ETV Bharat / bharat

ରାଶିଫଳ; ଏହି 5 ରାଶିଙ୍କ ପାଇଁ ଶୁଭ ଆଜିର ଦିନ, ପ୍ରଶଂସାର ପାତ୍ର ହେବା ସହ ଅର୍ଜିବେ ବିପୁଳ ଧନ

କେମିତି କଟିବ ଆଜିର ଦିନ । କାହାକୁ ମିଳିବ ଖୁସି ଖବର । କିଏ ରହିବେ ସତର୍କ । ସବୁ ପ୍ରଶ୍ନର ଉତ୍ତର ପାଇଁ ପଢନ୍ତୁ ଆଜିର ରାଶିଫଳ ।

ajira rasifala
ajira rasifala (ETV Bharat Odisha)
author img

By ETV Bharat Odisha Team

Published : 3 hours ago

ମେଷ: ଆଜି ଆପଣ ଟିକିଏ କଥାରେ ଚିଡ ଚିଡ ହେବେ କିମ୍ୱା ଉତ୍ତେଜିତ ହୋଇପାରନ୍ତି । ତେଣୁ ନିଜକୁ ଜଗିରଖି ଚଳିବା ଉଚିତ । ଜଣେ ବନ୍ଧୁଙ୍କର ଅପ୍ରତ୍ୟାଶିତ ଖରାପ ବ୍ୟବହାର ଆପଣଙ୍କୁ ଆଘାତ ଦେଇପାରେ । ସେଇ ପରିସ୍ଥିତିରେ ଆପଣ ନିଜକୁ ସଞ୍ଜତ ରଖିବା ଉଚିତ । ସମ୍ପତ୍ତି ଓ ଜମିବାଡ଼ି ସଂକ୍ରାନ୍ତୀୟ କୌଣସି କାର୍ଯ୍ୟକଳାପରେ ନିଜକୁ ସଂପୃକ୍ତ କରନ୍ତୁ ନାହିଁ । ପିତାମାତାଙ୍କ ପାଇଁ ଯଦି ଆପଣ କିଛି ଭାବୁଛନ୍ତି, ତେବେ ଶୀଘ୍ର ସେମାନଙ୍କୁ ଏହି କଥା କହିପାରନ୍ତି । ମହିଳାଙ୍କ ନକାରାତ୍ମକ ପ୍ରଭାବରୁ ଦୂରେଇ ରୁହନ୍ତୁ । ମାନସିକ ଶାନ୍ତି ଲାଭ କରିବା ପାଇଁ ଯୋଗ ଏବଂ ଧ୍ୟାନରେ ସମୟ ବିନିଯୋଗ କରନ୍ତୁ । ବିଦ୍ୟାର୍ଥୀମାନେ ଏହି ସମୟରେ କ୍ଲାନ୍ତି ଅନୁଭବ କରିବେ ।

ajira rasifala
ajira rasifala (ARIES)

ବୃଷ: ଗ୍ରହମାନଙ୍କ ଶୁଭଦୃଷ୍ଟି ଯୋଗୁଁ ଗତକାଲି ପରି ଆଜି ଦିନଟି ଆମୋଦ ପ୍ରମୋଦରେ କାଟିପାରନ୍ତି । ଆପଣ ଏପରି ସ୍ୱପ୍ନିଳ ମଧୁର ସମୟର ସତ୍ ବ୍ୟବହାର କରି ନିଜକୁ କୃତ୍ୟ କୃତ୍ୟ ମନେ କରିବେ । କୌଣସି ଚିନ୍ତା ଆପଣଙ୍କ ମନକୁ କେବେ ଛୁଇଁବାକୁ ଚେଷ୍ଟା ବି କରିନି । ଆପଣ ଖୁସି, କଳ୍ପନାପ୍ରିୟ, ସୃଜନଶୀଳ ଅନୁଭବ କରିବେ । ଆପଣଙ୍କ ସୃଜନଶୀଳତା କିଛି କରିବାକୁ ପ୍ରବର୍ତ୍ତାଇପାରେ । ନିଜ ପ୍ରିୟଜନମାନଙ୍କୁ ରାନ୍ଧି ଖୁଆପରନ୍ତି । ଯାହା ପରେ ଆପଣ ପ୍ରଶଂସାର ପାତ୍ର ହେବେ । ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ କିମ୍ବା ଆର୍ଥିକ ସମସ୍ୟା ଦେଖା ଦେଇପାରେ ।

ajira rasifala
ajira rasifala (TAURUS)

ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ଅଟେ । ଆଜିର ଏ ମଧୁର ଦିନଟି ବନ୍ଧୁବାନ୍ଧବ ଓ ପ୍ରିୟଜନଙ୍କ ସହ ଖୁସିରେ ଖୁସିରେ କାଟିବେ । ବିବାହ କିମ୍ବା ନିର୍ବନ୍ଧ ପାଇଁ ଆମନ୍ତ୍ରିତ ହୋଇଥିଲେ, ସେହି ଉତ୍ସବରେ ଯୋଗ ଦିଅନ୍ତୁ । ଆର୍ଥିକ ସ୍ଥିତିରେ ଶୀଘ୍ର ଉନ୍ନତି ପରିଲକ୍ଷିତ ହେବ । ତେଣୁ ବ୍ୟସ୍ତ ବା ବିବ୍ରତ ହେବା ଉଚିତ ନୁହେଁ । ବୃତ୍ତିଜୀବିଙ୍କ ପାଇଁ ଶୁଭ ଦିନ ଅଟେ । ବ୍ୟକ୍ତିଗତ ଜୀବନରେ ଆର୍ଥିକ ସ୍ଥିତିରେ ଉନ୍ନତି ହେବ ।

ajira rasifala
ajira rasifala (GEMINI)

କର୍କଟ: କର୍କଟ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିଠାରୁ ଶୁଭ ଦିନ ଆଉ ନାହିଁ । ଆପଣଙ୍କ ନକ୍ଷତ୍ର ଆପଣଙ୍କ ନିଜ ସ୍ୱଭାବ ଭଳି ବ୍ୟବହାର କରୁଛନ୍ତି । ଆପଣ ଆଜି ଦିନଟି ନିଜ ଇଚ୍ଛା ଅନୁସାରେ କାଟିପାରିବେ । ବନ୍ଧୁଙ୍କ ସହ ଚା' ପାନ ସମୟରେ ଖୁସିଗପରେ ମସଗୁଲ୍ ରହିବେ, ଉପହାର ଆଦାନପ୍ରଦାନ କରି ଅତ୍ୟଧିକ ଉଲ୍ଲସିତ ହେବେ । ନିଜ ମନ କଥା ଯଦି କାହା ଆଗରେ କହିବାକୁ ଇଚ୍ଛା କରନ୍ତି, ତା ହେଲେ ବର୍ତ୍ତମାନ କୁହନ୍ତୁ । ପରିଭ୍ରମଣ ଅତି ଆମୋଦଦାୟକ ହୋଇପାରେ । ସ୍ୱାଦିଷ୍ଟ ଭୋଜନରେ ଆତ୍ମ ସନ୍ତାଷ ବୃଦ୍ଧି ପାଇପାରେ । କୌତୁକପୂର୍ଣ୍ଣ ଖେଳରେ ନିଜକୁ ନିୟୋଜିତ କରିପାରନ୍ତି । ପ୍ରେମ ସମ୍ପର୍କରେ ଥିଲେ ସାଥୀଙ୍କ ସହ ସମ୍ପର୍କ ନିବିଡ ହେବ ।

ajira rasifala
ajira rasifala (CANCER)

ସିଂହ: ଆଜି ଆପଣଙ୍କ ବୁଦ୍ଧିଭ୍ରଷ୍ଟ ହୋଇପାରେ । କୌଣସି ସିଦ୍ଧାନ୍ତରେ ନ ପହଞ୍ଚି ପାରିବା ଯୋଗୁଁ ଆପଣ ବ୍ୟଥିତ ହୋଇପାରନ୍ତି । ବିକ୍ଷିପ୍ତଭାବରେ ନିୟମିତ କାମ କରିବାକୁ ଥିବାରୁ ଏହା ଆପଣଙ୍କୁ ବିଚଳିତ କରିପାରେ । ନିଜର କ୍ରୋଧ ଏବଂ ବାର୍ତ୍ତାଳାପ ଶୈଳୀକୁ ନିୟନ୍ତ୍ରଣରେ ରଖନ୍ତୁ । ଆଇନଗତ କାର୍ଯ୍ୟକଳାପ ପ୍ରତି ସତର୍କ ରୁହନ୍ତୁ । ଆଇନଗତ ଏବଂ ଅମଲାତାନ୍ତ୍ରିକ ନିଷ୍ପତ୍ତି ସ୍ଥଗିତ କରନ୍ତୁ । ନିଜର ଚିନ୍ତାଧାରା ଉପରେ ନିୟନ୍ତ୍ରଣ ରଖନ୍ତୁ, ଯେହେତୁ ଆପଣ ଦୁର୍ବଳ ଅଛନ୍ତି ଏବଂ କେହି ଆପଣଙ୍କୁ କୌଣସି ନିଷ୍ପତ୍ତି ନେବା ପାଇଁ ପ୍ରତ୍ସୋହିତ କରିପାରେ, ଯେଉଁଥିପାଇଁ ଆପଣ ପରେ ଅନୁତାପ କରିବେ । ନୂଆ ମହିଳା ବନ୍ଧାବୀଙ୍କଠାରୁ ଦୂରେଇ ରୁହନ୍ତୁ । ବିଦେଶରୁ କିଛି ଖବର ମିଳିପାରେ ।

ajira rasifala
ajira rasifala (LEO)

କନ୍ୟା: ଆଜି ଦିନଟି ଶୁଭ ରହିବ କହି ପୂର୍ବାନୁମାନ କରାଯାଉଛି । ପୁରସ୍କାର, ଲାଭ, ଫାଇଦା, ଯାହା ଇଚ୍ଛା କରିବେ ତାହା ପାଇବେ । ଘର, ପରିବାର କିମ୍ବା ବ୍ୟବସାୟ ଯେକୌଣସି କ୍ଷେତ୍ରରେ ଏସବୁ ଆପଣଙ୍କୁ ମିଳିପାରେ । ଏହି ସମୟରେ ଯାତ୍ରା ଶୁଭଙ୍କର ହେବ, ଆପଣଙ୍କ ଜୀବନସାଥୀଙ୍କ ସହ ଘନିଷ୍ଠତା ବଢ଼ିବ । ଗ୍ରହଙ୍କର ମଙ୍ଗଳକର ସ୍ଥିତି ଯୋଗୁଁ ପ୍ରେମ ଏବଂ ଲାଭ ଆଶା କରୁଥିବା ବ୍ୟକ୍ତିମାନେ ଲାଭାନ୍ୱିତ ହେବେ । ମହିଳା ବାନ୍ଧବୀଙ୍କଠାରୁ ଅନୁଗ୍ରହ ଲାଭ କରିବେ । ଉପଭୋଗ କରନ୍ତୁ । ଅର୍ଥ ସଂକ୍ରାନ୍ତରେ ନକ୍ଷତ୍ରମାନେ ବଦାନ୍ୟ ହେବେ, ପରିଣାମସ୍ୱରୂପ ପାଣ୍ଠି ବଢ଼ିବ । ଆପଣ ବ୍ୟବସାୟ ସମ୍ପର୍କିତ ଅର୍ଥ ସଂଗ୍ରହ ପାଇଁ ଯାତ୍ରା କରିପାରନ୍ତି ଏବଂ ଏହା ଫଳପ୍ରଦ ରହିବ ।

ajira rasifala
ajira rasifala (VIRGO)

ତୁଳା: ଆଜି ଆପଣଙ୍କୁ ପ୍ରତିଟି କାମରେ ଆତ୍ମସନ୍ତୋଷ ଏବଂ ତୃପ୍ତି ମିଳିବ । ପ୍ରେମ ସମ୍ପର୍କ ଭଲ ରହିବ । ବୃତ୍ତିଗତ ଏବଂ ଆର୍ଥିକ ବିଷୟଗୁଡ଼ିକ ପାଇଁ ମଧ୍ୟ ଭଲ ସମୟ ଅଟେ । ମାଆଙ୍କଠାରୁ ସ୍ନେହଶ୍ରଦ୍ଧା ମିଳିବ । ନିଜ ସ୍ୱପ୍ନର କାମ ପାଇପାରନ୍ତି, କିମ୍ବା କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି । ସମ୍ପତ୍ତି ସଂକ୍ରାନ୍ତୀୟ ଆଇନଗତ କାର୍ଯ୍ୟାନୁଷ୍ଠାନ ଫଳପ୍ରଦ ହେବ ଏବଂ ବ୍ୟବସାୟରେ ଉନ୍ନତି ହେବ । ଘରେ ଶାନ୍ତି ଏବଂ ସଦ୍‍ଭାବ ପରିପୂର୍ଣ୍ଣ ରହିବ । ସରକାରୀ କାର୍ଯ୍ୟ ଆପଣଙ୍କ ପାଇଁ ଉପଯୋଗୀ ହେବ ।

ajira rasifala
ajira rasifala (LIBRA)

