ETV Bharat / bharat

ରାଶିଫଳ; ଏହି ରାଶି ଶୁଭ ଆଜିର ଦିନ, ନୂଆ କାରବାର ସହ ପାଇବେ ଆର୍ଥିକ ଲାଭ - DAILY RASIFALA

author img

By ETV Bharat Odisha Team

Published : Aug 17, 2024, 12:00 AM IST

Ajira Rasifala 17 August: ଆଜି କେମିତି କଟିବ ଆପଣଙ୍କର ଦିନ ? କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ‘ଇଟିଭି ଭାରତ’ରେ ପଢନ୍ତୁ, ଆଜିର ରାଶିଫଳ ।

Ajira Rasifala
ଆଜିର ରାଶିଫଳ (Getty)
Ajira Rasifala
ଆଜିର ରାଶିଫଳ (ARIES)

ମେଷ: ଆଜି ଦିନର ଲାଭ ପ୍ରାପ୍ତ କରିବା ପାଇଁ ଆପଣ ଅନାବଶ୍ୟକ ଯୁକ୍ତିତର୍କ, ଅର୍ଥହୀନ ତର୍କ ଏବଂ ପ୍ରତିକୂଳ ମନୋଭାବରୁ ଦୂରରେ ରହନ୍ତୁ । ଅନ୍ୟଥା ଆପଣଙ୍କ ପାଇଁ ଭାରି ପଡିବ ଏବଂ ଆପଣଙ୍କ ସ୍ୱାସ୍ଥ୍ୟକୁ ପ୍ରଭାବିତ କରିପାରେ । କାର୍ଯ୍ୟ ସମାପ୍ତ କରିବା ଏବଂ ନିର୍ଦ୍ଦିଷ୍ଟ ସମୟ ସୀମା ଭିତରେ ସମାପ୍ତ କରିବା ଏକ ସମସ୍ୟା ହେବ ନାହିଁ, ଆଜିଦିନ ସଫଳ ରହିବ । କର୍ମସ୍ଥଳରେ ଉପରିସ୍ଥ କର୍ମଚାରୀଙ୍କ ସହ କାମ କଲାବେଳେ ସତର୍କ ରୁହନ୍ତୁ । ତାଙ୍କୁ ଅସମ୍ମାନ କରିବା ଆପଣଙ୍କ ପାଇଁ ଅତ୍ୟନ୍ତ କ୍ଷତିକାରକ ହୋଇପାରେ ।

Ajira Rasifala
ଆଜିର ରାଶିଫଳ (TAURUS)

ବୃଷ: ଆଜି, ନକ୍ଷତ୍ରଗଣ ଆପଣଙ୍କ ସପକ୍ଷରେ ନୁହନ୍ତି । ତେଣୁ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ କିମ୍ବା କୌଣସି ଜିନିଷରେ ଆପଣ ନିଜକୁ ସଂପୃକ୍ତ କରିବା ପୂର୍ବରୁ ନିଶ୍ଚିତ କରନ୍ତୁ ଯେ ଆପଣ କୌଣସି ଅନୈତିକ କିମ୍ୱା ଆଇନ ବିରୁଦ୍ଧ କାର୍ଯ୍ୟ କରିବେ ନାହିଁ । ନୂଆ କାର୍ଯ୍ୟ ଏବଂ ପ୍ରକଳ୍ପ ହାତକୁ ନୁଅନ୍ତୁ ନାହିଁ କାରଣ ଏହା ଫଳପ୍ରଦ ହୋଇ ନପାରେ । ଏହା ପରିବର୍ତ୍ତେ, ଆପଣ ନିଜର ପ୍ରିୟ ଅଭ୍ୟାସ ଏବଂ ମନ-ତାଜା କରିବା କାର୍ଯ୍ୟରେ ଲିପ୍ତ ରହନ୍ତୁ, ଏହା ଆପଣଙ୍କ ବ୍ୟାକୁଳତା ଏବଂ ଷ୍ଟ୍ରେସ୍‌ କମ୍‌ କରିବାରେ ସାହାଯ୍ୟ କରିବ ।

Ajira Rasifala
ଆଜିର ରାଶିଫଳ (GEMINI)

ମିଥୁନ: ଆଜି ପ୍ରଥମ ଭାଗ ଆମୋଦପ୍ରମୋଦ, ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟକୁ ପ୍ରତିନିଧିତ୍ୱ କରୁଛି ଏବଂ ଦ୍ୱିତୀୟ ଭାଗ ଆପଣଙ୍କ ପାଇଁ ଅସୁବିଧା ଆଣିଦେବ । ତେଣୁ ଦିନର ଅଧିକାଂଶ ସମୟ ମଙ୍ଗଳକାରୀ କାର୍ଯ୍ୟରେ ବିତାନ୍ତୁ ଏବଂ ତା ସହିତ ବନ୍ଧୁ ଏବଂ ପରିବାର ବର୍ଗଙ୍କ ସହିତ ମିଳାମିଶା ଏବଂ ଆନନ୍ଦ ଉଲ୍ଲାସରେ କାଟନ୍ତୁ । ନିଜ ମାଆଙ୍କର ସ୍ୱାସ୍ଥ୍ୟଜନିତ ଚିନ୍ତା ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରିପାରେ । ଧୈର୍ଯ୍ୟ ଧରନ୍ତୁ, ଏହି ଅବସ୍ଥା ନିଶ୍ଚୟ ସୁଧୁରିଯିବ ।

Ajira Rasifala
ଆଜିର ରାଶିଫଳ (CANCER)

କର୍କଟ: ନୂଆ ବ୍ୟାପାର ଆରମ୍ଭ କରିବା ପାଇଁ ଏହା ଏକ ଶୁଭ ଦିନ, ସେଥିପାଇଁ ବେପାର ଲମ୍ଵା ଅବଧିର ରହିବ ଓ ଲାଭଦାୟକ ମଧ୍ୟ ହେବ, ଆପଣ ନୂଆ କାର କିମ୍ଵା ଘର କିଣିପାରନ୍ତି । ବନ୍ଧୁମାନଙ୍କ ଠାରୁ ମଧ୍ୟ ଲାଭ ପାଇପାରିବେ । ବିଦ୍ୟାର୍ଥୀମାନେ ଭଲ କରିବେ ଓ ଧ୍ୟାନ ବଢିବ । ଆପଣଙ୍କର ଭାବାବେଗ ପ୍ରିୟଜନଙ୍କ ସହିତ ସମ୍ପର୍କୁ ବୃଦ୍ଧି କରିବେ । ବିଭିନ୍ନ ଘଟଣାବଳିରୁ ଜଣାପଡିବ ଯେ ଆଜି ଦିନଟିରେ ଆପଣଙ୍କର ଭାଗ୍ୟ ଅନୁକୂଳ ଅଛି । ସମାଜିକ ଜୀବନରେ ପ୍ରତିଭା ଓ ସମ୍ମାନ ବୃଦ୍ଧି ପାଇବ ।

Ajira Rasifala
ଆଜିର ରାଶିଫଳ (LEO)

ସିଂହ: ଆପଣଙ୍କ ପାଇଁ ପରିସ୍ଥିତି ଆଜି ଅତ୍ୟନ୍ତ ଅନୁକୂଳ ଅଟେ, କିନ୍ତୁ ଏଥିପ୍ରତି ସଜାଗ ରୁହନ୍ତୁ । କଟୁ ବାକ୍ୟ ଏବଂ ଖରାପ ବ୍ୟବହାର ଆପଣଙ୍କ କାମକୁ ବିଫଳ କରିପାରେ । ମନକୁ ଶାନ୍ତ କରି ସାବଧାନତାର ସହ କାମ କରନ୍ତୁ । ନୂଆ ପ୍ରକଳ୍ପ କିମ୍ୱା ନୂଆ କାର୍ଯ୍ୟ ହାତକୁ ନିଅନ୍ତୁ ନାହିଁ, ଆଜି ଦିନ ସେଥିପାଇଁ ଅନୁକୂଳ ନୁହେଁ । ସେ ଯାହାହେଉ ପରିବାର ସଦସ୍ୟଙ୍କ ସହଯୋଗ ଯୋଗୁଁ ଆପଣ ଖୁସିରେ ଦିନଟିକୁ କାଟିପାରିବେ । ବହୁ ଦୂରତ୍ୱରେ ରହୁଥିବା ବନ୍ଧୁଙ୍କ ସହ ନିଗୁ଼ଢ ବନ୍ଧନରେ ବାନ୍ଧିହୋଇ ପଡିବେ । ଏହି ସମ୍ପର୍କ ଆପଣଙ୍କୁ ଭବିଷ୍ୟତରେ ସାହାଯ୍ୟ ପ୍ରଦାନ କରିପାରେ । ଅଯଥା ଖର୍ଚ୍ଚରୁ ନିବୃତ୍ତ ରୁହନ୍ତୁ ।

Ajira Rasifala
ଆଜିର ରାଶିଫଳ (VIRGO)

କନ୍ୟା: ଆକସ୍ମିକ ଲାଭ ଆପଣଙ୍କୁ ପୁରୁଣା କ୍ଷତିରୁ ସୁରକ୍ଷା ଦେବ । ଅପରାହ୍ନରେ ଆପଣଙ୍କର ସମ୍ଭାବ୍ୟ ବିବାହ ବିଷୟରେ କିଛି ଘଟଣା ହୋଇପାରେ । କିନ୍ତୁ ଆପଣଙ୍କ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ଆଗକୁ ଯିବା ସମୟରେ ଧ୍ୟାନର ସହିତ ନିଷ୍ପତ୍ତି ନିଅନ୍ତୁ । ମାନସିକ ତଥା ଶାରିରୀକ ସୁସ୍ଥତା ବଜାୟ ରହିବ । ଆର୍ଥିକ ସ୍ଥିତି ସୁଦୃ଼ଢ ହେବ । ନିଜର ବନ୍ଧୁ ଓ ପ୍ରିୟନଙ୍କ ସହ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯେକୌଣସି ଯାତ୍ରା ପାଇଁ ଦିନଟି ଶୁଭ ଅଟେ ।

Ajira Rasifala
ଆଜିର ରାଶିଫଳ (LIBRA)

ତୁଳା: ଆଜି ଆପଣଙ୍କ ଭାବନା ସହ ଖେଳୁଥିବା ଓ ଆପଣଙ୍କ ଦକ୍ଷତାରେ ପ୍ରଶ୍ନବାଚୀ ସୃଷ୍ଟି କରୁଥିବା ପ୍ରତିଯୋଗୀମାନଙ୍କ ସହ ସମସ୍ୟା ହୋଇପାରେ, କିନ୍ତୁ ଆପଣ ସେମାନଙ୍କୁ ସହଜରେ ହରାଇଦେବେ । ଆପଣଙ୍କ କାର୍ଯ୍ୟକ୍ଷେତ୍ରରେ ଆପଣ କୌଣସି ସମସ୍ୟାର ସମ୍ମୁଖୀନ ହୁଅନ୍ତି ତେବେ ଏହି ଲୋକମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ । ନୂଆ କାର୍ଯ୍ୟ ହାତକୁ ନେବା ପାଇଁ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଆଜି ହେଉଛି ସବୁଠାରୁ ଉତ୍ତମ ଦିନ । ପେଶାଦାର ଦୃଷ୍ଟିକୋଣରୁ ଆପଣ ନିପୁଣ ହେବେ ଏବଂ ସହକର୍ମୀ, ବରିଷ୍ଠ ମାନଙ୍କଠାରୁ ପ୍ରୋତ୍ସାହିତ ହେବେ ଏବଂ ଆପଣଙ୍କ କାର୍ଯ୍ୟ ଦକ୍ଷତା ଆହୁରି ବୃଦ୍ଧି ପାଇବ ।

Ajira Rasifala
ଆଜିର ରାଶିଫଳ (SCORPIO)

