ETV Bharat / bharat

ଜୁଲାଇ ୨ ମଙ୍ଗଳବାର ରାଶିଫଳ: ଏହି ରାଶି ବ୍ୟକ୍ତିଙ୍କ ବଢିବ ଖର୍ଚ୍ଚ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ ଧନୁ ରାଶି ବ୍ୟକ୍ତି - HOROSCOPE OF 2 JULY

author img

By ETV Bharat Odisha Team

Published : Jul 2, 2024, 12:01 AM IST

Today Rashiphala Horoscope 2 July: ଆଜି ଜୁଲାଇ ମାସର ପ୍ରାରମ୍ଭର ଦିନ । ମାସର ପହିଲା ଦିନ ଆପଣଙ୍କର କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆପଣ କାର୍ଯ୍ୟସ୍ଥଳରେ ସାହସୀ ପଦକ୍ଷେପ ନେଇପାରନ୍ତି । ଏପରିକି ଆପଣଙ୍କ ମନରେ କିଛି ଅଭିନବ ଧାରଣା ଓ ମତ ମଧ୍ୟ ଆସିପାରେ । କିନ୍ତୁ, ଅପରାହ୍ନ ବେଳକୁ ଆପଣ ପୁଣି କ୍ଷତିରେ ପଡିବେ । ଆପଣ ନିଜର ବାର୍ତ୍ତାଳପରେ ସଂଯମତା ରକ୍ଷା ନକଲେ ଲୋକଙ୍କ ମନରେ ଆଘାତ ଦେଇପାରନ୍ତି କିମ୍ଵା ସେମାନଙ୍କ ଚିନ୍ତାଧାରାକୁ ଅବମାନନା କରିପାରନ୍ତି । ଆପଣ ଯଦି ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ମନରେ ସ୍ଥିର କରିଛନ୍ତି, ତାହେଲେ ତାକୁ ସ୍ଥଗିତ ରଖନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆଜି ଦିନଟିରେ ଆପଣଙ୍କର ପାରିବାରିକ ଜୀବନ ଅତ୍ୟନ୍ତ ସୁଖକର ହେବ । କିଛି ବନ୍ଧୁବାନ୍ଧବ ଆପଣଙ୍କ ଘରକୁ ମଧ୍ୟାହ୍ନ ଭୋଜନ କିମ୍ଵା ରାତ୍ର ଭୋଜନ ପାଇଁ ଆସିପାରନ୍ତି । ଏହା ଫଳରେ ଆପଣଙ୍କ ଘରେ ଏକ ଖୁସିବାସିର ଆସର ଜମିପାରେ । ବାହାରକୁ ପରିଭ୍ରମଣରେ ଯିବାପାଇଁ ଆଜି ଦିନଟି ସର୍ବୋତ୍କୃଷ୍ଟ ଅଟେ । ବିଦେଶରେ ରହୁଥିବା ଆପଣଙ୍କର ସମ୍ପର୍କୀୟଙ୍କ ଠାରୁ ଶୁଭ ଖବର ପାଇପାରନ୍ତି । ଆଜି ଦିନଟି ଆମୋଦପ୍ରମୋଦରେ କଟିପାରେ । ଘର ପାଇଁ ନୂଆ ଜିନିଷ କିଣିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଆପଣ ପାରିବାରିକ ପର୍ବ ଓ ସାମାଜିକ କାର୍ଯ୍ୟକ୍ରମର