ବିଛା: ଆଜି ଦିନଟି ଆପଣ ବିଭିନ୍ନ ଚିନ୍ତାରେ ମଗ୍ନ ରହିବେ । ନିଜକୁ ନିୟନ୍ତ୍ରଣରେ ରଖନ୍ତୁ । ଦିନଟି ଉତଥାନ ପତନର ଦିନ ଏବଂ ଆପଣ ଏଥିପଇଁ ହଡବଡେଇ ପାରନ୍ତି । ଯଦି ଆପଣ ଜଣେ ଲେଖକ କିମ୍ବା ଜୀବନଜୀବିକା ପାଇଁ ସୃଜନଶୀଳ କାମ କରୁଛନ୍ତି, ଏହି ସମୟ ଆପଣଙ୍କ ପାଇଁ ମଙ୍ଗଳମୟ ଅଟେ । ତେବେ, ବ୍ୟବସାୟୀମାନେ ଅପ୍ରତ୍ୟାଶିତ ବାଧାର ସମ୍ମୁଖୀନ ହୋଇପାରନ୍ତି, କିମ୍ବା ପେଶା ମାନ୍ଦା ହୋଇପାରେ । କର୍ତ୍ତୃପକ୍ଷ ଗୋଟିଏ ମୁହୂର୍ତ୍ତରେ ଖୁସି ଏବଂ ଅନ୍ୟ ମୂହୁର୍ତ୍ତରେ ଅସନ୍ତୁଷ୍ଟ ହୋଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ ଈର୍ଷ୍ୟାନ୍ୱିତ ପ୍ରତିଦ୍ୱନ୍ଦୀଙ୍କଠାରୁ ଦୂରେଇ ରୁହନ୍ତୁ । ଏପରିକି ହଇରାଣ କରୁଥିବା ଛୋଟ ପିଲାଙ୍କଠାରୁ ମଧ୍ୟ ଦୂରରେ ରୁହନ୍ତୁ । ଯାତ୍ରା ଯୋଗ ରହିଛି । ଖର୍ଚ୍ଚ ବଢ଼ିପାରେ ।

ajira rasifala
ajira rasifala (SCORPIO)

ଧନୁ: ବହୁଦିନ ଧରି ଆପଣ ଯନ୍ତ୍ରଣାରେ ପେଷି ହେଉଛନ୍ତି । ବର୍ତ୍ତମାନ ଆପଣଙ୍କ ପାଇଁ କୋଳାହଳ ହେବାର ସମୟ ବୋଲି ଅନୁମାନ କରାଯାଉଛି । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ଏବଂ ଶୁଭ ଚିନ୍ତା କରନ୍ତୁ । ଖର୍ଚ୍ଚ ବଢ଼ିଲେ, କାମ ଅଟକିଗଲେ ଏବଂ ମନ ଭାରି ହେଲେ ବିଚଳିତ ହୁଅନ୍ତୁ ନାହିଁ । କାର୍ଯ୍ୟ ହସ୍ତାନ୍ତର କିମ୍ୱା ନୂଆ ଯୋଜନା ପାଇଁ ଏହି ଦିନଟି ଠିକ ନୁହେଁ । ଆପଣଙ୍କ କଥା କହିବାର ଶୈଳୀ ଏବଂ ବ୍ୟବହାର ପାଇଁ ସାବଧାନ ରହନ୍ତୁ । ଅବୈଧ ସମ୍ୱଦ୍ଧରେ କିମ୍ୱା ବେଆଇନ କାର୍ଯ୍ୟ୍ୟରେ ଲିପ୍ତ ହୁଅନ୍ତୁ ନାହିଁ । ପ୍ରାର୍ଥନା ଏବଂ ଯୋଗ ସାହାଯ୍ୟ କରିବ ।

ajira rasifala
ajira rasifala (SAGITTARIUS)