ବିଛା: ଆଜିର ଦିନଟି ଆପଣଙ୍କୁ ମିଶ୍ରିତ ଫଳ ଦେବ । ଅନୈତିକ କିମ୍ବା ଆଇନ୍‌ ବିରୁଦ୍ଧ କାର୍ଯ୍ୟକଳାପରୁ ନିବୃତ ରହନ୍ତୁ । ଆଜି ଅଜଣା ବ୍ୟକ୍ତିଙ୍କ ସହ ମିଳାମିଶା କରିବା କିମ୍ୱା ନୂଆ ସଂପର୍କ ବଢାଇବା ଏକ ଭଲ ଚିନ୍ତାଧାରା ପ୍ରମାଣିତ ହୋଇ ନପାରେ । ଭାବିଚିନ୍ତି ଲୋକଙ୍କ ସହ ବନ୍ଧୁତା କରନ୍ତୁ । ଆଜିପାଇଁ ସବୁଠାରୁ ଉତ୍ତମ କାର୍ଯ୍ୟ ହେଉଛି ଯୋଗ କିମ୍ୱା ଧ୍ୟାନ କରିବା । ବ୍ୟବସାୟ ପରିଚାଳନା ଓ ବୁଦ୍ଧିରେ ଅତି ଆଗ୍ରହୀ ବ୍ୟକ୍ତି ପ୍ରଚୁର ଅର୍ଥଲାଭ କରିବେ । ଚାକିରିଆମାନଙ୍କ କ୍ଷେତ୍ରରେ ସେମାନେ ସେମାନଙ୍କର ହାକିମଙ୍କ ଶୁଭ ଦୃଷ୍ଟିରେ ରହିପାରନ୍ତି । ଆପଣଙ୍କ କାର୍ଯ୍ୟ ଦକ୍ଷତାକୁ ସେ ପ୍ରଶଂସା କରିବେ । ଆପଣ ନିଜର ବନ୍ଧୁଙ୍କ ସହ ସକ୍ଷାତ କରିବେ ।

Ajira Rasifala
ଆଜିର ରାଶିଫଳ (SAGITTARIUS)

ଧନୁ: ଆପଣଙ୍କ ପାଇଁ ଆଜିର ଦିନ ସାଧାରଣ ରହିବ । ଦିନର ପ୍ରଥମ ଭାଗରେ ଖୁସି ଏବଂ ସନ୍ତୁଷ୍ଟିର ବର୍ଷା ହେବ, କିନ୍ତୁ ଦିନର ଦ୍ୱିତୀୟ ଭାଗରେ ଆପଣ ଅସୁବିଧାର ସମ୍ମୁଖୀନ ହେବେ । ଆର୍ଥିକ ଲାଭ, ସାମାଜିକ ପରିଦର୍ଶନ ଏବଂ ମନ୍ଦିରକୁ ଯାତ୍ରା ହେବାର ସମ୍ଭାବନା ରହିଛି । ଦ୍ୱିତୀୟ ଭାଗ ଆପଣଙ୍କ ପାଇଁ ସହାୟକ ଏବଂ ସାହାଯ୍ୟକାରୀ ହେବ । ଜର ଉତ୍ତମ ବ୍ୟବହାର ଏବଂ କାର୍ଯ୍ୟଦକ୍ଷତା ବଳରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଅତି ସହଜରେ ସମ୍ପୂର୍ଣ୍ଣ କରିପାରିବେ । ନିଜର ଉପରିସ୍ଥ ହାକିମଙ୍କ ପ୍ରେରଣା ଆପଣଙ୍କୁ ଆନନ୍ଦ ପ୍ରଦାନ କରିବ । ଏହା ଫଳରେ ଆପଣଙ୍କ ବ୍ୟକ୍ତିତ୍ୱରେ ଆପଣ ଉଲ୍ଳସିତ ହେବେ ।

Ajira Rasifala
ଆଜିର ରାଶିଫଳ (CAPRICORN)

