ETV Bharat / bharat

ଅଗଷ୍ଟ ୪ ରବିବାର ରାଶିଫଳ: ସୂର୍ଯ୍ୟଙ୍କ ଭଳି ଚମକିବ ଏହି ରାଶିର ଭାଗ୍ୟ, ଆକସ୍ମିକ ହେବ ଧନଲାଭ - DAILY ODIA HOROSCOPE OF 4 AUGUST

author img

By ETV Bharat Odisha Team

Published : Aug 4, 2024, 12:00 AM IST

Today Rashifal Horoscope 4 August Sunday: ଆଜି ଆପଣଙ୍କ ଦିନ କେମିତି କଟିବ ? ବ୍ୟବସାୟ ଏବଂ ସାମାଜିକ କ୍ଷେତ୍ରରେ କେଉଁ ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ରହିବେ ସାବଧାନ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

Etv Bharat
Etv Bharat (Etv Bharat)
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଫଳ ଦାୟକ ନୁହେଁ । ତେଣୁ ନିଜକୁ ଶାନ୍ତ ରଖି ସମୟକୁ ଅପେକ୍ଷା କଲେ ସୁଫଳ ପାଇପାରବେ । ଆପଣଙ୍କ ମାନସିକ ଉତ୍ତେଜନା ବୃଦ୍ଧି ଯୋଗୁଁ ଆପଣ ଆଘାତ ପାଇପାରନ୍ତି । ତେଣୁ ସତର୍କତା ଅବଲମ୍ୱନ କରନ୍ତୁ । ନିଜ ମାଆଙ୍କର ସ୍ୱାସ୍ଥ୍ୟ ତଥା ଅନ୍ୟାନ୍ୟ ନିର୍ଣ୍ଣାୟକ ସମାସ୍ୟା ଯୋଗୁଁ ବିଚଳିତ ହୋଇପାରନ୍ତି । ନିଜର ସମ୍ମାନ ହାନି ଘଟିଲା ପରି କୌଣସି କାର୍ଯ୍ୟ କରନ୍ତୁ ନାହିଁ । ନିଜର ସମ୍ପତି ସମ୍ପନ୍ଧୀୟ କୌଣସି ସିଦ୍ଧାନ୍ତ ଆଜି ଆପଣ ନିଅନ୍ତୁ ନାହିଁ । ଆଜି ଆପଣ ପ୍ରତି ପଦକ୍ଷେପ ସହ ପ୍ରତ୍ୟେକ କାମକୁ ସତର୍କ ସତର୍କତାର ସହ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ପୂର୍ବର ଦୁଃଖ କଷ୍ଟକୁ ଚିନ୍ତା ନ କରି ଆଜି ନିଜକୁ କର୍ମଚଞ୍ଚଳ ରଖିଲେ ଦିନଟି ଖୁସିରେ କଟିପାରେ । ଆପଣଙ୍କର ସୃଜନଶୀଳ ପ୍ରତିଭା ଆପଣଙ୍କୁ ସାହିତ୍ୟ ଚର୍ଚ୍ଚା ପାଇଁ ଉତ୍ସୁକତା ପ୍ରଦାନ କରିପାରେ । ନିଜ ମାଆଙ୍କ ସହ ମଧୁର ଆଳାପ ଆଲୋଚନା ତାଙ୍କ ପ୍ରତି ସ୍ନେହାଶ୍ରଦ୍ଧା ବୃଦ୍ଧି କରିବାରେ ସାହାଯ୍ୟ କରିବ । ଭୋଜିରେ ସୁଖାଦ୍ୟ ଭୋଜନ ମନକୁ ତୃପ୍ତି ପ୍ରଦାନ କରିବ । ଗୋଟିଏ ଲଘୁଯାତ୍ରାରେ ଯାଇପାରନ୍ତି । ପରିବାର ଓ ଆର୍ଥିକ ସମସ୍ୟା ପ୍ରତି ସଜାଗ ରୁହନ୍ତୁ ଓ ଖୁସିରେ ଦିନଟିକୁ କାଟନ୍ତୁ । ବିଦ୍ୟାର୍ଥୀମାନେ ପାଠ ପଢ଼ାରେ ଆଗ୍ରହୀ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ବିଭିନ୍ନ ଚିନ୍ତାଧାରା ଆପଣଙ୍କୁ ଭାରାକ୍ରାନ୍ତ କରିପାରେ । ଆପଣ ଯେତେ କ୍ଳାନ୍ତ ଓ ଅବସାଦ ଅନୁଭବ କରୁଥିଲେ ମଧ୍ୟ ଆପଣଙ୍କର ପ୍ରିୟଜନଙ୍କୁ ଦେଖି ପ୍ରଫୁଲ୍ଲିତ ହେବେ । ଆପଣଙ୍କର ଦୃଢ ମନୋବଳ ଏବଂ ଦକ୍ଷତା ଆପଣ କରୁଥିବା କାର୍ଯ୍ୟରେ ପରିଲକ୍ଷିତ ହେବ । ସହକର୍ମୀ ବନ୍ଧୁମାନେ ଆପଣଙ୍କୁ ସହଯୋଗ କରିବା ସଙ୍ଗେ ସଙ୍ଗେ ଉତ୍ସାହିତ କରିବେ । ଆପଣଙ୍କର ଆର୍ଥିକ ସ୍ଥିତି ଧିରେ ଧିରେ ସୁଦୃଢ଼ ହେବ । ତେଣୁ ଆପଣ ଖର୍ଚ୍ଚକୁ ନିୟନ୍ତ୍ରଣ କରନ୍ତୁ । ପାରିବାରିକ ଜୀବନ ଅତ୍ୟନ୍ତ ଶାନ୍ତିଦାୟକ ହୋଇପାରେ । ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ବନ୍ଧୁମାନଙ୍କ ଗହଣରେ ଆଜିର ଦିନଟିକୁ ମୌଜ ମଜଲିସରେ କଟିବେ । ଆପଣ ଦିନ ତମାମ ଚଳଚଞ୍ଚଳ ରହି ଆମୋଦ ପ୍ରମୋଦରେ ସମୟ କଟାଇବେ । ନିଜ ପରିବାରର ସଦସ୍ୟ ଓ ବନ୍ଧୁମାନଙ୍କ ଗହଣରେ ବାହାରକୁ ଭ୍ରମଣରେ ଯାଇ ନିଜକୁ ପ୍ରମୋଦିତ କରିବା ଯୋଜନା କରିପାରନ୍ତି । ନିଜର ଧର୍ମପତ୍ନୀଙ୍କ ସହ ମୌଜ ମଜଲିସ କରିପାରନ୍ତି ଏବଂ ତାଙ୍କ ଠାରୁ ଶୁଭ ଖବର ପାଇପାରନ୍ତି । କର୍ମସ୍ଥଳରେ ପ୍ରଶଂସିତ ହେବେ । ବିଦ୍ୟାର୍ଥୀ ପାଠପଢ଼ାରେ ଉନ୍ନତି କରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଆଜି ଦିନଟି ସେତେ ଶୁଭଫଳ ପ୍ରଦାନ କରିବ ନହିଁ । ଦିନସାରା ଆପଣ ଚିନ୍ତାଗ୍ରସ୍ତ ରହିବେ । ଏହା ଆପଣଙ୍କ ଶାରୀରିକ ଓ ମାନସିକ ଅସ୍ଥିରତାର ଦେଖାଦେଇପାରେ । କାହା ସଙ୍ଗେ ଯୁକ୍ତିତର୍କ କରନ୍ତୁ ନାହିଁ କିମ୍ୱା ଅସତ ବ୍ୟବହାର କରନ୍ତୁ ନାହିଁ, ଏହା ଆପଣଙ୍କ ପାଇଁ ଶତୃତାକୁ ଆମନ୍ତ୍ରଣ କାରିପାରେ । ତେଣୁ ଭୁଲ ବୁଝାମଣାର ସମାଧାନ କରିଦିଅନ୍ତୁ । ନ୍ୟାୟାଳୟ ଏବଂ ବୈଧାନିକ କାର୍ଯ୍ୟ କରିବାକୁ ଥିଲେ ତାହା ଅନ୍ୟ କେଉଁ ଦିନକୁ ଘୁଞ୍ଚାଇ ଦିଅନ୍ତୁ । ଦୁରସ୍ଥାନରୁ ଆସିଥିବା ଶୁଭ ଖବର ଆଜିର ଦିନଟିକୁ ଆମୋଦ ପ୍ରମୋଦରେ କଟାଇବାକୁ ପ୍ରେରଣା ଯୋଗାଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆପଣ ନିଜର ବନ୍ଧୁ ଓ ପରିବାର ସଦସ୍ୟଙ୍କ ଗହଣରେ ମୌଜ ମଜଲିସ କରି ସମୟ କଟାଇବେ । ସାମାଜିକ ଜୀବନରେ ନିଜର ପ୍ରତିଷ୍ଠା ଓ ପ୍ରଗତିର ବୃଦ୍ଧି ଘଟିପାରେ । ତେଣୁ ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଅର୍ଥ ଲଗାଣ ଏବଂ ଅର୍ଥଲାଭ ଯୋଗ ଅଛି । ବ୍ୟବସାୟୀମାନେ ନିଜର ବ୍ୟବସାୟରେ ଉନ୍ନତି କରିବେ ଏବଂ ଅର୍ଥଲାଭ କରିବେ । ଗୋଟିଏ ଦର୍ଶନୀୟ ସ୍ଥାନକୁ ପରିଭ୍ରମଣରେ ଯାଇପାରନ୍ତି । ଦାମ୍ପତ୍ୟ ଜୀବନରେ ଆପଣ ନିଜକୁ ସୁଖୀମନେ କରିବେ । ନିଜକୁ ଭାଗ୍ୟଶାଳୀ ମନେକରିବେ । ବିଦ୍ୟାର୍ଥୀ ପାଠ ପଢ଼ାରେ ଆଗ୍ରହୀ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ସୌଭାଗ୍ୟବାନ ଦିନ ଅଟେ । ଗୃହର ପରିବେଶ ସୁଖପ୍ରଦ ହୋଇପାରେ । କାର୍ଯ୍ୟରେ ଆପଣଙ୍କ ଉତ୍ସାହ ବଢିପାରେ । ଆପଣଙ୍କର ବରିଷ୍ଠ କର୍ମଚାରୀମାନେ ଆପଣଙ୍କର କର୍ମରେ ସନ୍ତୋଷ ପ୍ରକାଶ କରିପାରନ୍ତି । ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ଅଛି । ସରକାରୀ ଏବଂ ବୈଧାନିକ କାମ କରିବା ପାଇଁ ଆଜି ଶୁଭଦିନ ଅଟେ । ଲୋକମାନଙ୍କ ସହ ମିଳିମିଶି ବନ୍ଧୁତ୍ୱ ସ୍ଥାପନ କରନ୍ତୁ,ଏହା ଆପଣଙ୍କୁ ସାହାଯ୍ୟ କରିବ । ମାଆଙ୍କ ସାନିଧ୍ୟ ଆପଣଙ୍କୁ ମାନସିକ ଶାନ୍ତି ପ୍ରଦାନ କରିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆଜି ଆପଣ ଶାରୀରିକ ଓ ମାନସିକ ସ୍ତରରେ ନିଜକୁ ଦୁର୍ବଳ ଓ ଅଳସୁଆ ବୋଲି ଅନୁଭବ କରିବେ । ବ୍ୟବହାରରେ ଆପଣ ସ୍ୱଳ୍ପସମୟ ପାଇଁ କିଛି ତୃଟି ଲକ୍ଷ୍ୟ କରିପାରନ୍ତି, ଏହା ଆପଣଙ୍କୁ ଉତ୍ତେଜିତ କରିପାରେ । ତେଣୁ ଆପଣଙ୍କ ସହକର୍ମୀ କିମ୍ୱା ବରିଷ୍ଠ ଅଧିକାରୀଙ୍କ ସହ ଯୁକ୍ତିତର୍କ କରନ୍ତୁ ନାହିଁ । ନିଜର ସନ୍ତାନମାନଙ୍କ ସ୍ୱାସ୍ଥ୍ୟ ପ୍ରତି ନଜର ଦିଅନ୍ତୁ ଏବଂ ସେମାନଙ୍କର ଅସୁବିଧା କଥା ବୁଝନ୍ତୁ । ନିଜର ଆର୍ଥିକ ସମସ୍ୟାକୁ ଆଖି ଆଗରେ ରଖି ଖର୍ଚ୍ଚକୁ ସୀମିତ କରନ୍ତୁ । କୌଣସି ଜରୁରୀ ସିଦ୍ଧାନ୍ତ ନେବା ପାଇଁ ଆଜି ଶୁଭ ଦିନ ନୁହେଁ । ଆପଣ କିଛି ରାଜନୈତିକ ଘଟଣାରେ ସଂପୃକ୍ତ ହୋଇପାରନ୍ତି । ଧୈର୍ଯ୍ୟ ଧରି ଅପେକ୍ଷା କଲେ ସବୁ ସମସ୍ୟାର ସମାଧାନ ହୋଇପାରିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ବହୁ ସତର୍କତା ଅବଲମ୍ୱନ କରିବାକୁ ପଡିପାରେ । ଆପଣଙ୍କ ମାନସିକ ଉତ୍ତେଜନା କୌଣସି ସିଦ୍ଧାନ୍ତରେ ପହଞ୍ଚିବାରେ ବାଧା ସୃଷ୍ଟି କରିବ । ତେଣୁ କୌଣସି ନୂତନ ଯୋଜନା ହାତକୁ ନିଅନ୍ତୁ ନାହିଁ । ଆପଣଙ୍କର ତିକ୍ତ ଭାବ ପ୍ରଦର୍ଶନ ଏବଂ ବାକ୍ୟାଳାପରେ ଅସଞ୍ଜମତା ଆପଣଙ୍କୁ ଅସୁବିଧାରେ ପକାଇବ । ତେଣୁ ଶାନ୍ତ ରହିବାକୁ ଚେଷ୍ଟା କରନ୍ତୁ । ମୂଲ୍ୟହୀନ ଚିନ୍ତାକୁ ମନରୁ ଦୂର କରିଦିଅନ୍ତୁ । ଅନୈତିକ ଓ ଅବୈଧାନିକ କାର୍ଯ୍ୟକଳାପରୁ ନିଜକୁ ଦୂରେଇ ରଖନ୍ତୁ, ନଚେତ୍‍ ସମାଜରେ ଆପଣଙ୍କର ସମ୍ମାନହାନି ଘଟିପେର । ବାହାରୁ ପାଟିସୁଆଦିଆ ଖାଦ୍ୟ ଖାଇ ଶରୀରକୁ ବ୍ୟାଧିଗ୍ରସ୍ତ କରନ୍ତୁ ନାହିଁ, କି ଅଯଥା ଖର୍ଚ୍ଚ କରନ୍ତୁ ନାହିଁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଆଜି ଦିନଟି ଶୁଭଫଳ ଦେବ । ସଫଳତା, ଭୌତିକ ଲାଭ ଏବଂ ଆର୍ଥିକ ସ୍ଥିତି ଓ ବ୍ୟବସାୟରେ ଉନ୍ନତି ହେବ । ଆପଣ ଲଟେରୀ ମଧ୍ୟ ଜିତିପାରିବେ, ତେବେ ଏହା ଆପଣଙ୍କ ପାଇଁ ଅସ୍ୱାଭାବିକ ହୋଇପାରେ । ତେଣୁ, ନିଜର କାର୍ଯ୍ୟଦକ୍ଷତାର ପରିଣାମସ୍ୱରୂପ ଲାଭ ମିଳିବ ଏବଂ ଏପରିକି ଯେଉଁ ଉତ୍ସକୁ ଆପଣ ଉତ୍ପାଦନକ୍ଷମ ନୁହେଁ ବୋଲି ଘୋଷଣା କରିସାରିଛନ୍ତି, ସେଠାରୁ ମଧ୍ୟ ଲାଭ ମିଳିପାରେ । କୌଣସି କାର୍ଯ୍ୟ ପାଇଁ ଚୁକ୍ତି ପତ୍ର ସ୍ୱାକ୍ଷରିତ ହେଲେ କିମ୍ବା କମିଶନ ଭାବରେ ବିପୁଳ ପରିମାଣର ଅର୍ଥ ଲାଭ ହେଲେ ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ । ମଉଜ ମଜଲିସ କରନ୍ତୁ । ଜଣେ ଭିନ୍ନ ସଂସ୍କୃତି ସମ୍ପନ୍ନ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ ଏବଂ ଏହି ସମ୍ପର୍କ ଦୀର୍ଘସ୍ଥାୟୀ ହେବାର ସମ୍ଭାବନା ରହିଛି । ଭଲ ପୋଷାକ ପିନ୍ଧନ୍ତୁ ଏବଂ ଆନନ୍ଦରେ ମଜ୍ଜି ରୁହନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆପଣ ଆଜି ନିଜ କାର୍ଯ୍ୟରେ ସଫଳତା ପାଇବା ସଙ୍ଗେ ସଙ୍ଗେ ନିଜର ପ୍ରତିଷ୍ଠା ଲାଭ କରିବେ । ଆପଣ ଅତ୍ୟନ୍ତ ଅଭିମାନୀ ହେଲେ ମଧ୍ୟ ଆପଣଙ୍କ ମାନସିକ ସ୍ଥିତି ସ୍ଥିର ରହିବ । ଆପଣ ନିଜର କାର୍ଯ୍ୟର ଚରମ ସଫଳତା ଲାଭ କରିବା ପାଇଁ ସହକର୍ମୀ ବନ୍ଧୁଙ୍କ ସାହାଯ୍ୟ ଲୋଡିପାରନ୍ତି । ଏଥି ପାଇଁ ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ । ଆପଣଙ୍କ ସମ୍ମାନ ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ପ୍ରଶଂସିତ ହେବେ । ବନ୍ଧୁ ଓ ପରିବାର ସହିତ ମୌଜ ମଜଲିସ କରିବେ । ଏହା ଆପଣଙ୍କ ଶରୀର ଓ ମନକୁ ସୁସ୍ଥ ଓ ସତେଜ ରଖିପାରେ । କୌଣସି କାରଣରୁ ଆପଣଙ୍କର ଖର୍ଚ୍ଚ ବୃଦ୍ଧି ପାଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜି ଦିନଟି ଶୁଭଙ୍କର ଅଟେ। ପ୍ରେମାଳାପ କରିବାରୁ ନିବୃତ୍ତ ରହିପାରିବେନି । ନୂଆ କାମ ଆରମ୍ଭ ପାଇଁ ସୁଯୋଗ ପାଇବେ । ଆପଣଙ୍କ ବୃତ୍ତିଗତ କାର୍ଯ୍ୟ ପାଇଁ ଏହା ଭଲ ଦିନ ଏବଂ ଆପଣଙ୍କୁ ନୂଆ କ୍ୟାରିଅର୍ ଆରମ୍ଭ କରିବାର ସୁଯୋଗ ମିଳିପାରେ । ଆପଣଙ୍କର ସମ୍ବେଦନଶୀଳ ଏବଂ ଉତ୍ସର୍ଗୀକୃତ ସ୍ୱଭାବ ଯୋଗୁଁ ଆଜି ସନ୍ଧ୍ୟାରେ ପ୍ରିୟଜନଙ୍କ ସହ ବିତାଇଥିବା ମୁହୂର୍ତ୍ତଗୁଡ଼ିକ ସ୍ମରଣୀୟ ହେବ । ସ୍ଥିର ମସ୍ତିଷ୍କରେ ଯେଉଁ କାର୍ଯ୍ୟ କରିବେ ସବୁଥିରେ ସଫଳତା ପାଇବେ । ଆଜି ଦେଖିଚାହିଁ ଖର୍ଚ୍ଚ କରନ୍ତୁ । ଏହା ସୃଜନଶୀଳ କାର୍ଯ୍ୟ କରିବାର ଉପଯୁକ୍ତ ସମୟ ଅଟେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.