ETV Bharat / bharat

ଜୁନ ୨୪ ରାଶିଫଳ: ସୋମବାର ଚମକିବ ଏହି ରାଶି ବ୍ୟକ୍ତିଙ୍କ ଭାଗ୍ୟ, ସରପ୍ରାଇଜ ଦେବେ ଜୀବନସାଥୀ - HOROSCOPE OF 24 JUNE

author img

By ETV Bharat Odisha Team

Published : Jun 24, 2024, 6:19 AM IST

Today Rashifal Horoscope 24 June: ଆଜି ଆପଣଙ୍କ ଦିନ କେମିତି କଟିବ ? ବ୍ୟବସାୟ ଏବଂ ସାମାଜିକ କ୍ଷେତ୍ରରେ କେଉଁ ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ସାବଧାନ ନ ରହିଲେ ସମସ୍ୟାର ସମ୍ମୁଖୀନ ହେବେ, ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ବ୍ୟବସାୟ ଦୃଷ୍ଟିରୁ, ଆପଣ ଆପଣଙ୍କ ବରିଷ୍ଠ ବ୍ୟକ୍ତିମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରିବେ । ଆପଣଙ୍କ ପ୍ରକଳ୍ପକୁ ସରକାର ତରଫରୁ କିଛି ଲାଭ ମିଳିବ । ଚାକିରି ସମ୍ବନ୍ଧୀୟ ଯାତ୍ରା ଆପଣ କରିପାରନ୍ତି । ଆପଣଙ୍କ କଥାରେ ନିୟନ୍ତ୍ରଣ ରଖନ୍ତୁ ଏବଂ ଖର୍ଚ୍ଚ ଉପରେ ଜଗି ରଖି ଚଳନ୍ତୁ । ତର୍କବିତର୍କ ପରି କାର୍ଯ୍ୟକଳାପ କରନ୍ତୁ ନାହିଁ । ବୃଥା ଖର୍ଚ୍ଚରୁ ବିରତ ରୁହନ୍ତୁ ନଚେତ ବିଭିନ୍ନ ପ୍ରକାର ଖର୍ଚ୍ଚ ଆପଣଙ୍କୁ ଭାରାଗ୍ରସ୍ତ କରାଇବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆପଣଙ୍କ ବନ୍ଧୁ ଏବଂ ସମ୍ପର୍କୀୟମାନଙ୍କଠାରୁ ଭଲ ଖବର ଆଶା କରିପାରନ୍ତି । ଏହା ଆପଣଙ୍କୁ ଖୁସି କରାଇବ ଏବଂ ଭ୍ରମଣ କରିଯିବା ପାଇଁ ଆପଣ ଏକ ଯୋଜନା ପ୍ରସ୍ତୁତ କରିବେ । ଛାତ୍ରମାନେ ମନ ଯୋଗ ଦେଇ ପାଠପଢିବେ ଏବଂ ବିଦେଶରେ ଯାଇ ଇଣ୍ଟର୍ଣ୍ଣ କରିପାରନ୍ତି । ଛୁଟି ସମୟରେ ଗୋଟିଏ ତୀର୍ଥସ୍ଥାନ ଦର୍ଶନ କରିପାରନ୍ତି । ଆପଣଙ୍କର ମନର ସ୍ଥିତି ଏକ ସୁଖଦ ସ୍ଥିତିରେ ରହିବ, ଯାହାଦ୍ୱାରା ଆପଣଙ୍କର ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରେ ସାହାଯ୍ୟ କରିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଆଜି ଦିନରେ କିଛି ଅଶୁଭ ସଙ୍କେତ ଘଟିପାରେ । ଯଦି ସମ୍ଭବ, ଯେଉଁମାନଙ୍କର ଡାକ୍ତରୀ ଚିକିତ୍ସା ସମ୍ବନ୍ଧିତ କାର୍ଯ୍ୟ ଅଛି, ତେବେ ଅସ୍ତ୍ରୋପଚାରରୁ ଦୂରରେ ରୁହନ୍ତୁ । କ୍ରୋଧ ଦ୍ୱାରା ଆପଣ ନିଜର କ୍ଷତି କରିପାରନ୍ତି । ଆପଣ ଦାୟିତ୍ୱହୀନତା ଯୋଗୁଁ ଲଜ୍ଜିତ ହୋଇପାରନ୍ତି । ସାବଧାନ ରୁହନ୍ତୁ । ଆପଣଙ୍କର ଖର୍ଚ୍ଚ ଉପରେ ନିବିଡ ଦୃଷ୍ଟି ରଖିନ୍ତୁ, ଆୟ ଅପେକ୍ଷା ବ୍ୟୟ ବହୁତ ଅଧିକ ହେବାର ସମ୍ଭାବନା ଅଛି । ପ୍ରାର୍ଥନା ଏବଂ ଆଧ୍ୟାତ୍ମିକ ବିଶ୍ୱାସ ଶାନ୍ତି ପ୍ରଦାନ କରିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଆପଣ ଆପଣଙ୍କର ଦିନଟିକୁ ସାଙ୍ଗସାଥି ଏବଂ ପ୍ରିୟଜନମାନଙ୍କ ସହ ସୁଖରେ ବିତାଇପାରନ୍ତି । ଅତ୍ୟଧିକ ଆମୋଦପ୍ରମୋଦ ଆପଣଙ୍କୁ ଅତ୍ୟନ୍ତ ଖୁସି ରଖିପାରେ । ବ୍ୟବସାୟ ଆଡକୁ ଦେଖିବାକୁ ଗଲେ, ଆପଣ ଆର୍ଥିକ ଭାବରେ ଲାଭବାନ ହେବେ । ଆପଣ ଆପଣଙ୍କ ପାର୍ଟନରଙ୍କଠାରୁ ଲାଭ ପାଇପାରନ୍ତି । ଛୋଟ ଯାତ୍ରାର ଅନୁଭବ ଆପଣଙ୍କର ସର୍ବଦା ମନେ ରହିବ । ସାମାଜିକ ଭାବରେ ଆପଣ ସମ୍ମାନ ଅର୍ଜନ କରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ବ୍ୟସ୍ତତା ଆପଣଙ୍କୁ ଆଜି ଅସୁବିଧାରେ ପକାଇପାରେ । ଦ୍ୱନ୍ଦ୍ୱ ଏବଂ ଦୁଃଖ ଲାଗି ରହିବ । କିଛି କାରଣ ବଶତଃ, ଆପଣ କାର୍ଯ୍ୟ କରିବାବେଳେ ଅନେକ ଅସୁବିଧାର ସମ୍ମୁଖିନ ହୋଇପାରନ୍ତି । ଆପଣଙ୍କ ପେଶାରେ ଆପଣ ସହକର୍ମୀଙ୍କଠାରୁ କମ୍‌ ସାହାଯ୍ୟ ସହଯୋଗ ପାଇବେ । ବରିଷ୍ଠମାନଙ୍କ ସହ କଥାବାର୍ତ୍ତା କରିବା ବେଳକୁ ସାବଧାନତା ଅବଲମ୍ବନ କରନ୍ତୁ । ନିଜର ପ୍ରତିଦ୍ୱନ୍ଦ୍ବୀଙ୍କ ସଙ୍ଗେ ଯୁକ୍ତିତର୍କ କରନ୍ତୁନାହିଁ । ଅନ୍ୟଥା ସେମାନେ ଆପଣଙ୍କୁ ଉତ୍ତେଜିତ କରିପାରନ୍ତି । କ୍ରୋଧ ଉପରେ ନିୟନ୍ତ୍ରଣ ରଖି ନମ୍ର ଓ ଶାନ୍ତ ରୁହନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆଜି ଦିନଟି ଛାତ୍ରମାନଙ୍କ ପାଇଁ କଠିନ ରହିବ । ଆପଣଙ୍କର ଲକ୍ଷ୍ୟ ଘୁଞ୍ଚିଯାଇପାରେ; ପିଲାମାନେ ଦିନସାରା ଆପଣଙ୍କୁ ବ୍ୟସ୍ତ କରି ପକାଇବେ । ଆଜି, ନିବେଶକମାନେ ସାବଧାନତା ଅବଲମ୍ବନ କରିବେ । ଆପଣଙ୍କୁ କୌଣସି ପ୍ରକାର ଭୌତିକ ତର୍କ ଏବଂ ଆଲୋଚନାଠାରୁ ବିରତି ରହିବାକୁ ପରାମର୍ଶ ଦିଆଯାଉଛି । ଏଣୁ ଦିନର ଅଧାରେ ଆପଣଙ୍କ କାର୍ଯ୍ୟକ୍ରମ ଅନ୍ୟ ଗତି ନେବ । ଆପଣଙ୍କ ଶରୀର ଅସୁସ୍ଥ ହୋଇପାରେ ଏବଂ ଏହାକୁ ଠିକ୍‌ କରିବାରେ ବହୁତ ପଇସା ଖର୍ଚ୍ଚ ହୋଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆଜି ଦିନଟିରେ ଆପଣ ଦାୟିତ୍ୱହୀନତା ଏବଂ ବ୍ୟସ୍ତତା ଅନୁଭବ କରିବେ । ଆପଣ ଆପଣଙ୍କ ମାଆଙ୍କ ବିଷୟରେ ବ୍ୟସ୍ତ ହୋଇପାରନ୍ତି । ସମ୍ପତ୍ତି ସମ୍ପର୍କିତ କାଗଜ ପତ୍ରରେ କଥାବାର୍ତ୍ତା କରିବାବେଳେ ସତର୍କ ରୁହନ୍ତୁ । ଯଦି ସମ୍ଭବ, ଭମଣ କରନ୍ତୁ ନାହିଁ । ଆପଣଙ୍କ ପରିବାରର ପରିବେଶ ଅସ୍ଥିର ଅବସ୍ଥାରେ ରହିପାରେ । ଆପଣଙ୍କ ପ୍ରତି ଲଜ୍ୟାଶୀଳ ହେଉଥିବା ପରିସ୍ଥିତି ଭିତରକୁ ଯିବା ବର୍ଜନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆପଣ ଆଜି ଅତ୍ୟନ୍ତ ଭାବବିହ୍ୱଳ ହୋଇପାରନ୍ତି; ମାନସିକ ସନ୍ତୁଳନକୁ ବଜାୟ ରଖିବା ପାଇଁ ଚେଷ୍ଟା କରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅଧିକା ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ । ଆପଣ ଆପଣଙ୍କ ବନ୍ଧୁଙ୍କ ସାଙ୍ଗରେ ଯୋଗାଯୋଗ କରିବା ପାଇଁ ଆନ୍ତରିକ ଭାବରେ ଚେଷ୍ଟା କରିବେ ମାତ୍ର ଅସଫଳ ରହିବେ । ଆପଣ ଅନୁଷ୍ଠାନ ଭିତରକୁ ପ୍ରବେଶ କରିବା କ୍ଷଣି ଏହା ଆପଣଙ୍କୁ ଲାଭ ଉପକରଣ ଯୋଗାଇବ କିମ୍ବା ସେମାନଙ୍କ ସହ ନୂଆ ପ୍ରକଳ୍ପ ଆରମ୍ଭ କରିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଦିନରେ ଆପଣ ଦ୍ୱନ୍ଦ୍ୱପୂର୍ଣ୍ଣ ରହିବେ । ଆପଣଙ୍କ ପରିବାରର ପରିବେଶ ଅସ୍ଥିର ଅବସ୍ଥାରେ ରହିପାରେ । ନିୟମିତ କାର୍ଯ୍ୟ କରିବାରେ ଆପଣ ସମ୍ପୂର୍ଣ୍ଣ ଭାବରେ ଅକ୍ଷମ ରହିବେ । ଆପଣ ଚିନ୍ତିତ ଅନୁଭବ କରିପାରନ୍ତି । ଆଜି କୌଣସି ପ୍ରକାର ଗୁରୁତ୍ୱପୂର୍ଣ୍ଣ ଆଲୋଚନା ନେବାରୁ ବିରତ ରୁହନ୍ତୁ । ଆପଣ କେବଳ ପେଶା ଏବଂ ଘରୋଇ କାମରେ ମଜ୍ଜି ରହିବେ । ପିଲାମାନଙ୍କ ପାଇଁ ସଫଳତାରୂପକ ସ୍ୱାଦ ସେମାନଙ୍କୁ ପାଠପଢା ଦିଗରେ ଆଗକୁ ବଢିବା ପାଇଁ ଆଗ୍ରହ ଜନ୍ମାଇବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଆପଣ ଗୋଟିଏ ପ୍ରାର୍ଥନା ସହ ଦିନଟିକୁ ଆରମ୍ଭ କରନ୍ତୁ ଯାହାକି ଆପଣଙ୍କୁ ଅନୁକୂଳ ରଖିବ । ଆଜି ଆପଣ ଧର୍ମ କାର୍ଯ୍ୟ କଳାପରେ ମଜ୍ଜି ରହିବେ । ଆପଣଙ୍କ ପରିବାରର ପରିବେଶ ଅନୁକୂଳ ରହିବ । ଆପଣଙ୍କ ସାଙ୍ଗ ଏବଂ ପ୍ରିୟଜନମାନଙ୍କଠାରୁ କିଛି ଉପହାର ପାଇପାରନ୍ତି । ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରଭାବ ସବୁଆଡେ ବହୁଳ ଭାବରେ ଚହଳ ପକାଇବ । ଆପଣଙ୍କ ବରିଷ୍ଠମାନେ ଆପଣଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହୋଇପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ନିଜ ଶରୀର, ସୁଖାଦ୍ୟ, ଏବଂ ବ୍ୟାୟାମ ଇତ୍ୟାଦିରେ ଅବହେଳା କରନ୍ତୁ ନାହିଁ । ଠିକରେ ବିଶ୍ରାମ ମିଳିବ ନାହିଁ । ନିଜେ ଅସୁସ୍ଥତା ଅନୁଭବ କରିବେ, ଯେଉଁଥିରେ ମାନସିକ ସ୍ଥିରତା ଦରକାର । ଯଥା ସମ୍ଭବ ବିଶ୍ରାମ ନିଅନ୍ତୁ । ଅସୁସ୍ଥତା ଅନୁଭବ କଲେ ଛୁଟି ନେଇଯାଆନ୍ତୁ । କଚେରୀ କାମରେ ସାବଧାନ ଏବଂ କାହା କଥାରେ ମନ ଲଗାନ୍ତୁ ନାହିଁ । ପଇସାପତ୍ର ବ୍ୟୟ ଓ ରାଗିଯିବା ଅଭ୍ୟାସ ପ୍ରତି ସାବଧାନ ହୁଅନ୍ତୁ । ଆଜି, ନିଜ ପ୍ରିୟଜନ ଆପଣଙ୍କୁ ବିରୋଧ କରିବେ । ଏହାକୁ ଗୁରୁତ୍ୱ ଦିଅନ୍ତୁ ନାହିଁ, ବରଂ ସେମାନଙ୍କ ନିର୍ଦ୍ଦେଶକୁ ନିରୀକ୍ଷଣ କରନ୍ତୁ, ହୁଏତ ଆପଣ ଭୁଲ ଥାଇପାରନ୍ତି, ଭୁଲ ଥିଲେ ବଦଳି ଯାଆନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ସାମାଜିକ ପ୍ରତିଷ୍ଠାକୁ ଅବମାନନା କରନାହିଁ, ଆଜି ସେଥିଯୋଗୁଁ କଷ୍ଟ ପାଇପାରନ୍ତି । ଆଜି ଆପଣ ମାନସିକ ଭାବରେ ଆରାମ ଏବଂ ଶାରୀରିକ ପକ୍ଷେ ବେଶ୍‌ ସୁସ୍ଥ ରହିବେ । ନୂଆ କାମ ହାତକୁ ନେବା ପାଇଁ ଆପଣଙ୍କ ଆଗ୍ରହ ଆପଣଙ୍କୁ ପ୍ରୋତ୍ସାହନ କରିବ । ଆପଣଙ୍କର ଘରୋଇ ଜୀବନ ବନ୍ଧୁତ୍ୱପୂର୍ଣ୍ଣ ରହିବ । ବନ୍ଧୁ ଏବଂ ପ୍ରିୟଜନମାନଙ୍କ ସହ ଯାତ୍ରା କରିପାରନ୍ତି । ଆଉ ମଧ୍ୟ ଆର୍ଥିକ ଲାଭ ହୋଇପାରେ । ଆପଣ ଧାର୍ମିକ କାର୍ଯ୍ୟରେ ମନଦେବେ ଏବଂ ତୀର୍ଥସ୍ଥାନ ଦର୍ଶନ କରିବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.