ମକର: ଆଜି ସକାଳ ସମୟରେ ଆପଣ‍ଙ୍କ ପାଇଁ କିଛି ସମସ୍ୟା ରହିବ, କିନ୍ତୁ ଆପଣ ବ୍ୟସ୍ତ ହୁଅନ୍ତୁ ନାହିଁ । ଦିନର ପ୍ରଥମ ଭାଗରେ, ଆପଣ ଅତ୍ୟନ୍ତ ସଜାଗ ଏବଂ ଯତ୍ନଶୀଳ ରହନ୍ତୁ, ଯଦି ଆପଣ କୌଣସି ଆଇନଗତ ବିବାଦରେ ସାକ୍ଷୀ ହୋଇଛନ୍ତି । ଗାଡି ଅଧିକ ସ୍ପିଡ କରନ୍ତୁ ନାହିଁ କାରଣ ଦୁର୍ଘଟଣା ହେବାର ସମ୍ଭାବନା ରହିଛି । କଳା ଓ ସାହିତ୍ୟ ସମ୍ପର୍କିତ ଗୋଟିଏ ନୂତନ ଯୋଜନା ଆପଣ ହାତକୁ ନେଇ ସଫଳତା ଲାଭ କରିପାରନ୍ତି । ନିଜର ଚିନ୍ତନଶୀଳ ମନୋବୃତ୍ତିର ସଫଳ ରୂପାୟନ ନିମନ୍ତେ ଏକ ପୁସ୍ତକ ପଠନ ମେଳାର ଆୟୋଜନ କରିପାରନ୍ତି । ସରକାରୀ କାର୍ଯ୍ୟରେ ଆପଣ କିଛି ଦୁର୍ଦ୍ଦଶାର ସମ୍ମୁଖିନ ହୋଇପାରନ୍ତି ।

Ajira Rasifala
ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି, ଆପଣଙ୍କ ପାଇଁ ଏକ ଫଳପ୍ରଦ ଦିନ । ସାମାଜିକ ଏବଂ ଆର୍ଥିକ ଦୃଷ୍ଟିକୋଣରୁ ଆଜିର ଦିନ ଫଳପ୍ରଦ ହେବ । ଦିନର ଦ୍ୱିତୀୟ ଭାଗରେ ପରିସ୍ଥିତି କଷ୍ଟକର ହେବ, ଯେହେତୁ ଘରର ପରିବେଶ ଶାନ୍ତରୁ ଶାନ୍ତ ଅପ୍ରିତିକର ଆଡକୁ ଗତି କରିବ । ପରିବାରରେ ଅପ୍ରୀତିକର ପରିବେଶ ସ୍ୱହାର୍ଦପୂର୍ଣ୍ଣ ଏବଂ ଶାନ୍ତତାକୁ ନଷ୍ଟ କରିଦେବ । ଧୈର୍ଯ୍ୟଧରି ଶୁଭବେଳାକୁ ଅପେକ୍ଷା କରନ୍ତୁ । ମାନସିକ ଅସ୍ଥିରତା ଶୀଘ୍ର ଦୂର ହେବ । ଧ୍ୟାନ ପ୍ରାର୍ଥନା କରିବାଦ୍ୱାରା ମାନସିକ ଅବସାଦ ହ୍ରାସ ପାଇବ ।

Ajira Rasifala
ଆଜିର ରାଶିଫଳ (PISCES)

ମୀନ: ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ଆଜି ଆପଣ ଉନ୍ନତି କରିବେ । ସାମାଜିକ ଦୃଷ୍ଟିକୋଣରୁ ଆପଣଙ୍କ ସମ୍ମାନରେ ବୃଦ୍ଧି ହେବ ଏବଂ ପେଶାଦାର ଦୃଷ୍ଟିକୋଣରୁ ପଦୋନ୍ନତି ହୋଇପାରେ ଏବଂ ଆର୍ଥିକ ଲାଭ ମଧ୍ୟ ହୋଇପାରେ । ଅବଶ୍ୟ ବ୍ୟକ୍ତିଗତ ଦୃଷ୍ଟିକୋଣରୁ ଅତ୍ୟନ୍ତ ଭଲ ରହିବ । ଆଜିର ଜୀବନ ଆପଣଙ୍କ ପାଇଁ ଖୁସି ଏବଂ ସନ୍ତୁଷ୍ଟିର ଉପଯୁକ୍ତ ସନ୍ତୁଳନ ରହିବ । ଦାମ୍ପତ୍ୟ ଜୀବନରେ ପ୍ରେମାଳାପ ତଥା ମଉଜ ମଜଲିସରେ ସମୟ ଅତିବାହିତ ହେବ । ବିଦ୍ୟାର୍ଥୀମାନେ ସଫଳତା ଅର୍ଜନ କରିବା ପାଇଁ ଆଜି ଏକ ଶୁଭ ଦିବସ ଅଟେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ, ନହେଲେ ଦିନଟି ବ୍ୟର୍ଥ ହୋଇଯାଇପାରେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.