ETV Bharat / bharat

ଜୁନ ୨୫ ରାଶିଫଳ: ଏହି ରାଶି ବ୍ୟକ୍ତିଙ୍କ ଚାକିରି କ୍ଷେତ୍ରରେ ହେବ ପଦୋନ୍ନତି, ସ୍ୱାସ୍ଥ୍ୟ ସମସ୍ୟା ଭୋଗିପାରନ୍ତି ଏମାନେ - HOROSCOPE OF 25 JUNE

author img

By ETV Bharat Odisha Team

Published : Jun 25, 2024, 12:01 AM IST

Today Rashifal Horoscope 25 June: ଆଜି ଆପଣଙ୍କ ଦିନ କେମିତି କଟିବ ? କେଉଁ ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ପାଇବେ ରୋଜଗାର, ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)

ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ଶୁଭଫଳଦାୟକ ଅଟେ । ଆପଣ ପ୍ରତି ପଦକ୍ଷେପରେ ଅତି ସହଜରେ ସଫଳତା ପାଇବେ । ଘରର ସୌନ୍ଦର୍ଯ୍ୟ ଆଣିବା ପାଇଁ ଏପାଖ ସେପାଖ କରି ସାଜସଜ୍ଜାରେ ଲାଗିବ। ଅନେକ ନୂଆ ପାରିବାରିକ ସଂପର୍କ କଥା ଜାଣିପାରିବ ଏବଂ ଥରେ ଏଥିରେ ବାଟ ଖୋଲିଗଲେ ତୁମେ ଅନେକ ଆନନ୍ଦ ଓ ଶାନ୍ତି ଅନୁଭବ କରିବେ । ନିଜର ବନ୍ଧୁ ଓ ପରିବାରର ସଦସ୍ୟଙ୍କୁ ସଙ୍ଗରେ ନେଇ ଦୂର ଯାତ୍ରା କରିବାର ଯୋଜନା କରନ୍ତୁ । ସାମାଜିକ ସ୍ତରରେ ଆପଣଙ୍କର ସମ୍ମାନ ବୃଦ୍ଧି ପାଇବ ।

ବୃଷ: ଏହି ଦିନଟି ଆପଣଙ୍କୁ ମିଶ୍ରିତ ଫଳାଫଳ ଦେବ । ବ୍ୟବସାୟୀମାନେ ନିଜ ନିଜ ପ୍ରକଳ୍ପରେ ଫଣ୍ଡ୍‌ ନିବେଶ କରି ନୂଆ କାମ ହାତକୁ ନେଇପାରନ୍ତି । ମୋଟ ଉପରେ ସେମାନେ ଭବିଷ୍ୟତ ପାଇଁ ଯୋଜନା କରିପାରନ୍ତି । ବିଦେଶ ଯାତ୍ରା କରିପାରନ୍ତି । ଗୋଟିଏ ତୀର୍ଥସ୍ଥାନ ଦର୍ଶନ ଆପଣଙ୍କ ଧାର୍ମିକତାକୁ ସାମର୍ଥ୍ୟ ଯୋଗାଇଦେବ । ଦୃଢ ଇଚ୍ଛାଶକ୍ତି ଏବଂ ନୀର୍ଭିକତା ଆପଣଙ୍କୁ କାର୍ଯ୍ୟରେ, ବ୍ୟବସାୟରେ ଏବଂ ବ୍ୟକ୍ତିଗତ ଜୀବନରେ ଏକ ନୂତନ ପରାକାଷ୍ଠା ପ୍ରାପ୍ତ କରିବାରେ ସାହାଯ୍ୟ କରିବ । ସମସ୍ତ କାର୍ଯ୍ୟ କ୍ଷେତ୍ରରେ ବର୍ତ୍ତମାନ ସଫଳତାର ଗ୍ୟାରେଣ୍ଟି ରହିଛି । ଆର୍ଥିକ ଲାଭ ଅର୍ଜନ କରିବେ ।

