ETV Bharat / bharat

ଜୁଲାଇ ୧୯ ଶୁକ୍ରବାର ରାଶିଫଳ: ଏହି ରାଶି ପାଇଁ ସୁଫଳ ଆଜିର ଦିନ, ନୂଆ କାରବାର ସହ ପାଇବେ ଆର୍ଥିକ ଲାଭ - DAILY ODIA HOROSCOPE OF 19 JULY

author img

By ETV Bharat Odisha Team

Published : Jul 19, 2024, 12:01 AM IST

Today Rashifal Horoscope 19 July: ଆଜି ଆପଣଙ୍କର ଦିନ କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

ଜୁଲାଇ ୧୯ ଶୁକ୍ରବାର ରାଶିଫଳ: ଏହି ରାଶି ପାଇଁ ସୁଫଳ ଆଜିର ଦିନ, ନୂଆ କାରବାର ସହ ପାଇବେ ଆର୍ଥିକ ଲାଭ
ଜୁଲାଇ ୧୯ ଶୁକ୍ରବାର ରାଶିଫଳ: ଏହି ରାଶି ପାଇଁ ସୁଫଳ ଆଜିର ଦିନ, ନୂଆ କାରବାର ସହ ପାଇବେ ଆର୍ଥିକ ଲାଭ (ETV Bharat Odisha)
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜି, ଆପଣଙ୍କ ପାଇଁ ଏକ ମାନ୍ଦା ଦିନ । ଆପଣ କ୍ଳାନ୍ତ, ଅଳସୁଆ ଏବଂ ଅସ୍ଥିର ଅନୁଭବ କରିପାରନ୍ତି । ଯେହେତୁ ଅତ୍ୟନ୍ତ ନିରୁତ୍ସାହ ଅନୁଭବ କରିବେ, କୌଣସି କାର୍ଯ୍ୟ କରିବା ପାଇଁ ଆପଣଙ୍କ ଆଗ୍ରହ ରହିବ ନାହିଁ । ଯଦି ଆପଣଙ୍କ ହତାସ ଏବଂ ବ୍ୟାକୁଳତା ଉପରେ ବିଶେଷ ଭାବରେ ନିୟନ୍ତ୍ରଣ ରଖିବେ, ତେବେ ପରିସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ରହିଛି । ଛୋଟ ଛୋଟ ଜିନିଷ ଉପରେ ଆପଣ ଧୈର୍ଯ୍ୟ ହରାନ୍ତୁ ନାହିଁ । ଚାପଯୁକ୍ତ କାମ ଗୁଡିକରୁ ଦୂରରେ ରୁହନ୍ତୁ, କାରଣ ଆଜି ସଂଧ୍ୟାରେ ଆପଣଙ୍କୁ ବାହାରକୁ ଯିବାକୁ ପଡିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: କାର୍ଯ୍ୟବୋଝ ଅଧିକ ହେବ । ଆପଣ କଠିନ ପରିଶ୍ରକ କରିପାରନ୍ତି କିନ୍ତୁ ସଫଳତା ଶୀଘ୍ର ଆସି ନପାରେ । ଆପଣ ଅନିଶ୍ଚିତ ଅନୁଭବ କରିପାରନ୍ତି । ଧୈର୍ଯ୍ୟ ରଖନ୍ତୁ, ଏହା ସମାପ୍ତ ହେବ । ଯଦିଓ କିଛି ସମୟ ବିଳମ୍ବ ହେବ, ଫଳ ନିଶ୍ଚୟ ମିଳିବ । ନେଇଥିବା କାର୍ଯ୍ୟ ଏବଂ ଆର୍ଥିକ କାରବାର ମଧ୍ୟ ସଫଳ ହେବ । ନୂଆ ପ୍ରକଳ୍ପ ଆରମ୍ଭ କରିବା ପାଇଁ ଉପଯୁକ୍ତ ସମୟ ନୁହେଁ । ଖାଦ୍ୟ ପ୍ରତି ନଜର ଦିଅନ୍ତୁ । ଯାତ୍ରା କ୍ଷେତ୍ରରେ ପ୍ରତିବନ୍ଧକ ଆସିପାରେ । ଆର୍ଥିକ ଲାଭ ପଛରେ ନ ଗୋଡାଇ ଆଜି ଧ୍ୟାନ ଏବଂ ଆଧ୍ୟାତ୍ମିକ ଆଡକୁ ଗତି କରନ୍ତୁ । ଆପଣ କିଣା କିଣି କରିବା ସମୟରେ ଖର୍ଚ୍ଚ ଉପରେ ନିୟନ୍ତ୍ରଣ କରି ନ ପାରନ୍ତି । ଏଥିପାଇଁ ସଜାଗ ରୁହନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଆଜି ଏକ ଆନନ୍ଦ ଉଲ୍ଲାସର ଦିନ ହେବ । ଆପଣ ସ୍ୱାସ୍ଥ୍ୟ ଦୃଷ୍ଟିରୁ ଭଲ ରହିବେ, ତାହା ନୁହେଁ, ଆପଣଙ୍କ ମାନସିକ ସ୍ୱାସ୍ଥ୍ୟ ମଧ୍ୟ ଭଲ ରହିବ । ପରିବାର ଏବଂ ବନ୍ଧୁଙ୍କ ସହିତ ନିକଟବର୍ତ୍ତୀ ଏକ ସୁନ୍ଦର ସ୍ଥାନକୁ ଯାତ୍ରା କରିବାର ଅଛି । ଆପଣଙ୍କ ପୋଷାକପତ୍ର ବଦଳାଇବାର ଆଶା ପୂରଣ ହେବ । ଆପଣ ସୁସ୍ୱାଦୁ ଖାଦ୍ୟ ଖାଇବାର ସମ୍ଭାବନା ରହିଛି । କାର୍ଯ୍ୟରେ ଆପଣଙ୍କ ଅନୁଦାନ ପାଇଁ ଆପଣ ସ୍ୱୀକୃତି ପାଇବାର ସମ୍ଭାବନା ରହିଛି । ଏହା ଆପଣଙ୍କର ମିଜାଜକୁ ଆହୁରି ଭଲ କରିବ । ଅର୍ଥଲାଭର ସମ୍ଭାବନା ରହିଛି । ବନ୍ଧୁମାନଙ୍କ ସହ ଆପଣ କାର୍ଯ୍ୟକ୍ଷମ ପୂର୍ଣ୍ଣ ଏକ ସନ୍ଧ୍ୟା ବିତାଇବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଆଜି ବ୍ୟବସାୟୀମାନଙ୍କର ଭାଗ୍ୟ ସେମାନଙ୍କ ସପକ୍ଷରେ ରହିବ । ସହକର୍ମୀମାନେ ଆପଣଙ୍କୁ ସାହାଯ୍ୟ କରିବେ । ଆପଣ ପରିବାର ସହିତ ଅଧିକ ସମୟ ଦେବେ ଏବଂ ସେମାନଙ୍କୁ ଖୁସି କରିବେ । ସାରା ଦିନ ଆପଣଙ୍କ ମନ ଶାନ୍ତ ରହିବ । ଆପଣଙ୍କ ପ୍ରତିଯୋଗୀଙ୍କ ଅପେକ୍ଷା କାର୍ଯ୍ୟ କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ କରିବେ ଏବଂ ସହଜରେ ସେମାନଙ୍କୁ ଜିତିପାରିବେ । ଆପଣଙ୍କ କନିଷ୍ଠ କର୍ମଚାରୀମାନେ ସହାୟତା କରିବେ । ଏହା ବ୍ୟତୀତ ବୃତ୍ତିଜୀବି ଓ ଛାତ୍ରଛାତ୍ରୀମାନେ ମଧ୍ୟ ଆଜି ଦିନରୁ ଲାଭ ପାଇବେ । ଅତୀତର ସୁଖଦ ସମୟ ମନେ ପକାଇ ପରିବାର ସହ ସନ୍ଧ୍ୟା ବିତାଇବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: