ETV Bharat / bharat

ରାଶିଫଳ: ଏହି ରାଶିର ବ୍ୟକ୍ତିଙ୍କ ବଢ଼ିପାରନ୍ତି ଶତ୍ରୁ, ଏମାନେ କରିବେ ନୂଆ ଚୁକ୍ତି - DAILY ODIA HOROSCOPE

author img

By ETV Bharat Odisha Team

Published : 4 hours ago

Ajira Rasifala: ଆଜି ଦିନ ଆପଣଙ୍କ କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ରହିବେ ସତର୍କ ଏବଂ କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା । ଜାଣିବା ପାଇଁ ‘ଇଟିଭି ଭାରତ’ରେ ପଢନ୍ତୁ, ଆଜିର ରାଶିଫଳ

daily odia rashifal
daily odia rashifal (ETV Bharat Odisha)

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ନୁହେଁ । ତେଣୁ ନିଜକୁ ଶାନ୍ତ ରଖି ସମୟକୁ ଅପେକ୍ଷା କଲେ ସୁଫଳ ପାଇପାରବେ । ଆପଣଙ୍କ ମାନସିକ ଉତ୍ତେଜନା ବୃଦ୍ଧି ଯୋଗୁଁ ଆପଣ ଆଘାତ ପାଇପାରନ୍ତି । ତେଣୁ ସତର୍କତା ଅବଲମ୍ୱନ କରନ୍ତୁ । ନିଜ ମାଆଙ୍କର ସ୍ୱାସ୍ଥ୍ୟ ତଥା ଅନ୍ୟାନ୍ୟ ନିର୍ଣ୍ଣାୟକ ସମସ୍ୟା ଯୋଗୁଁ ବିଚଳିତ ହୋଇପାରନ୍ତି । ନିଜର ସମ୍ପତ୍ତି ସମ୍ପନ୍ଧୀୟ କୌଣସି ସିଦ୍ଧାନ୍ତ ଆଜି ଆପଣ ନିଅନ୍ତୁ ନାହିଁ । ଆଜି ଆପଣ ପ୍ରତି ପଦକ୍ଷେପ ସହ ପ୍ରତ୍ୟେକ କାମକୁ ସତର୍କତାର ସହ କରନ୍ତୁ ।

daily odia rashifal
daily odia rashifal (ARIES)

ବୃଷ: ବିଭିନ୍ନ ଚିନ୍ତାଧାରା ଆପଣଙ୍କୁ ଭାରାକ୍ରାନ୍ତ କରିପାରେ । ଆପଣ ଯେତେ କ୍ଳାନ୍ତ ଓ ଅବସାଦ ଅନୁଭବ କରୁଥିଲେ ମଧ୍ୟ ଆପଣଙ୍କର ପ୍ରିୟଜନଙ୍କୁ ଦେଖି ପ୍ରଫୁଲ୍ଲିତ ହେବେ । ଆପଣଙ୍କର ଦୃଢ ମନୋବଳ ଏବଂ ଦକ୍ଷତା ଆପଣ କରୁଥିବା କାର୍ଯ୍ୟରେ ପରିଲକ୍ଷିତ ହେବ । ସହକର୍ମୀ ବନ୍ଧୁମାନେ ଆପଣଙ୍କୁ ସହଯୋଗ କରିବା ସଙ୍ଗେ ସଙ୍ଗେ ଉତ୍ସାହିତ କରିବେ । ଆପଣଙ୍କର ଆର୍ଥିକ ସ୍ଥିତି ଧିରେ ଧିରେ ସୁଦୃଢ଼ ହେବ। ତେଣୁ ଆପଣ ଖର୍ଚ୍ଚକୁ ନିୟନ୍ତ୍ରଣ କରନ୍ତୁ । ପାରିବାରିକ ଜୀବନ ଅତ୍ୟନ୍ତ ଶାନ୍ତିଦାୟକ ହୋଇପାରେ ।

daily odia rashifal
daily odia rashifal (TAURUS)

ମିଥୁନ: ଆପଣ ନିଜର ବନ୍ଧୁ ଓ ପରିବାର ସଦସ୍ୟଙ୍କ ଗହଣରେ ମଉଜ ମଜଲିସ କରି ସମୟ କଟାଇବେ । ସାମାଜିକ ଜୀବନରେ ନିଜର ପ୍ରତିଷ୍ଠା ଓ ପ୍ରଗତିର ବୃଦ୍ଧି ଘଟିପାରେ । ତେଣୁ ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଅର୍ଥ ଲଗାଣ ଏବଂ ଅର୍ଥଲାଭ ଯୋଗ ଅଛି । ବ୍ୟବସାୟୀମାନେ ନିଜର ବ୍ୟବସାୟରେ ଉନ୍ନତି କରିବେ ଏବଂ ଅର୍ଥଲାଭ କରିବେ । ଦର୍ଶନୀୟ ସ୍ଥାନକୁ ପରିଭ୍ରମଣରେ ଯାଇପାରନ୍ତି । ଦାମ୍ପତ୍ୟ ଜୀବନରେ ଆପଣ ନିଜକୁ ସୁଖୀ ମନେ କରିବେ ।

daily odia rashifal
daily odia rashifal (GEMINI)

କର୍କଟ: ଆଜି ଆପଣ ନିଜ ଜୀବନସାଥୀଙ୍କ ସହ କିଣା କିଣି କରିବା ପାଇଁ ବାହାରକୁ ଯାଇପାରନ୍ତି । ଅବଶ୍ୟ ସେଥିରେ ଆପଣଙ୍କ ଖର୍ଚ୍ଚ ଅଧିକ ହେବ । ମାତ୍ର ସନ୍ଧ୍ୟା ସମୟରେ କୌଣସି ସୁତ୍ରରୁ ଧନ ପ୍ରାପ୍ତି ହେବ । ବ୍ୟବସାୟରେ ସହଯୋଗ ମିଳିବ । ସ୍ବାସ୍ଥ୍ୟରେ ଉନ୍ନତି ଆସିବ । ବାହାର ଖାଦ୍ୟଠାରୁ ଦୂରେଇ ରୁହନ୍ତୁ । ଛୋଟ ପଥାକୁ ଧରି ବସିବା ଅପେକ୍ଷା ଏହାକୁ ମନରୁ ଭୁଲି ଯିବା ଆପଣଙ୍କ ପାଇଁ ଖୁସି ଆଣିଦେବ ।

daily odia rashifal
daily odia rashifal (CANCER)

ସିଂହ: ଆପଣ କଠିନ ପରିଶ୍ରମ ପରେ ମଧ୍ୟ ଆବଶ୍ୟକତା ଅନୁସାରେ ଫଳ ପାଇନପାରନ୍ତି । ଆପଣ ପୁଣି ଥରେ ନୂଆ କରି ଆରମ୍ଭ କରିବା ପୂର୍ବରୁ ଆପଣଙ୍କ ଦୂର୍ବଳତା ଓ ତ୍ରୁଟିଗୁଡିକୁ ଧ୍ୟାନ ରଖିବା ଆବଶ୍ୟକ । ଆପଣଙ୍କ ବ୍ୟବସାୟିକ ସମ୍ପର୍କଗୁଡିକ ଦୃଢ ରହିବା ସୁନିଶ୍ଚିତ କରିବା ପାଇଁ ଆପଣଙ୍କୁ କିଛି ଅତ୍ୟାବଶ୍ୟକ ପଦକ୍ଷେପ ନେବାକୁ ପଡିବ । ଆର୍ଥିକ ଅବସ୍ଥା ଭଲ ହେବ ।

daily odia rashifal
daily odia rashifal (LEO)

