ETV Bharat / bharat

ଜୁଲାଇ ୨୭ ଶନିବାର ରାଶିଫଳ: ଏହି ରାଶିଙ୍କ ଭାଗ୍ୟରେ ରହିଛି ଅର୍ଥ ଲାଭ, ଦୂର ଜାଗାକୁ ଯାଆନ୍ତୁନି ମକର ରାଶି - DAILY ODIA HOROSCOPE OF 27 JULY

author img

By ETV Bharat Odisha Team

Published : Jul 27, 2024, 12:00 AM IST

Today Rashifal Horoscope 27 July: ଆଜି ଆପଣଙ୍କର ଦିନ କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

ଜୁଲାଇ ୨୭ ଶନିବାର ରାଶିଫଳ: ଏହି ରାଶିଙ୍କ ଭାଗ୍ୟରେ ରହିଛି ଅର୍ଥ ଲାଭ, ଦୂର ଜାଗାକୁ ଯାଆନ୍ତୁନି ମକର ରାଶି
ଜୁଲାଇ ୨୭ ଶନିବାର ରାଶିଫଳ: ଏହି ରାଶିଙ୍କ ଭାଗ୍ୟରେ ରହିଛି ଅର୍ଥ ଲାଭ, ଦୂର ଜାଗାକୁ ଯାଆନ୍ତୁନି ମକର ରାଶି (ETV Bharat Odisha)
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜି ଆପଣଙ୍କୁ ମିଶ୍ରିତ ଫଳ ମିଳିପାରେ । ନିଜକୁ ଏକାଗ୍ର ଚିତ୍ତ ଏବଂ ସ୍ଥିର ନରଖିପରିବାରେ ଅସମର୍ଥ ହେବେ । ଏଥିପାଇଁ ଆପଣ ଧ୍ୟାନ ଓ ଯୋଗର ସାହାଯ୍ୟ ନେଲେ ଏଥିରୁ ମୁକ୍ତି ପାଇପାରିବେ । ପୁଞ୍ଜିବିନିଯୋଗକାରୀ ମାନେ ନିଜର ପୁଞ୍ଜିକୁ ବହୁ ଜାଗାରେ ବିନିଯୋଗ କରି କୌଣସି ସଫଳ ପାଇବେନାହିଁ । ଆଜି କୌଣସି ଆଇନ ସମ୍ପର୍କିତ କାଗଜରେ ଦସ୍ତଖତ କରିବାବେଳେ ସତର୍କତା ଅବଲମ୍ଵନ କରନ୍ତୁ । ସନ୍ଧ୍ୟାରେ ସମସ୍ୟାର ପରିବର୍ତ୍ତନ ହୋଇ ସୁଖଶାନ୍ତି ମିଳିପାରେ । ପାରିବାରିକ ପରିବେଶ ଅତ୍ୟନ୍ତ ପ୍ରୀତିକର ଓ ମଧୁମୟ ହେବ । ଆପଣ ଯଦି କିଛି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଚାହୁଁଥାନ୍ତି କିମ୍ଵା ନୂତନ କାର୍ଯ୍ୟର ଶୁଭାରମ୍ଭ କରିବାକୁ ମନସ୍ଥ କରିଛନ୍ତି, ତାହାହେଲେ ଏହି ସନ୍ଧ୍ୟାଟି ଆପଣଙ୍କ ପାଇଁ ସର୍ବୋତ୍କୃଷ୍ଟ ଅଟେ । ଆପଣ ନିଜର ଖର୍ଚ୍ଚ ପ୍ରତି ସଜାଗ ରୁହନ୍ତୁ । ଅତ୍ୟଧିକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ଦୁର୍ବଳ କରିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆପଣଙ୍କ ପରିବାର ଏବଂ ପିଲା ବିଷୟରେ ଭଲ ଖବର ଆପଣଙ୍କୁ ଅତି ଉତ୍ସାହିତ କରିବ । ଆପଣ ଆପଣଙ୍କର ପିଲାଦିନର ସାଙ୍ଗମାନଙ୍କ ସହ ମିଶିବାରେ ଏବଂ ଆପଣଙ୍କର ସ୍କୁଲ୍‌ ଦିନର କଥା ମନେ ପକାଇ ଅତି ଖୁସି ଅନୁଭବ କରିବେ । ବ୍ୟବସାୟ କରୁଥିବା ଲୋକମାନଙ୍କ ପାଇଁ ଏହି ଦିନଟି ଏକ ଅତି କଷ୍ଟ ଦିନ ଅଟେ । ଏଣୁ ସଠିକ୍‌ ସ୍ଥାନରେ ନିବେଶ କରୁଛନ୍ତି କି ନାହିଁ ସୁନିଶ୍ଚିତ ହେବେ । ଆଇନ୍‌ ଏବଂ କୋର୍ଟ୍‌ ଘଟଣାରେ ଅଧିକ ସତର୍କତା ଅବଲମ୍ବନ କରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଆଜି ଦିନଟି ବ୍ୟବସାୟୀ ଓ ସେମାନଙ୍କ ବ୍ୟବସାୟ ପାଇଁ ସର୍ବୋତ୍କୃଷ୍ଟ ଅଟେ । ଆଜି ସେମାନଙ୍କର ପ୍ରଚୁର ଲାଭ ହେବ । କର୍ମଜୀବୀଙ୍କ ନିମନ୍ତେ ଆଜି ଦିନଟି ଅତ୍ୟନ୍ତ ଶୁଭଦାୟକ ଅଟେ । ଅଫିସରେ ଆପଣଙ୍କର କର୍ମଦକ୍ଷତା ଓ କଠିନ ପରିଶ୍ରମର ଫଳ ସ୍ୱରୁପ ଆପଣ ନିଜର ହାକିମଙ୍କ ପ୍ରିୟପାତ୍ର ହୋଇପାରିବେ । ଏହି ଖୁସିରେ ସେ ଆପଣଙ୍କର ପଦୋନ୍ନତି କରିପାରନ୍ତି । ଦିବସଟିକୁ ମଧୁମୟ କରିବାକୁ ଆଜି ସନ୍ଧ୍ୟାରେ ଆପଣ ନିଜର ବନ୍ଧୁମାନଙ୍କ ସହ ବାହାରକୁ କିମ୍ଵା ବଣଭୋଜି କରିବାକୁ ଯାଇପାରନ୍ତି । ଅର୍ଥଲାଭ ହୋଇପାରେ । ଭବିଷ୍ୟତରେ ଆହୁରି ଅଧିକ ଅର୍ଥଲାଭ ହେବାର ସମ୍ଭାବନା ମଧ୍ୟ ରହିଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଦିବସଟିର ପ୍ରଥମାର୍ଦ୍ଧ ଭଲରେ ନକଟିଲେ ମଧ୍ୟ ପ୍ରତି ଘଣ୍ଟାରେ ଏହା କ୍ରମଶଃ ଶୁଭଫଳ ଦେବାରେ ସକ୍ଷମ ହେବ । ଆପଣ ଉତ୍କଣ୍ଠିତ ହୋଇ ରହିବେ । ପାକସ୍ଥଳୀ ଜନିତ ଯନ୍ତ୍ରଣା ଭୋଗିପାରନ୍ତି । ଶରୀର ପାଇଁ ହିତକାରୀ ଖାଦ୍ୟ ଖାଆନ୍ତୁ । ମାନସିକ ଶାନ୍ତି ପାଇବାକୁ ଧ୍ୟାନ ଓ ଯୋଗର ଆଶ୍ରୟ ନିଅନ୍ତୁ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ମଧ୍ୟ ସଫଳତା ପାଇବେ ନାହିଁ । ମଧ୍ୟାହ୍ନପରେ ଆପଣଙ୍କର ଅସୁସ୍ଥ ଶରୀର ଧିରେ ଧିରେ ସୁସ୍ଥ ହେବ । ଆପଣଙ୍କ ଭାଙ୍ଗି