କଳା ଏବଂ ସୃଜନଶୀଳ କାର୍ଯ୍ୟରେ ଲିପ୍ତ ଥିବା ବ୍ୟକ୍ତିମାନେ ସେମାନଙ୍କ କାର୍ଯ୍ୟରେ ଉତ୍ତମ ପ୍ରଦର୍ଶନ କରିବେ ଯେହେତୁ ଦିନ ତାଙ୍କୁ ପାଇଁ ଅନୁକୂଳ ଅଟେ । ଛାତ୍ରମାନେ ସେମାନଙ୍କ ଅଧ୍ୟୟନରେ ଭଲ କରିବେ । ଆପଣଙ୍କର ମିଳନ ବନ୍ଧୁ ଏବଂ ପ୍ରିୟଜନଙ୍କ ସହିତ ହୋଇପାରେ । ସ୍ୱାସ୍ଥ୍ୟ ଭଲ ରହିବ । ଆପଣଙ୍କ ରାଗ ନିୟନ୍ତ୍ରଣରେ ରଖନ୍ତୁ, ଫଳରେ ଆପଣଙ୍କ ଏକାଗ୍ରତା ବଜାୟ ରହିବ । ବୃତ୍ତିଜୀବୀମାନେ ପରିଶ୍ରମର ସୁଫଳ ପାଇବେ । ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟ ଏକା ପୂର୍ବାନୁମାନ ରହିଛି । ପାଠପଢ଼ା କ୍ଷେତ୍ରରେ ସେମାନେ ସହଜରେ ନିଜ ଟାସ୍କ କରିପାରିବେ । ନୂଆ କାମ ଆରମ୍ଭ କରିବା ଏବଂ ପୁଞ୍ଜିନିବେଶ କରିବା ପାଇଁ ଏହା ଏକ ଭଲ ଦିନ ନୁହେଁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଦିନଟି ଭଲ ନୁହେଁ । ଶରୀର ଓ ମନ ଭଲ ରହିବ ନାହିଁ । ପ୍ରେମିକାଙ୍କ ସହ ମତଭେଦ ହେବ । ମାଆଙ୍କ ଦେହ ଭଲ ରହିବ ନାହିଁ । ଧନ ସମ୍ପତ୍ତି ତଥା ଜରୁରି କାଗଜ ପତ୍ରର ଯତ୍ନ ନିଅନ୍ତୁ । ଏହାସହ ସ୍ଥାବର ସମ୍ପତ୍ତିର ଦଲିଲ୍ କାମ ପାଇଁ ମିଟିଂକୁ ଅନ୍ୟ କୌଣସି ଦିନକୁ ଘୁଞ୍ଚାନ୍ତୁ । ପାଣିକୁ ଡରିବେ । ସ୍ତ୍ରୀଙ୍କ ସହ ବାର୍ତ୍ତାଳାପ ନ କରିବା ଭଲ । ଅଯଥା ଗଣ୍ଡଗୋଳରେ ଭାଗ ନିଅନ୍ତୁ ନାହିଁ । ଖର୍ଚ୍ଚ ବଢିବ । ଆଜି ନୂଆ କାମ ଆରମ୍ଭ କରନ୍ତୁ ନାହିଁ । ଏଥିପାଇଁ ଦିନର ବାକି ଭାଗରେ ଆପଣ ବିରକ୍ତ ହୋଇପାରନ୍ତି । ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆପଣଙ୍କ ଭାଇ ଭଉଣୀମାନେ ସ୍ୱାଗତଭରା ଏବଂ ସାହାଯ୍ୟକାରୀ ହେବେ । ନୂତନ ପ୍ରକଳ୍ପ ଏବଂ ଅଣ୍ଡର୍‌ଟେକିଙ୍ଗ୍‌ ପାଇଁ ଆଜିଦିନ ଅତ୍ୟନ୍ତ ଶୁଭ ରହିବ । ଆପଣ ଦିନସାରା ଉଜ୍ଜ୍ୱଳ ଏବଂ ସକ୍ରିୟ ଅନୁଭବ କରିବେ । ବିଦେଶରୁ କିଛି ଭଲ ଖବର ଆସିବାର ଅଛି । ଆପଣଙ୍କ ପ୍ରତିଯୋଗୀ ଏବଂ ବିରୋଧୀଙ୍କ ଠାରୁ ଆପଣ ବିଜୟଲାଭ କରିବେ । ସମ୍ମାନ ଏବଂ ଖ୍ୟାତି ଆସିବାର ଅଛି । ସନ୍ଧ୍ୟାରେ ଅପ୍ରତ୍ୟାଶିତ ଅର୍ଥଲାଭ ହେବ । ଠିକ୍ ସମୟରେ ନିଜର କାମ ଶେଷ କରିବା ଯୋଗୁଁ ପ୍ରଶଂସିତ ହେବେ । ପ୍ରିୟ ବନ୍ଧୁଙ୍କ ସହ ବାହାରକୁ ଯାତ୍ରା କରିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଧନ ପ୍ରାପ୍ତିର ସୁବର୍ଣ୍ଣ ସୁଯୋଗ ହେବ । ଅଯଥା ଖର୍ଚ୍ଚକୁ ଟାଳନ୍ତୁ । ପରିବାରରେ ଅନ୍ୟ ବ୍ୟକ୍ତିଙ୍କ ଦଖଲକୁ ନଜର ଅନ୍ଦାଜ କରନ୍ତୁ ନାହିଁ । ପରିବାରରେ ସୁ-ସମ୍ପର୍କ ସ୍ଥାପନ କରନ୍ତୁ । ଶାରୀରିକ ପରିସ୍ଥିତି ଜଟିଳ ହେବ । ଦୁଃଚିନ୍ତା କରନ୍ତୁ ନାହିଁ । ପିଲାମାନେ ପାଠ ପଢାରେ ମନ ଦେବେ ନାହିଁ । ଦିନର ଶେଷ ଭାଗ ଛାତ୍ରଛାତ୍ରୀଙ୍କ ପାଇଁ କଷ୍ଟକର ହେବ । ଯେହେତୁ ସେମାନଙ୍କ ପଢ଼ାରେ ବାଧା ସୃଷ୍ଟି ହେବ । ଆପଣ ଧାର୍ମିକ କାର୍ଯ୍ୟକଳାପରେ ସମୟ ଅତିବାହିତ କରିବାର ସମ୍ଭାବନା ରହିଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ନିଶ୍ଚିତ ରହନ୍ତୁ, ଠିକ୍‌ ଯୋଜନା କରିଥିବା ଭଳି ଏହି ଦିନଟି ବିତିବ । ଏହା ଆପଣଙ୍କ ପାଇଁ ଆର୍ଥିକ ଲାଭ ଆଣିବ । ଆପଣ ଦିନସାରା ତାଜା ଏବଂ ଅଧିକ ସକ୍ରିୟ ଅନୁଭବ କରିବେ । ଏକ ଛୋଟ ମନୋରଞ୍ଜନ ଯାତ୍ରା ମଧ୍ୟ ହୋଇପାରେ, ପ୍ରିୟଜନଙ୍କ ସହିତ ଅନନ୍ଦ ଉଲ୍ଲାସରେ ସମୟ ବିତାଇ ପାରନ୍ତି । ଏକ ଶୁଭ ଏବଂ ଖୁସି ଆୟୋଜନ ପାଇଁ ଆପଣଙ୍କୁ ନିମନ୍ତ୍ରଣ ପାଇବାର ସମ୍ଭାବନା ରହିଛି । ଶାରୀରିକ ସୁସ୍ଥତା ବଜାୟ ରହିବ । ସାମାଜିକ କ୍ଷେତ୍ରରେ ନିଜର ପରିଚିତ ଓ ସମ୍ମାନ ବୃଦ୍ଧି ଯୋଗୁଁ ନିଜକୁ ଭାଗ୍ୟବାନ ମନେକରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଆଜି, ଆପଣଙ୍କ ପାଇଁ ଉଲ୍ଲାସହୀନ ଏବଂ ହତାସର ଦିନ ହେବ । ସାମାଜିକ ଏବଂ ଧର୍ମ କାର୍ଯ୍ୟରେ ଆପଣ କେତେକ ଖର୍ଚ୍ଚ କରିପାରନ୍ତି । ଆପଣଙ୍କ ପ୍ରିୟଜନମାନେ ସାହାଯ୍ୟକାରୀ ହୋଇ ନ ପାରନ୍ତି ଏବଂ ବନ୍ଧୁତ୍ୱ ଭାବ ଦେଖାଇ ନପାରନ୍ତି । ନକ୍ଷତ୍ର ପ୍ରଭାବରୁ ଜଣା ପଡୁଛି ଯେ ଆପଣଙ୍କର ସ୍ୱାସ୍ଥ୍ୟ ଏବଂ ଖ୍ୟାତି ଉଭୟର କ୍ଷତି ହୋଇପାରେ । ଏହି ସବୁ କାରଣରୁ ଆପଣଙ୍କ ଭାବନା ଧର୍ମ ଏବଂ ଅଧ୍ୟାତ୍ମିକ ଆଡକୁ ଟାଣିହୋଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ନୂତନ କାର୍ଯ୍ୟାରମ୍ଭ ପାଇଁ ପ୍ରକୃଷ୍ଟ ସମୟ ଅଟେ । ସରକାରୀ ତଥା ବ୍ୟବସାୟୀ ଦୃଷ୍ଟିରୁ ସୁଫଳ ମିଳିବ । ସ୍ତ୍ରୀଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ସାମାଜିକ ପ୍ରତିଷ୍ଠା ବଢିବ । ସ୍ତ୍ରୀ ପିଲାଙ୍କ ଠାରୁ ସୁସମ୍ୱାଦ ମିଳିବ । ବିବାହ ଆଦି କାର୍ଯ୍ୟ ସମ୍ପର୍ଣ୍ଣ ହେବ । ସୁନ୍ଦର ଯାତ୍ରାର ସୁଯୋଗ ଅଛି । ଆଶା କରାଯାଉଥିବା ଏବଂ ଅପ୍ରତ୍ୟାଶିତ ଆର୍ଥିକ ଲାଭ ହେବ । କାମରେ ଆପଣ ଭଲ ପ୍ରଦର୍ଶନ କରିଥିବାରୁ ରେଡ୍ କାର୍ପେଟରେ ଚାଲିବା ପାଇଁ ପ୍ରସ୍ତୁତ ରୁହନ୍ତୁ ଯେହେତୁ ଆପଣଙ୍କ ବରିଷ୍ଠ ଅଧିକାରୀମାନେ ଆପଣଙ୍କ ପ୍ରଦର୍ଶନରେ ଖୁସି ଏବଂ ସନ୍ତୁଷ୍ଟ ହେବେ । ସେମାନେ ଆପଣଙ୍କୁ ପଦୋନ୍ନତି ଅଫର କରିପାରନ୍ତି । ଏହାସହ କାର୍ଯ୍ୟକ୍ଷେତ୍ରରେ ସମ୍ଭାବ୍ୟ ଲାଭ ମିଳିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜି ଦିନଟି ସଫଳ ଯୁକ୍ତ ହେବ । ନିଜର ସଫଳତା ଏବଂ କାର୍ଯ୍ୟ ସାଧନା ପାଇଁ ମନ ପ୍ରଫୁଲ ରହିବ । ବ୍ୟବସାୟ ଭଲ ହେବ । କରଜ ମିଳିବ । ପିତା ତଥା ବୟସ୍କ ମାନଙ୍କ ଦ୍ୱାରା ଉପକୃତ ହେବେ । ପାରିବାରିକ ସମ୍ପର୍କରେ ମଧୁରତା ଭରିଯିବ । ସରକାରୀ ସହାୟତା ମିଳିବ । ପ୍ରତିଷ୍ଠା ପାଇବେ । ସାମାଜିକ ଜୀବନ ସୁଖମୟ ହେବ । କାମ ପାଇଁ ଆପଣଙ୍କୁ ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । ତେବେ କିଛି ବାଧା ପରେ କାର୍ଯ୍ୟକ୍ଷେତ୍ରରେ ବାତାବରଣ କୋଳାହଳମୟ ହେବ । ଆପଣଙ୍କ ବକେୟା କାମ ସନ୍ଧ୍ୟା ସୁଦ୍ଧା ଶେଷ ହେବ । ବ୍ୟକ୍ତିଗତ ଜୀବନରେ ନିଜ ପିଲାଙ୍କ ଉନ୍ନତି ଏବଂ କୃତିତ୍ୱ ଆପଣଙ୍କୁ ପିତାମାତା ଭାବରେ ଖୁସି ଏବଂ ସନ୍ତୋଷ ଦେବ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.