କନ୍ୟା: ଆପଣ ବିଭିନ୍ନ ଭାବନା ଓ ଆଡଜଷ୍ଟ କରିବାର ଇଚ୍ଛା ଦ୍ଵାରା ଆଜି ଲୋକମାନଙ୍କୁ ମୋହିତ କରିବେ । ଯେଉଁମାନେ ପ୍ରେମରେ ପଡିଛନ୍ତି ସେମାନଙ୍କ ପାଇଁ ପରିସ୍ଥିତି ଓଲଟା ହେବ। କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ, କାରଣ ଶେଷରେ ତାହା ଆପଣଙ୍କ ସପକ୍ଷରେ ହିଁ ଯିବ । ପରିବାର ସହିତ କିଛି ଭଲ ସମୟ ମଧ୍ୟ କାଟିପାରନ୍ତି । ସୁସ୍ବାଦୁ ଭୋଜନ କରିପାରନ୍ତି ।

daily odia rashifal
daily odia rashifal (VIRGO)

ତୁଳା: କ୍ଷମତାରେ ଥିବା କେହି ଜଣେ ଆପଣଙ୍କୁ ହଇରାଣ କରିପାରନ୍ତି । କିନ୍ତୁ ଆପଣଙ୍କ ଭାଗ୍ୟ ଟାଣ ଥିବାରୁ ଆପଣଙ୍କ ନିଜ ଭାବନା ଛଡା କେହି ଆପଣଙ୍କୁ ଅସୁବିଧା ପକେଇପାରିବେ ନାହିଁ । ଆପଣ ସହଜରେ ଏହି ସବୁ ସମସ୍ୟାରୁ ବାହାରିଯିବେ; ଯାହା ସେମାନଙ୍କୁ ଚିଡେଇବ । ଲୋକମାନଙ୍କ ସହ ମିଳିମିଶି ବନ୍ଧୁତ୍ୱ ସ୍ଥାପନ କରନ୍ତୁ, ଏହା ଆପଣଙ୍କୁ ସାହାଯ୍ୟ କରିବ । ମାଆଙ୍କ ସାନିଧ୍ୟ ଆପଣଙ୍କୁ ମାନସିକ ଶାନ୍ତି ପ୍ରଦାନ କରିବ ।

daily odia rashifal
daily odia rashifal (LIBRA)

ବିଛା: ଯଦି ଆପଣ ନିକଟରେ ମିଳିତ ଭାବେ ଏକ ବ୍ୟବସାୟ ଆରମ୍ଭ କରିଥାଆନ୍ତି, ତେବେ ଆଜି ଏକ ଲାଭଦାୟକ ଚୁକ୍ତି କରିବା ପାଇଁ ଆପଣ ପ୍ରଥମ ପାଦ ଆଗକୁ ନେଇପାରନ୍ତି । ଅବଶ୍ୟ ଆଜି ଆପଣ ଚୁକ୍ତିରେ ସ୍ଵାକ୍ଷର କରିବା ପୂର୍ବରୁ କିଛି ସମୟ ନେବା ଆବଶ୍ୟକ; ଏହା ଧ୍ୟାନ ରଖନ୍ତୁ ଯେ, ଆପଣ ଅସୁବିଧାରେ ଯେପରି ନପଡନ୍ତି । ଆଜି ଶତ୍ରୁ ବୃଦ୍ଧି ପାଇପାରନ୍ତି । କିନ୍ତୁ ଆପଣଙ୍କର କୌଣସି କ୍ଷତି ହେବ ନାହିଁ ।

daily odia rashifal
daily odia rashifal (SCORPIO)

ଧନୁ: ଆପଣ ଆଜି ପଥରକୁ ମଧ୍ୟ ସୁନା କରିପାରିବେ । ବ୍ୟବସାୟରେ ଆପଣଙ୍କ ଜ୍ଞାନ ଦ୍ଵାରା ଆପଣ ଉତ୍ପାଦନ କ୍ଷମତାରେ ସବୁଠାରୁ ଭଲ ଫଳାଫଳ ପାଇବେ ଓ ନୂଆ ଚୁକ୍ତି କରିପାରିବେ । ଦିନର ଅଧିକାଂଶ ସମୟରେ ଆପଣଙ୍କ ପଦକ୍ଷେପ ପଦ୍ଧତିଗତ, ଅନୁଶାସିତ ଓ ବ୍ୟବସ୍ଥିତ ରହିବ । କାର୍ଯ୍ୟରେ ସଫଳତା ପାଇବା ସଙ୍ଗେ ସଙ୍ଗେ ନିଜର ପ୍ରତିଷ୍ଠା ଲାଭ କରିବେ । ଆପଣ ଅତ୍ୟନ୍ତ ଅଭିମାନୀ ହେଲେ ମଧ୍ୟ ଆପଣଙ୍କ ମାନସିକ ସ୍ଥିତି ସ୍ଥିର ରହିବ ।

daily odia rashifal
daily odia rashifal (SAGITTARIUS)