ମିଥୁନ: କିଛି ଆଶ୍ଚର୍ଯ୍ୟ ଏବଂ ବିଷାଦପୂର୍ଣ୍ଣ ଘଟିପାରେ, ମିଥୁନ ରାଶିର ବ୍ୟକ୍ତିମାନେ ସତର୍କ ହୁଅନ୍ତୁ । ଘା' ରେ ଲୁଣ ଛିଟା ପଡିପାରେ, ଆପଣ ଶାରୀରିକ ଏବଂ ମାନସିକ ଭାବରେ ଅସୁସ୍ଥ ଅନୁଭବ କରିପାରନ୍ତି । ତେଣୁ, ଆପଣ ଭଲ ପାଉଥିବା ଅଭ୍ୟାସ ଏବଂ ଉପକରଣରେ ମିଶି ଯାଆନ୍ତୁ । ଏହା ଆପଣଙ୍କୁ ଚିନ୍ତା ବିହୀନ କରିଦେବ। ଗୃହର ଝଗଡା ଯୋଗୁଁ ବୃତ୍ତିରେ ଅଗ୍ରଗତି କରିବ ଅତ୍ୟନ୍ତ କଷ୍ଟକର । ଆଜି ଦିନର କୁପ୍ରଭାବ ବିଦ୍ୟାର୍ଥୀ ମାନଙ୍କୁ ହଇରାଣରେ ପକାଇପାରେ । ଆପଣ ନିଜର ଅସ୍ଥିର ମନୋଭାବକୁ ପରିତ୍ୟାଗ କରନ୍ତୁ । ଅପ୍ରତ୍ୟାଶିତ ଭାବେ ଖର୍ଚ୍ଚାନ୍ତ ହୋଇପାରନ୍ତି, ତେଣୁ ନିଜର ଅର୍ଜିତ ଧନପ୍ରତି ସତର୍କ ରୁହନ୍ତୁ ।

କର୍କଟ: ଆପଣ ଆଜି ଦିନଟିରେ ଆପଣଙ୍କ ପରିବାର ଏବଂ ସାଙ୍ଗ ସାଥି ସହିତ ମଜା ମଜଲିସ୍‌ କରିପାରନ୍ତି । ଆର୍ଥିକ ଲାଭ ହୋଇପାରେ । ବ୍ୟବସାୟୀ ବ୍ୟକ୍ତିମାନଙ୍କ ପାଇଁ ଆଜି ଦିନଟି ପ୍ରତିଜ୍ଞାର ଦିବସ ହେବ; ଆପଣଙ୍କ ବ୍ୟବସାୟ ପାର୍ଟନର୍‌ଠାରୁ ଆପଣ ଲାଭବାନ ହେବେ । ଆପଣ ପ୍ରିୟଜନଙ୍କ ସଙ୍ଗରେ ଭ୍ରମଣରେ ଯାଇପାରନ୍ତି । ଶାରିରୀକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିପାରେ । ମନ ସ୍ଥିର ଓ ଶାନ୍ତ ରହିବ । ନୂତନ କର୍ମର ଶୁଭାରମ୍ଭ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭନଙ୍କର ।

ସିଂହ: ନିର୍ଦ୍ଦୟ ନକ୍ଷତ୍ର ଆଜି ଆପଣଙ୍କ ପାଇଁ ଶୁଭଦିନ ଆଣି ଦେଉନାହିଁ । ଆପଣ ଅସଂଖ୍ୟ ଚିନ୍ତା, ବ୍ୟସ୍ତତା, ଏବଂ ଦାରିଦ୍ର୍ୟ ଆପଣଙ୍କୁ ଘାରି ପକାଇପାରେ । ଧୈର୍ଯ୍ୟ ଧରନ୍ତୁ । ଆଜିର ଦିନଟି ଅଫିସ୍‌ରେ ଆପଣଙ୍କ ପାଇଁ ଖୁସିରେ ଯିବ ନାହିଁ ସେଥିପାଇଁ ଆପଣ ଆପଣଙ୍କର ପ୍ରତିଦିନର ବ୍ୟସ୍ତ କାମକୁ ଲକ୍ଷ୍ୟସ୍ଥଳରେ ପହଞ୍ଚାଇପାରିବା କଠିନ ହେବ । ଆପଣଙ୍କର ବ୍ୟକ୍ତବ୍ୟ ଏବଂ କ୍ରୋଧକୁ ସଞ୍ଜତ କରନ୍ତୁ ଏବଂ ଆପଣଙ୍କର ସ୍ୱାସ୍ଥ୍ୟ ଯତ୍ନ ନିଅନ୍ତୁ ।

