀୟ ଅପରାଧ ଯୁକ୍ତ କାମ ପାଇ ଯାଆନ୍ତୁ ନାହିଁ । ଏହା କଲେ ଆଜି ଦିନଟି ଆପଣଙ୍କର ଅଶାନ୍ତିରେ କଟିପାରେ । ଆପଣଙ୍କ ଉଦ୍ୟମ ଓ ଅର୍ଥ ସଙ୍ଗତିର ସବୁ କ୍ଷେତ୍ରରେ ଆବଶ୍ୟକତା ଥିବା ଯୋଗୁଁ ଆପଣ କ୍ଳାନ୍ତି ଅନୁଭବ କରିପାରନ୍ତି । ଆପଣଙ୍କ ପରିବାରର ଜଣେ ସଦସ୍ୟ ଆପଣଙ୍କୁ ସହଯୋଗ କରିବାକୁ ମନା କରିପାରନ୍ତି ଏବଂ ତାଙ୍କ ଜିଦରେ ଅଟଳ ରୁହନ୍ତି । ସେଥିପାଇଁ ଆପଣ ନିଜର କ୍ରୋଧ ପ୍ରକାଶ କରନ୍ତୁ ନାହିଁ । ସେମାନେ ଯାହା କରିବାକୁ ଚାହୁଁଛନ୍ତି , ତାଙ୍କୁ କରିବାକୁ ଦିଅନ୍ତୁ । ଆପଣଙ୍କର ଦୃଢ ଇଚ୍ଛାଶକ୍ତି କୌଣସି ଏକ ସିଦ୍ଧାନ୍ତ ନେବାକୁ ବାଧା ଦେଇପାରେ । ବ୍ୟସ୍ତ ହୁଅନ୍ତୁ ନାହିଁ, ଏହା ଆପଣଙ୍କ ପାଇଁ ଶୁଭ ଏବଂ ବାକିଥିବା ସିଦ୍ଧାନ୍ତକୁ ବିଳମ୍ବ କରିବା ପାଇଁ ପ୍ରବର୍ତ୍ତାଇବ । ସମୟର ଗତି ସଙ୍ଗେ ତାଳ ଦେଇ ଚାଲନ୍ତୁ ଏବଂ ନିଶ୍ଚିତ ହୁଅନ୍ତୁ । ଦୂର ବିଦେଶରେ ରହୁଥିବା ବନ୍ଧୁମାନଙ୍କ ସହ ଯୋଗାଯୋଗ ମଙ୍ଗଳଦାୟକ ହେବ ।

ଆଜିର ରାଶିଫଳ
ଆଜିର ରାଶିଫଳ (CAPRICORN)

ମକର: ଆଜି ସାମାଜିକ, ଧାର୍ମିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟୀ ତଥା କର୍ମଚାରୀ ମାନେ ଉନ୍ନତି କରିବେ । ହାତକୁ ନେଇଥିବା କାର୍ଯ୍ୟଗୁଡିକ ଭଲ ଫଳ ପ୍ରଦାନ କରିବ । ପ୍ରତିଷ୍ଠା ବଢିବ । ପଦୋନ୍ନତି ହୋଇପାରେ । ସାଙ୍ଗ ମାନଙ୍କ ସହ ଖୁସୀରେ ସମୟ ବିତିବ । ଘରେ ମନ ଖୁସୀ ଓ ମଉଜ ରହିବେ । ଦୁର୍ଘଟଣା ହୋଇପାରେ । ଏଥିପାଇଁ ସତର୍କତାର ସହ ଯାନବାହାନ ଚଳାଇବାକୁ ପରାମର୍ଶ ଦିଆଯାଉଛି ।

