ETV Bharat / bharat

ଜୁଲାଇ ୧୪ ରବିବାର ରାଶିଫଳ: ଏହି ରାଶି ବ୍ୟକ୍ତିଙ୍କୁ ହେବ ଧନଲାଭ, ଏମାନେ ହେବେ ଅଯଥା ଖର୍ଚ୍ଚାନ୍ତ - DAILY ODIA HOROSCOPE OF 14 JULY

author img

By ETV Bharat Odisha Team

Published : Jul 14, 2024, 12:01 AM IST

Today Rashifal Horoscope 14 July: ଆଜିର କେମିତି କଟିବ ଆପଣଙ୍କ ଦିନ ? ଏହି ରାଶିର ବ୍ୟକ୍ତି ପାଇବେ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ହେବେ ଖର୍ଚ୍ଚାନ୍ତ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ଶୁଭଫଳଦାୟକ ହେବ । ଆପଣ ପ୍ରତି ପଦକ୍ଷେପରେ ଅତି ସହଜରେ ସଫଳତାର ସ୍ୱାଦ ଚାଖିବେ । ସବୁ ସ୍ଥଳରେ ଆପଣଙ୍କ ମନ ପ୍ରଫୁଲ୍ଳ ରହିବ । ପାରିବାରିକ ଜୀବନରେ ଶାନ୍ତି ରହିବା ସଙ୍ଗେସଙ୍ଗେ ହସ ଖୁସିରେ ଦିନଟି କଟିବ । ଆପଣ ନିଜର ବନ୍ଧୁ ଓ ପରିବାରର ସଦସ୍ୟଙ୍କୁ ସଙ୍ଗରେ ନେଇ ଦୂର ଯାତ୍ରା କରିବାର ଯୋଜନା କରିପାରନ୍ତି । ସାମାଜିକ ସ୍ତରରେ ଆପଣଙ୍କର ସମ୍ମାନ ବୃଦ୍ଧି ପାଇବ । ବୃତ୍ତିଗତ କ୍ଷେତ୍ରରେ କାର୍ଯ୍ୟ କରିବାରେ କୌଣସି ପ୍ରତିବନ୍ଧକ ନ ଆସି କାମ ସୁରୁଖୁରୁରେ ସମ୍ପନ୍ନ ହେବ ଏବଂ ଅର୍ଥଲାଭ ହୋଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିପାରେ । ଆପଣ ଆୟ ବ୍ୟୟର ହିସାବକୁ ତନ୍ନତନ୍ନ କରି ପରୀକ୍ଷା କରି ଖର୍ଚ୍ଚ କରନ୍ତୁ । ଆଜି ଦିନଟିରେ ବିଦ୍ୟାର୍ଥୀମାନେ ନିଜ ବିଦ୍ୟାଳୟରେ କିମ୍ଵା ପଢାପଢିରେ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଅପରାହ୍ନ ପରେ ଅବସ୍ଥାରେ ପରିବର୍ତ୍ତନ ଘଟି ସୁଖ ଓ ସମୃଦ୍ଧିର ବାତାବରଣ ଦେଖାଦେବ । ଦିବସର ପ୍ରଥମାର୍ଦ୍ଧରେ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ । ଅଫିସରେ ଆପଣଙ୍କର ସହକର୍ମୀମାନେ ଆପଣଙ୍କୁ ସହଯୋଗ କରିବେ । ଆପଣଙ୍କ ପ୍ରତିଦ୍ୱନ୍ଦ୍ବୀ ପରାଜୟ ବରଣ କରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଜୀବନରେ ସହଜରେ ପରିପୂର୍ଣ୍ଣତା ଆସିବ ନାହିଁ । ପରିବାରର ସଦସ୍ୟଙ୍କ ଦୃଢ଼ ମନୋଭାବ ଯୋଗୁଁ ଆପଣଙ୍କୁ ଧର୍ଯ୍ୟ ଧରି ଶାନ୍ତ ରହିବାକୁ ପଡିପାରେ । ମାତ୍ର ଦିନ ତମାମ ଏପରି ପରିସ୍ଥିତିର ମୁକାବିଲା କରିବା ଅତ୍ୟନ୍ତ କଷ୍ଟଦାୟକ ହୋଇପାରେ । ଗୃହର ଝଗଡା ଯୋଗୁଁ ବୃତ୍ତିରେ ଅଗ୍ରଗତି କରିବ ଅତ୍ୟନ୍ତ କଷ୍ଟକର ହୋଇପାରେ । ଆଜି ଦିନର କୁପ୍ରଭାବ ବିଦ୍ୟାର୍ଥୀମାନଙ୍କୁ ହଇରାଣରେ ପକାଇପାରେ । ଆପଣ ନିଜର ଅସ୍ଥିର ମନୋଭାବକୁ ପରିତ୍ୟାଗ କରନ୍ତୁ । ଅପ୍ରତ୍ୟାଶିତ ଭାବେ ଖର୍ଚ୍ଚାନ୍ତ ହୋଇପାରନ୍ତି, ତେଣୁ ନିଜର ଅର୍ଜିତ ଧନପ୍ରତି ସତର୍କ ରୁହନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ଆଜିର ଦିବସର ପ୍ରାରମ୍ଭରୁ ପ୍ରତି ପଦକ୍ଷେପରେ ନିଶ୍ଚିତ ଭାବେ ଆଗେଇବା ପାଇଁ ଉତ୍ସାହିତ ହେବେ, ମାତ୍ର ଦିବସର ଦ୍ୱିତୀୟାର୍ଦ୍ଧରେ ନିଜକୁ ହତୋତ୍ସାହିତ ମନେକରିବେ । ସେ ଯାହାହେଉ ଧ୍ୟାନ ଏବଂ ପ୍ରାର୍ଥନା କଲେ ମନ ଶାନ୍ତ ରହିବ । ଆପଣ ଆଜି ଦିନରେ ଅତ୍ୟଧିକ ସମ୍ଵେଦନଶୀଳ ହେବେ, ମାତ୍ର ଜଣଙ୍କ ଆଗରେ ଏବଂ ପ୍ରତ୍ୟେକଙ୍କ ସାମ୍ନାରେ ଭାବପ୍ରବଣ ହୁଅନ୍ତୁ ନାହିଁ । ମାନସିକ ଚାପ ଆପଣଙ୍କ ମନ ଓ ଶରୀରକୁ ଚଳଚଞ୍ଚଳ କରିବ । ଏହାର କୁପ୍ରଭାବ ଯୋଗୁଁ ଆପଣ ଚିନ୍ତାଗ୍ରସ୍ତ ରହିବେ । ପରିବାରର ସଦସ୍ୟଙ୍କ ସହ ମତାନ୍ତର ଓ ମନୋମାଳିନ୍ୟ ଘଟିପାରେ, ତେଣୁ ସେମାନଙ୍କୁ ଶାନ୍ତ ମନରେ ବୁଝାବୁଝି କରି ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ଖର୍ଚ୍ଚର ପରିମାଣ ଅଶାତୀତ ଭାବରେ ବୃଦ୍ଧି ପାଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଆପଣ ନିଜର ମିଷ୍ଠଭାଷୀ ବ୍ୟକ୍ତିତ୍ୱ ଏବଂ ଶାନ୍ତଶିଷ୍ଟ ବ୍ୟବହାର ପାଇଁ ସମସ୍ତଙ୍କର ହୃଦୟକୁ ଜୟ କରିପାରିବେ । ଏଥିପାଇଁ ଆପଣ ନିଜର ସହକର୍ମୀଙ୍କ ସାହଯ୍ୟ ଓ ସହଯୋଗ ପାଇପାରିବେ । ଅନ୍ୟମାନଙ୍କ ଠାରୁ ମଧ୍ୟ ସେହିପରି ସାହଯ୍ୟ ଓ ସହାନୁଭୂତି ହାସଲ କରିବେ । ଆପଣ ପ୍ରତି କ୍ଷେତ୍ରରେ ସଫଳତା ହାସଲ କରିବାରେ ସମର୍ଥ ହେବେ । ନିଜର ଏହି ନମ୍ର ଗୁଣ ଯୋଗୁଁ ପାରିବାରିକ ଜୀବନ ମଧୁମୟ ହେବ । ନିଜର