କନ୍ୟା: ଆଜିର ଦିନଟି ଆପଣଙ୍କ ପାଇଁ ଅଶାନ୍ତିର କାରଣ ହୋଇପାରେ । ଆଲୋଚନାରୁ ଦୂରେଇ ରୁହନ୍ତୁ । ଯୁକ୍ତିତର୍କ କରନ୍ତୁ ନାହିଁ ଏବଂ ରାଗ ଉପରେ ନିୟନ୍ତ୍ରଣ କରନ୍ତୁ । ଖର୍ଚ୍ଚ ପ୍ରତି ସତର୍କ ରୁହନ୍ତୁ । ବନ୍ଧୁ ତଥା ପ୍ରିୟଜନଙ୍କ ସହ ନିଜର କ୍ଷ୍ୟାତି ବାଧା ପ୍ରାପ୍ତ ହେବ। ତେଣୁ ସେମାନଙ୍କ ସହ ବାହାରକୁ ଯା’ନ୍ତୁ। ପେଟଜନୀତ ରୋଗ ଭୋଗହୋଇପାରେ, ସୁଖାଦ୍ୟ ଖାଆନ୍ତୁ। ଅର୍ଥଲଗାଉଥିବା ବ୍ୟକ୍ତି ସଜାଗ ରହିବା ଭଲ ।

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ମାନ୍ଦାଳିଆ ରହିବ । ଆପଣ ଶାନ୍ତ ଏବଂ ନିରବ ଏହିବା କଷ୍ଟକର ହୋଇପଡିବ, ସବୁ ସମୟରେ ସତର୍କ ରହିବା ଭଳି ଘଟଣା ; ବିଶେଷ କରି ସଂପତ୍ତି ବିଷୟରେ କଥାବାର୍ତ୍ତା କରିବା ପ୍ରତି ବିରତି ରୁହନ୍ତୁ । ଯାତ୍ରା କରନ୍ତୁ ନାହିଁ । ଆପଣଙ୍କର ପରିବାରର ପରିବେଶ ଅସ୍ଥିର ରହିବ; ତର୍କ ଏବଂ ଯୁକ୍ତି ନ କରିବା ପାଇଁ ଚେଷ୍ଟା କରନ୍ତୁ । ସୃଜନଶୀଳ କାର୍ଯ୍ୟକଳାପରେ ଆପଣ ନିଜକୁ ବ୍ୟସ୍ତ ରଖିପାରନ୍ତି ।

ବିଛା: ଦୟାକରି ସମସ୍ୟା ଯୋଗୁଁ ଅଟକି ଯାଆନ୍ତୁ ନାହିଁ, ସେଗୁଡିକ ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ଘରର ପରିବେଶ ଅନୁକୂଳ ସାବ୍ୟସ୍ତ ହେବ ନାହିଁ; ଶାନ୍ତ ରହିବା ପାଇଁ ଚେଷ୍ଟା କରନ୍ତୁ । ଆପଣଙ୍କର ରାଗପଣତା ଆପଣଙ୍କୁ ତିଳେ ମାତ୍ର ସାହାଯ୍ୟ କରିବ ନାହିଁ; ସାବଧାନ ରୁହନ୍ତୁ । ଶେଷ ହୋଇ ନ ଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବା ଆପଣଙ୍କ ପାଇଁ କଷ୍ଟକର ହୋଇପଡିବ, ତଥାପି ଆପଣ ଶାନ୍ତ ରୁହନ୍ତୁ ଏବଂ ସଠିକ୍‌ ରୁହନ୍ତୁ । ଏହା ନିଶ୍ଚିତ ଭାବରେ ଆପଣଙ୍କୁ ସାହାଯ୍ୟ କରିବ ।

ଧନୁ: ଏହି ଦିନଟି ଆପଣଙ୍କ ପାଇଁ ଫଳପ୍ରଦ ହେବ । ଆପଣ ଆର୍ଥିକ ଲାଭରେ ରହିପାରନ୍ତି । ମହିଳାମାନଙ୍କ ଭାଗ୍ୟ ସେମାନଙ୍କ ସପକ୍ଷରେ ଯିବ । ଆପଣଙ୍କ ପ୍ରିୟଜନ ଆପଣଙ୍କୁ ଖୁସି ପାଇଁ ଆନନ୍ଦିତ ହେବେ । ନୂଆ କାମ ହାତକୁ ନେବାର ଏହା ହେଉଛି ସଠିକ ସମୟ । ଛୋଟିଆ ଯାତ୍ରା କରିପାରନ୍ତି । ଆପଣ ମାନସିକ ଭାବରେ ଆରାମ ଅନୁଭବ କରିବେ । ଆପଣଙ୍କ ଶତୃମାନେ ଆପଣଙ୍କଠାରୁ ପରାସ୍ତ ହେବେ ।