ମକର: ଆପଣଙ୍କ ପାଇଁ ଏହି ଦିନଟି ଭାଗ୍ୟଶାଳୀ । ସମସ୍ତ ଜିନିଷ ଟଙ୍କା, ପାଣ୍ଠି ଏବଂ ଅର୍ଥ ପାଇଁ ଏହା ହେଉଛି ଉତ୍ତମ ସମୟ । ଗତକାଲି ଆପଣ ହୁଏତ ବ୍ୟବସାୟ ବିସ୍ତାରଣ କିମ୍ୱା ପୁର୍ନଗଠନ ପାଇଁ ଯୋଜନା ଆରମ୍ଭ କରିଥିଲେ । ସେଗୁଡିକ ଆଗକୁ ବୃଦ୍ଧି ହେବ ଏବଂ ଆପଣ ଯେ କୌଣସି ପ୍ରଚେଷ୍ଟା କରନ୍ତୁ, ସେଥିରେ ସଫଳ ହେବେ । ଆପଣଙ୍କର ଆୟ ବୃଦ୍ଧି ହେବାର ସମ୍ଭାବନା ରହିଛି । କୌଣସି କାର୍ଯ୍ୟ ପାଇଁ ଚୁକ୍ତି ପତ୍ର ସ୍ୱାକ୍ଷରିତ ହେଲେ କିମ୍ବା କମିଶନ ଭାବରେ ବିପୁଳ ପରିମାଣର ଅର୍ଥ ଲାଭ ହେଲେ ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ । ମଉଜ ମଜଲିସ କରନ୍ତୁ । ଜଣେ ଭିନ୍ନ ସଂସ୍କୃତି ସମ୍ପନ୍ନ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ ଏବଂ ଏହି ସମ୍ପର୍କ ଦୀର୍ଘସ୍ଥାୟୀ ହେବାର ସମ୍ଭାବନା ରହିଛି ।

ajira rasifala
ajira rasifala (CAPRICORN)

କୁମ୍ଭ: ଗ୍ରହମାନଙ୍କର ସୁପ୍ରଭାବ ଫଳରେ ଆପଣଙ୍କର ସାମାଜିକ ମାନ ସମ୍ମାନ ଓ ପ୍ରତିଷ୍ଠା ପାଇଁ ଗର୍ବିତ ହେବେ । ଯେଉଁ କାର୍ଯ୍ୟର ଦାୟିତ୍ୱ ବହନ କରିବେ, ସେଥିରେ ଆପଣଙ୍କ ସହକର୍ମୀମାନେ ଆଶା ଥିବା ଭାବରେ ସାହାଯ୍ୟ କରିବେ । ଅନ୍ୟମାନଙ୍କ ପ୍ରତି ଆପଣଙ୍କର ସ୍ନେହ ସୌହାର୍ଦ୍ଦପୂର୍ଣ୍ଣ ବ୍ୟବହାର ଯୋଗୁଁ ଆପଣ ପ୍ରିୟଭାଜନ ହେବେ । ମାତୃପକ୍ଷ ସଦସ୍ୟଙ୍କଠାରୁ ସୁଖବର ପାଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଶରୀର ସୁସ୍ଥ ରହିବ ।

ajira rasifala
ajira rasifala (AQUARIUS)

ମୀନ: ଆପଣ ଆଜି ଭବିଷ୍ୟତ ବିଷୟରେ କହିପାରିବେ କାରଣ ସବୁ କ୍ଷେତ୍ରରେ ଆପଣ ଲାଭବାନ ହୋଇପାରିବେ । ଷ୍ଟକ୍‍ ମାର୍କେଟରେ ବ୍ୟାପାର କରିବା ପାଇଁ ଆଜି ଦିନଟି ଭଲ ଓ ଯେ ପର୍ଯ୍ୟନ୍ତ ଆପଣ ବଜାର ଆଡକୁ ଆକର୍ଷିତ ହେବେ ସେ ପର୍ଯ୍ୟନ୍ତ ଆପଣ ଲାଭ ପାଇବେ । ଆପଣଙ୍କର ସମ୍ବେଦନଶୀଳ ଏବଂ ଉତ୍ସର୍ଗୀକୃତ ସ୍ୱଭାବ ଯୋଗୁଁ ଆଜି ସନ୍ଧ୍ୟାରେ ପ୍ରିୟଜନଙ୍କ ସହ ବିତାଇଥିବା ମୁହୂର୍ତ୍ତଗୁଡ଼ିକ ସ୍ମରଣୀୟ ହେବ । ଯଦି ଆପଣ ଏକ ସ୍ଥିର ସମ୍ପର୍କରେ ନାହାଁନ୍ତି, ଆପଣଙ୍କୁ ଅନେକ ସୁଯୋଗ ମିଳିବ । ଦେଖିଚାହିଁ ଖର୍ଚ୍ଚ କରିବା ପାଇଁ ପରାମର୍ଶ ଦିଆଯାଉଛି । ଏହା ସୃଜନଶୀଳ କାର୍ଯ୍ୟ କରିବାର ଉପଯୁକ୍ତ ସମୟ ଅଟେ ।

ajira rasifala
ajira rasifala (PISCES)

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.