ପଡିଥିବା ମନ ଓ ସାହାସ ପୁନର୍ବାର ଯୋଡି ହୋଇଯିବ ଏବଂ ଆପଣଙ୍କର ଆତ୍ମବିଶ୍ୱାସ ମଧ୍ୟ ଦୃଢ ହେବ । ସାମାଜିକ କ୍ଷେତ୍ରରେ ଆପଣଙ୍କର ପ୍ରତିଷ୍ଠା ଓ ସମ୍ମାନ ମଧ୍ୟ ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ସେମନଙ୍କର ବ୍ୟବସାୟରୁ ଯଥେଷ୍ଟ ଲାଭ ପାଇପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଆଜି ଦିବସଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ଆଜି ଆପଣ ନିଜକୁ ବେଆଇନ ଓ ଅନୈତିକ କାର୍ଯ୍ୟକଳାପରୁ ଦୂରେଇ ରଖିବାକୁ ଚେଷ୍ଟା କରନ୍ତୁ । ନଚେତ୍‍ ଅସୁବିଧାରେ ପଡିପାରନ୍ତି । ଆଜି ଆପଣ ନିଜ ଅଫିସରେ ମନ ଲଗାଇ କାମ କରନ୍ତୁ ଏବଂ ପ୍ରତି ଘଣ୍ଟାରେ ଆପଣଙ୍କ ପାଖକୁ ଅଜସ୍ର କାମ ଆସିପାରେ । ତେଣୁ ଆପଣ ମଝିରେ ମଝିରେ ବିଶ୍ରାମ ନିଅନ୍ତୁ । ନଚେତ୍‍ ଏପରି ଅନବରତ କାର୍ଯ୍ୟରେ ମନନିବେଶ କଲେ ଆପଣଙ୍କ ସ୍ୱାସ୍ଥ୍ୟର ଅବନତି ଘଟିପାରେ । ଅପ୍ରତ୍ୟାସିତ ଭାବରେ ଅର୍ଥଲାଭ ହୋଇପାରେ । ନିଜର ପ୍ରତିଦ୍ୱନ୍ଦୀଙ୍କ ସଙ୍ଗେ ଯୁକ୍ତିତର୍କ କରନ୍ତୁନାହିଁ । ଅନ୍ୟଥା ସେମନେ ଆପଣଙ୍କୁ ଉତ୍ତେଜିତ କରିପାରନ୍ତି । ଆପଣ ନିଜର କ୍ରୋଧ ସମ୍ଵରଣ ନକଲେ ଦିବସଟିର ମାଧୁର୍ଯ୍ୟ ନଷ୍ଟ ହୋଇଯିବ । ସବୁବେଳେ ନମ୍ର ଓ ଶାନ୍ତ ରୁହନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆପଣଙ୍କ ବନ୍ଧୁଙ୍କ ସହ ସକାଳଟି ଆନନ୍ଦମୟ ଏବଂ ଖୁସିରେ କଟିବ, ମଉଜ ମଜଲିସ୍‌ କରିପାରନ୍ତି । ଆପଣଙ୍କ ବିଜିନେସ୍‌ ପାର୍ଟନରଙ୍କ ସହ ଅତି ଉତ୍ତମ ଭାବରେ ମଜା ନେଇପାରନ୍ତି । ଏଣୁ ଦିନର ଆର ଅଧକରେ ଆପଣଙ୍କ କାର୍ଯ୍ୟକ୍ରମର ଅନ୍ୟ ଗତି ନେବ । ହଠାତ୍‌ ଆପଣଙ୍କ ଶରୀର କ୍ଷୀଣ ହୋଇଯିବ, ଏବଂ ଏହାକୁ ଠିକ୍‌ କରିବାରେ ବହୁତ ପଇସା ଖର୍ଚ୍ଚ ହୋଇପାରେ । ଅପରାହ୍ନରେ ଯାତ୍ରା ଯୋଗ ଅଛି ଏହି ଯାତ୍ରା କୌଣସି ନିର୍ଦ୍ଦିଷ୍ଟ ଉତ୍ସବ ପାଇଁ କିମ୍ଵା ତୀର୍ଥସ୍ଥାନକୁ ନ ହୋଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆଜି ଆପଣ ଲକ୍ଷ୍ୟ, ଏକାଗ୍ରତା, ଏବଂ ଆତ୍ମବିଶ୍ୱାସ ସାହାଯ୍ୟରେ, ଆପଣ ଦିଆଯାଇଥିବା କାର୍ଯ୍ୟକୁ ପୁରା କରିବେ । ପରିବାର ଜୀବନ ସୁଖି ଏବଂ ଶାନ୍ତିମୟ ରହିବ । ଆଜି ଆପଣଙ୍କର ସ୍ୱାସ୍ଥ୍ୟ ଠିକ୍‌ ରହିବ । ଆପଣଙ୍କ ମନର ହଠାତ୍‌ ପରିବର୍ତ୍ତନ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ । ଦିନର ଶେଷରେ ବନ୍ଧୁମାନଙ୍କ ସହ ବାହାରକୁ ଯିବା କିମ୍ବା ସିନେମା ଦେଖିଯିବା ହେଉଛି ଏକ ଉତ୍ତମ ଭାବନା । ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ରୋମାଞ୍ଚକର ଓ ମଧୁମୟ ହେବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆପଣ ଆଜି ଅତ୍ୟନ୍ତ ଭାବବିହ୍ୱଳ ହୋଇପାରନ୍ତି; ମାନସିକ ସନ୍ତୁଳନକୁ ବଜାୟ ରଖିବା ପାଇଁ ଚେଷ୍ଟା କରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅଧିକା ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ । ଛାତ୍ରମାନେ ସେମାନଙ୍କ ପାଠପଢାରେ ଅତି ଉତ୍ତମ ଫଳାଫଳ ନେଇ ବାହାରିବେ ଏବଂ ସେମାନଙ୍କ କ୍ୟାରିଅରରେ ଅତି ଉତ୍ତମ ପରିବର୍ତ୍ତନ ଆଣିବାରେ ସକ୍ଷମ ହେବେ । ଆପଣଙ୍କର ସୃଜନାତ୍ମକ କାର୍ଯ୍ୟକଳାପ ପ୍ରବାହିତ ହେବ ଏବଂ ଏହାକୁ ଆହୁରି ଭଲ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆପଣ ଘରେ ସୁଖ ଏବଂ ଶାନ୍ତି ବଜାୟ ରଖିବେ । ଘରର ପରିବେଶ ପରିସ୍ଥିତି ପ୍ରତିକୂଳ କୌଣସି କାମ ଆପଣ କରିବେ ନାହିଁ । ଆପଣଙ୍କ ମାଆଙ୍କ ଦେହ ଅସୁସ୍ଥ ହୋଇପାରେ । ଆପଣ ତାଙ୍କର ଯତ୍ନ ନେବା ପାଇଁ ପରାମର୍ଶ ଅଛି । ଆପଣଙ୍କର ଆର୍ଥିକ ଏବଂ ସାମାଜିକ ପରିସ୍ଥିତି ପ୍ରତିକୂଳ ଭାବରେ ପ୍ରଭାବ ପକାଇବ । ତେଣୁ ସତର୍କ ରୁହନ୍ତୁ । ଅନ୍ୟମାନଙ୍କ ବ୍ୟକ୍ତିଗତ କାର୍ଯ୍ୟକଳାପରେ ଅନାବଶ୍ୟକ ଭାବରେ ହସ୍ତକ୍ଷେପ କରନ୍ତୁନାହିଁ । ପୁଞ୍ଜି ଆଦାନ ପ୍ରଦାନରେ ସତର୍କତା ଅବଲମ୍ଵନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଅତ୍ୟଧିକ ଭାବପ୍ରବଣ ହୁଅନ୍ତୁ ନାହିଁ । ଜମିବାଡି ଓ ସମ୍ପତ୍ତି ସମ୍ପର୍କୀୟ କୌଣସି କାର୍ଯ୍ୟ ଆଜି ଆଦୌ କରନ୍ତୁ ନାହିଁ । ମାନସିକ ଦୁଃଶ୍ଚିନ୍ତା କାରଣରୁ ନିଜର ସ୍ୱାସ୍ଥ୍ୟପ୍ରତି ଯତ୍ନବାନ ହୁଅନ୍ତୁ । ଦୃଢ ମନୋଭାବ ପରିହାର କରି ନିଜକୁ ଟିକିଏ କୋହଳ କରିବାକୁ ଚେଷ୍ଟା କରନ୍ତୁ । ସନ୍ତାନ ଜନିତ ଘଟଣା ଆପଣଙ୍କ ମନକୁ ବିଚଳିତ କରିପାରେ । ସରକାରୀ କାର୍ଯ୍ୟରେ ଏବଂ ଉପରିସ୍ଥ ଗୁରୁଜନମାନଙ୍କ ସହିତ ବାର୍ତ୍ତାଳାପରେ ସନ୍ତୋଷଲାଭ କରିବେ । ଆଜି ଦିନରେ ଯାତ୍ରା ଶୁଭ ନୁହେଁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ସାବଧାନତାର ସହ ଏକ୍ସସରସାଇଜ୍‌ କରିବେ । ଆପଣଙ୍କର ରାଗ ମନୋଭାବ ଏବଂ ପ୍ରତିକୂଳ ଭାବନା ଦିନଟିକୁ କଠିନ କରିପାରେ । ସୁନିଶ୍ଚିତ ହୁଅନ୍ତୁ ଯେ ସେମାନେ ଆପଣଙ୍କର କିଛି କ୍ଷତି କରିବେ ନାହିଁ । ଆଜି ଯାହା ଖାଉଛନ୍ତି ସେଥିପ୍ରତି ସଜାଗ ରହିବେ । ଅସୁସ୍ଥକର ଖାଦ୍ୟ ଆପଣଙ୍କ ଶରୀରକୁ ଖରାପ କରିପାରେ । ଆପଣଙ୍କର ସୃଜନଶୀଳ କାର୍ଯ୍ୟକଳାପ ଆଡକୁ ଗତି ଆପଣଙ୍କ ନାମ ଏବଂ ଯଶ ବଢାଇବ । ଦିନଟିକୁ ଅଧିକରୁ ଅଧିକ ଖୁସିବାସିରେ ପରିପୂର୍ଣ୍ଣ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଙ୍କର ଅଟେ । ଆପଣଙ୍କ ପାରିବାରିକ ଜୀବନ ଅତ୍ୟନ୍ତ ସୁଖମୟ ହେବ । ମାତ୍ର ଆପଣ ନିଜର ଉତ୍ତେଜନା ଏବଂ ତିକ୍ତ ବାର୍ତ୍ତାଳପକୁ ନିଜର ଆୟତନରେ ନରଖିଲେ ଅପରାହ୍ନରେ ପାରିବାରିକ ଜୀବନରେ ଅଶାନ୍ତି ସୃଷ୍ଟି ହେବ । ତେଣୁ ପରିବାରର ସଦସ୍ୟଙ୍କ ସହ ଆଦୌ ଯୁକ୍ତିତର୍କ କରନ୍ତୁ ନାହିଁ । ଆଜି ଆପଣ ନୂତନ ଯୋଜନାର କାର୍ଯ୍ୟକାରୀ ଚାହୁଁଥିଲେ ତୁରନ୍ତ ଏହାର ଶୁଭାରମ୍ଭ କରନ୍ତୁ । ଆଜିର ଦିବସଟି ଏଥିପାଇଁ ସର୍ବୋତ୍କୃଷ୍ଟ ଅଟେ । ଜଗିରଖି ଖାଦ୍ୟ ଖାଆନ୍ତୁ, କାରଣ ରୋଗ ସଂକ୍ରମଣର ଆଶଙ୍କା ଅଛି । ଆପଣଙ୍କ ମନରୁ ଦୁଃଶ୍ଚିନ୍ତାକୁ ଦୂର କରନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.