ETV Bharat / bharat

ଜୁଲାଇ ୨୯ ସୋମବାର ରାଶିଫଳ: ସମସ୍ତ ସମସ୍ୟାରୁ ମୁକ୍ତି ପାଇବେ ଏହି ରାଶି, ଖୁସିରେ କଟିବ ଦିନ - DAILY ODIA HOROSCOPE OF 29 JULY

author img

By ETV Bharat Odisha Team

Published : Jul 29, 2024, 12:01 AM IST

Today Rashifal Horoscope 29 July: ଆଜି ଆପଣଙ୍କର ଦିନ କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (Getty)
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆପଣ ଆଜି ଦିନଟିକୁ ଉତ୍ସାହିତ ହୋଇ କାଟିପାରନ୍ତି । ଆପଣଙ୍କର ଶାରୀରିକ ଓ ମାନସିକ ସୁସ୍ଥତା ବଜାୟ ରହିବ । ପାରିବାରିକ ଜୀବନ ମଧୁମୟ ହେବ । ଆଜି ଆପଣ ନିଜର ବନ୍ଧୁ ଓ ପ୍ରିୟଜନଙ୍କୁ ଭେଟିବେ । ଅପରାହ୍ନରେ ଆପଣ ନିଜର ସ୍ୱାସ୍ଥ୍ୟରେ ସାମାନ୍ୟ ପରିବର୍ତ୍ତନ ଲକ୍ଷ୍ୟ କରିପାରନ୍ତି । ଅତ୍ୟଧିକ ଖାଆନ୍ତୁ ନାହିଁ । ନିଜ କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ । ନଚେତ୍‍ ଲୋକମାନଙ୍କ ନିକଟରେ ଅପଦସ୍ତ ହେବେ । ନିଜ ପେଷାରେ ଓ ସାମାଜିକ କ୍ଷେତ୍ରରେ ଅନୁକୂଳ ମତପୋଷଣ କଲେ ଆନନ୍ଦ ଉଲ୍ଲାସରେ ଦିନଟି କଟିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆପଣ ଆଜି ବିଚଳିତ ରହିବେ । ଆପଣ ଥଣ୍ଡା ଓ କାଶରେ ଆକ୍ରାନ୍ତ ହୋଇପାରନ୍ତି । ଧାର୍ମିକ କାର୍ଯ୍ୟପାଇଁ କିଛି ଅର୍ଥ ବ୍ୟୟ କରିପାରନ୍ତି । ପ୍ରିୟଜନଙ୍କ ଠାରୁ ଅଲଗା ହୋଇପାରନ୍ତି । ମାତ୍ର ଏହିସବୁ ସମସ୍ୟାରୁ ମୁକ୍ତ ହୋଇଯିବେ ଏବଂ ନିଜ କାର୍ଯ୍ୟରେ ଆଗେଇ ଯିବାପାଇଁ ଉତ୍ସାହିତ ହେବେ । ଅର୍ଥଲାଭ ଯୋଗ ରହିଛି । ନିଜର ବନ୍ଧୁ ଓ ସମ୍ପର୍କୀୟ ମାନଙ୍କ ସହ ସାକ୍ଷାତ ହୋଇପାରେ । ଶାରୀରିକ ଓ ମାନସିକ ସୁସ୍ଥତା ବଜାୟ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଆଜି ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ । କିଛି ନୂତନ ବନ୍ଧୁ ମଧ୍ୟ ସୃଷ୍ଟି ହୋଇପାରନ୍ତି, ଯେଉଁମାନେ କି ଆପଣଙ୍କୁ ଭବିଷ୍ୟତରେ ସାହାଯ୍ୟ କରିବେ । ଆଶାତୀତ ଭାବେ ଅର୍ଥଲାଭ ହେବ । ଯାତ୍ରାଯୋଗ ଅଛି । ସରକାରୀ ସାହାଯ୍ୟ ପ୍ରାପ୍ତ ହୋଇପାରେ । ମାତ୍ର ଅପରାହ୍ନରେ ନିଜକୁ ସତର୍କ ରଖିବେ । ଧାର୍ମିକ କାର୍ଯ୍ୟରେ ଅତ୍ୟଧିକ ଆସକ୍ତି ରଖିବା ଉଚିତ୍‍ ହେବନାହିଁ କାରଣ ଏହା ଆପଣଙ୍କୁ କିଛି ପରିମାଣରେ ଆଘାତ ଦେଇପାରେ । ଅନ୍ୟମାନଙ୍କ ବ୍ୟକ୍ତିଗତ କାର୍ଯ୍ୟକଳାପରେ ଅନାବଶ୍ୟକ ଭାବରେ ହସ୍ତକ୍ଷେପ କରନ୍ତୁନାହିଁ । ପୁଞ୍ଜି ଆଦାନ ପ୍ରଦାନରେ ସତର୍କତା ଅବଲମ୍ଵନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଆପଣ ନିଜ ବ୍ୟକ୍ତିଗତ ଓ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ବିଷୟରେ ଆଲୋଚନା କରିପାରନ୍ତି, ଯାହା ଫଳରେ ଆଜି ଦିନଟି ଖୁସିରେ କଟିପାରେ । ଅତ୍ୟଧିକ କାର୍ଯ୍ୟଭାର ଆପଣଙ୍କୁ କ୍ଲାନ୍ତି ଆଣିପାରେ, ମାତ୍ର ଅପରାହ୍ନରେ ଆପଣ ନିଜକୁ ହାଲକା ମନେକରିବେ । ଆଜି ବନ୍ଧୁମିଳନ ଘଟିପାରେ ଏବଂ ତାଙ୍କସହ ଯାତ୍ରାଯୋଗ ଅଛି । ସାମାଜିକ କାର୍ଯ୍ୟରେ ନିଜକୁ ବ୍ୟସ୍ତ ରଖିବେ । ଆର୍ଥିକ ଅବସ୍ଥା ସୁଧୁରିବ । ଶାରୀରିକ ସୁସ୍ଥ ରହିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଆଜି ଆପଣଙ୍କ ଶାରୀରିକ ଓ ମାନସିକ ଅସୁସ୍ଥତା ଯୋଗୁଁ କ୍ଲାନ୍ତ ଓ ବିଚଳିତ ହୋଇପାରନ୍ତି । ନିଜର କ୍ରୋଧାନ୍ୱିତ ମନକୁ ନିଜ ନିୟନ୍ତ୍ରଣରେ ନ ରଖିଲେ କଳହ ହୋଇପାରେ । ଲୋକଙ୍କ ସହିତ ଏପରି ଅପ୍ରତ୍ୟାଶିତ ଘଟଣା ସୁସ୍ଥ ବାତାବରଣକୁ ବିଷାକ୍ତ କରିପାରେ । ତେଣୁ ସତର୍କ ରୁହନ୍ତୁ । ମାତ୍ର ଅପରାହ୍ନରେ ଆପଣ ନିଜକୁ ଦୁଶ୍ଚିନ୍ତାରୁ ମୁକ୍ତି ପାଇପାରନ୍ତି ଏବଂ ଏହା ଆପଣଙ୍କୁ ନିଜ ପରିବାରର ପରିବେଶକୁ ଶାନ୍ତ ଓ ସତେଜ ରଖିବାରେ ସାହାଯ୍ୟ କରିବ । ଅଫିସ୍‍ର ଉପରିସ୍ଥ କର୍ମଚାରୀମାନଙ୍କ ସହ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆଜି ଆପଣ ଅତ୍ୟଧିକ ଚିନ୍ତାମଗ୍ନ ରହିବେ । ଆଧ୍ୟାତ୍ମିକ ଭାବନା ଆଡକୁ ଆକର୍ଷିତ ହୋଇପାରନ୍ତି । ନିଜର ବର୍ତ୍ତାଳାପରେ ସଞ୍ଜତ ହୁଅନ୍ତୁ । ଆପଣଙ୍କର ସାମାନ୍ୟ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ । ଅପରାହ୍ନରେ ଯାତ୍ରା ଯୋଗ ଅଛି ଏହି ଯାତ୍ରା କୌଣସି ନିର୍ଦ୍ଦିଷ୍ଟ ଉତ୍ସବ ପାଇଁ କିମ୍ଵା ତୀର୍ଥସ୍ଥାନକୁ ନ ହୋଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆଜି ଆପଣ ନିଜର ପେଷାରେ ଏବଂ ଅନ୍ୟ ଦିଗରୁ ଉଚ୍ଚ ପ୍ରଶଂସାର ପାତ୍ର ହେବେ । ପ୍ରିୟଜନଙ୍କ ଗହଣରେ ଆନନ୍ଦ ଉଲ୍ଳାସରେ ସମୟ କଟାଇବେ । ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ରୋମାଞ୍ଚକର ଓ ମଧୁମୟ ହେବ । ମଧ୍ୟାହ୍ନ ଭୋଜନ ପରେ ଆପଣ ନିଜର କଥାବାର୍ତ୍ତା ଓ ବ୍ୟବହାରକୁ ସଞ୍ଜତ କରନ୍ତୁ । ଯଦି ପାରନ୍ତି, ଯାତ୍ରା କରନ୍ତୁ ନାହିଁ । ନଚେତ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି । ଆଧ୍ୟାତ୍ମିକ କାର୍ଯ୍ୟ ସମ୍ପାଦନ କରିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆଜି ଆପଣ ବିଭିନ୍ନ କାର୍ଯ୍ୟକଳାପରେ ନିଜକୁ ବ୍ୟସ୍ତ ରଖିବେ । ଦିନସାରା ଆପଣ ହସଖୁସିରେ ଦିନ କାଟିବେ । ନିଜର ଅଫିସ୍‍ କାର୍ଯ୍ୟରେ ନିଜକୁ ବ୍ୟସ୍ତ ରଖିବେ । କର୍ମକ୍ଷେତ୍ରରେ ଉପକୃତ ହେବେ । ବହୁ ଲୋକଙ୍କ ସଙ୍ଗେସଙ୍ଗେ ମିଶିବା ହେତୁ ଆପଣଙ୍କ କିଛି ଅଧିକ ଜ୍ଞାନ ଆହରଣ କରିପାରିବେ ଏବଂ ଭାବର ଆଦାନ ପ୍ରଦାନ ମଧ୍ୟ ହୋଇପାରିବ । ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ । ସାମାଜିକ କାର୍ଯ୍ୟରେ ପ୍ରଶଂସା ଭାଜନ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ସକାଳେ ଆପଣ ଶିଥିଳ ଅନୁଭବ କରିପାରନ୍ତି । କାମ କରିବା ବେଳେ ଆଜି ଆପଣ ଏପଟ ସେପଟ ହୋଇପାରନ୍ତି । ଆପଣ ଯେତେ ପରିମାଣରେ କଷ୍ଟକରି କାର୍ଯ୍ୟ କରିବେ, ତାହା ତୁଳନାରେ ସନ୍ତୋଷଜନକ ଫଳ ମିଳିବ ନାହିଁ । ମାତ୍ର ମଧ୍ୟାହ୍ନ ପରେ ଶାରୀରିକ ଓ ମାନସିକ ଶାନ୍ତି ପାଇପାରନ୍ତି । ନିଜ ପରିବାରର ସଦସ୍ୟ ତଥା ବନ୍ଧୁମାନଙ୍କ ଗହଣରେ ହସ ଖୁସିରେ ଦିନଟିକୁ କାଟିପାରନ୍ତି । ଆପଣ ନିଜକୁ ଆଧ୍ୟାତ୍ମିକ ଏବଂ ବଦାନ୍ୟତା ପୂର୍ଣ୍ଣ କାମରେ ନିଜକୁ ନିୟୋଜିତ କରିପାରନ୍ତି । ଆର୍ଥିକ ଦୃଷ୍ଟିରୁ ଲାଭଭାନ ହେବାର ଯୋଗ ରହିଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଅତ୍ୟଧିକ ଭାବପ୍ରବଣ ହୁଅନ୍ତୁ ନାହିଁ । ଜମିବାଡି ଓ ସମ୍ପତ୍ତି ସମ୍ପର୍କୀୟ କୌଣସି କାର୍ଯ୍ୟ ଆଜି ଆଦୌ କରନ୍ତୁ ନାହିଁ । ମାନସିକ ଦୁଃଶ୍ଚିନ୍ତା କାରଣରୁ ନିଜର ସ୍ୱାସ୍ଥ୍ୟପ୍ରତି ଯତ୍ନବାନ ହୁଅନ୍ତୁ । ଦୃଢ ମନୋଭାବ ପରିହାର କରି ନିଜକୁ ଟିକିଏ କୋହଳ କରିବାକୁ ଚେଷ୍ଟା କରନ୍ତୁ । ସନ୍ତାନ ଜନିତ ଘଟଣା ଆପଣଙ୍କ ମନକୁ ବିଚଳିତ କରିପାରେ । ସରକାରୀ କାର୍ଯ୍ୟରେ ଏବଂ ଉପରିସ୍ଥ ଗୁରୁଜନ ମାନଙ୍କ ସହିତ ବାର୍ତ୍ତାଳାପରେ ସନ୍ତୋଷଲାଭ କରିବେ । ଆଜି ଦିନରେ ଯାତ୍ରା ଶୁଭ ନୁହେଁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ଆପଣ ନୂଆ ସମ୍ପତ୍ତି ହସ୍ତାନ୍ତରକରଣ ପ୍ରକ୍ରିୟା ପାଇଁ ପ୍ରବର୍ତ୍ତିତ ହୋଇପାରନ୍ତି । ମାତ୍ର ଯେହେତୁ ଆପଣଙ୍କ ଚିନ୍ତାଧାରା ସାଙ୍ଗେସାଙ୍ଗେ ବଦଳିଯାଏ, ତେଣୁ ଗୁରୁତ୍ୱପୂର୍ଣ୍ଣ ଘଟଣା ବା ସମସ୍ୟାର ସିଦ୍ଧାନ୍ତ ନେବାବେଳେ ତରବର ହୁଅନ୍ତୁ ନାହିଁ । ଆଜି ଦିନଟି ଲେଖକମାନଙ୍କ ନିମନ୍ତେ ଅନୁକୂଳ ଅଟେ । ମାତ୍ର ଅପରାହ୍ନରେ କିମ୍ଵା ସନ୍ଧ୍ୟାରେ ଘଟଣାର ପକ୍ଷ ପରିବର୍ତ୍ତନ ହେବାର ଆଶା ରହିଛି । ଆର୍ଥିକ ସମସ୍ୟାରେ ପ୍ରତିବନ୍ଧକ ଆସିପାରେ । କେହି ଜଣେ ବ୍ୟକ୍ତି କଥାରେ ବା ବ୍ୟବାହାରରେ ଆପଣଙ୍କ ମନରେ ଦୁଃଖ ଦେଇପାରେ । ସମ୍ପତ୍ତି ସଂପର୍କୀୟ କୌଣସି କାର୍ଯ୍ୟରୁ ନିବୃତ୍ତ ରୁହନ୍ତୁ । ଆଧ୍ୟାମିକ ଭାବରେ ଉଦ୍‍ବୁଦ୍ଧ ହେଲେ ମନର ଯାବତୀୟ ଉତ୍କଣ୍ଠା ଦୂର ହୋଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆପଣଙ୍କ ନକ୍ଷତ୍ରଗୁଡ଼ିକ ଯେତିକି ସକ୍ରିୟ ରହିବା ଉଚିତ ସେତିକି ନାହାଁନ୍ତି । ଅତ୍ୟଧିକ ଅର୍ଥବ୍ୟୟ ଆପଣଙ୍କୁ ବିରକ୍ତ କରିପାରେ, ତେଣୁ ଆପଣଙ୍କ ସଞ୍ଚୟ ଉପରେ ସତର୍କ ଦୃଷ୍ଟି ରଖନ୍ତୁ । ପରିସ୍ଥିତି ଦେଖି କଥାବାର୍ତ୍ତା କରନ୍ତୁ ଅନ୍ୟଥା ଅସ୍ୱାଭାବିକ ପରିସ୍ଥିତି ସୃଷ୍ଟି ହୋଇପାରେ । କର୍ମସ୍ଥଳରେ ସହକର୍ମୀଙ୍କ ସହ ତୀବ୍ର ପ୍ରତିଯୋଗିତାର ସମ୍ମୁଖୀନ ହୋଇପାରନ୍ତି । ଆପଣଙ୍କ ସନ୍ଦେହୀ ମନ ଆପଣଙ୍କୁ ଦ୍ୱନ୍ଦ୍ୱରେ ପକାଇପାରେ; ଆଜି ଆପଣଙ୍କ ନିଷ୍ପତ୍ତି ନେବାର କ୍ଷମତା ଭଲ ହୋଇ ନ ପାରେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.