ETV Bharat / bharat

ଜୁନ 30 ରବିବାର ରାଶିଫଳ: ଏହି ରାଶିର ବ୍ୟକ୍ତିଙ୍କ ବଢିବ ଖର୍ଚ୍ଚ, ଏମାନେ ହେବେ ମାଲାମାଲ - Horoscope Of 30 June

author img

By ETV Bharat Odisha Team

Published : Jun 30, 2024, 12:00 AM IST

Today Rashiphala Horoscope 30 June Sunday: ଆଜି ଆପଣଙ୍କ ଦିନ କେମିତି କଟିବ ? କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା ? କେଉଁ ରାଶିର ବ୍ୟକ୍ତଙ୍କ ଭାଗ୍ୟରେ ରହିଛି ଧନ ଯୋଗ । କେଉଁମାନେ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଦରକାର ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: କମ୍‌ ସମୟ ମଧ୍ୟରେ ଅଧିକ ଲାଭ ପାଇବେ । ମାତ୍ର ଅତ୍ୟଧିକ ଲୋଭ କରନ୍ତୁ ନାହିଁ । ଆଜି ସମସ୍ତ ପ୍ରକାର ଆଇନଗତ କାର୍ଯ୍ୟକଳାପରୁ ଦୁରେଇ ରୁହନ୍ତୁ । ଆର୍ଥିକ କାରବାର କରିବା ବେଳେ ସାବଧାନତା ଅବଲମ୍ବନ କରିବେ । ଆଜି ଆପଣଙ୍କର ଏକାଗ୍ରତାରେ ହାନି ହୋଇପାରେ । ଫଳରେ ଆପଣ ଆପଣଙ୍କ କାର୍ଯ୍ୟରେ ଅତି ଉତ୍ତମ ପ୍ରଦର୍ଶନ କରିପାରିବାରେ ସକ୍ଷମ ହୋଇ ନପାରନ୍ତି । ନିଜ ପ୍ରତି କଠୋର ଓ ଅନ୍ୟ ପ୍ରତି କୋମଳ ମନୋଭାବର ହେବେ । ଧ୍ୟାନ ସହକାରେ କାର୍ଯ୍ୟ କଲେ ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରେ । ପିଲାମାନଙ୍କ ସ୍ବାସ୍ଥ୍ୟକୁ ନେଇ ସାମାନ୍ୟ ଚିନ୍ତିତ ରହିପାରନ୍ତି । ପରିବାର ଲୋକଙ୍କ ସହ ସହନଶୀଳ ବ୍ୟବହାର କରନ୍ତୁ । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ସେତେ ଭଲ ନ ରହିଲେ ବି ନିଜର ଇଚ୍ଛାଶକ୍ତି ବଳରେ କଠିନକୁ ବି ସରଳ କରିପାରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆଜି ଆପଣଙ୍କୁ ଦୁଇ ପ୍ରକାରର ସ୍ଥିତିର ସମ୍ମୁଖୀନ ହେବାକୁ ପଡିପାରେ । ଦିନ ପ୍ରଥମାର୍ଦ୍ଧରେ ଆପଣ ସାମାଜିକ କାର୍ଯ୍ୟରେ ନିଜକୁ ବ୍ୟସ୍ତ ରଖିବେ । ବ୍ୟବସାୟ ବନ୍ଧନରେ ବାନ୍ଧି ହୋଇପାରନ୍ତି । ବନ୍ଧୁ ଓ ପରିବାର ସଦସ୍ୟଙ୍କ ସହ ବଣଭୋଜି କରିବାକୁ ଯାଇ ମୌଜ ମଜଲିସରେ ସମୟ କାଟିପାରନ୍ତି । ବିଶେଷତଃ ପିଲାମାନଙ୍କ ସହ ମିଶି ଆପଣ ଅଧିକ ଉତ୍‍ଫୁଲ୍ଳିତ ରହିବେ । ଦିବସର ଦ୍ବିତୀୟାର୍ଦ୍ଧରେ ଗ୍ରହମାନଙ୍କ କୁପ୍ରଭାବରେ ଆପଣଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ । ଆପଣ ନିଜକୁ ଦୁର୍ବଳ ଓ ଶିଥିଳ ଅନୁଭବ କରିବେ । ଉତ୍କଣ୍ଠା ବୃଦ୍ଧି ପାଇପାରେ । ପରିବାରର ସଦସ୍ୟଙ୍କ ସହ ମନୋମାଳିନ୍ୟ ପରିବାରର ବାତାବରଣକୁ ନଷ୍ଟ କରିପାରେ । ଏହି ପରିସ୍ଥିତିରୁ ନିଜକୁ ରକ୍ଷା କରିବା ପାଇଁ ଏବଂ ଶାନ୍ତ ବାତାବରଣକୁ ପୁନର୍ବାର ଫେରାଇ ଆଣିବାକୁ ଆପଣ ନିଜର କ୍ରୋଧରେ ସଞ୍ଜମତା ରଖନ୍ତୁ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇପାରେ । କୌଣସି ପ୍ରକାରର ବଡ଼ କାର୍ଯ୍ୟ କରୁଥିଲେ ସତର୍କ ରୁହନ୍ତୁ । ବିଦ୍ୟାର୍ଥୀଙ୍କ ପାଇଁ ଆଜିର ଦୁନଟି ମିଶ୍ରିତ ଫଳ ରହିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଆଜି ଦିନଟି ଅତି ଆନନ୍ଦ ଉଲ୍ଲାସରେ କଟିବ । କାର୍ଯ୍ୟସ୍ଥଳରେ ସିନିଅର୍‌ମାନେ ଆପଣଙ୍କ ଉପରେ ଖୁସି ହୋଇପାରନ୍ତି । ଏହା ପରିବେଶକୁ ଆପଣଙ୍କ ପାଇଁ କାର୍ଯ୍ୟ ଅନୁକୂଳ କରିପାରେ । ଏହି ସମୟରେ ବ୍ୟବସାୟରେ ଥିବା ବ୍ୟକ୍ତିମାନଙ୍କ ପାଇଁ କେବଳ ଯେ ଲାଭ ବଢିବ ତାହା ନୁହେଁ ଏହା ଆପଣଙ୍କର ବାକି ପଡିଥିବା ଟଙ୍କାକୁ ଫେରି ପାଇବେ । କର୍ମଚଞ୍ଚଳ ରହିବେ । କାର୍ଯ୍ୟେର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ମଧୁର କଥାରେ ପରକୁ ଆପଣାର କରିବେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ପୂର୍ବ ପ୍ରସ୍ତୁତି ଅନୁଯାୟୀ ବିଭିନ୍ନ ସ୍ତରରୁ ଅର୍ଥାଗମ ହୋଇ ଆର୍ଥିକ ସ୍ଥିତିକୁ ଦୃଢ଼ ହେବ । ବିଦ୍ୟାର୍ଥୀଙ୍କ ପାଇଁ ଆଜିର ଦିନଟି ଭଲରେ କଟିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଦିନର