ETV Bharat / bharat

ଜୁଲାଇ ୧୨ ଶୁକ୍ରବାର ରାଶିଫଳ: ମଉଜ ମଜଲିସରେ ଦିନ କାଟିବେ ମିଥୁନ-କର୍କଟ ରାଶି ବ୍ୟକ୍ତି, ଏମାନଙ୍କର ବଢିପାରେ ଖର୍ଚ୍ଚ - DAILY ODIA HOROSCOPE OF 12 JULY

author img

By ETV Bharat Odisha Team

Published : Jul 12, 2024, 12:01 AM IST

Today Rashifal Horoscope 12 July: ଆଜିର ଦିନ ଆପଣଙ୍କର କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (Getty)
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଫଳ ଦାୟକ ନୁହେଁ । ତେଣୁ ନିଜକୁ ଶାନ୍ତ ରଖି ସମୟକୁ ଅପେକ୍ଷା କରନ୍ତୁ ସୁଫଳ ପାଇପାରନ୍ତି । ଆପଣଙ୍କ ମାନସିକ ଉତ୍ତେଜନା ବୃଦ୍ଧି ଯୋଗୁଁ ଆପଣ ଏହି ସମୟରେ ଆଘାତ ପାଇପାରନ୍ତି । ତେଣୁ ସତର୍କତା ଅବଲମ୍ୱନ କରନ୍ତୁ । ନିଜ ମାଆଙ୍କର ସ୍ୱାସ୍ଥ୍ୟ ତଥା ଅନ୍ୟାନ୍ୟ ନିର୍ଣ୍ଣାୟକ ସମସ୍ୟା ଯୋଗୁଁ ବିଚଳିତ ହୋଇପାରନ୍ତି । ନିଜର ସମ୍ମାନ ହାନି ଘଟିଲା ପରି କୌଣସି କାର୍ଯ୍ୟ କରନ୍ତୁ ନାହିଁ । ନିଜର ସମ୍ପତ୍ତି ସମ୍ବନ୍ଧୀୟ କୌଣସି ସିଦ୍ଧାନ୍ତ ଆଜି ଆପଣ ନିଅନ୍ତୁ ନାହିଁ । ଆଜି ଆପଣ ପ୍ରତି ପଦକ୍ଷେପରେ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଉଛି । ଏହା ଛଡା ଆପଣଙ୍କୁ ଖର୍ଚ୍ଚ କମାଇବାକୁ ପଡିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ପୂର୍ବର ଦୁଃଖ କଷ୍ଟକୁ ଚିନ୍ତା ନ କରି ଆଜି ନିଜକୁ କର୍ମ ଚଞ୍ଚଳ ରଖିଲେ ଦିନଟି ଖୁସିରେ କଟିପାରେ । ଆପଣଙ୍କର ସୃଜନଶୀଳ ପ୍ରତିଭା ଆପଣଙ୍କୁ ସାହିତ୍ୟ ଚର୍ଚ୍ଚା ପାଇଁ ଉତ୍ସୁକତା ପ୍ରଦାନ କରିପାରେ । ନିଜ ମାଆଙ୍କ ସଙ୍ଗେ ମଧୁର ଆଳାପ ଆଲୋଚନା ତାଙ୍କ ପ୍ରତି ସ୍ନେହାଶ୍ରଦ୍ଧା ବୃଦ୍ଧି କରିବାରେ ସାହାଯ୍ୟ କରିବ । ଭୋଜିରେ ସୁଖାଦ୍ୟ ଭୋଜନ ମନକୁ ତୃପ୍ତି ପ୍ରଦାନ କରିବ । ଗୋଟିଏ ବାହାରକୁ ଭ୍ରମଣରେ ଯାଇପାରନ୍ତି । ପରିବାର ଓ ଆର୍ଥିକ ସମସ୍ୟା ପ୍ରତି ସଜାଗ ରୁହନ୍ତୁ ଓ ଖୁସିରେ ଦିନଟିକୁ କାଟନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଦିନଟି ଆପଣଙ୍କ ପିଲାମାନଙ୍କ ସହ ଭଲ ସମୟ କାଟିବାରେ ଯିବ । ଆପଣ ଘର କାମରେ ବ୍ୟସ୍ତ ରହିବେ ଓ ସେଗୁଡିକ କରିବାରେ କଷ୍ଟ ଅନୁଭବ କରିବେ । କିନ୍ତୁ ଆପଣ ଶେଷରେ ଭଲ କରିବେ ଓ ଫଳାଫଳରେ ସନ୍ତୁଷ୍ଟ ହେବେ । ଯଦି ଆପଣ ମାତା/ପିତା, ତେବେ ଅତ୍ୟଧିକ ଭାବପ୍ରବଣ ହୁଅନ୍ତୁ ନାହିଁ; ଆପଣଙ୍କୁ ପିଲାମାନଙ୍କ ଉପରେ ରାଗିବାକୁ ପଡିପାରେ । ଆପଣ ଖର୍ଚ୍ଚକୁ ନିୟନ୍ତ୍ରଣ କରନ୍ତୁ । ପାରିବାରିକ ଜୀବନ ଅତ୍ୟନ୍ତ ଶାନ୍ତିଦାୟକ ହୋଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଆଜି ଆପଣ ନିଜ ଜୀବନସାଥୀଙ୍କ ସହ କିଣାକିଣି କରିବା ପାଇଁ ବାହାରକୁ ଯାଇପାରନ୍ତି ଅବଶ୍ୟ ସେଥିରେ ଆପଣଙ୍କ ଖର୍ଚ୍ଚ ଅଧିକ ହେବ । ବନ୍ଧୁମାନଙ୍କ ଗହଣରେ ଆଜିର ଦିନଟିକୁ ମଉଜ ମଜଲିସରେ କଟିବେ । ଆପଣ ଦିନ ତମାମ ଚଳଚଞ୍ଚଳ ରହି ଆମୋଦ ପ୍ରମୋଦରେ ସମୟ କଟାଇବେ । ନିଜ ପରିବାରର ସଦସ୍ୟ ଓ ବନ୍ଧୁମାନଙ୍କ ଗହଣରେ ବାହାରକୁ ଭ୍ରମଣରେ ଯାଇ ନିଜକୁ ପ୍ରମୋଦିତ କରିବା ଯୋଜନା କରିପାରନ୍ତି । ନିଜର ଧର୍ମପତ୍ନୀଙ୍କ ଠାରୁ ଶୁଭ ଖବର ପାଇପାରନ୍ତି । ଆପଣଙ୍କ ଜୀବନସାଥୀ ଆପଣଙ୍କୁ ଏକ ଫେରସ୍ତ ଉପହାର ଦେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଆଜି ଦିନଟି ଆପଣଙ୍କ ପାଇଁ ମଧ୍ୟମ ଧରଣର ଅଟେ । ଆବଶ୍ୟକତା ଅନୁସାରେ ଫଳ ନ ପାଇପାରନ୍ତି । ଆପଣ ପୁଣି ଥରେ ନୂଆ କରି ଆରମ୍ଭ କରିବା ପୂର୍ବରୁ ଆପଣଙ୍କ ଦୁର୍ବଳତା ଓ ତ୍ରୁଟି ଗୁଡିକୁ ଧ୍ୟାନ ରଖିବା ଆବଶ୍ୟକ । ଆପଣଙ୍କ ବ୍ୟବସାୟିକ ସମ୍ପର୍କ ଗୁଡିକ ଦୃଢ ରହିବା ସୁନିଶ୍ଚିତ କରିବା ପାଇଁ ଆପଣଙ୍କୁ କିଛି ଅତ୍ୟାବଶ୍ୟକ ପଦକ୍ଷେପ ନେବାକୁ ପଡିବ । ଆର୍ଥିକ ଅବସ୍ଥା ଭଲ ହେବ । ନ୍ୟାୟାଳୟ ଏବଂ ବୈଧାନିକ କାର୍ଯ୍ୟ କରିବାକୁ ଥିଲେ ତାହା ଅନ୍ୟ କେଉଁ ଦିନକୁ ଘୁଞ୍ଚାଇ ଦେଇପାରନ୍ତି। ବିଦେଶରୁ ଆସିଥିବା ଶୁଭ ଖବର ଆଜିର ଦିନଟିକୁ ଆମୋଦ ପ୍ରମୋଦରେ କଟାଇବାକୁ ପ୍ରେରଣା ଯୋଗାଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆପଣ ବିଭିନ୍ନ ଭାବନା ଓ ଆଡଜଷ୍ଟ କରିବାର ଇଚ୍ଛା ଦ୍ଵାରା ଆଜି ଲୋକମାନଙ୍କୁ ମୋହିତ କରିବେ । ଯେଉଁମାନେ ପ୍ରେମରେ ପଡିଛନ୍ତି ସେମାନଙ୍କ ପାଇଁ ପରିସ୍ଥିତି ଓଲଟା ହେବ । ପରିବାର ସହିତ କିଛି ଭଲ ସମୟ ମଧ୍ୟ କାଟିପାରନ୍ତି । ଗୋଟିଏ ରମଣୀୟ ଦର୍ଶନୀୟ ସ୍ଥାନକୁ ପରିଭ୍ରମଣରେ ଯାଇପାରନ୍ତି । ସାମାଜିକ ଜୀବନରେ ନିଜର ପ୍ରତିଷ୍ଠା ଓ ପ୍ରଗତିର ବୃଦ୍ଧି ଘଟିପାରେ । ତେଣୁ ଆପଣ ଉଲ୍ଲସିତ ହେବେ। ଅର୍ଥ ଲଗାଣ ଏବଂ ଅର୍ଥଲାଭ ଯୋଗ ଅଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆଜି ଦିନଟି ସୌଭାଗ୍ୟବାନ ଦିନ ଅଟେ । ଗୃହର ପରିବେଶ ସୁଖପ୍ରଦ ହୋଇପାରେ । କାର୍ଯ୍ୟରେ ଆପଣଙ୍କ ଉତ୍ସାହ ବଢିପାରେ । ଆପଣଙ୍କର ବରିଷ୍ଠ କର୍ମଚାରୀମାନେ ଆପଣଙ୍କର କର୍ମରେ ସନ୍ତୋଷ ପ୍ରକାଶ କରିପାରନ୍ତି । ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ଅଛି । ସରକାରୀ ଏବଂ ବୈଧାନିକ କାମ କରିବା ପାଇଁ ଆଜି ଶୁଭଦିନ ଅଟେ । ଲୋକମାନଙ୍କ ସହ ମିଳିମିଶି ବନ୍ଧୁତ୍ୱ ସ୍ଥାପନ କରନ୍ତୁ ,ଏହା ଆପଣଙ୍କୁ ସାହାଯ୍ୟ କରିବ । ମାଆଙ୍କ ସାନିଧ୍ୟ ଆପଣଙ୍କୁ ମାନସିକ ଶାନ୍ତି ପ୍ରଦାନ କରିବ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଯଦି ଆପଣ ନିକଟରେ ମିଳିତ ଭାବେ ଏକ ବ୍ୟବସାୟ ଆରମ୍ଭ କରିଥାଆନ୍ତି, ତେବେ ଆଜି ଏକ ଲାଭଦାୟକ ଚୁକ୍ତି କରିବା ପାଇଁ ଆପଣ ପ୍ରଥମ ପାଦ ଆଗକୁ ନେଇପାରନ୍ତି । ଅବଶ୍ୟ ଆଜି ଆପଣ ଚୁକ୍ତିରେ ସ୍ଵାକ୍ଷର କରିବା ପୂର୍ବରୁ କିଛି ସମୟ ନେବା ଆବଶ୍ୟକ । ବ୍ୟବହାରରେ ଆପଣ ସ୍ୱଳ୍ପ ସମୟ ପାଇଁ କିଛି ତୃଟି ଲକ୍ଷ୍ୟ କରିପାରନ୍ତି । ଏହା ଆପଣଙ୍କୁ ଉତ୍ତେଜିତ କରିପାରେ । ତେଣୁ ଆପଣଙ୍କ ସହକର୍ମୀ କିମ୍ୱା ବରିଷ୍ଠ ଅଧିକାରୀଙ୍କ ସହ ଯୁକ୍ତିତର୍କ କରନ୍ତୁ ନାହିଁ । ନିଜର ସନ୍ତାନମାନଙ୍କ ସ୍ୱାସ୍ଥ୍ୟ ପ୍ରତି ନଜର ଦିଅନ୍ତୁ ଏବଂ ସେମାନଙ୍କର ଅସୁବିଧା କଥା ବୁଝନ୍ତୁ । ନିଜର ଆର୍ଥିକ ସମାସ୍ୟାକୁ ଆଖି ଆଗରେ ରଖି ଖର୍ଚ୍ଚକୁ ସୀମିତ କରନ୍ତୁ । କୌଣସି ଜରୁରୀ ସିଦ୍ଧାନ୍ତ ନେବା ପାଇଁ ଆଜି ଶୁଭ ଦିନ ନୁହେଁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଆପଣଙ୍କର ନିୟମବଦ୍ଧ ସମ୍ବେଦନତା ଆପଣଙ୍କୁ ନିକଟବର୍ତ୍ତୀ ହେବାର ପ୍ରେରଣା ଯୋଗାଇବ । ହଠାତ୍‍ ଆପଣ ଆଧ୍ୟାତ୍ମିକ ବିଶ୍ୱାସର ପ୍ରବଳ ଉଦ୍ୟମ ଜାରି ରଖିବେ । ତେଣୁ ଆପଣ ଏକ ତୀର୍ଥସ୍ଥାନ ଭ୍ରମଣ କରିବାର ଯୋଜନା କରିପାରନ୍ତି । ଏହାର ସୁଫଳ ଆପଣଙ୍କୁ ମିଳିପାରେ । ନିଜ ପ୍ରିୟଜନଙ୍କ ସହ ହସଖୁସିରେ ସମୟ କାଟିବେ । ନିଜର ଉତ୍ତମ ବ୍ୟବହାର ଏବଂ କାର୍ଯ୍ୟଦକ୍ଷତା ବଳରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଅତି ସହଜରେ ସମ୍ପୂର୍ଣ୍ଣ କରିପାରିବେ । ନିଜର ଉପରିସ୍ଥ ହାକିମଙ୍କ ପ୍ରେରଣା ଆପଣଙ୍କୁ ଆନନ୍ଦ ପ୍ରଦାନ କରିବ । ଏହା ଫଳରେ ଆପଣଙ୍କ ବ୍ୟକ୍ତିତ୍ୱରେ ଆପଣ ଉଲ୍ଲସିତ ହେବେ । ସନ୍ଧ୍ୟାରେ ଆପଣଙ୍କ ଗ୍ରହମାନଙ୍କର ଅଶୁଭ ଦୃଷ୍ଟି ଯୋଗୁଁ ଆପଣ କ୍ରୋଧାନ୍ୱିତ ହୋଇପାରନ୍ତି । ତେଣୁ ପୂର୍ବରୁ ସତର୍କତା ଅବଲମ୍ଵନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଆଜି ଦିନଟି ଶୁଭଫଳ ଦେବ ବୋଲି ଅନୁମାନ କରାଯାଉଅଛି । ସଫଳତା, ଭୌତିକ ଲାଭ ଏବଂ ଆର୍ଥିକ ସ୍ଥିତି ଓ ବ୍ୟବସାୟରେ ଉନ୍ନତି ହେବ। ନିଜର କାର୍ଯ୍ୟଦକ୍ଷତାର ପରିଣାମସ୍ୱରୂପ ଲାଭ ମିଳିବ । ଯେଉଁ ଉତ୍ସକୁ ଆପଣ ଉତ୍ପାଦନକ୍ଷମ ନୁହେଁ ବୋଲି ଘୋଷଣା କରିସାରିଛନ୍ତି, ସେଠାରୁ ମଧ୍ୟ ଲାଭ ମିଳିପାରେ । କୌଣସି କାର୍ଯ୍ୟ ପାଇଁ ଚୁକ୍ତି ପତ୍ର ସ୍ୱାକ୍ଷରିତ ହେଲେ କିମ୍ବା କମିଶନ ଭାବରେ ବିପୁଳ ପରିମାଣର ଅର୍ଥ ଲାଭ ହେଲେ ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ । ଜଣେ ଭିନ୍ନ ସଂସ୍କୃତି ସମ୍ପନ୍ନ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ ଏବଂ ଏହି ସମ୍ପର୍କ ଦୀର୍ଘସ୍ଥାୟୀ ହେବାର ସମ୍ଭାବନା ରହିଛି । ଭଲ ପୋଷାକ ପିନ୍ଧନ୍ତୁ ଏବଂ ଆନନ୍ଦରେ ମଜ୍ଜି ରୁହନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆପଣ ଆଜି ନିଜ କାର୍ଯ୍ୟରେ ସଫଳତା ପାଇବା ସଙ୍ଗେ ସଙ୍ଗେ ନିଜର ପ୍ରତିଷ୍ଠା ଲାଭ କରିବେ । ଆପଣ ଅତ୍ୟନ୍ତ ଅଭିମାନୀ ହେଲେ ମଧ୍ୟ ଆପଣଙ୍କ ମାନସିକ ସ୍ଥିତି ସ୍ଥିର ରହିବ । ଆପଣ ନିଜର କାର୍ଯ୍ୟର ଚରମ ସଫଳତା ଲାଭ କରିବା ପାଇଁ ସହକର୍ମୀ ବନ୍ଧୁଙ୍କ ସାହାର୍ଯ୍ୟ ଲୋଡିପାରନ୍ତି । ଏଥିପାଇଁ ଆପଣଙ୍କ ମନ ଉତଫୁଲିତ ହୋଇପାରେ। ଆପଣଙ୍କ ସମ୍ମାନ ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ପ୍ରଶଂସିତ ହେବେ । ବନ୍ଧୁ ଓ ପରିବାର ସହିତ ମୌଜ ମଜଲିସ କରିବେ । ଏହା ଆପଣଙ୍କ ଶରୀର ଓ ମନକୁ ସୁସ୍ଥ ଓ ସତେଜ ରଖିପାରେ । କୌଣସି କାରଣରୁ ଆପଣଙ୍କର ଖର୍ଚ୍ଚ ବୃଦ୍ଧି ପାଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆପଣଙ୍କ ପାଇଁ ଆଜି ଦିନଟି ଶୁଭଙ୍କର ଅଟେ । ନୂଆ କାମ ଆରମ୍ଭ ପାଇଁ ସୁଯୋଗ ପାଇବେ । ଆପଣଙ୍କ ବୃତ୍ତିଗତ କାର୍ଯ୍ୟ ପାଇଁ ଏହା ଭଲ ଦିନ ଏବଂ ଆପଣଙ୍କୁ ନୂଆ କ୍ୟାରିଅର୍ ଆରମ୍ଭ କରିବାର ସୁଯୋଗ ମିଳିପାରେ । ଆପଣଙ୍କର ସମ୍ବେଦନଶୀଳ ଏବଂ ଉତ୍ସର୍ଗୀକୃତ ସ୍ୱଭାବ ଯୋଗୁଁ ଆଜି ସନ୍ଧ୍ୟାରେ ପ୍ରିୟଜନଙ୍କ ସହ ବିତାଇଥିବା ମୁହୂର୍ତ୍ତଗୁଡ଼ିକ ସ୍ମରଣୀୟ ହେବ । ଯଦି ଆପଣ ଏକ ସ୍ଥିର ସମ୍ପର୍କରେ ନାହାଁନ୍ତି, ଆପଣଙ୍କୁ ଅନେକ ସୁଯୋଗ ମିଳିବ । ଦେଖିଚାହିଁ ଖର୍ଚ୍ଚ କରିବା ପାଇଁ ପରାମର୍ଶ ଦିଆଯାଉଛି । ଏହା ସୃଜନଶୀଳ କାର୍ଯ୍ୟ କରିବାର ଉପଯୁକ୍ତ ସମୟ ଅଟେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.