ମକର: ଆଜି ଆପଣଙ୍କର ପାରିବାରିକ ଜୀବନ ମଧୁମୟ ହେବ । ବନ୍ଧୁ ଓ ପ୍ରିୟଜନଙ୍କ ସହ ସାକ୍ଷାତ ଲାଭ କରି ସନ୍ତୋଷ ପ୍ରକାଶ କରିବେ । ନିଜର ବ୍ୟବସାୟରେ ଆର୍ଥିକ ଉପାର୍ଜନକୁ ବ଼ଢାଇବା ପାଇଁ ବିଭିନ୍ନ ସ୍ଥାନ ବୁଲିପାରନ୍ତି । ବୃତ୍ତିଗତ ଜୀବନରେ ବହୁ ଅର୍ଥ ଉପାର୍ଜନ କରିବା ସଙ୍ଗେ ସଙ୍ଗେ ଆପଣଙ୍କର ସମ୍ମାନ ବୃଦ୍ଧି ପାଇବ । ଆପଣଙ୍କ ଉପରିସ୍ଥ ଅଧିକାରୀ ଆପଣଙ୍କର କାର୍ଯ୍ୟକଳାପରେ ସନ୍ତୁଷ୍ଟି ହେବେ । ଦୁର୍ଘଟଣାରୁ ନିଜକୁ ରକ୍ଷା କରିବା ପାଇଁ ସତର୍କତା ଅବଲମ୍ୱନ କରନ୍ତୁ ।

କୁମ୍ଭ: ଆଜି ଆପଣ ମାନସିକ ଏବଂ ଶାରୀରିକ ଭାବରେ ଦୁର୍ବଳ, ଏବଂ କ୍ଲାନ୍ତ ଅନୁଭବ କରିବେ । ଏହା ପରିବାର ଭିତରେ ଦ୍ୱନ୍ଦ କଳହ ସୃଷ୍ଟି କରିପାରେ ଯାହାକି ବାକ୍‌ଯୁଦ୍ଧର ରୂପ ନେଇପାରେ । ଯାହା ଫଳରେ ଆପଣ ହଇରାଣ ଏବଂ ବିରକ୍ତି ଅନୁଭବ କରିପାରନ୍ତି । ଆପଣ ଆପଣଙ୍କ ଖର୍ଚ୍ଚ, ରାଗ, ଏବଂ କଥା ଉପରେ ନଜର ରଖନ୍ତୁ ଏବଂ ଭବିଷ୍ୟତର କଳହ ପାଇଁ ପ୍ରସ୍ତୁତ ରୁହନ୍ତୁ । ମନୋରଞ୍ଜନ କାର୍ଯ୍ୟକ୍ରମରେ ଖର୍ଚ୍ଚାନ୍ତ ହେବେ ।

ମୀନ: ଆଜି, ହଠାତ୍‌ ଆର୍ଥିକ ଲାଭର ସମ୍ଭାବନା ନିଶ୍ଚିତ ଭାବରେ ରହିଛି । ଏପରିକି ଆପଣ ପଇସା ହିସାବରେ ପ୍ରାଇଜ୍‌ କିମ୍ବା ଲଟେରୀ ଜିତିପାରନ୍ତି । ମୋଟାମୋଟି ଭାବରେ ଖୁସି, ଭାଗ୍ୟଶାଳୀ ସମୟର ଆଶା କରାଯାଏ । ପିଲାମାନଙ୍କଠାରୁ ଭଲ ଖବର ଆସିପାରେ, ଏବଂ ଆପଣ ଆପଣଙ୍କ ପୁରୁଣା, ଦୀର୍ଘ ଦିନରୁ ଭେଟ ହୋଇ ନଥିବା ବନ୍ଧୁମାନଙ୍କୁ ଭେଟି ଭାଗ୍ୟବାନ ଅନୁଭବ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ମାଙ୍କ ଠାରୁ ସୁଖବର ପାଇବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.