ପ୍ରଥମାର୍ଦ୍ଧରେ ଆପଣ ଅଧିକ ଚିନ୍ତାରେ ରହିପାରନ୍ତି । ଆପଣ କାର୍ଯ୍ୟ କ୍ଷେତ୍ରରେ ଅସ୍ଥାୟୀ ଭାବରେ ଅସୁବିଧାରେ ପଡି ପାରନ୍ତି । ଏହା ଆପଣଙ୍କୁ ବିରକ୍ତିକର କରିପାରେ । କାହାରି ସହିତ ବିଶେଷ କରି ଆପଣଙ୍କ ସିନିଅର୍‌ଙ୍କ ସହ କାର୍ଯ୍ୟ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିବରଣୀ ଦେଇ କଥାବାର୍ତ୍ତା କରନ୍ତୁ ନାହିଁ । ଆପଣ ପେଶାଗତ ସଂପର୍କ ହରାଇ ପାରନ୍ତି । ଅବଶ୍ୟ ଦିନର ଶେଷ ଆଡକୁ ଏହି ପରିସ୍ଥିତି ବଦଳିଯାଇପାରେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି କିଛି ସମୟ ପରେ ସୁଧାର ଆସିବ । ସ୍ବାସ୍ଥ୍ୟ ରକ୍ଷା ପ୍ରତି ଅଧିକ ଧ୍ୟାନ ଦେବେ । ଖର୍ଚ୍ଚ କରିବା ସମୟରେ ଦେଖିଚାହିଁ ଖର୍ଚ୍ଚ କରନ୍ତୁ । ଆଜି ଖାଦ୍ୟ ଜନିତ ସ୍ବାସ୍ଥ୍ୟ ସମସ୍ୟା ଦେଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଆଜି ଦିନଟି ଦୁଃଖମୟ ରହିବ । ଆପଣଙ୍କ ଶରୀର, ରାଗ ଏବଂ କଥା ପ୍ରତି ଯତ୍ନବାନ ହୁଅନ୍ତୁ । ପରିବାର ଭିତରେ ଦ୍ବନ୍ଦର ଆଶଙ୍କା ଅଛି । ତେଣୁ ପରିସ୍ଥିତିକୁ ବିଜ୍ଞତାର ସହିତ ଶାନ୍ତ ରହି ହ୍ୟାଣ୍ଡେଲ୍‌ କରନ୍ତୁ । ଯଦି ସମ୍ଭବ, ବେଆଇନ୍‌ କାର୍ଯ୍ୟକଳାପ କିମ୍ବା ଅନୈତିକ କାର୍ଯ୍ୟ ଠାରୁ ଦୂରେଇ ରୁହନ୍ତୁ । ଯାହାକି ଆପଣଙ୍କୁ ହଇରାଣରେ ପକାଇଦେଇପାରେ । ଆପଣଙ୍କ ସହ କଥାବାର୍ତ୍ତା ଏକ ଗଭୀର ଯୁକ୍ତିତର୍କ ଆଡକୁ ବାଟ ଦେଖେଇଥାଏ । ଦାମ୍ପତ୍ୟ ଜୀବନରେ କଳହ ଦେଖାଦେଇପାରେ । ପରିବାର ଜନଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ । ପରିବାର ଲୋକଙ୍କ ସହ ମନୋମାଳିନ୍ୟ ହୋଇପାରେ । ବିଦ୍ୟାର୍ଥୀ ପାଠପଢାରେ ଅନାଗ୍ରହ ପ୍ରକାଶ କରିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆପଣ ନିଜକୁ କଳା ଜଗତରେ ସକ୍ରିୟ ଭାବରେ ବ୍ୟସ୍ତ ରଖିବେ ଏବଂ ସାମାଜିକ ଜୀବନରେ ବହୁ ଅନୁଷ୍ଠାନ ସହିତ ଜଡିତ ରହି ସମୟ କାଟିବେ । ଏହାଦ୍ବାରା ଆପଣଙ୍କ ସମ୍ମାନ ବୃଦ୍ଧି