ETV Bharat / bharat

ଜୁଲାଇ ୫ ଶୁକ୍ରବାର ରାଶିଫଳ: ଏହି ରାଶି ବ୍ୟକ୍ତିଙ୍କ ବଦଳିପାରେ ଭାଗ୍ୟ, ହୋଇପାରେ ଅର୍ଥ ଲାଭ - DAILY HOROSCOPE OF 5 JULY

author img

By ETV Bharat Odisha Team

Published : Jul 5, 2024, 12:00 AM IST

Today Rashiphala Horoscope 5 July: ଆଜିର ଦିନ ଆପଣଙ୍କର କେମିତି କଟିବ ? କର୍ମ ବା ବ୍ୟବସାୟ କ୍ଷେତ୍ରରେ କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜି ଦିନଟି ଆପଣଙ୍କ ଉପରେ ମଧ୍ୟମ ପ୍ରଭାବ ପକାଇପାରେ । ଆଜି ଆପଣ ଯୋଜନା କରିଥିବା କାର୍ଯ୍ୟରୁ ଶୁଭାରମ୍ଭ କରିବାର ଏକ ଶୁଭ ଦିବସ ଅଟେ । ନୂଆ କାର୍ଯ୍ୟ ମଧ୍ୟ ହାତକୁ ନେଇପାରନ୍ତି । ମାତ୍ର ତରବରିଆ ଭାବେ ଏପରି କୌଣସି ସିଦ୍ଧାନ୍ତ ନେବା ପାଇଁ ତରବର ହୁଅନ୍ତୁ ନାହିଁ । ଅଫିସରେ ଆପଣ ଅତ୍ୟନ୍ତ କଷ୍ଟକର ପ୍ରତିଯୋଗିତାର ସମ୍ମୁଖୀନ ହୋଇପାରନ୍ତି । ତଥାପି ଆପଣ ବ୍ୟସ୍ତ ନ ହୋଇ ନିଜର କାର୍ଯ୍ୟଦକ୍ଷତା ପ୍ରତିପାଦନ କରିବେ । ମହିଳାମାନେ ନିଜର ଆକ୍ରମଣଶୀଳ ମନୋଭାବ ଓ କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । ଅତିଶୀଘ୍ର ଯାତ୍ରା କରିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଆଦୌ ଶୁଭ ନୁହେଁ । ଆପଣ ନିଜର ସିଦ୍ଧାନ୍ତ ନେବାରେ ଏପଟ ସେପଟ ହେଲେ ଆପଣ ବହୁ ସୁଯୋଗକୁ ହାତଛଡା କରିପାରନ୍ତି । ମାତ୍ର ହତାଶ ନ ହୋଇ ବାଟ ଖୋଜନ୍ତୁ । ଆଜି କୌଣସି ନୂଆ ଯୋଜନା ବା ଚୁକ୍ତିପତ୍ର କରିବା ଉଚିତ ନୁହେଁ । ସହକର୍ମୀ, ବନ୍ଧୁ ଓ ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବାକୁ ଚେଷ୍ଟା କରନ୍ତୁ । ନିଜର କ୍ରୋଧଶୀଳ ପ୍ରକୃତିକୁ ବଦଳାନ୍ତୁ । ଭାଇ ଭଉଣୀଙ୍କ ସମ୍ପର୍କ ଭଲ ରହିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ବନ୍ଧୁ ଓ ପ୍ରିୟଜନଙ୍କ ସହ ସାମାଜିକ ଜୀବନରେ ମଉଜ ମଜଲିସରେ ସମୟ ବିତାଇବା ପାଇଁ ଆଜି ଦିନଟି ସର୍ବୋକୃଷ୍ଟ ଅଟେ । ଆପଣ ବନ୍ଧୁ ମାନଙ୍କୁ ରାତ୍ରି ଭୋଜନ ପାଇଁ ଆମନ୍ତ୍ରଣ କରିପାରନ୍ତି କିମ୍ୱା ବାହାରକୁ ଭ୍ରମଣରେ ଯାଇପାରନ୍ତି । ଅର୍ଥ ଲାଭ ହୋଇପାରେ । ମାତ୍ର ଖର୍ଚ୍ଚର ମାତ୍ରାକୁ ସୀମା ଭିତରେ ରଖି ଅଯଥା ଖର୍ଚ୍ଚରୁ ନିବୃତ ହୁଅନ୍ତୁ । ମୂଲ୍ୟହୀନ ଚିନ୍ତାଧାରାକୁ ମୁଣ୍ଡରେ ପୁରାଇ ଦିନଟିକୁ ନଷ୍ଟ କରିବାକୁ ଦିଅନ୍ତୁ ନାହିଁ । ବନ୍ଧୁ ଓ ପ୍ରିୟଜନଙ୍କ ଠାରୁ ଉପହାରର ସୁଅ ଛୁଟିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଗ୍ରହ ମାନଙ୍କ ପ୍ରଭାବରୁ ଆପଣ ସବୁବେଳେ ଚିନ୍ତାଗ୍ରସ୍ତ ରହିବେ । ବିଶ୍ରାମହୀନ ଉତ୍କଣ୍ଠିତ ଚିତ୍ତରେ ଶାନ୍ତି ପାଇବେ ନାହିଁ , ତେଣୁ ନିଜକୁ ଶାନ୍ତ ରଖିବାକୁ ଚେଷ୍ଟା କରନ୍ତୁ । ନଚେତ ମାନସିକ ଅଶାନ୍ତି ଆପଣଙ୍କୁ କୌଣସି ସିଦ୍ଧାନ୍ତରେ ପହଞ୍ଚିବାକୁ ପ୍ରତିବନ୍ଧକ ସୃଷ୍ଟି କରିପାରେ । ଏହା ଦ୍ୱାରା ଆପଣ ହତୋତ୍ସାହିତ ହୋଇପାରନ୍ତି । ଆପଣ କୌଣସି କାରଣରୁ କାହା ସଙ୍ଗରେ ଯୁକ୍ତିତର୍କ କରି କଳହ କରନ୍ତୁ ନାହିଁ । କାରଣ ଏହା ଆପଣଙ୍କୁ ଉତ୍ତେଜିତ କରି ପରିସ୍ଥିତିକୁ ବିଷାକ୍ତ କରିଦେଇପାରେ । ସତର୍କ ରୁହନ୍ତୁ । ଆଜି ଆପଣଙ୍କର ଅର୍ଥ ହାନି ମଧ୍ୟ ଘଟିପାରେ । ଶାରୀରିକ ଅସୁସ୍ଥତା ଲାଗିରହିପାରେ । ତେଣୁ ନିଜର ଖାଦ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଆଜି ଦିନଟି ଆପଣଙ୍କୁ ସାଧାରଣ ଭାବେ ଫଳ ପ୍ରଦାନ କରିପାରେ । ଆଜିର ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ମାତ୍ର ଆପଣ ଯଦି ଅନ୍ୟମନସ୍କ ରହିବେ କିମ୍ୱା ଭୁଲ ସିଦ୍ଧାନ୍ତ ନେବେ, ତେବେ ଆପଣ ଏହାର ଲାଭ ଉଠାଇବାକୁ ଅସମର୍ଥ ହେବେ । ଆଜି ଦିନଟି ଶୁଭଙ୍କର ନ ଥିବାରୁ କୌଣସି କାର୍ଯ୍ୟ ନିଜ ହାତକୁ ନିଅନ୍ତୁ ନାହିଁ । ବନ୍ଧୁ ମାନଙ୍କ ଠାରୁ ସାହାଯ୍ୟ ପାଇପାରନ୍ତି ଏବଂ ସେମାନଙ୍କ ଗହଣରେ ଖୁସିରେ ସମୟ କାଟିପାରନ୍ତି । ନିଜ ସାଥୀଙ୍କ ସହ ବାହାରକୁ ବୁଲିବାକୁ ଯିବାର ଯୋଜନା କରିପାରନ୍ତି । ବ୍ୟବସାୟ ଭଲ ଚାଲିବ । ଅର୍ଥ ଲାଭର ସମ୍ଭାବନା ମଧ୍ୟ ଅଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆଜି ଏକ ଲାଭଜନକ ଦିବସ ଅଟେ । ବହୁଦିନରୁ ଯୋଜନା କରିଥିବା ଅନୁସାରେ ନିଜ କାର୍ଯ୍ୟର ଶୁଭାରମ୍ଭ କରନ୍ତୁ । ଆପଣଙ୍କ ବ୍ୟକ୍ତିଗତ ଜୀବନ ଅତ୍ୟନ୍ତ ସୁଖମୟ ହୋଇପାରେ ଏବଂ ଭବିଷ୍ୟତ ଉଜ୍ଜ୍ୱଳ ହୋଇପାରେ । ଆପଣଙ୍କର ପଦୋନ୍ନତି ହେବାର ଉଜ୍ଜଳ ସମ୍ଭାବନା ଅଛି ଏବଂ କାର୍ଯ୍ୟାଳୟରେ ସମସ୍ତେ ଆପଣଙ୍କ ଉପରେ ସନ୍ତୁଷ୍ଟ ହେବେ । ପାରିବାରିକ ଜୀବନ ଅତ୍ୟନ୍ତ ସୁଖମୟ ହେବ । ସରକାରଙ୍କ ଠାରୁ ଅର୍ଥ ଲାଭ ଯୋଗ ଅଛି । ସରକାରଙ୍କ ଠାରୁ ଉପକୃତ ହେବା ଫଳରେ ଆପଣଙ୍କୁ ଅନ୍ୟ କାର୍ଯ୍ୟ କରିବା ସହଜସାଧ୍ୟ ହେବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆଜି ଆପଣ ନିଜକୁ ଲଳିତ କଳା ପ୍ରତି ଆକର୍ଷିତ ହୋଇପାରନ୍ତି । ଚିତ୍ର କରିବା ଓ ଲେଖାଲେଖିରେ ସମୟ କାଟିବାକୁ ଭଲ ପାଇବେ । ଆଜି ଆପଣ ସମସ୍ତ ଯୋଜନାକୁ ଏକତ୍ରିତ କରି କାର୍ଯ୍ୟର ଶୁଭାରମ୍ଭ କରିବା ଆପଣଙ୍କ ପାଇଁ ଦିନଟି ଶୁଭଙ୍କର ଅଟେ । ନିଜର ବୃତିଗତ ଜୀବନରେ ଆପଣ ନିଜର ସହକର୍ମୀ ତଥା ବରିଷ୍ଠ ସଦସ୍ୟଙ୍କ ଠାରୁ ସହଯୋଗ ଓ ପ୍ରେରଣା ପାଇ ନିଜ କାର୍ଯ୍ୟଟିକୁ ସୂଚାରୁରୁପେ ସମ୍ପନ୍ନ କରିବାରେ ସକ୍ଷମ ହେବେ । ବ୍ୟବସାୟୀଙ୍କ ନିମନ୍ତେ ଲାଭର ପରିମାଣ ବୃଦ୍ଧି ପାଇପାରେ । ସୁଷମ ଖାଦ୍ୟ ଖାଆନ୍ତୁ , ନଚେତ ଶାରୀରିକ ଅସୁସ୍ଥତା ଭୋଗିପାରନ୍ତି । ଆପଣ କାହା ସଙ୍ଗରେ ଅଯଥା ଯୁକ୍ତିତର୍କ କରି ଉତ୍ତେଜିତ ହୁଅନ୍ତୁ ନାହିଁ । ତୀର୍ଥଯାତ୍ରା କରିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆଜି ଦିନର ପ୍ରତ୍ୟେକ ମୂହୁର୍ତ୍ତରେ ଆପଣଙ୍କୁ ସତର୍କତା ଅବଲମ୍ୱନ କରିବାକୁ ପଡିବ । କୌଣସି ନୂତନ କାର୍ଯ୍ୟର ଶୁଭାରମ୍ଭ କରନ୍ତୁ ନାହିଁ । ଖର୍ଚ୍ଚର ପରିମାଣକୁ କମାଇବାକୁ ଚେଷ୍ଟା କରନ୍ତୁ । ବେଆଇନ ଓ ଅନୈତିକ କାର୍ଯ୍ୟକଳାପରୁ ନିଜକୁ ଦୂରେଇ ରଖନ୍ତୁ , ନଚେତ୍‍ କୋଟକୁ ଯାଇପାରନ୍ତି । ଅଜଣା ବ୍ୟକ୍ତିଙ୍କ ସହ ବନ୍ଧୁତା ସ୍ଥାପନ କରନ୍ତୁ ନାହିଁ କିମ୍ୱା ନିଜେ ଧୀର ସ୍ଥିର ଚିତ୍ତରେ ଭାବିଚିନ୍ତି ଲୋକଙ୍କ ସହ ବନ୍ଧୁତ୍ୱ କରିପାରନ୍ତି । ଯୋଗ ଓ ଧ୍ୟାନ କରିବା ଦ୍ୱାରା ଆପଣଙ୍କର ମାନସିକ ଶାନ୍ତି ଅବ୍ୟାହତ ରହିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଦିନଟି ଶୁଭଫଳ ପ୍ରଦାୟକ ଅଟେ । ଦିନଟିକୁ ଆମୋଦ ପ୍ରମୋଦରେ କଟାଇବେ । ସାମାଜିକ ଉତ୍ସବରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ସଂସ୍କୃତି ସମ୍ପନ୍ନ ଲୋକଙ୍କ ସାଙ୍ଗରେ ସାକ୍ଷାତ ହୋଇପାରେ । ବନ୍ଧୁବାନ୍ଧବ ଓ ପ୍ରିୟଜନଙ୍କ ସହ ସୁଖ ପର୍ଯ୍ୟଟନରେ ଯିବାର ଯୋଜନା କରିପାରନ୍ତି ଏବଂ ଏହା ଏକ ଶୁଭଚିନ୍ତା ଅଟେ । ଆପଣଙ୍କର ଭାଗ୍ୟ ଆଜି ଆପଣଙ୍କ ସୃଜନଶୀଳତାକୁ ଶୀର୍ଷ ସ୍ଥାନରେ ପହଞ୍ଚାଇପାରେ । ଏହି ପ୍ରେରଣା ଯୋଗୁଁ ଆପଣ ନିଜର ପରିକଳ୍ପନା କରି କିଛି ସାହାଯ୍ୟ କରିପାରନ୍ତି । ଆଜି ଆପଣ ସମ୍ମାନିତ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: କାର୍ଯ୍ୟ ଚାପ ଆପଣଙ୍କୁ ଶକ୍ତିହୀନ ଓ କୁଣ୍ଠିତ କରିଦେଇପାରେ, କିନ୍ତୁ ଆପଣଙ୍କ ପ୍ରତିଷ୍ଠାକୁ କୌଣସି ହାନି ହେବା ପୂର୍ବରୁ ଆପଣ ଏହି ଅବସ୍ଥାରୁ ବାହାରି ଆସିବେ । ମିଟିଂ ଗୁଡିକରେ ସତର୍କ ରହିବା ଦ୍ଵାରା ଆପଣ ଦୀର୍ଘ ସମୟର ଲାଭ ପାଇପାରିବେ ଓ ଅନେକ ଉପାୟରେ ଲାଭବାନ ହୋଇପାରେ ଯାହାର ଆପଣଙ୍କ କୌଣସି ଆଶା ନଥିବ । ଅଦରକାରୀ ଖର୍ଚ୍ଚ ଆପଣଙ୍କ ସମସ୍ୟାକୁ ବଢାଇପାରେ । ବିଶେଷ କରି ଆପଣଙ୍କ ଶରୀର ପ୍ରତି ଯତ୍ନ ନିଅନ୍ତୁ । ଛାତ୍ରମାନେ ସେମାନଙ୍କ ପାଠ ପଢା ପ୍ରତି ଧ୍ୟାନ ମଗ୍ନ ହୋଇ ନପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ବିଦେଶରୁ ଆପଣଙ୍କ ପାଇଁ ଭଲ ଖବର ଆସି ଆପଣ ପାଇଁ ଖୁସି ଆଣିଦେବ । ଯଦି ଆପଣ ଭିସା ଆବେଦନ କରିବାକୁ ଚାହୁଁଛନ୍ତି, ଆଜି ଆପଣ ତାହା ପାଇପାରିବେ । ସବୁ ସକାରାତ୍ମକ ଦେଖାଯାଉଛି ଓ ଏହା ଆପଣଙ୍କ ମନୋଭାବରେ ମଧ୍ୟ ପ୍ରତିଫଳିତ ହେଉଛି । ଆପଣଙ୍କ ଖୁସିକୁ ଆପଣଙ୍କ ପରିବାର ସହ ବାଣ୍ଟନ୍ତୁ ଓ ଏହା ବହୁଗୁଣିତ ହେବାର ଦେଖିବାକୁ ପାଇବେ । ଆର୍ଥିକ ଭାବରେ, ଆଜି ଦିନଟି ଆପଣଙ୍କ ପାଇଁ ଗୋଟିଏ ଭଲ ଦିନ ହୋଇ ରହିବ । ପରିବାରରେ ହସଖୁସି ଭରି ରହିବ । ବନ୍ଧୁ ଏବଂ ସଂପର୍କୀୟମାନଙ୍କ ସହ ଖୁସି ବଜାୟ ରହିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ସମ୍ପତ୍ତି ସଂପର୍କିତ ଆଇନ୍‌କାନୁନ ପାଇଁ ଆଜି ଦିନଟି ଭଲ ନାହିଁ । ଏଣୁ, ଆପଣ ବିଶ୍ୱାସର ସହିତ ଅନ୍ୟ ସମସ୍ତ ବିଷୟ ଉପରେ କାର୍ଯ୍ୟ କରିବାର ଆଶା କରାଯାଏ । ଆପଣ ଆପଣଙ୍କ ଶରୀର ପ୍ରତି ସମ୍ବେଦନଶୀଳତା ଦେଖାଇପାରନ୍ତି । ନିଜ ଲୋକଙ୍କଠାରୁ ଆପଣ ଅଳ୍ପ କିଛି ଦିନ ଅଲଗା ରହିପାରନ୍ତି । ବିବାଦ ଏବଂ ଅବୁଝାମଣା ହେବାର ଆଶା କରାଯାଏ । ଆଜି ଆପଣ ନୂତନ ବନ୍ଧୁ ସୃଷ୍ଟି କରିପାରନ୍ତି ଯାହାକି ଭବିଷ୍ୟତରେ ଆପଣଙ୍କୁ ଉପକୃତ କରାଇବ । ପ୍ରାର୍ଥନା ଏବଂ ଧ୍ୟାନ କରନ୍ତୁ ମାନସିକ ଶାନ୍ତି ପାଇବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.