ବ୍ୟବସ୍ଥା କରିବା ପାଇଁ ବହୁତ ଭଲ ପାଆନ୍ତି । ଆଜି ଆପଣଙ୍କୁ ଆଉ ଏକ ସୁଯୋଗ ମିଳିପାରେ । ଆପଣ ଅପରାହ୍ନରେ ଆପଣଙ୍କ ଘରର ରୂପ ବଦଳାଇବାକୁ ଯୋଜନା କରନ୍ତୁ । ସନ୍ଧ୍ୟା ସୁଦ୍ଧା, ଆପଣ ଆପଣଙ୍କ ପୂର୍ବ ଅବସ୍ଥାକୁ ଆସି ଜଣେ ଛୋଟ ବେଳର ବନ୍ଧୁଙ୍କ ସହ ଏକ ଲୋକପ୍ରିୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି । ଆଜି ଅର୍ଥଲାଭ ହେବ ମାତ୍ର ଏହା ସଙ୍ଗେସଙ୍ଗେ ଖର୍ଚ୍ଚର ମାତ୍ରା ଆଶାତୀତ ଭାବେ ବୃଦ୍ଧି ପାଇପାରେ । ମାତ୍ର ଆପଣ କିଛି ଅଯଥାରେ ଖର୍ଚ୍ଚ ନକରୁଥିବାରୁ ବ୍ୟସ୍ତ ହେବା ଉଚିତ ନୁହେଁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଆଜି ଆପଣ ଜଣେ ଶାଶ୍ୱତ ଓ ଆଶାଵାଦୀ ହେବେ । ଆପଣଙ୍କର ଉପଲବ୍ଧି ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ । ସନ୍ଧ୍ୟାରେ ପରିଵାର ସଦସ୍ୟଙ୍କ ସହିତ ସମୟ ବିତାଇ ଆନନ୍ଦଲାଭ କରିବେ । ନିଜ ପରିଵାରର ମୂଲ୍ୟବୋଧ ଓ ପରିକଳ୍ପନା ପାଇଁ ଆପଣଙ୍କର ସମ୍ମାନ ବଢ଼ିବ ଓ ଆପଣ ସେଥିପାଇଁ ଏକ ନିର୍ଦ୍ଦିଷ୍ଟ ପ୍ରଚେଷ୍ଟା କରିବେ । ଆପଣ ବହୁତ ଦିନ ଧରି ନୂଆ ଘର କିଣିବାକୁ କିମ୍ଵା ବର୍ତ୍ତମାନର ଘରକୁ ନୂଆ କରିବା ପାଇଁ କରିଥିବା ଯୋଜନାକୁ ଉପରେ ଆଜି କାମ କରିବା ଆରମ୍ଭ କରିବେ । ଏହି ଖର୍ଚ୍ଚଗୁଡିକ ପାଇଁ ଆପଣଙ୍କ ପାଖରେ ଯଥେଷ୍ଟ ଟଙ୍କା ହୋଇଯିବ ଓ ଏକ ବ୍ୟବସାୟରେ ମଧ୍ୟ କିଛି ଟଙ୍କା ନିବେଶ ପାଇଁ ଆପଣଙ୍କ ନିକଟରେ ଟଙ୍କା ରହିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ସବୁ ପରିବାରରେ କିଛି କିଛି ସମସ୍ୟା ଥାଏ । ଆଜି ଆପଣଙ୍କର ନିଜ ଭାଇଭଉଣୀ ଓ ପରିବାରର ଅନ୍ୟ ସଭ୍ୟମାନଙ୍କ ସହ ମତଭେଦ ହୋଇପାରେ । ଟଙ୍କା ଓ ସମ୍ପତ୍ତି ଆପଣଙ୍କ ଚିନ୍ତାର ମୁଖ୍ୟ ବିଷୟ ହେବ । କାର୍ଯ୍ୟସ୍ଥଳରେ ମଧ୍ୟ ସହକର୍ମୀମାନଙ୍କ ସହ ଆନମନା ହୋଇପାରେ । ଆଜି ଆପଣଙ୍କୁ ଆପଣଙ୍କ ଭାବନାକୁ ନିୟନ୍ତ୍ରଣରେ ରଖିବାକୁ ପଡିବ । ଆପଣ ନିଜ ପାରିବାରିକ ଜୀବନରେ ନିଜ ମାଆ ଓ ପ୍ରିୟଜନଙ୍କ ସହ ଭୁଲ ବୁଝାମଣାର ଶିକାର ହୋଇପାରନ୍ତି । ଝଗଡା ମଧ୍ୟ ହୋଇପାରେ । ସମ୍ପତ୍ତି ସମ୍ପର୍କିତ ଘଟଣାରେ ଏବଂ ସରକାରୀ କାର୍ଯ୍ୟ କଲାବେଳେ ଅତ୍ୟଧିକ ସତର୍କତା ଅବଲମ୍ଵନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆଜିର ଦିନଟି ଆପଣଙ୍କ ପାଇଁ ସର୍ବୋତ୍ତମ ଅଟେ । ଆପଣଙ୍କ ଭାଇଭଉଣୀ ଆପଣଙ୍କ ବ୍ୟକ୍ତିତ୍ୱର ଭଲପାଇବା ଦିଗରୁ ଆପଣଙ୍କୁ ଦେଖିପାରନ୍ତି । ତେଣୁ ସେମାନଙ୍କ ସହ ମଧୁର ସମ୍ପର୍କ ଆହୁରି ବୃଦ୍ଧି ପାଇବ । ଆଜି ବନ୍ଧୁମିଳନ ହୋଇପାରେ । ଆପଣ ଯେଉଁମାନଙ୍କୁ ଭଲ ପାଆନ୍ତି, ସେମାନଙ୍କ ସହ ଆତ୍ମୀଯତା ଆହୁରି ଗାଢ ହୋଇପାରେ । ଅଫିସରେ ନିଜ ଉପରେ ବ୍ୟସ୍ତ ଥିବା କାର୍ଯ୍ୟକୁ ସଫଳତାର ସହ ସାରିବେ । ଅର୍ଥଲାଭ ହେବାର ସୁବର୍ଣ୍ଣ ସୁଯୋଗ ମିଳିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆପଣ ଆଜି କୌଣସି ସିଦ୍ଧାନ୍ତରେ ଉପନିତ ହେବା ଅତ୍ୟନ୍ତ କଷ୍ଟକର ହେବ। ଆଜି ଏହି ବାକ୍ୟର ଗୁରୁତ୍ଵ ବହୁତ ରହିବ କାରଣ ଆପଣଙ୍କ କାର୍ଯ୍ୟକ୍ଷେତ୍ରରେ ପରିଣାମର ସମୟ ଚିହ୍ନଟ କରିବେ । ଆପଣଙ୍କ ପାଇଁ ପ୍ରତି ସେକେଣ୍ଡ ମୂଲ୍ୟବାନ ହେବ ଓ ସବୁ ଠିକ ଠାକ କରିବା ପାଇଁ ପୁରୁଣା ସମୟ ଭଳି ଯୋଜନା କରିପାରନ୍ତି । ତେଣୁ ଆପଣଙ୍କୁ ଧୀରସ୍ଥିତ ଚିତ୍ତର ଅପେକ୍ଷା କରିବାକୁ ପଡିବ । ମାତ୍ର ଯଦି ଆପଣ ଚେଷ୍ଟାକରି ନିଜର ମନୋବୃତ୍ତିକୁ ବଦଳାଇ ପାରୁନାହାନ୍ତି ଏବଂ ଆପଣ ଭାବୁଛନ୍ତିୟେ ଆପଣଙ୍କ ବିଶ୍ୱାସରେ ତ୍ରୁଟି ରହିଛି, ତାହାହେଲେ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ଆଦୌ ନିଅନ୍ତୁ ନାହିଁ । ପାରିବାରିକ ଜୀବନରେ ଆପଣ ଜିଦଖୋର ଏବଂ କଠୋର ସ୍ୱଭାବକୁ ପରିତ୍ୟାଗ କରି ଶାନ୍ତ ଓ ନମ୍ର ହୁଅନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଏହି ଦିନ ଆପଣଙ୍କ ପାଇଁ ଶୁଭ ଅଟେ । ଆପଣ ବନ୍ଧୁମାନଙ୍କ ସହିତ ମିଶିବେ ଏବଂ ତାଙ୍କ ଉପରେ ବହୁତ ଖର୍ଚ୍ଚ କରିବେ । ଅବଶ୍ୟ ବର୍ତ୍ତମାନଠାରୁ ଯେ କୌଣସି ସମୟରେ ଆପଣଙ୍କ ଦରମା କିମ୍ବା ଆୟରେ ବୃଦ୍ଧି ଆଶା କରିପାରନ୍ତି । ପ୍ରକୃତରେ ଆଜି ଭଲ ଦିନ ଭଳି ଜଣା ପଡୁଛି । ଆପଣଙ୍କ ବରିଷ୍ଠମାନେ ଏବଂ ଆପଣଙ୍କ ଜୀବନସାଥୀ ଆପଣଙ୍କ କାର୍ଯ୍ୟରେ ଖୁସି ରହିବେ । ନିଜର ପ୍ରିୟଜନଙ୍କ ଠାରୁ ଉପହାର ମିଳିପାରେ । ଆଜି ଭ୍ରମଣ ଯୋଜନା ପାଇଁ ଶୁଭ ଦିନ । ଦିବସର ଶେଷାର୍ଦ୍ଧରେ ଏକ ଖୁସି ଖବର ପାଇ ହର୍ଷୋଫୁଲିତ ହୋଇପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ସେତଟା ଶୁଭଦାୟକ ନୁହେଁ । ଆଜି ଆପଣ ନିଜର ପରିବାର ସଦସ୍ୟଙ୍କ ସହ ଯୁକ୍ତିତର୍କ କରିପାରନ୍ତି । ତେଣୁ ଆପଣ ନିଜର ଉତ୍ତେଜନା ଓ ବାର୍ତ୍ତାଳପରେ ସଂଯମତା ରକ୍ଷା କରନ୍ତୁ । ଧୀରେସୁସ୍ଥେ ଗାଡି ଚଳାନ୍ତୁ ନଚେତ୍‍ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି । ଆପଣଙ୍କ ସ୍ୱାସ୍ଥ୍ୟରେ ଅବନତି ପରିଲକ୍ଷିତ ହୋଇପାରେ । ପ୍ରଥମରୁ ଦିନଟି ଭଲରେ କଟିଲେ ଶେଷାର୍ଦ୍ଧରେ ମଧ୍ୟ ଭଲରେ କଟିବ । ମାତ୍ର ଦୁର୍ଭାଗ୍ୟ ବଶତଃ ଆପଣଙ୍କ କ୍ଷେତ୍ରରେ ତାହା ଘଟିବ ନାହିଁ । ତେଣୁ ସତର୍କତା ଅବଲମ୍ଵନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: କାମ କରିବା ଓ ନିଜର ଦାବିଗୁଡିକ ପୂରଣ କରିବାରେ ଦିନ ଶେଷ ହୋଇଯିବ । ଆପଣ ଆପଣଙ୍କର ‍ଅର୍ଥ ଭଲ ଭାବରେ ପରିଚାଳନା କରିବେ । ଆପଣ ଆପଣଙ୍କ ବନ୍ଧୁ ଓ ପରିବାର ସଦସ୍ୟମାନଙ୍କ ସହ ଅଧିକ ସମୟ ଖର୍ଚ୍ଚ କରିବେ । ଆପଣଙ୍କ ବସ୍‍ଙ୍କୁ ଖୁସି କରିବାକୁ ଚେଷ୍ଟା କରୁଥିବା ସମୟରେ ଭୁଲିଯାଇଥିବା ଗପରେ ଆପଣଙ୍କ ସମୟ ଯିବ । ଆପଣଙ୍କ କାର୍ଯ୍ୟ ସଫଳତାର ସହିତ ସମାପ୍ତ କରିବେ ଏବଂ ଅନ୍ୟମାନଙ୍କୁ ମଧ୍ୟ ତାଙ୍କ କାମରେ ସାହାଯ୍ୟ କରିବେ । ଆଜି ଆପଣ ବ୍ୟବସାୟ ସମ୍ପର୍କିତ କେତେକ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ବ୍ୟବସାୟ କାମରେ ଭ୍ରମଣ କରିପାରନ୍ତି । ଆପଣଙ୍କ ବୁଦ୍ଧି ଏବଂ ନିପୁଣତା ଦେଖି ଆପଣଙ୍କ ବରିଷ୍ଠ ଅଧିକାରୀ ପ୍ରଭାବିତ ହେବେ ଏବଂ ପଦୋନ୍ନତିର ସମ୍ଭାବନା ମଧ୍ୟ ରହିଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଫଳ ପ୍ରଦାୟକ ଅଟେ । ଆଜି ଆପଣ ଅତି ସହଜରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସକ୍ଷମ ହେବେ । ଆପଣ ବିଭିନ୍ନ ଧାରଣାଗୁଡିକୁ ଆଜି କାର୍ଯ୍ୟକାରୀ କରିବେ ଓ କୌଶଳରେ ଲଗାଇବେ ଓ ପ୍ରଶଂସା ପାଇବେ । ଆପଣ ମଧ୍ୟ ଜୀବନକୁ ଅଧିକ ଭଲ ପାଇବେ ଓ ଏହାର ମୂଲ୍ୟ ଅଧିକ ଭଲ ଭାବେ ବୁଝିବେ । ଅଫିସରେ ଆପଣଙ୍କ ଉପରିସ୍ଥ କର୍ମଚାରୀ ମାନେ ଆପଣଙ୍କ କାର୍ଯ୍ୟରେ ଅତ୍ୟନ୍ତ ପ୍ରସନ୍ନ ହେବେ । ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ଅଛି । ବ୍ୟକ୍ତିଗତ ଜୀବନରେ ଆପଣ ଦିନତମାମ ପ୍ରଫୁଲ୍ଳ ରହିବେ । ଅର୍ଥ ଲାଭର ସମ୍ଭାବନା ଅଛି । ଶେଷ ଆପଣଙ୍କ ମାଆ ବାରମ୍ବାର ଆପଣଙ୍କୁ କହୁଥିବା ପବିତ୍ର ଧର୍ମଗ୍ରନ୍ଥ ଆଜି ଆପଣ ପଢିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ସେତେଟା ଶୁଭଦାୟକ ନୁହେଁ । ଆଜି ଆପଣ ଦ୍ଵନ୍ଦ୍ଵରେ ରହିବେ । ଯାହା ଫଳରେ ଆପଣ ଏକ ଦୃଢ ନିଷ୍ପତ୍ତି ନେବାକୁ ସକ୍ଷମ ହେବେ ନାହିଁ । ଆପଣଙ୍କ ମନରୁ ଦ୍ଵନ୍ଦ୍ଵ ନ ବାହାରିବା ପର୍ଯ୍ୟନ୍ତ କୌଣସି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ବିଶ୍ରାମହୀନ, ଶିଥିଳତା ଏବଂ ଉତ୍କଣ୍ଠିତ ହୋଇ ଦିନଟିକୁ ଅଶାନ୍ତ କରନ୍ତୁ ନାହିଁ । ଯଥା ସମ୍ଭବ ନିଜେ ଶାନ୍ତ ରହିବାକୁ ଚେଷ୍ଟା କରନ୍ତୁ । ବୃତ୍ତିଗତ ଜୀବନରେ ନିଜର ଉପରିସ୍ଥ କର୍ମଚାରୀଙ୍କ ସହ କାମ କଲାବେଳେ ସତର୍କତା ଅବଲମ୍ଵନ କରନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.