ପ୍ରତିଦ୍ୱନ୍ଦ୍ବୀ ମାନେ ପରାଜିତ ହେବେ । ଏହା ଲୋକମାନଙ୍କ ସହ ରଖିଥିବା ଉତ୍ତମ ସମ୍ପର୍କର ପରିଣାମ ଅଟେ । ନିଜେ କେବେ ହେଲେ ଆବେଗଶୀଳ ହେବେନାହିଁ । ଭାବିଚିନ୍ତି କାର୍ଯ୍ୟ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଫଳଦାୟକ ଅଟେ । ଆପଣଙ୍କର ମିଠା କଥାରେ ଲୋକଙ୍କର ଧ୍ୟାନକୁ ମୋହିତ କରିବାରେ ସମର୍ଥ ହେବେ । ଏହା ଫଳରେ ସେମାନଙ୍କର ସ୍ନେହ ଓ ପ୍ରଶଂସାର ପାତ୍ର ହେବେ । ଏହା ଆପଣଙ୍କ ପାଇଁ ସର୍ବୋତ୍କୃଷ୍ଟ ଉପହାର ଅଟେ । ନିଜର ଏହି ଗୁଣଯୋଗୁଁ ବନ୍ଧୁଙ୍କ ସହିତ ଉତ୍ତମ ବନ୍ଧୁତ୍ୱ ସ୍ଥାପନ କରିପାରିବେ । ସେମାନେ ମଧ୍ୟ ଆପଣଙ୍କର ଏହି ଚିନ୍ତାଧାରେ ପ୍ରଭାବିତ ହେବାକୁ ଚେଷ୍ଟା କରିବେ । ନିଜର ମେଧାବୀ ସାହାସ ବିଜ୍ଞଲୋକଙ୍କ ସହ ଆଲୋଚନା ଓ ତର୍କରେ ଉଚ୍ଚ ପ୍ରଶଂସିତ ହେବେ । ଏପରି ପ୍ରତିଦାନ ମିଳିବା ଫଳରେ ଆପଣ ଆମୋଦିତ ହେବେ । ଅର୍ଥଲାଭ ହେବ ଏବଂ ବ୍ୟବସାୟରେ ମଧ୍ୟ ଅନୁରୁପ ଲାଭବାନ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆଜି ଦିନଟିକୁ ଆପଣ କଷ୍ଟରେ କାଟିପାରନ୍ତି । ନିଜର ଶାରୀରିକ ଓ ମାନସିକ ଅସୁସ୍ଥତା ଯୋଗୁଁ ଆପଣ ଅସନ୍ତୋଷ ଭାବ ପ୍ରକାଶ କରିବା ସହ ନିଜକୁ ଦୁର୍ବଳ ଓ ଅସମର୍ଥ ଅନୁଭବ କରିପାରନ୍ତି । ବନ୍ଧୁ ଓ ପ୍ରିୟଜନଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ, ତେଣୁ ନିଜକୁ ଯୁକ୍ତିତର୍କରୁ ଦୂରେଇ ରହିବା ସହ ନମ୍ର ଏବଂ କୋମଳ ବ୍ୟବହାର ପ୍ରଦର୍ଶନ କରନ୍ତୁ । ଅପରାହ୍ନରେ ଧୀରେଧୀରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଏହା ପରେ ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଏହାସହ ଆପଣଙ୍କ ବ୍ୟବହାର ଏବଂ କଥାବାର୍ତ୍ତାରେ ମଧ୍ୟ ପରିବର୍ତ୍ତନ ଘଟିପାରେ । ଯେତେଦୂର ସମ୍ଭବ ଆପଣ କୌଣସି ଆଇନ ସମ୍ଵନ୍ଧୀୟ କାର୍ଯ୍ୟରେ ନିଜକୁ ଜଡିତ କରନ୍ତୁ ନାହିଁ । ନିଜେ ସାବଧାନ ରହିଲେ ପଛରେ ପଶ୍ଚାତାପ କରିବାକୁ ପଡିବ ନାହିଁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଗ୍ରହମାନଙ୍କର