ଆଜିର ରାଶିଫଳ
ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ଦିନଟି ଆପଣ ନିଜର ଖର୍ଚ୍ଚ ପ୍ରତି ଧ୍ୟାନ ଦେବେ । ଆପଣ ଏହା ଉପରେ ସୁନିଶ୍ଚିତ ରୂପେ ଜୋର ଦେଇ କାର୍ଯ୍ୟ ନ କଲେ ନିଜେ କଷ୍ଟ ଭୋଗିବେ । ଖର୍ଚ୍ଚ କମାଇବାକୁ କହିବା ଅର୍ଥ ଏହା ଯେ ଆପଣ ଆପଣଙ୍କର ଅର୍ଥ ଉପାର୍ଜନର ପ୍ରକୃଷ୍ଟ ପନ୍ଥା ନିର୍ଦ୍ଧାରଣ କରିବା ଏବଂ ଉପାର୍ଜିତ ଅର୍ଥକୁ ଠିକ୍‍ ଭାବରେ ବିନିଯୋଗ କରିବା । ରୋଜଗାର କୁ ଚାହିଁ ନିଜର ଚାହିଦାକୁ ସୀମିତ କରି ଖର୍ଚ୍ଚ କରିବା ବୁଦ୍ଧିମାନର କାର୍ଯ୍ୟ ଅଟେ । ଧାର କରଜ କରନ୍ତୁ ନାହିଁ । ଧାର କରଜ କ୍ଷେତ୍ରରେ ଅନ୍ୟମାନଙ୍କ ପାଇଁ ପଡନ୍ତୁ ନାହିଁ । କୌଣସି କାରଣରୁ ଆପଣ ଉତ୍ତେଜିତ ହେବାପରି ଘଟଣାରେ ଅନ୍ୟମାନଙ୍କ ଯୋଗୁଁ ଛନ୍ଦି ହୋଇପାରନ୍ତି କିମ୍ୱା ଅନ୍ୟମାନଙ୍କ ମତକୁ ଭୂଲ ବୁଝିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଆର୍ଥିକ ସ୍ଥିତି ପ୍ରତି ସଜାଗ ରୁହନ୍ତୁ ଏବଂ ମାନସିକ ଶାନ୍ତି ପ୍ରତି ଧ୍ୟାନ ଦିଅନ୍ତୁ ।

ଆଜିର ରାଶିଫଳ
ଆଜିର ରାଶିଫଳ (PISCES)

ମୀନ: ଗ୍ରହଙ୍କର ଉଜ୍ଜଳ ଜ୍ୟୋତିର ପ୍ରଭାବରେ ଆପଣଙ୍କ ନିଜର ବନ୍ଧୁ, ସମକକ୍ଷ ବ୍ୟକ୍ତି ଏବଂ ପ୍ରିୟଜନଙ୍କର ପ୍ରିୟଭାଜନ ହୋଇପାରିବେ । ସମ୍ପର୍କୀୟ ପ୍ରିୟଜନମାନେ ଆପଣଙ୍କ ପାଇଁ ହିତକାରୀ ଓ ଫଳଦାୟକ ସାବ୍ୟସ୍ତ ହେବେ । ଆପଣଙ୍କ ସେମାନଙ୍କ ପିଛା ଯଥେଷ୍ଟ ଖର୍ଚ୍ଚ କରିପାରନ୍ତି । ନୂତନ ବନ୍ଧୁତ୍ୱ ଓ ସନ୍ଧି ସ୍ଥାପନ କରିପାରନ୍ତି ଯାହାକି ଆପଣଙ୍କୁ ଭବିଷ୍ୟତରେ ଉପକାରୀ ହୋଇପାରେ । ଆପଣ ନିଜର ଅବସର ସମୟରେ ଏକ ପରିଭ୍ରମଣ ଯୋଜନା କରିପାରନ୍ତି । ଆପଣଙ୍କ ପରିବାରର ସଦସ୍ୟ ଠାରୁ ଦୂର ବିଦେଶରୁ କିମ୍ୱା ଆପଣଙ୍କ କାର୍ଯ୍ୟାଳୟରୁ ଶୁଭ ଖବର ପାଇ ଉଲ୍ଲସିତ ହୋଇପାରନ୍ତି । ପରୋପକାରୀ କାର୍ଯ୍ୟରେ ମନୋନିବେଶ କରିବାପାଇଁ ଉତ୍ସାହିତ ହୋଇପାରନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.