ପାଇବା ସହିତ ଯଶ ବୃଦ୍ଧି ଘଟିବ । ଆପଣଙ୍କ ବୃତ୍ତିରେ ଆପଣଙ୍କ ଅଂଶୀଦାର ବ୍ୟବସାୟୀମାନେ ଆପଣଙ୍କ ଆଡକୁ ସହଯୋଗର ହାତ ବଢାଇବେ ଏବଂ ଆପଣ ଅର୍ଥଲାଭ କରିବେ । ଆଜି ଆପଣ ଦିନର ଅଧିକାଂଶ ସମୟ ମନୋରଞ୍ଜନ ଓ ଆମୋଦ ପ୍ରମୋଦରେ କାଟିପାରନ୍ତି । ମଧ୍ୟାହ୍ନ ପରେ ଆପଣଙ୍କର ସ୍ବାସ୍ଥ୍ୟରେ ଅବନତି ମଧ୍ୟ ଘଟିପାରେ, ତେଣୁ ଶରୀର ପ୍ରତି ଯତ୍ନବାନ ହୁଅନ୍ତୁ । ଧ୍ୟାନ, ପ୍ରାର୍ଥନା ଓ ଯୋଗ କଲେ ମାନସିକ ଶାନ୍ତି ପାଇବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆଜି ଦିନଟି ଶୁଭଫଳ ପ୍ରଦାନ କରିବ । ଆପଣ ନିଜର ଆତ୍ମବିଶ୍ବାସ ଓ ଦୃଢ ମନୋବଳ ଯୋଗୁଁ ସବୁକାର୍ଯ୍ୟରେ ସଫଳତା ଅର୍ଜନ କରିବେ । ମାତ୍ର ଆପଣ ଅତ୍ୟଧିକ ଖୁସି ହୁଅନ୍ତୁ ନାହିଁ | କାରଣ ଏହା ଆପଣଙ୍କ ପାଇଁ ହାନିକାରକ ହୋଇପାରେ । ପାରିବାରିକ ପରିବେଶ ଶାନ୍ତ ଓ ପ୍ରୀତିଦାୟକ ହୋଇପାରେ, ମାତ୍ର ଆପଣ ନିଜର ଉତ୍ତେଜନା ଓ ବାର୍ତ୍ତାଳାପର ଶୈଳୀକୁ ଆୟତ୍ତ ରଖିବାକୁ ଚେଷ୍ଟା କରନ୍ତୁ । ଆଜି ଦିନଟି ଶିଳ୍ପୀମାନଙ୍କ ପାଇଁ ସର୍ବୋତ୍କୃଷ୍ଟ ଦିନ । ସେମାନେ ନିଜର ଆକର୍ଷଣୀୟ କଳାକୃତ୍ତିକୁ ଦର୍ଶକଙ୍କ ନିକଟରେ ପ୍ରଦର୍ଶନ କରି ନିଜକୁ ଗୌରବନ୍ବିତ ମନେ କରିପାରନ୍ତି । ବନ୍ଧୁମାନଙ୍କ ଗହଣରେ ଆପଣ ଦିନଟିକୁ ଆମୋଦ ପ୍ରମୋଦରେ ସମୟ କାଟିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ଉଚ୍ଚ ଶିକ୍ଷାରେ ମନ ନିବେଶ କରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଙ୍କର ଅଟେ । କର୍ମକ୍ଷେତ୍ର ଉଜ୍ଜ୍ବଳମୟ ହେବ । ଆପଣ ସାହିତ୍ୟ ପ୍ରତି ଆକୃଷ୍ଟ ହୋଇ ଦିନଟିର ଅଧିକାଂଶ ସମୟ ପ୍ରୁସ୍ତକ ପଢ଼ିବାରେ କଟାଇବେ । ଯେଉଁ ବିଦ୍ୟାର୍ଥୀମାନେ ଶିକ୍ଷା ଜଗତରୁ ବିଦାୟ ନେଇସାରିଛନ୍ତି, ସେହିମାନଙ୍କ ପାଇଁ ଏହା ଶୁଭ ସଂକେତ ଅଟେ । ଗ୍ରହମାନଙ୍କ ଶୁଭ ଦୃଷ୍ଟିରୁ ପୁଞ୍ଜି ଲଗାଣକାରୀମାନେ ଆଜି ଯାହାକୁ ସ୍ପର୍ଶ କରିବେ, ତାହା ସ୍ୱର୍ଣ୍ଣରେ ପରିଣତ ହୋଇପାରେ । ଦିନ ତମାମ ଆପଣ ନିଜର ଆତ୍ମବିଶ୍ବାସ ଓ ଦୃଢ ମନୋବଳ ଥିବାରୁ ଯେ କୌଣସି କାର୍ଯ୍ୟକୁ ବିନା ପ୍ରତିବନ୍ଧକରେ ସମ୍ପୂର୍ଣ୍ଣ କରିପାରନ୍ତି । ଶାରୀରିକ ସୁସ୍ଥତା ବଜାୟ ରହିବ । ଆଚରଣ ଓ ଉଚ୍ଚାରଣର ଶୁଦ୍ଧତା ଆପଣଙ୍କୁ ମହାନ୍‌ କରିବ । ଆଜି ଆପଣ ଧୈର୍ଯ୍ୟଧରି ଶୁଭ ସମୟକୁ ଅପେକ୍ଷା କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଆପଣଙ୍କୁ ଜାଗ୍ରତ ପ୍ରହରୀ ରୂପେ କାର୍ଯ୍ୟ କରିବାକୁ ପଡିବ । ଆପଣଙ୍କ ମାଆଙ୍କର ଶାରୀରିକ ଅସୁସ୍ଥତା, ପରିବାରରେ ଅଶାନ୍ତ ପରିବେଶ ଆପଣଙ୍କ ମନକୁ ଭାରାକ୍ରାନ୍ତ କରିପାରେ । ତେଣୁ ଧୈର୍ଯଧରି ଶୁଭ ସମୟକୁ ଅପେକ୍ଷା କରନ୍ତୁ । ନଚେତ୍‍ ଏହାର କୁପ୍ରଭାବ ଆପଣଙ୍କ ମନ ଓ ଶରୀରକୁ ଅସୁସ୍ଥ କରିପାରେ । ଆର୍ଥିକ କ୍ଷତି ସହିବାକୁ ପଡିପାରେ । ମଧ୍ୟାହ୍ନ ପରେ ପରିସ୍ଥିତି ଶାନ୍ତ ହୋଇପାରେ ଏବଂ ମାନସିକ ଦୁଃଶ୍ଚିନ୍ତାରୁ ଆପଣ ମୁକ୍ତି ହୋଇପାରନ୍ତି । ଆପଣ ନିଜକୁ ସୃଜନଶୀଳ କାର୍ଯ୍ୟରେ ଲିପ୍ତ ରହିବାକୁ ଆଗ୍ରହୀ ହୋଇପାରନ୍ତି । ଆପଣଙ୍କ ଶାରୀରିକ ସୁସ୍ଥତା ବଜାୟ ରହିବ । ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଫଳଦାୟକ ରହିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଦିନର ପ୍ରଥମାର୍ଦ୍ଧରେ ଖୁସିର ଲହର ଖେଳିବା ବେଳେ ଦ୍ବିତୀୟାର୍ଦ୍ଧରେ କିଛି ସମସ୍ୟା ଘଟିପାରେ । ପରିବାରର ପରିବେଶ ଶାନ୍ତ ଓ ପ୍ରୀତିପଦ ଥିବାରୁ ଆପଣ ଥଟ୍ଟା ତମସା ଓ ମୌଜ ମଜଲିସରେ ସେମାନଙ୍କର ସହ ସମୟ କାଟିବାକୁ ଚେଷ୍ଟା କରିବେ । ସାମାଜିକ କ୍ଷେତ୍ରରେ ବନ୍ଧୁବାନ୍ଧବଙ୍କ ସହ ଆତ୍ମୀୟତା ବୃଦ୍ଧି ପାଇବ । ବ୍ୟକ୍ତିଗତ ଜୀବନରେ ଆପଣଙ୍କ ଦକ୍ଷତା ଓ କର୍ମ କୁଶଳତା ପ୍ରଦର୍ଶିତ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବେ ଏବଂ ପ୍ରତିଦ୍ୱନ୍ଦୀଙ୍କୁ ପରାଜିତ କରିବେ । ମାତ୍ର ଅପରାହ୍ନରେ ପରିସ୍ଥିତିର ପରିବର୍ତ୍ତନ ଘଟିପାରେ । ଏକ ଦୁର୍ଘଟଣା ଘଟି ଜଣେ ପ୍ରିୟଜନ ଆଘାତ ହୋଇପାରନ୍ତି । ମାତ୍ର ନିଜର ସାହସୀ ମନକୁ ଦୁର୍ବଳ ହେବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ମାଆଙ୍କର ଶାରୀରିକ ଅସୁସ୍ଥତା ଯୋଗୁଁ ଆପଣ ଚିନ୍ତାଗ୍ରସ୍ତ ରହିବେ । ସମ୍ପତ୍ତି ସମ୍ପର୍କିତ ଘଟଣାରେ ଆପଣ ସତର୍କତା ଅବଲମ୍ଵନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ଦିନଟି ଆପଣଙ୍କ ପାଇଁ କଷ୍ଟଦାୟକ ହୋଇପାରେ । ଆଜି ଆପଣ ନିଜର ଉତ୍ତେଜିତ ମନକୁ ନିୟନ୍ତ୍ରଣ ନକଲେ ଆପଣଙ୍କୁ ନିଜ ଗୃହରେ ଏବଂ ଅଫିସରେ ଏହାର ପ୍ରଭାବ ଅନୁଭୂତ ହେବ । ବାର୍ତ୍ତାଳାପ କରିବା ପୂର୍ବରୁ ନିଜକୁ ସମୀକ୍ଷା କରନ୍ତୁ, କାରଣ କୌଣସି ଅପ୍ରିତିକର ପରିସ୍ଥିତିକୁ ନିଜର ମଧୁର ବଚନରେ ସମାଧାନ କରିପାରିବେ । ଦିନପ ଅଶାନ୍ତ ପ୍ରବାହ ଆପଣଙ୍କ ମନକୁ ଭାରାକ୍ରାନ୍ତ କରିପାରେ । ଅପରାହ୍ନରେ ଅବସ୍ଥାରେ ପରିବର୍ତ୍ତନ ଘଟିପାରେ । ଗୃହରେ ଶାନ୍ତ ପରିବେଶ ଜାରି ରହିବ ଏବଂ ବନ୍ଧୁତ୍ବପୂର୍ଣ୍ଣ ବାତାବରଣ ସୃଷ୍ଟି ହେବ । ବୃତ୍ତିଗତ ଜୀବନରେ ସଫଳତାର ସହ ଆପଣ ନିଜ ଉପରେ ନିତ୍ୟ କର୍ମକୁ ସମ୍ପୂର୍ଣ୍ଣ କରି ଆତ୍ମସନ୍ତୋଷ ଲାଭ କରିବେ । ବିଦ୍ୟାର୍ଥୀଙ୍କ ପାଇଁ ଆଜିର ଦିନ ଭଲରେ କଟିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜି ଆପଣଙ୍କର ଅନୁକୂଳ ବାତାବରଣ ଦେଖାଦେବ । ତେଣୁ ଆପଣ ଅତ୍ୟନ୍ତ ଆନନ୍ଦ ଏବଂ ଆଗ୍ରହୀ ଅନୁଭବ କରିବେ । ଏହା ହେଉଛି ନୂତନ କାର୍ଯ୍ୟ ଆରମ୍ଭ କରିବାର ଉପଯୁକ୍ତ ମନୋଭାବ ଏବଂ ସମୟ । ଘରେ ଆପଣ ଆପଣଙ୍କ ନିଜ ଲୋକମାନଙ୍କ ସହ ଭଲ ଭାବରେ ସମୟ ବିତାଇବେ । ଆଉ ମଧ୍ୟ ଆପଣ ମନର ଶାନ୍ତି ପାଇଁ କିଛି ଧର୍ମାର୍ଥ କାର୍ଯ୍ୟ କରିପାରନ୍ତି କିନ୍ତୁ ଧ୍ୟାନ ରଖନ୍ତୁ ଆପଣଙ୍କ ଖର୍ଚ୍ଚ ଯେପରି ଅତ୍ୟଧିକ ହୋଇ ନଯାଏ । ସ୍ବାଭିମାନୀ ଓ ପ୍ରୟାସୀ ହୋଇପାରନ୍ତି । ଆଜି ଦାମ୍ପତ୍ୟ ଜୀବନ ହସ ଖୁସିରେ ଅତିବାହିତ ହେବ । ଘରକୁ ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.