ETV Bharat / bharat

ଜୁଲାଇ ୧ ସୋମବାର ରାଶିଫଳ: ମାସର ପହିଲାରେ ସଫଳତାର ସିଢି ଚଢିବେ ଏହି ରାଶି ବ୍ୟକ୍ତି, ସତର୍କ ରୁହନ୍ତୁ ଏମାନେ - Horoscope Of 1 July

author img

By ETV Bharat Odisha Team

Published : Jul 1, 2024, 12:00 AM IST

Updated : Jul 1, 2024, 9:06 AM IST

Today Rashiphala Horoscope 1 July: ଆଜି ଜୁଲାଇ ମାସର ପ୍ରାରମ୍ଭର ଦିନ । ମାସର ପହିଲା ଦିନ ଆପଣଙ୍କର କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଫଳ ଦାୟକ ନୁହେଁ । ଆପଣଙ୍କ ମାନସିକ ଉତ୍ତେଜନା ବୃଦ୍ଧି ଯୋଗୁଁ ଆଘାତ ପାଇପାରନ୍ତି । ତେଣୁ ସତର୍କତା ଅବଲମ୍ୱନ କରନ୍ତୁ । କିଛି ନିଷ୍ପତ୍ତି ନେବା କଠିନ ହୋଇପଡ଼ିବ । ଭାବପ୍ରବଣତା କାର୍ଯ୍ୟକୁ ପ୍ରଭାବିତ କରିପାରେ । କିନ୍ତୁ ଥରେ ନିଷ୍ପତ୍ତି ନେଇଗଲା ପରେ ଆପଣ ସେଥିରେ ଲାଗି ରହିବାକୁ ହେବ । ଆହୁରି ମଧ୍ୟ ପରିସ୍ଥିତିକୁ ସାମ୍ନା କରିବା ପାଇଁ ସ୍ଥିର ଚିତ୍ତରେ ଅଗ୍ରସର ହେବାକୁ ପଡ଼ିବ । ନିଜର ସମ୍ପତ୍ତି ସମ୍ୱନ୍ଧୀୟ କୌଣସି ସିଦ୍ଧାନ୍ତ ଆଜି ଆପଣ ନିଅନ୍ତୁ ନାହିଁ । ଆଜି ଆପଣ ପ୍ରତି ପଦକ୍ଷେପରେ ସତର୍କ ରୁହନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆପଣ ସତର୍କତା ଏବଂ ସଞ୍ଜମ ରକ୍ଷା କରିବାକୁ ପରାମର୍ଶ ଦିଆହେଉଛି । ଦିନସାରା ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । ଭଲ ଖବର ହେଉଛି ଏହା ଆପଣ ଚେଷ୍ଟା କଲେ ସଂପୂର୍ଣ୍ଣ ଭାବରେ ଏଡାଇ ପାରିବେ । ତେଣୁ ସତର୍କତାର ସହ ଅଗ୍ରସର ହୁଅନ୍ତୁ, ଆପଣଙ୍କ ଆଖି ଏବଂ କାନ ଖୋଲା ରଖନ୍ତୁ,ଏବଂ ସେଗୁଡିକ ଏଡାନ୍ତୁ । ଘର ଦୃଷ୍ଟିକୋଣରୁ ନିରବ ଏବଂ ଶାନ୍ତ ରହିବ । କାର୍ଯ୍ୟରେ ମଧ୍ୟ ଆପଣଙ୍କ ଉପରେ ନଜର ରହିବ କାରଣ ବରିଷ୍ଠ ଅଧିକାରୀମାନେ ଆପଣଙ୍କ କାର୍ଯ୍ୟ ଉପରେ ସନ୍ତୁଷ୍ଟ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଆଜି ଆପଣଙ୍କର ଅନେକ ପ୍ରକାର ଲାଭ ଆପଣଙ୍କ ଖୁସିକୁ ଦ୍ୱିଗୁଣା କରିପାରେ । ଆପଣ ଆପଣଙ୍କର ସ୍ତ୍ରୀ ଏବଂ ପିଲାମାନଙ୍କଠାରୁ ଭଲ ଖବର ପାଇବେ । ଆପଣ ବନ୍ଧୁମାନଙ୍କ ସହ ମିଶି ଏକ ଖୁସିର ଭଣ୍ଡାର ଅନୁଭବ କରିବେ । ବିବାହ ହେବାକୁ ଥିବା ବ୍ୟକ୍ତିମାନେ ସେମାନେ ସେମାନଙ୍କର ଭଲ ଜୀବନସାଥୀ ପାଇପାରିବେ । ସାଙ୍ଗମାନଙ୍କ ସହ ଭ୍ରମଣ କରିବା ପାଇଁ ଆପଣ ସଫଳ ଯୋଜନା ପ୍ରସ୍ତୁତ କରିବେ । ଆଜି ଦିନରେ ଆପଣ ଅନେକ ସୁଯୋଗ ପାଇବେ ଯେତେବେ‌ଳେ ଆପଣ ଲୁକ୍କାୟିକ ପ୍ରତିଭା ପ୍ରଦର୍ଶନ କରିବେ ସଫଳତା ହାସଲ କରିବା ସହ ପ୍ରଶଂସିତ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ପେଶାଦାର ମାନଙ୍କ ପାଇଁ ଏହି ଦିନଟି ଫଳପ୍ରଦ ହେବ । ପଦୋନ୍ନତି ହେବାର ସମ୍ଭାବନା ଅଛି । ଆପଣ ଆପଣଙ୍କ ପରିବାର ସଦସ୍ୟଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଘଟଣା ଉପରେ ଆଲୋଚନା କରିପାରନ୍ତି । ଆପଣ ସମ୍ମାନ ଏବଂ ଟଙ୍କା ଅର୍ଜନ କରିବେ । ଆପଣ ଆପଣଙ୍କ ଘରର ଡେକୋରେସନ କରି ସୌନ୍ଦର୍ଯ୍ୟ ବଢାଇ ପାରନ୍ତି । ଅତ୍ୟଧିକ କାର୍ଯ୍ୟ ଯୋଗୁଁ ଆପଣ ଥକି ପଡି ପାରନ୍ତି । ଆଜି ଦିନରେ ଆପଣ ଅନେକ ସୁଯୋଗ ପାଇବେ ଯେତେବେ‌ଳେ ଆପଣ ଲୁକ୍କାୟିତ ପ୍ରତିଭା ପ୍ରଦର୍ଶନ କରିବେ ସଫଳତା ହାସଲ କରିବା ସହ ପ୍ରଶଂସିତ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଆଜି ଆପଣ ଧର୍ମାର୍ଥ କାର୍ଯ୍ୟକଳାପରେ ଲାଗି ପଡିପାରନ୍ତି । ବନ୍ଧୁ ଏବଂ ପରିବାର ସହ ତୀର୍ଥ ସ୍ଥାନ ବୁଲିଯିବା ପାଇଁ ଆଜି ହେଉଛି ଏକ ବଢିଆ ଦିନ । ଆପଣ ଯଦି କୌଣସି କାର୍ଯ୍ୟ କରିବା ପାଇଁ ସିଦ୍ଧାନ୍ତ ନେଲେ, ଆପଣ ଯେ କୌଣସି ମତେ ତାହା ସଂପୂର୍ଣ୍ଣ କରି ରହିବେ । ଆପଣଙ୍କ ମନ୍ତବ୍ୟରୁ ଆପଣ ଅଲଗା ରହିବେ । ଆପଣଙ୍କର ବିରକ୍ତି ଭାବ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆପଣ ଆପଣଙ୍କ ପେଶା ଉପରେ ଅଳ୍ପ ହଇରାଣର ସମ୍ମୁଖିନ ହୋଇପାରନ୍ତି । ଅତ୍ୟଧିକ ଯୁକ୍ତିତର୍କରୁ ଦୂରେଇ ରହନ୍ତୁ, ନହେଲେ ନିଃସନ୍ଦେହରେ ଆଇନଗତ ସମସ୍ୟା ସୃଷ୍ଟି କରିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଲୋକମାନକ ସହ କଥାବାର୍ତ୍ତା କରିବାବେଳେ ଆପଣଙ୍କର ରାଗକୁ ନିୟନ୍ତ୍ରଣରେ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ନୂଆ କାମ ଆରମ୍ଭ କରିବା ପାଇଁ ଆଜି ଦିନଟି ଭଲ ନାହିଁ । ଆପଣ ହତାଶ ଏବଂ ରାଗ ଅନୁଭବ କରିପାରନ୍ତି । ସାବଧାନ ରୁହନ୍ତୁ । ପରିବାର ଭିତରେ କଳହ ଲାଗିରହିବ । ଯଦି ସମ୍ଭବ, ଯାତ୍ରା କରନ୍ତୁ ନାହିଁ । ଆପଣଙ୍କୁ ଆଘାତ ଦେବାକୁ ଚାହୁଁଥିବା ଲୋକମାନଙ୍କଠାରୁ ଦୂରରେ ରୁହନ୍ତୁ । ଅସୁସ୍ଥ ଥିବା ବ୍ୟକ୍ତି ମାନଙ୍କର ସ୍ୱାସ୍ଥ୍ୟ ଅବସ୍ଥା କ୍ରମଶ ଆରୋଗ୍ୟ ଆଡ଼କୁ ଗତି କରିବ । ଖର୍ଚ୍ଚର ପରିମାଣ ବଢିପାରେ । ସେତିପାଇଁ ସତର୍କ ରୁହନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆପଣଙ୍କ ପ୍ରିୟଜନ ଏବଂ ବନ୍ଧୁମାନଙ୍କ ସହ ଆମୋଦପ୍ରମୋଦରେ ମଜ୍ଜି ରହି ଅତ୍ୟଧିକ ଖୁସି ହେବେ । ଯାତ୍ରା କରିବା ପାଇଁ ଆଜି ଦିନଟି ହେଉଛି ଅତି ଉତ୍ତମ । ଆପଣ ପୋଷାକ ପତ୍ର ଏବଂ ଆମୋଦପ୍ରମୋଦ କରିବା ପରି ଜିନିଷ କ୍ରୟ କରିବେ । ଆଜି ଆପଣ ମାନସିକ ଏବଂ ଶାରୀରିକ ଭାବରେ ସୁସ୍ଥ ଅନୁଭବ କରିପାରନ୍ତି । ଆପଣଙ୍କ ମର୍ଯ୍ୟାଦା ବଢିବ । କାର୍ଯ୍ୟରେ ଆପଣଙ୍କ ଉତ୍ସାହ ବଢିପାରେ । ଆପଣଙ୍କର ବରିଷ୍ଠ କର୍ମଚାରୀମାନେ ଆପଣଙ୍କର କର୍ମରେ ସନ୍ତୋଷ ପ୍ରକାଶ କରିପାରନ୍ତି । ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ଅଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆପଣଙ୍କ ପରିବାରର ପରିବେଶ ସାରାଦିନ ଅନୁକୂଳମୟ ରହିବ । ଆପଣ ଶାରୀରିକ ଏବଂ ମାନସିକ ଭାବରେ ଶକ୍ତି ସମ୍ପନ୍ନ ଅନୁଭବ କରିବେ । ଆପଣଙ୍କ ଶତୃମାନେ ଆପଣଙ୍କଠାରୁ ପରାସ୍ତ ହେବେ । ଆପଣ ଆପଣ ସହକର୍ମୀମାନଙ୍କଠାରୁ ସାହାଯ୍ୟ ପାଇବାରେ ସକ୍ଷମ ହେବେ । ଆଉ ମଧ୍ୟ ଆର୍ଥିକ ଲାଭ ହୋଇପାରେ । ଆପଣ ଆପଣଙ୍କ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ । ଯେଉଁମାନେ ଅସୁସ୍ଥ ଅଛନ୍ତି ସେମାନେ ଟିକିଏ ଯନ୍ତ୍ରଣାରୁ ଉପଶମ ପାଇପାରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଗ୍ରହଗୁଡିକ ଆପଣଙ୍କ ସପକ୍ଷରେ ନାହାନ୍ତି । ଫଳରେ ଆପଣ ମାନସିକ ଚିନ୍ତା ଲାଗିରହିବ । ହଜମ ସଂକ୍ରାନ୍ତୀୟ ଅସୁସ୍ଥତା ପାଇଁ ଆପଣ ଗ୍ରହଣ କରୁଥିବା ଜିନିଷ ଉପରେ ନଜର ରଖନ୍ତୁ । ବିଗତ ଦୁଇଦିନ ହେଲା ଆପଣ ନେଉଥିବା ଚିନ୍ତା ହେତୁ ଏସିଡିଟି ହେବାର ସମ୍ଭାବନା ଅଛି । ବ୍ୟବହାରରେ ଆପଣ ସ୍ୱଳ୍ପସମୟ ପାଇଁ କିଛି ତୃଟି ଲକ୍ଷ୍ୟ କରିପାରନ୍ତି, ଏହା ଆପଣଙ୍କୁ ଉତ୍ତେଜିତ କରିପାରେ । ତେଣୁ ଆପଣଙ୍କ ସହକର୍ମୀ କିମ୍ୱା ବରିଷ୍ଠ ଅଧିକାରୀଙ୍କ ସହ ଯୁକ୍ତିତର୍କ କରନ୍ତୁ ନାହିଁ । ନିଜର ଆର୍ଥିକ ସମାସ୍ୟାକୁ ଆଖି ଆଗରେ ରଖି ଖର୍ଚ୍ଚକୁ ସୀମିତ କରନ୍ତୁ । କୌଣସି ଜରୁରୀ ସିଦ୍ଧାନ୍ତ ନେବା ପାଇଁ ଆଜି ଶୁଭ ଦିନ ନୁହେଁ । ଆପଣ କିଛି ରାଜନୈତିକ ଘଟଣାରେ ସଂପୃକ୍ତ ହୋଇପାରନ୍ତି । ଧୈର୍ଯ୍ୟ ଧରି ଅପେକ୍ଷା କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଆଜି ଦିନଟି ଆପଣଙ୍କ ପାଇଁ ସବୁଦିଗରୁ ଶୁଭଙ୍କର ହେବ । ସଫଳତା, ଭୌତିକ ଲାଭ, ଏବଂ ଆର୍ଥିକ ସ୍ଥିତି ଓ ବ୍ୟବସାୟରେ ଉନ୍ନତି ହେବ । ଆପଣଙ୍କର ଆୟ ବୃଦ୍ଧି ଘଟିବା ସହିତ ଆପଣ ଯେମିତି ଚାହିଁବେ ସେମିତି ଖର୍ଚ୍ଚ କରିବେ । ବ୍ୟବସାୟରେ ଆପଣ ବିଭିନ୍ନ ସଂସ୍ଥାମାନଙ୍କର ବିଶ୍ୱାସଭାଜନ ହେବେ । ଆପଣ ଲଟେରୀ ମଧ୍ୟ ଜିତିପାରିବେ, ତେବେ ଏହା ଆପଣଙ୍କ ପାଇଁ ଅସ୍ୱାଭାବିକ ହୋଇପାରେ । କୌଣସି କାର୍ଯ୍ୟ ପାଇଁ ଚୁକ୍ତି ପତ୍ର ସ୍ୱାକ୍ଷରିତ ହେଲେ କିମ୍ବା କମିଶନ ଭାବରେ ବିପୁଳ ପରିମାଣର ଅର୍ଥ ଲାଭ ହେଲେ ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ । ମଉଜ ମଜଲିସରେ ଦିନ କଟିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆପଣ ଆଜି ନିଜ କାର୍ଯ୍ୟରେ ସଫଳତା ପାଇବା ସଙ୍ଗେ ସଙ୍ଗେ ନିଜର ପ୍ରତିଷ୍ଠା ଲାଭ କରିବେ । ଆପଣ ଅତ୍ୟନ୍ତ ଅଭିମାନୀ ହେଲେ ମଧ୍ୟ ଆପଣଙ୍କ ମାନସିକ ସ୍ଥିତି ସ୍ଥିର ରହିବ । ଆପଣ ନିଜର କାର୍ଯ୍ୟର ଚରମ ସଫଳତା ଲାଭ କରିବା ପାଇଁ ସହକର୍ମୀ ବନ୍ଧୁଙ୍କ ସହାଚର୍ଯ୍ୟ ଲୋଡିପାରନ୍ତି । ଏଥିପାଇଁ ଆପଣଙ୍କ ମନ ଉତଫୁଲିତ ହୋଇପାରେ । ଆପଣଙ୍କ ସମ୍ମାନ ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ପ୍ରଶଂସିତ ହେବେ । ବନ୍ଧୁ ଓ ପରିବାର ସହ ମଉଜ ମଜଲିସ କରିବେ । ଏହା ଆପଣଙ୍କ ଶରୀର ଓ ମନକୁ ସୁସ୍ଥ ଓ ସତେଜ ରଖିପାରେ । କୌଣସି କାରଣରୁ ଆପଣଙ୍କର ଖର୍ଚ୍ଚ ବୃଦ୍ଧି ପାଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜିର ଦିନଟି ଆପଣଙ୍କ ପାଇଁ ଭଲ ଫଳପ୍ରଦ ହେବ ନାହିଁ । ଅନିଶ୍ଚିତତା ଏବଂ ଦ୍ଵନ୍ଦ୍ୱ ଭିତରେ ସାରାଦିନ ବୁଡ଼ି ରହିବେ । ସମସ୍ୟାପାଇଁ ସ୍ଥାୟୀ ପ୍ରତିକାର ପାଇବେ ନାହିଁ । କଳହଠାରୁ ଦୂରେଇବାକୁ ଚେଷ୍ଟା କରନ୍ତୁ ଏବଂ ନିଜ କାର୍ଯ୍ୟକୁ ସୁଚାରୁରୂପେ କରନ୍ତୁ । ଆପଣଙ୍କର ତିକ୍ତ ଭାବ ପ୍ରଦର୍ଶନ ଏବଂ ବାକ୍ୟାଳାପରେ ଅସଞ୍ଜମତା ଆପଣଙ୍କୁ ଅସୁବିଧାରେ ପକାଇବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ ।

Last Updated : Jul 1, 2024, 9:06 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.