ମକର: ଆଜିର ଦିନ ବହୁତ ଗୁରୁତ୍ଵପୂର୍ଣ୍ଣ ରହିବ । କାରଣ ଆଜି ଆପଣ ଏମତି ଜଣଙ୍କ ସହ ଦେଖା କରିବେ ଯାହା ସହ ଆପଣ ଜୀବନ ସାରା ସମ୍ପୃକ୍ତ ରହିବେ । ଆଜିର ଅଧିକାଂଶ ସମୟ ଆପଣଙ୍କୁ ସମ୍ପର୍କ ଓ ସମ୍ପର୍କୀୟମାନେ ବ୍ୟସ୍ତ ରଖିବେ । ଆପଣଙ୍କୁ ଏହା ଭଲ ନ ଲାଗିପାରେ, କିନ୍ତୁ ଆପଣଙ୍କ ନିକଟରେ ଅନ୍ୟ କୌଣସି ବିକଳ୍ପ ନଥିବ ।

daily odia rashifal
daily odia rashifal (CAPRICORN)

କୁମ୍ଭ: ଆଜି ଦିନଟି ସେତେ ଶୁଭଫଳ ପ୍ରଦାନ କରିବ ନାହିଁ । ଦିନସାରା ଆପଣ ଚିନ୍ତାଗ୍ରସ୍ତ ରହିବେ । ଏହା ଆପଣଙ୍କ ଶାରୀରିକ ଓ ମାନସିକ ଅସ୍ଥିରତାର ଦେଖାଦେଇପାରେ । କାହା ସଙ୍ଗେ ଯୁକ୍ତିତର୍କ କରନ୍ତୁ ନାହିଁ କିମ୍ୱା ଅସତ ବ୍ୟବହାର କରନ୍ତୁ ନାହିଁ, ଏହା ଆପଣଙ୍କ ପାଇଁ ଶତୃତାକୁ ଆମନ୍ତ୍ରଣ କରିପାରେ । ତେଣୁ ଭୁଲ ବୁଝାମଣାର ସମାଧାନ କରିଦିଅନ୍ତୁ । ଦୁରସ୍ଥାନରୁ ଆସିଥିବା ଶୁଭ ଖବର ଆଜିର ଦିନଟିକୁ ଆମୋଦ ପ୍ରମୋଦରେ କଟାଇବାକୁ ପ୍ରେରଣା ଯୋଗାଇପାରେ ।

daily odia rashifal
daily odia rashifal (AQUARIUS)

ମୀନ: ଦରମା ପାଉଥିବା ଲୋକମାନଙ୍କ ପାଇଁ ଆଜିର ଦିନ ପ୍ରଗତିଶୀଳ ଦିନ ରହିବ । ଆପଣଙ୍କ ଉପସ୍ଥିତି ଓ ଆପଣ ଦେଉଥିବା ମତାମତ ଯୋଗୁଁ କାର୍ଯ୍ୟସ୍ଥଳରେ ଗୁରୁତ୍ଵପୂର୍ଣ୍ଣ ମିଟିଂରେ ଲାଭ ମିଳିବ । ଏହା ଆପଣଙ୍କ ଉପରିସ୍ଥ ଅଧିକାରୀମାନଙ୍କ ସହ ଆପଣଙ୍କ ସମ୍ପର୍କ ଅଧିକ ଭଲ କରିବ । ଆଜି ଦିନ ସାରା ଆପଣ ପ୍ରଶଂସା ଶୁଣିବେ ।

daily odia rashifal
daily odia rashifal (PISCES)

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.