ETV Bharat / bharat

ଆଜିର ରାଶିଫଳ; ସତର୍କ ରୁହନ୍ତୁ ଏହି 4 ରାଶି, ପ୍ରେମ-ବ୍ୟବସାୟରେ ଲାଭ ପାଇବେ ଏମାନେ - AJIRA RASIFALA

author img

By ETV Bharat Odisha Team

Published : Aug 29, 2024, 12:01 AM IST

Ajira Rasifala 29 August: ଆଜି ଦିନ ଆପଣଙ୍କ କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ରହିବେ ସତର୍କ ଏବଂ କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା । ଜାଣିବା ପାଇଁ ‘ଇଟିଭି ଭାରତ’ରେ ପଢନ୍ତୁ, ଆଜିର ରାଶିଫଳ ।

ଆଜିର ରାଶିଫଳ; ସତର୍କ ରୁହନ୍ତୁ ଏହି 4 ରାଶି, ପ୍ରେମ-ବ୍ୟବସାୟରେ ଲାଭ ପାଇବେ ଏମାନେ
ଆଜିର ରାଶିଫଳ; ସତର୍କ ରୁହନ୍ତୁ ଏହି 4 ରାଶି, ପ୍ରେମ-ବ୍ୟବସାୟରେ ଲାଭ ପାଇବେ ଏମାନେ (Getty)
Ajira Rasifala
ଆଜିର ରାଶିଫଳ (ARIES)

ମେଷ: ଆଜି ଆପଣ ଟିକିଏ କଥାରେ ଚିଡଚିଡା ହେବେ କିମ୍ୱା ଉତ୍ତେଜିତ ହୋଇପାରନ୍ତି । ତେଣୁ ନିଜକୁ ଜଗିରଖି ଚଳିବା ଉଚିତ । ଜଣେ ବନ୍ଧୁଙ୍କର ଅପ୍ରତ୍ୟାଶିତ ଖରାପ ବ୍ୟବହାର ଆପଣଙ୍କୁ ଆଘାତ ଦେଇପାରେ । ସେଇ ପରିସ୍ଥିତିରେ ଆପଣ ନିଜକୁ ସଞ୍ଜତ ରଖିବା ଉଚିତ । ସମ୍ପତ୍ତି ଓ ଜମିବାଡ଼ି ସଂକ୍ରାନ୍ତୀୟ କୌଣସି କାର୍ଯ୍ୟକଳାପରେ ନିଜକୁ ସଂପୃକ୍ତ କରନ୍ତୁ ନାହିଁ । ମହିଳାଙ୍କ ନକାରାତ୍ମକ ପ୍ରଭାବରୁ ଦୂରେଇ ରୁହନ୍ତୁ । ମାନସିକ ଶାନ୍ତି ଲାଭ କରିବା ପାଇଁ ଯୋଗ ଏବଂ ଧ୍ୟାନରେ ସମୟ ବିନିଯୋଗ କରନ୍ତୁ । ଆପଣଙ୍କ କ୍ଷମତା ଉପରେ ଆତ୍ମବିଶ୍ଵାସୀ ହୁଅନ୍ତୁ, କଠିନ ପରିଶ୍ରମ କରନ୍ତୁ ଓ ମିତବ୍ୟୟିତା ଉପରେ ବିଶ୍ଵାସ ରଖନ୍ତୁ ।

Ajira Rasifala
ଆଜିର ରାଶିଫଳ (TAURUS)

ବୃଷ: ଗ୍ରହମାନଙ୍କ ଶୁଭଦୃଷ୍ଟି ଯୋଗୁଁ ଗତକାଲି ପରି ଆଜି ଦିନଟି ଆମୋଦ ପ୍ରମୋଦରେ କାଟିପାରନ୍ତି । ଆଜି ଆପଣଙ୍କ କାନ୍ଧରେ ଆର୍ଥିକ ଦାୟିତ୍ଵଗୁଡିକର ଚାପ ଥିବାର ଅନୁଭବ କରିବେ । ଖର୍ଚ୍ଚ ବଢିବ । କିନ୍ତୁ ଦିନର ଶେଷ ଭାଗରେ ଆପଣଙ୍କ ନିକଟକୁ ଆଶା କରାଯାଇନଥିବା ସ୍ଥାନରୁ ଟଙ୍କା ଆସିବ । ଆପଣଙ୍କ ସୃଜନଶୀଳତା କିଛି କରିବାକୁ ପ୍ରବର୍ତ୍ତାଇପାରେ । ନିଜ ପ୍ରିୟଜନମାନଙ୍କୁ ରାନ୍ଧି ଖୁଆନ୍ତୁ । ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ କିମ୍ବା ଆର୍ଥିକ ସମସ୍ୟା ଦେଖାଦେଇପାରେ ।

Ajira Rasifala
ଆଜିର ରାଶିଫଳ (GEMINI)

ମିଥୁନ: ଆଜି ଯେତେ ସମ୍ଭବ ଅଧିକ ସମୟ ଏକା ଆପଣଙ୍କ ଜୀବନସାଥୀଙ୍କ ସହ ବିତାଇବେ । ଏକ ଆକସ୍ମିକ ବାର୍ତ୍ତାଳାପ ଏକ ଭାବମୟ ଅବସ୍ଥାରେ ସମାପ୍ତି ହେବ । ସନ୍ଧ୍ୟା ସମୟରେ ଆପଣଙ୍କ ବୁଦ୍ଧି ଓ ଜ୍ଞାନ ଦ୍ଵାରା ଆପଣ ଲୋକମାନଙ୍କ ଉପରେ ଯାଦୁ କରିଦେବେ । କାର୍ଯ୍ୟସ୍ଥଳରେ ସଠିକତା ପାଇବା ଆପଣଙ୍କ ଲକ୍ଷ୍ୟ । କାର୍ଯ୍ୟସ୍ଥଳରେ ଓ ଘରେ ଆପଣ ସବୁକିଛି ସଠିକ ଭାବେ କରିବାକୁ ଚେଷ୍ଟା ଚଳାଇବେ । ସହକର୍ମୀ ଏବଂ ସହଯୋଗୀ ସାମାନ୍ୟ ବ୍ୟବହାର କରିବେ ।

Ajira Rasifala
ଆଜିର ରାଶିଫଳ (CANCER)

କର୍କଟ: ଦିନ ସାରା ଆପଣ ଅନେକ ଘଟଣାର ସମ୍ମୁଖୀନ ହେବେ । ସବୁ ଥର ଆପଣ ସେଗୁଡିକର ସଫଳତାର ସହିତ ସାମ୍‍ନା କରିବେ । ଆପଣଙ୍କ ବ୍ୟବସାୟିକ ଭାବେ ପରିଚିତ ଲୋକମାନେ ଆପଣଙ୍କୁ ଭଗବାନଙ୍କ ଅପାର କରୁଣା ଭଳି ସାହାଯ୍ୟ ପାଇଁ ଆଗେଇ ଆସିବେ । ଏହାର ଅର୍ଥ ସେମାନେ ବାସ୍ତବରେ ଆପଣଙ୍କୁ ମରଣମୁହଁରୁ ମୁକୁଳାଇ ନେବେ । ପରିଭ୍ରମଣ ଅତି ଆମୋଦଦାୟକ ହୋଇପାରେ । ସ୍ୱାଦିଷ୍ଟ ଭୋଜନରେ ଆତ୍ମସନ୍ତୋଷ ବୃଦ୍ଧି ପାଇପାରେ । କୌତୁକପୂର୍ଣ୍ଣ ଖେଳରେ ନିଜକୁ ନିୟୋଜିତ କରିପାରନ୍ତି ।

Ajira Rasifala
ଆଜିର ରାଶିଫଳ (LEO)

ସିଂହ: ଆଜି ଆପଣ ମାନସିକ ଭାବେ ବ୍ୟାକୁଳ ଏବଂ ଅସ୍ଥିର ରହିବେ । କୌଣସି ମତେ କୌଣସି ଲୋକ ପାଇଁ ପ୍ରତିନିଧିତ୍ୱ ନିଅନ୍ତୁ ନାହିଁ କିମ୍ୱା ସାକ୍ଷୀ ହୁଅନ୍ତୁ ନାହିଁ । ତର୍କ ବିତର୍କ ଏବଂ ବିବାଦରୁ ଦୂରେଇ ରହନ୍ତୁ । ଆଇନ କାନୁନ ମାମଲାରେ ସାବଧାନ ହେବା ଆବଶ୍ୟକ । ଅନୁଭବ ପୂର୍ଣ୍ଣ ଏବଂ ନିଷ୍ପକ୍ଷତାର ସହ କାର୍ଯ୍ୟ କରନ୍ତୁ । ବ୍ୟୟ ନିୟନ୍ତ୍ରଣରୁ ବାହାରକୁ ଯିବାର ସମ୍ଭାବନା ଅଛି । ନୂଆ ମହିଳା ବନ୍ଧାବୀଙ୍କଠାରୁ ଦୂରେଇ ରୁହନ୍ତୁ । ବିଦେଶରୁ କିଛି ଖବର ମିଳିପାରେ ।

Ajira Rasifala
ଆଜିର ରାଶିଫଳ (VIRGO)

କନ୍ୟା: ଆଜି ଦିନଟି ଶୁଭ ରହିବ କହି ପୂର୍ବାନୁମାନ କରାଯାଉଛି । ପୁରସ୍କାର, ଲାଭ, ଫାଇଦା, ଯାହା ଇଚ୍ଛା କରିବେ ତାହା ପାଇବେ । ଏବଂ ଘର, ପରିବାର କିମ୍ବା ବ୍ୟବସାୟ ଯେକୌଣସି କ୍ଷେତ୍ରରେ ଏସବୁ ଆପଣଙ୍କୁ ମିଳିପାରେ । ଏହି ସମୟରେ ଯାତ୍ରା ଶୁଭଙ୍କର ହେବ, ଆପଣଙ୍କ ଜୀବନସାଥୀଙ୍କ ସହ ଘନିଷ୍ଠତା ବଢ଼ିବ । ଗ୍ରହଙ୍କର ମଙ୍ଗଳକର ସ୍ଥିତି ଯୋଗୁଁ ପ୍ରେମ ଏବଂ ଲାଭ ଆଶା କରୁଥିବା ବ୍ୟକ୍ତିମାନେ ଲାଭାନ୍ୱିତ ହେବେ । ଅର୍ଥ ସଂକ୍ରାନ୍ତରେ ନକ୍ଷତ୍ରମାନେ ବଦାନ୍ୟ ହେବେ, ପରିଣାମସ୍ୱରୂପ ପାଣ୍ଠି ବଢ଼ିବ । ଆପଣ ବ୍ୟବସାୟ ସମ୍ପର୍କିତ ଅର୍ଥ ସଂଗ୍ରହ ପାଇଁ ଯାତ୍ରା କରିପାରନ୍ତି ଏବଂ ଏହା ଫଳପ୍ରଦ ରହିବ ।

Ajira Rasifala
ଆଜିର ରାଶିଫଳ (LIBRA)

ତୁଳା: ଆଜି ଶାନ୍ତି କରିବାର ଭୂମିକା ଗ୍ରହଣ କରିବାକୁ ପ୍ରସ୍ତୁତ ରୁହନ୍ତୁ । ବଡ ପରିବାରକୁ ସମ୍ଭାଳିବାର ଆପଣଙ୍କ କ୍ଷମତାକୁ ସମସ୍ତେ ଜାଣିବେ । ସେଥିପାଇଁ ଆଜି କାର୍ଯ୍ୟସ୍ଥଳରେ ଆପଣଙ୍କ ତଳେ ଥିବା କର୍ମଚାରୀମାନଙ୍କ ମଧ୍ୟରେ କୌଣସି ଝଗଡାର ସମାଧାନ ପାଇଁ ଆପଣଙ୍କୁ ଦାୟିତ୍ଵ ଦିଆଯାଇପାରେ । ଗବେଷଣା କାମ ମନ୍ଥର ହୋଇପାରେ, କିନ୍ତୁ ଭଲ କଥା ହେଉଛି ନୂଆ ଚୁକ୍ତିରେ ପ୍ରବେଶ କରିବା ପାଇଁ ଏହା ଏକ ଶୁଭ ଦିନ ।

Ajira Rasifala
ଆଜିର ରାଶିଫଳ (SCORPIO)

ବିଛା: ଆଜି ଆପଣଙ୍କ ଉପରେ କାର୍ଯ୍ୟର ଚାପ ବଢି ଚାଲିବ । କିନ୍ତୁ ଆପଣ ଭଲ ଢଙ୍ଗରେ ସେଗୁଡିକୁ ସମ୍ଭାଳିବେ, ଯାହା କେବଳ ଆପଣଙ୍କ ଧୈର୍ଯ୍ୟ ପାଇଁ ସମ୍ଭବ ହେବ । ଅବଶ୍ୟ ଧ୍ୟାନ ଦିଅନ୍ତୁ ଓ କିପରି ଚାପ ମୁକ୍ତ ହେବେ ତାହା ଜାଣନ୍ତୁ ଏବଂ ଯେତେ ଶୀଘ୍ର ସମ୍ଭବ ଏହାକୁ କାର୍ଯ୍ୟରେ ଲଗାନ୍ତୁ । ଯଦି ଆପଣ ଜଣେ ଲେଖକ କିମ୍ବା ଜୀବନଜୀବିକା ପାଇଁ ସୃଜନଶୀଳ କାମ କରୁଛନ୍ତି, ଏହି ସମୟ ଆପଣଙ୍କ ପାଇଁ ମଙ୍ଗଳମୟ ଅଟେ । କାର୍ଯ୍ୟକ୍ଷେତ୍ରରେ ଈର୍ଷ୍ୟାନ୍ୱିତ ପ୍ରତିଦ୍ୱନ୍ଦୀଙ୍କଠାରୁ ଦୂରେଇ ରୁହନ୍ତୁ । ଏପରିକି ହଇରାଣ କରୁଥିବା ଛୋଟ ପିଲାଙ୍କଠାରୁ ମଧ୍ୟ ଦୂରରେ ରୁହନ୍ତୁ । ଯାତ୍ରା ଯୋଗ ରହିଛି, ଖର୍ଚ୍ଚ ବଢ଼ିପାରେ ।

Ajira Rasifala
ଆଜିର ରାଶିଫଳ (SAGITTARIUS)

ଧନୁ: କାର୍ଯ୍ୟ ହସ୍ତାନ୍ତର କିମ୍ୱା ନୂଆ ଯୋଜନା ପାଇଁ ଏହି ଦିନଟି ଠିକ ନୁହେଁ । ଆପଣଙ୍କ କଥା କହିବାର ଶୈଳୀ ଏବଂ ବ୍ୟବହାର ପାଇଁ ସାବଧାନ ରହନ୍ତୁ । ବହୁତ ଅଧିକ ସମ୍ୱେଦନଶୀଳତା ଆପଣଙ୍କ ପାଇଁ ହାନିକାରକ ପ୍ରମାଣିତ ହୋଇପାରେ । ଆପଣ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ, ଖର୍ଚ୍ଚ ବହୁତ ଅଧିକ ହୋଇପାରେ । ଅବୈଧ ସମ୍ୱଦ୍ଧରେ କିମ୍ୱା ବେଆଇନ କାର୍ଯ୍ୟରେ ଲିପ୍ତ ହୁଅନ୍ତୁ ନାହିଁ । ପ୍ରାର୍ଥନା ଏବଂ ଯୋଗ ସାହାଯ୍ୟ କରିବ ।

Ajira Rasifala
ଆଜିର ରାଶିଫଳ (CAPRICORN)

ମକର: ଆପଣଙ୍କ ଉପରେ କାର୍ଯ୍ୟ ଓ ଦାୟିତ୍ଵର ଚାପ ଏତେ ବଢି ଯାଇଛି ଆପଣଙ୍କ ସହିବା ସୀମା ଅତିକ୍ରମ କରିଯିବ । ଆପଣଙ୍କ ସବୁ ଆଶା ଧିରେଧିରେ ମଉଳି ଯାଉଛି । କିନ୍ତୁ ଆପଣଙ୍କ ଭଳି ଶକ୍ତିଶାଳୀ ବ୍ୟକ୍ତି, ସହଜରେ ହାରିଯିବ ନାହିଁ ଓ ଯୁଦ୍ଧ ଜାରି ରଖିବ । ସମସ୍ତେ ଆପଣଙ୍କ ମାନସିକ ଶକ୍ତି ଓ ଶାରୀରିକ ସହନଶୀଳତାକୁ ଗ୍ରହଣ କରିବେ ଓ ପ୍ରଶଂସା କରିବେ । ବ୍ୟବସାୟ ବିସ୍ତାରଣ କିମ୍ୱା ପୁର୍ନଗଠନ ପାଇଁ ଯୋଜନା ଆରମ୍ଭ କରିଥିଲେ । ଆପଣଙ୍କର ଆୟ ବୃଦ୍ଧି ହେବାର ସମ୍ଭାବନା ରହିଛି ।

Ajira Rasifala
ଆଜିର ରାଶିଫଳ (AQUARIUS)

କୁମ୍ଭ: ଗ୍ରହମାନଙ୍କର ସୁପ୍ରଭାବ ଫଳରେ ଆପଣଙ୍କର ସାମାଜିକ ମାନ ସମ୍ମାନ ଓ ପ୍ରତିଷ୍ଠା ପାଇଁ ଗର୍ବିତ ହେବେ । ଯେଉଁ କାର୍ଯ୍ୟର ଦାୟିତ୍ୱ ବହନ କରିବେ, ସେଥିରେ ଆପଣଙ୍କ ସହକର୍ମୀମାନେ ଆଶା ଥିବା ଭାବରେ ସାହାଯ୍ୟ କରିବେ । ଅନ୍ୟମାନଙ୍କ ପ୍ରତି ଆପଣଙ୍କର ସ୍ନେହ ସୌହାର୍ଦ୍ଦପୂର୍ଣ୍ଣ ବ୍ୟବହାର ଯୋଗୁଁ ଆପଣ ପ୍ରିୟଭାଜନ ହେବେ । ମାତୃପକ୍ଷ ସଦସ୍ୟଙ୍କଠାରୁ ସୁଖବର ପାଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଶରୀର ସୁସ୍ଥ ରହିବ । ସବୁ ଖୁସିକୁ ଏକାଠି କରି ଆପଣ ପ୍ରକୃତିକୁ ଉପଭୋଗ କରିବା ପାଇଁ ଲାଳାୟିତ ହେବେ ।

Ajira Rasifala
ଆଜିର ରାଶିଫଳ (PISCES)

ମୀନ: ଆପଣ ଆଜି ସବୁ କ୍ଷେତ୍ରରେ ଆପଣ ଲାଭବାନ ହୋଇପାରିବେ । ଷ୍ଟକ୍‍ ମାର୍କେଟରେ ବ୍ୟାପାର କରିବା ପାଇଁ ଆଜି ଦିନଟି ଭଲ ଓ ଯେ ପର୍ଯ୍ୟନ୍ତ ଆପଣ ବଜାର ଆଡକୁ ଆକର୍ଷିତ ହେବେ । ଆଜି ଆପଣ କେବଳ ନିଜ ଭବିଷ୍ୟତର ଲକ୍ଷ୍ୟ ପାଇବା ଉପରେ ଧ୍ୟାନ କେନ୍ଦ୍ରିତ କରିବେ । ଅନେକ ଦିନ ଧରି ଆପଣ ଯେଉଁ ମିଳିତ ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି ତାହା ଆଜି ଆରମ୍ଭ ହୋଇପାରେ । ବ୍ୟବସାୟ ସମ୍ପର୍କିତ ଏକ ଯାତ୍ରା ମଧ୍ୟ ଥିବାର ଜଣାପଡୁଛି । ଘରେ ସବୁ ଭଲ ରହିବ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.