ETV Bharat / bharat

ଜୁଲାଇ ୧୧ ଗୁରୁବାର ରାଶିଫଳ: ସତର୍କ ରୁହନ୍ତୁ ଏହି ରାଶି ବ୍ୟକ୍ତି, ଅର୍ଥ ସହ ହୋଇପାରେ ସ୍ୱାସ୍ଥ୍ୟ ହାନୀ - DAILY ODIA HOROSCOPE OF 11 JULY

Today Rashifal Horoscope 11 July: ଆଜିର ଦିନ ଆପଣଙ୍କର କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

author img

By ETV Bharat Odisha Team

Published : Jul 11, 2024, 12:00 AM IST

ଜୁଲାଇ ୧୧ ଗୁରୁବାର ରାଶିଫଳ: ସତର୍କ ରୁହନ୍ତୁ ଏହି ରାଶି ବ୍ୟକ୍ତି, ଅର୍ଥ ସହ ହୋଇପାରେ ସ୍ୱାସ୍ଥ୍ୟ ହାନୀ
ଜୁଲାଇ ୧୧ ଗୁରୁବାର ରାଶିଫଳ: ସତର୍କ ରୁହନ୍ତୁ ଏହି ରାଶି ବ୍ୟକ୍ତି, ଅର୍ଥ ସହ ହୋଇପାରେ ସ୍ୱାସ୍ଥ୍ୟ ହାନୀ (ETV Bharat Odisha)
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜି ଦିନ ଆପଣଙ୍କ ପାଇଁ ଅତ୍ୟନ୍ତ ସାଧାରଣ ରହିବ । ଛୋଟ ଧରଣର ଅସୁସ୍ଥତା ଆପଣଙ୍କୁ ବ୍ୟସ୍ତ କରିପାରେ ଏବଂ ଆପଣ ମାନ୍ଦା, କ୍ଳାନ୍ତ ଏବଂ ଅନ୍‌ଫିଟ୍‌ ଅନୁଭବ କରିପାରନ୍ତି । ଆପଣଙ୍କର ଦୈନଦିନ ବ୍ୟାୟାମ ଅଧିକ କରିବା ଆବଶ୍ୟକ ନାହିଁ, ଏହା ଆଗରୁ ହିଁ ଉଚ୍ଚ ସ୍ତରରେ ରହିଥାଏପାରେ । ଭ୍ରମଣ କରିବା ଆଗକୁ ଘୁଞ୍ଚାନ୍ତୁ । ଆପଣ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ । ଦାମୀ ଜିନିଷ ବିଷୟରେ ଚିନ୍ତା କରିବେ ଓ ଆକର୍ଷିତ ହେବେ । ଧନ ପ୍ରତି ମନ ବଳିପାରେ । ସାବଧାନତାରେ ଲୋକଙ୍କ ସହ ମିଶନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆଜି ଆପଣଙ୍କ ପାଇଁ ମଧ୍ୟମ ପ୍ରଭାବର ରହିବ । ଅବଶ୍ୟ, ସବୁଠାରୁ ଉତ୍ତମ ଯେ ଆପଣ ଯେପରି କରିପାରିବେ, ତାହା ସେଭଳି ଭଲ ହେବ । କିନ୍ତୁ, ଆପଣଙ୍କର ମନର ଦୃଢବଳ, ମଜଭୁତ ଇଚ୍ଛାଶକ୍ତି ସହିତ ଏହା ଅତ୍ୟନ୍ତ କଷ୍ଟକର ହେବ ନାହିଁ । ଆପଣ ଯେତିକି ଚେଷ୍ଟା କରିବେ, ସେତିକି ଫଳ ପାଇବେ । ଲକ୍ଷ୍ୟ ହୀନ ଭାବରେ ଘୁରି ବୁଲିବା ଅପେକ୍ଷା ଏହା ଅତିକମ୍‌ରେ ଭଲ । ଖାଦ୍ୟ ପ୍ରତି ନଜର ଦିଅନ୍ତୁ । ଯାତ୍ରା କ୍ଷେତ୍ରରେ ପ୍ରତିବନ୍ଧକ ଆସିପାରେ । ଆର୍ଥିକ ଲାଭ ପଛରେ ନ ଗୋଡାଇ ଆଜି ଧ୍ୟାନ ଏବଂ ଆଧ୍ୟାତ୍ମିକ ଆଡକୁ ଗତି କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ଦିନ । କେବଳ ଗୋଟିଏ ପରାମର୍ଶ - ଭାବିଚିନ୍ତି ଏବଂ ଧ୍ୟାନର ସହିତ ନିବେଶ କରନ୍ତୁ । ଯେଉଁଥିରେ କ୍ଷତି ହେବାର ଅଧିକ ସମ୍ଭାବନା ଅଛି, ସେଥିରେ ନିବେଶ କରନ୍ତୁ ନାହିଁ । ଯଦିଓ ପାଣ୍ଠି ଆପଣଙ୍କ ପାଖରେ ଯେଥେଷ୍ଟ ଭାବରେ ଅଛି, ତେବେ ବି ନ ଭାବି ନ ଚିନ୍ତି କୌଣସି ବଡ ନିଷ୍ପତ୍ତି ନିଅନ୍ତୁ ନାହିଁ । ଅନ୍ୟଥା, ଆଜି ଦିନ ହେଉଛି ଶାନ୍ତ ଏବଂ ଆକସ୍ମିକର ଦିନ । ପରିବାର, ବନ୍ଧୁବର୍ଗ କିମ୍ୱା ପ୍ରିୟଜନଙ୍କ ସହିତ ମଜା କୌତୁହଳରେ ଦିନଟି କଟିଯିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ସାଧାରଣ ଭାବରେ ଏହି ଦିନଟି ଆପଣଙ୍କ ପାଇଁ ମଧ୍ୟମ ଧରଣର ରହିବ ଏବଂ କୌଣସି ବଡ ଧରଣର ଘଟଣା ଘଟିବ ନାହିଁ । ଆପଣଙ୍କ ଚାରିପଟେ ସମସ୍ୟା ରହିବା ଅପେକ୍ଷା, ଆପଣଙ୍କ ମନ ତୀବ୍ରଗତିରେ କାମ କରିବ । ଆପଣ କରିଥିବା ପ୍ରଚେଷ୍ଟା କରିବା ଅନୁସାରେ ପ୍ରାପ୍ତ ହୋଇଥିବା ଫଳରେ ଆପଣ ଅସନ୍ତୁଷ୍ଟ ରହିବେ । ଫଳରେ ଆପଣ ରାଗି ରାଗି ଏବଂ ବ୍ୟସ୍ତ ରହିବେ । ସାରା ଦିନ ଆପଣଙ୍କ ମନ ଶାନ୍ତ ରହିବ । ଆପଣଙ୍କ ପ୍ରତିଯୋଗୀଙ୍କ ଅପେକ୍ଷା କାର୍ଯ୍ୟ କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ କରିବେ ଏବଂ ସହଜରେ ସେମାନଙ୍କୁ ଜିତିପାରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଯଦି ଆପଣ ଆପଣଙ୍କ ଦକ୍ଷତାରେ ବିଶ୍ୱାସ କରିବେ, ତେବେ ସବୁ ଠିକ୍‌ ହୋଇଯିବ । ଏହା ହିଁ ଆଜି ଘଟିବ, ଆପଣ ଯେତେବେଳେ ଅଧିକ ଆତ୍ମବିଶ୍ୱାସ ନିଜର ସମସ୍ତ କାରବାରରେ ପ୍ରଦର୍ଶନ କରିବେ । ଆପଣଙ୍କର ଦୃଢ ଇଚ୍ଛାଶକ୍ତି ଶାନ୍ତ ଏବଂ ସହଜର ସହିତ ସବୁଠାରୁ କଷ୍ଟକର କାର୍ଯ୍ୟ ମଧ୍ୟ ସମାପ୍ତ କରିବାରେ ସମ୍ଭବ କରାଇବ । ସରକାର ସମ୍ପର୍କିତ କାରବାର କିମ୍ୱା ଅମଲାତନ୍ତ୍ର କାର୍ଯ୍ୟରୁ ଆପଣ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । ଆପଣଙ୍କ ରାଗ ନିୟନ୍ତ୍ରଣରେ ରଖନ୍ତୁ, ଫଳରେ ଆପଣଙ୍କ ଏକାଗ୍ରତା ବଜାୟ ରହିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଦିନଟି ଭଲ ନୁହେଁ । ଶରୀର ଓ ମନ ଭଲ ରହିବ ନାହିଁ । ପ୍ରେମିକାଙ୍କ ସହ ମତଭେଦ ହେବ । ମାଙ୍କ ଦେହ ଭଲ ରହିବ ନାହିଁ । ଧନ ସମ୍ପତ୍ତି ତଥା ଜରୁରି କାଗଜ ପତ୍ରର ଯତ୍ନ ନିଅନ୍ତୁ । ଅଯଥା ଗଣ୍ଡଗୋଳରେ ଭାଗ ନିଅନ୍ତୁ ନାହିଁ । ଖର୍ଚ୍ଚ ବଢିପାରେ । ଦିନସାରା ଆପଣ ଅନେକ ପ୍ରତିକୂଳ ଘଟଣାର ସମ୍ମୁଖୀନ ହେବେ ଯାହାକି ଆପଣଙ୍କୁ ଏକ ବିସ୍ଫୋରଣ ହେଲା ଭଳି ପରିସ୍ଥିତିକୁ ଆଣି ଦେଇପାରେ । ଆପଣ ପ୍ରିୟ ସାଙ୍ଗ ସହ ମତଭେଦ ହୋଇପାରେ । ଏଣୁ ତାଙ୍କ ସହ ସରଳତାର ସହ କଥା ହୋଇ ସମସ୍ୟାର ସମାଧାନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଏହି ଦିନ ଆପଣଙ୍କ ପାଇଁ ଫଳପ୍ରଦ ରହିବ । ବିଭିନ୍ନ କ୍ଷେତ୍ରରେ ସଫଳତା ଯୋଗୁଁ ଆପଣଙ୍କର ଆୟରେ ବୃଦ୍ଧି ହେବ ଏବଂ ଆପଣ ଖୁସି ଏବଂ ସନ୍ତୁଷ୍ଟ ଅନୁଭବ କରିବେ । ଆଜି ଆପଣ ବନ୍ଧୁମାନଙ୍କ ସହିତ ଆନନ୍ଦବିଳାସରେ ସମୟ କାଟିପାରନ୍ତି କିନ୍ତୁ ଆପଣଙ୍କୁ ଉପକାର ମିଳିବ । ଏକ ପିକ୍‌ନିକ୍‌ ସ୍ଥାନକୁ ଗାଡି ଚଳାଇ ଯିବା କିମ୍ୱା ମହିଳା ସାଙ୍ଗଙ୍କ ନିର୍ଦ୍ଦିଷ୍ଟ ତାରିଖରେ ମିଶିବା ପାଇଁ ଆପଣ ଅତ୍ୟନ୍ତ ଉତ୍ସାହିତ ଅଛନ୍ତି । ଆପଣଙ୍କ ପ୍ରତିଯୋଗୀ ଏବଂ ବିରୋଧୀଙ୍କଠାରୁ ଆପଣ ବିଜୟଲାଭ କରିବେ । ସମ୍ମାନ ଏବଂ ଖ୍ୟାତି ଆସିବାର ଅଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଏହି ଦିନ ଆପଣଙ୍କ ପାଇଁ ଅନୁକୂଳ ଶକ୍ତି ଏବଂ ଭଲ ଭାଗ୍ୟ ଆଣିବ । ଆପଣଙ୍କ ବରିଷ୍ଠମାନେ ଆପଣଙ୍କ କାମରେ ଖୁସ ଏବଂ ସନ୍ତୁଷ୍ଟ ହେବେ ଏବଂ କାର୍ଯ୍ୟ କ୍ଷେତ୍ରରେ ସବୁ ଜିନିଷ ଆରାମରେ ହୋଇଯିବ । ସାମାଜିକ ଖ୍ୟାତି ଏବଂ ପଦନ୍ନୋତି ମଧ୍ୟ ମିଳିପାରେ! ସଫଳତା ପାଇଁ ଉତ୍ସବ ପାଳନ କରନ୍ତୁ, ଯେହେତୁ ଆପଣଙ୍କ ପିଲାମାନେ ସେମାନଙ୍କର ଶିକ୍ଷା କ୍ଷେତ୍ରରେ ମାଇଲଖୁଣ୍ଟ ଅତିକ୍ରମ କରିବେ । ଶାରୀରିକ ପରିସ୍ଥିତି ଜଟିଳ ହେବ । ଦୁଃଚିନ୍ତା କରନ୍ତୁ ନାହିଁ । ପିଲାମାନେ ପାଠ ପଢା ଭଲ ରହିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆପଣଙ୍କ ଦେହ ଆଜି ଆପଣଙ୍କ ସହିତ ଲୁଚକାଳି ଖେଳିପାରେ । ଆପଣ ଦୁର୍ବଳ, ମାନ୍ଦା ଏବଂ ବିରକ୍ତିକର ଅନୁଭବ କରିବେ । ବ୍ୟବସାୟରେ ଅସ୍ଥାୟୀ ସମସ୍ୟା ଆପଣଙ୍କ ଉପରେ ଏବଂ ଆପଣଙ୍କ ମାନସିକ ଶାନ୍ତି ଉପରେ ଭାରି ପଡିବ । କୌଣସି ଅସୁବିଧା ପରିସ୍ଥିତିରେ, ବିଶେଷ ଭାବରେ ସହକର୍ମୀ ଏବଂ ପ୍ରତିଯୋଗୀଙ୍କ ସହିତ ନିଜକୁ ରଖନ୍ତୁ ନାହିଁ । ଏକ ଛୋଟ ମନୋରଞ୍ଜନ ଯାତ୍ରା ମଧ୍ୟ ହୋଇପାରେ, ପ୍ରୀୟଜନଙ୍କ ସହିତ ଅନନ୍ଦ ଉଲ୍ଲାସରେ ସମୟ ବିତାଇ ପାରନ୍ତି । ଏକ ଶୁଭ ଏବଂ ଖୁସୀ ଆୟୋଜନ ପାଇଁ ଆପଣଙ୍କୁ ନିମନ୍ତ୍ରଣ ପାଇବାର ସମ୍ଭାବନା ରହିଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଆଜି, ଆପଣଙ୍କ ପାଇଁ ଉଲ୍ଲାସହୀନ ଏବଂ ହତାସର ଦିନ ହେବ । ଆକସ୍ମିକ ଖର୍ଚ୍ଚ ହେବାର ସମ୍ଭାବନା ରହିଛି । ଏହା ଦୁଇଟି କାରଣରୁ ହୋଇପାରେ: ସ୍ୱାସ୍ଥ୍ୟ ସମସ୍ୟା କିମ୍ୱା ସାମାଜିକ କାରଣରୁ ବାହାରକୁ ଯିବା । ରାସ୍ତା କଡରେ ଥିବା ଢାବାରେ ଖାଇବା ବେଳେ ସତର୍କ ରହନ୍ତୁ । ଏହି ସବୁ ପ୍ରତିକୂଳ ଜିନିଷ ପାଇଁ ନିଜର ଅସମ୍ମତି ଦେଖାନ୍ତୁ ଯାହାକି ଆପଣଙ୍କ ଭାବନା ପ୍ରଣାଳୀରେ ପ୍ରତିବନ୍ଧକ ସୃଷ୍ଟି କରିବ । ସାମାଜିକ ଏବଂ ଧର୍ମ କାର୍ଯ୍ୟରେ ଆପଣ କେତେକ ଖର୍ଚ୍ଚ କରିପାରନ୍ତି । ଆପଣଙ୍କ ପ୍ରିୟଜନମାନେ ସାହାଯ୍ୟକାରୀ ହୋଇ ନ ପାରନ୍ତି ଏବଂ ବନ୍ଧୁତ୍ୱ ଭାବ ଦେଖାଇ ନପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜିଦିନ ଆପଣଙ୍କ ଆନନ୍ଦରେ କଟିବ । ଦୃଢ ଇଚ୍ଛାଶକ୍ତି ଏବଂ ଆତ୍ମ ବିଶ୍ୱାସ ଆପଣଙ୍କ ପାଇଁ ମ୍ୟାଜିକ ସୃଷ୍ଟି କରିବ ଏବଂ ଆପଣଙ୍କ କାର୍ଯ୍ୟ ସଫଳତାର ସହିତ ଠିକ୍‌ ସମୟରେ ସମାପ୍ତ କରିବାରେ ସମ୍ଭବ କରାଇବ । ନୂଆ ପୋଷାକ ଏବଂ ଏହାର ଆନୁସଙ୍ଗିକ ଜିନିଷ କିଣିବା ପାଇଁ ଏହା ହେଉଛି ଉପଯୁକ୍ତ ସମୟ, ଏପରିକି ଯଦି ଇଚ୍ଛା କରୁଛନ୍ତି, ଏକ ନୂଆ ଗାଡି ମଧ୍ୟ କିଣି ପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ନକ୍ଷତ୍ରର ପ୍ରଭାବରେ ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ ଏବଂ ମନ ମଧ୍ୟ ସନ୍ତୁଳିତ ରହିବ । ଘରେ ଏକ ଶାନ୍ତ ବାତାବରଣ ଏବଂ ଏକ ସହଯୋଗୀ କାର୍ଯ୍ୟ ପରିବେଶ ଆପଣଙ୍କୁ ଖୁସି ଏବଂ ସନ୍ତୁଷ୍ଟ କରିବ । ଏହି ପରିସ୍ଥିତିରେ ଆକ୍ରମଣାତ୍ମକ ହୁଅନ୍ତୁ ନାହିଁ ଯେଉଁଠାରେ ମିଠା କଥା କହି ଆପଣ ସହଜରେ କାମ କରାଇପାରିବେ । ଆପଣଙ୍କ ମାଆଙ୍କ ଆଡୁ ଭଲ ଖବର ପାଇବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.