ଶୁଭ ଦୃଷ୍ଟିରୁ ଆଜି ଦିନଟି ଆପଣଙ୍କୁ ଆନନ୍ଦ ପ୍ରଦାନ କରିପାରେ । ଏହାର ଶୁଭ ନିଦର୍ଶନ ସ୍ୱରୁପ ଆପଣଙ୍କର ବ୍ୟବସାୟ ଓ ବୃତ୍ତିରେ ଅର୍ଥଲାଭ ହୋଇପାରେ । ନିଜର ବନ୍ଧୁ ଏବଂ ପ୍ରିୟଜନଙ୍କ ସହ ଆପଣ ଏକ ସୁଖମୟ ପରିଭ୍ରମଣର ଯୋଜନା କରିପାରନ୍ତି । ମାତ୍ର ନିଜର ଖର୍ଚ୍ଚପ୍ରତି ସତର୍କତା ଅବଲମ୍ଵନ କରନ୍ତୁ । ମଧ୍ୟାହ୍ନ ପରେ ଆପଣଙ୍କ ସ୍ୱାସ୍ଥ୍ୟର ଅବନତି ଘଟିପାରେ । ସେଥିପାଇଁ ଆପଣ ଅତ୍ୟଧିକ ଭୋଜନ କରନ୍ତୁ ନାହିଁ । ଆଜି ଏପରି ଘଟିପାରେ ଯେ ଆପଣଙ୍କ ଚତୁଃପାର୍ଶ୍ୱରେ ଥିବା ଲୋକମାନେ ଆପଣଙ୍କୁ ଅପଦସ୍ତ କରିପାରନ୍ତି । ଆପଣ ସେମାନଙ୍କୁ ସମ୍ଭାଳିବା କଷ୍ଟକର ହୋଇପଡିବ । ସେଥିପାଇଁ ସେମାନଙ୍କ ସହ ମାପୁଚୁପି ବାର୍ତ୍ତାଳାପ କରନ୍ତୁ । ଏହା କଲେ ଆପଣ ନିଜର କ୍ରୋଧାନ୍ୱିତ ପ୍ରକୃତିକୁ ରୋକିବାରେ ସମର୍ଥ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ଅଟେ । ପ୍ରତ୍ୟେକ କ୍ଷେତ୍ରରେ ଆପଣ ସୁଫଳ ପାଇବେ । ଘରେ ଏବଂ ଅଫିସରେ ସୁସ୍ଥ ବାତାବରଣ ଯୋଗୁଁ ଏହା ସମ୍ଭବପର ହୋଇପାରେ । ବନ୍ଧୁ ଏବଂ ପରିବାରବର୍ଗଙ୍କ ସହ ଆପଣ ପରିଭ୍ରମଣରେ ଯିବା ପାଇଁ ଯୋଜନା କରିପାରନ୍ତି । ନିଜ ବୃତ୍ତିରେ ବହୁ ପରିମାଣରେ ଉପକୃତ ହେବା ସହ ଆପଣଙ୍କର ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ଅଛି । ଦରମା ବୃଦ୍ଧି ମଧ୍ୟ ହୋଇପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର ସୁନାମ ଓ ଖ୍ୟାତି ବୃଦ୍ଧି ପାଇବ । ଶାରୀରିକ ସୁସ୍ଥତା ଦିନତମାମ ବଜାୟ ରହିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଆଜି ଦିନଟି ଆପଣଙ୍କୁ ଶୁଭଫଳ ପ୍ରଦାନ କରିବ । ଆପଣ ଯଦି କିଛି ନୂଆ ଯୋଜନାର ଶୁଭାରମ୍ଭ କରିବାକୁ ମନସ୍ଥ କରିଛନ୍ତି, ତାହେଲେ ତୁରନ୍ତ ତାହାକୁ କାର୍ଯ୍ୟକାରୀ କରନ୍ତୁ । ଆଜିର ଦିନଟି ଆପଣଙ୍କ ପାଇଁ ସର୍ବୋତ୍କୃଷ୍ଟ ଅଟେ । ବ୍ୟବସାୟୀଙ୍କ ପାଇଁ ଏହି ଦିନଟି ଆଶୀର୍ବାଦ ସୂଚକ ମନେ ହୋଇପାରେ । ତେଣୁ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ, ଭଗବାନଙ୍କ ଦର୍ଶନ ପାଇଁ ମନ୍ଦିର ଯିବାପାଇଁ ଯୋଜନା କରିପାରନ୍ତି । ଏହା ବ୍ୟତୀତ କୌଣସି ତୀର୍ଥସ୍ଥାନକୁ ବୁଲିଯିବାକୁ ଯାଇପାରନ୍ତି । ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ନିକଟରୁ ଶୁଭ ଖବର ମିଳିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ଆପଣ ନିଜକୁ ଶାନ୍ତ, ନମ୍ର ଭାବକୁ ଆପଣେଇ ନେଲେ ଦିନଟି ଆପଣଙ୍କ ପାଇଁ ସର୍ବୋତ୍କୃଷ୍ଟ ବୋଲି ମନେହେବ । ନିଜର କ୍ରୋଧକୁ ନିୟନ୍ତ୍ରଣ କଲେ ସବୁ କାର୍ଯ୍ୟରେ ସଫଳତା ହାସଲ କରିପାରିବେ । ପାରିବାରିକ ଜୀବନ ଅତ୍ୟନ୍ତ ସୁଖମୟ ହେବ । ଆପଣ ନିଜର ତର୍କବିତର୍କ ମନୋଭାବକୁ ଦମନ କରି ପରିସ୍ଥିତିକୁ ଧୀରସ୍ଥିର ଚିତ୍ତରେ ସୁଧାରି ନେଇପାରିବେ । ମଧ୍ୟାହ୍ନ ପରେ ସବୁଦିଗରୁ ସୁଖଶାନ୍ତି ପ୍ରାପ୍ତିର ଯୋଗ ରହିଛି, ପାରିବାରିକ କ୍ଷେତ୍ରରେ ଏହା ଅଧିକ ପରିଦୃଷ୍ଟି ହୋଇପାରେ । ସକାଳର ମନୋମାଳିନ୍ୟ ତୁଟିଯାଇ ମୌଜ ମଜଲିସରେ ସମୟ କଟିବେ । ବନ୍ଧୁମାନେ ଆପଣଙ୍କ ଗୃହକୁ ଆସି ଆପଣଙ୍କ ସହ ମଉଜ ମଜଲିସ କରିବେ । ଦିବସର ଶେଷାର୍ଦ୍ଧରେ ଆପଣ ମନ୍ଦିରକୁ ଯାଇ ଠାକୁରଙ୍କ ଆଶୀର୍ବାଦ ଭିକ୍ଷା କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିପାରେ । ଦିବସର ପ୍ରଥମାର୍ଦ୍ଧରେ ଆପଣ ନିଜର ବନ୍ଧୁ ଓ ପ୍ରିୟଜନଙ୍କ ସହ ମଉଜ ମଜଲିସ କରିବା ପାଇଁ ପରିଭ୍ରମଣରେ ଯିବାର ଯୋଜନା କରିପାରନ୍ତି । କର୍ମଜୀବୀଙ୍କ କ୍ଷେତ୍ରରେ ସେମାନେ ନିର୍ବିଘ୍ନରେ ବା କୌଣସି କାର୍ଯ୍ୟରେ ସଫଳତା ଲାଭ କରିବେ । ଯୁଗ୍ମ ବ୍ୟବସାୟରେ ସହକର୍ମୀଙ୍କ ସହଯୋଗ ତଥା ଉତ୍ତମ ବୁଝାମଣା ଯୋଗୁଁ ବ୍ୟବସାୟରେ ଯଥେଷ୍ଟ ଉନ୍ନତି ପରିଲକ୍ଷିତ ହେବ । ମଧ୍ୟାହ୍ନ ପରେ ଆପଣ ସ୍ୱାସ୍ଥ୍ୟରେ ସାମାନ୍ୟ ଅବନତି ଘଟିପାରେ । ପରିବାର ମଧ୍ୟରେ କୌଣସି ତର୍କବିତର୍କ ଆଲୋଚନା ନ କରିବା ଭଲ ଅଟେ । ନଚେତ ପରିବାରର ଜଣେ ସଦସ୍ୟଙ୍କ ବାର୍ତ୍ତାଳାପ ଆପଣଙ୍କୁ ଆଘାତ ଦେଇପାରେ । ଆର୍ଥିକ ସ୍ଥିତି ଦୁର୍ବଳ ରହିପାରେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.