ETV Bharat / bharat

ଜୁଲାଇ ୬ ଶନିବାର ରାଶିଫଳ: ଆଜି ଦୂର ଯାତ୍ରା କରନ୍ତୁନି, ସାବଧାନତାର ସହ ଚଳନ୍ତୁ ଏହି ରାଶି ବ୍ୟକ୍ତି - DAILY HOROSCOPE OF 6 JULY

author img

By ETV Bharat Odisha Team

Published : Jul 6, 2024, 12:01 AM IST

Today Rashiphala Horoscope 5 July: ଆଜିର ଦିନ ଆପଣଙ୍କର କେମିତି କଟିବ ? ଚାକିରି ବା ବ୍ୟବସାୟ କ୍ଷେତ୍ରରେ କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା ଏବଂ କେଉଁ ରାଶି ବ୍ୟକ୍ତି ରହିବେ ସତର୍କ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଏକ ସହଜ ଦିନ ରହିବ । ଆଜି ଦିନଟିକୁ ଉତ୍ସାହିତ ହୋଇ କାଟିପାରନ୍ତି । ଆପଣଙ୍କର ଶାରୀରିକ ଓ ମାନସିକ ସୁସ୍ଥତା ବଜାୟ ରହିବ । ପାରିବାରିକ ଜୀବନ ମଧୁମୟ ହେବ । ଆପଣ ଜିନିଷ ପତ୍ର ସଜାଡନ୍ତୁ, ବ୍ୟବସାୟ କାମରେ ବାହାରକୁ ଯାତ୍ରା କରି ପାରନ୍ତି । ଆଜିର ବିଚାର ମୂଲ୍ୟବାନ ହୋଇପାରେ ଯାହା ହଠାତ ଆପଣଙ୍କ ବିଚାର ବଦଳାଇପାରେ, ସେଥିପାଇଁ ଆପଣଙ୍କର ନିର୍ଣ୍ଣୟ ନେବାରେ ବିଳମ୍ୱ ହୋଇପାରେ । ସେହି ସମୟରେ ଆପଣ କୌଣସି ଲୋକଙ୍କ ସହ ଯୁକ୍ତିତର୍କରୁ ଦୂରେଇ ରହନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆପଣ ଆଜି ସ୍ଥିର ଓ ଶାନ୍ତ ରହନ୍ତୁ । ଆପଣଙ୍କର ଆନ୍ଦୋଳିତ ମନ ଆଜି ଅପ୍ରତିଭା ସୃଷ୍ଟି କରିବ । ଯାହାର ଫଳାଫଳ ସ୍ୱରୁପ ସମୟ ନଷ୍ଟ ହେବ । ମନ ଓ କାର୍ଯ୍ୟରେ ସ୍ଥିରତା ଆଣିବା ପାଇଁ ଚେଷ୍ଟା କରନ୍ତୁ । ପରସ୍ପର ମଧ୍ୟରେ ବୁଝାମଣାରେ ଆପଣଙ୍କ ଦିନ ଗୁଡିକ ସହଜ ହେବ । ଏହା ବିଶେଷତଃ ଲେଖକ ଓ କଳାକାର ମାନଙ୍କ ପାଇଁ ଅଟେ । ସୃଜନାତ୍ମକ ଶୈଳୀରେ ଲୋକଙ୍କୁ ଆକୃଷ୍ଟ କରିବା ସହ ପ୍ରଶଂସିତ ହେବେ । କୌଣସି ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ କ୍ଷତିରେ ପଡିପାରନ୍ତି । ଆଜି ଭ୍ରମଣକୁ ସ୍ଥଗିତ ରଖନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଆଜି ସମସ୍ତ ଜିନିଷ ଆପଣଙ୍କ ପାଇଁ ସୁନ୍ଦର ଏବଂ ଉଜ୍ଜଳ ମୟ ହେବ । ଆଜି ଆପଣ ସୁସ୍ୱାଦୁ ଖାଦ୍ୟ ଖାଇବେ । ସେହି ସମୟରେ କିଛି ଆବଶ୍ୟକୀୟ ଗହଣା ଏବଂ ସାଜସଜ୍ଜା ଉପକରଣ କିଣିବାରେ ଆନନ୍ଦ ଅନୁଭବ କରିବେ । ଆପଣଙ୍କ ବଜେଟ ଅନୁସାରେ ଖର୍ଚ୍ଚ କରନ୍ତୁ । ନିଜର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆପଣଙ୍କର ପରିବାର, ବନ୍ଧୁବର୍ଗ ଏବଂ ଆପଣଙ୍କର ଆନନ୍ଦ ପୂର୍ଣ୍ଣ ମନୋବୃତ୍ତି ଏକତ୍ର ମିଶି ଅଧିକ ଉଲ୍ଲାସମୟ କରିପାରିବେ । ଏକ ଅଧିକ ଉଲ୍ଲେଖନୀୟ ଏବଂ ଆଶ୍ଚର୍ଯ୍ୟଜନକ ଉପହାର ପ୍ରାପ୍ତ କରିବେ ଏବଂ ଶାନ୍ତି ପୂର୍ଣ୍ଣଭାବେ ଦିନଟି ଶେଷ କରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଆପଣ ନିଜ ବ୍ୟକ୍ତିଗତ ଓ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ବିଷୟରେ ଆଲୋଚନା କରିପାରନ୍ତି । କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିପାରନ୍ତି । ଯାହା ଫଳରେ ଆଜି ଦିନଟି ଖୁସିରେ କଟିପାରେ । ଅତ୍ୟଧିକ କାର୍ଯ୍ୟଭାର ଆପଣଙ୍କୁ କ୍ଲାନ୍ତି ଆଣିପାରେ, ମାତ୍ର ଅପରାହ୍ନରେ ଆପଣ ନିଜକୁ ହାଲକା ମନେ କରିବେ । ଆଜି ବନ୍ଧୁମିଳନ ଘଟିପାରେ ଏବଂ ତାଙ୍କ ସହ ଯାତ୍ରାଯୋଗ ଅଛି । ସାମାଜିକ କାର୍ଯ୍ୟରେ ନିଜକୁ ବ୍ୟସ୍ତ ରଖିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ଆଜି ଆପଣଙ୍କର ଦିନଟି ମଧ୍ୟମ ଫଳ ଦେବ । ଆପଣଙ୍କ ଉଦ୍ୟମ ଫଳରେ କାର୍ଯ୍ୟରେ ସଫଳତା ହାସଲ କରିବାରେ ସକ୍ଷମ ହେବେ । ଆପଣଙ୍କ ଚିନ୍ତା ବର୍ଣ୍ଣବାଚ୍ୟ ହେବ । ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଦୂର ଯାତ୍ରା ପାଇଁ ଯୋଜନା କରିପାରନ୍ତି । କୌଣସି କାରଣରୁ ରାଗିପାରନ୍ତି । ବିଦେଶୀ ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇବେ । ପିଲାଙ୍କ ଠାରୁ ଶୁଭ ଖବର ପାଇବେ । ମାନସିକ ଚିନ୍ତା ଲାଗିରହିବ । ପିଲାଙ୍କ ପାଇଁ ଚିନ୍ତା ବଢିବ । ବ୍ୟବସାୟୀମାନେ ଆର୍ଥିକ ଲାଭ ପାଇବେ । ମା'ଙ୍କ ସହ ସମ୍ପର୍କ ନିବିଡ ହେବ । ସରକାରୀ ସ୍ତରରୁ ସୁବିଧା ଆଶା କରାଯାଇଛି । ଦିନ ସାରା ଆପଣଙ୍କ ମାନସିକ ଓ ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆପଣଙ୍କର ଆଜି ହେଉଛି ଏକ ବଢିଆ ଦିନ । ବ୍ୟବସାୟ ଏବଂ ଚାକିରି କ୍ଷେତ୍ରରେ ଲାଭ ହୋଇପାରେ । ଆପଣମାନଙ୍କ ପାଇଁ ଚର୍ତୁଦିଗରୁ ସଫଳତାର ବର୍ଷା ହେବ । ଯାହା ଆପଣ ଚାହୁଁଛନ୍ତି ତାହା ପାଇପାରିବେ । ନୂତନ ବ୍ୟବସାୟ ପାଇଁ ଏହା ହେଉଛି ଉପଯୁକ୍ତ ସମୟ । ବୃତ୍ତିଗତ ସଫଳତା, ଆୟ ବୃଦ୍ଧିଏବଂ ପଦନ୍ନୋତି ଭାବେ ଆପଣଙ୍କ ପାଖକୁ ଆସିପାରେ । ବ୍ୟକ୍ତିଗତ ଭାବେ ଆପଣ ନିଜ ବାପାଙ୍କଠାରୁ ଲାଭବାନ ହେବେ । ଘରେ ଖୁସି ଏବଂ ଶାନ୍ତି ପୂର୍ବକ ଆପଣଙ୍କ ଦିନ ସମାପ୍ତ ହେବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ସମୁଦାୟ ଆଜି ଏକ ଭଲ ଦିନର ଆଶା କରାଯାଉଛି । କାର୍ଯ୍ୟରେ ସହକର୍ମୀମାନଙ୍କଠାରୁ କୌଣସି ପ୍ରକାର ସାହାଯ୍ୟର ଆଶା କରନ୍ତୁ ନାହିଁ । ଦିନ ମଧ୍ୟରେ ଏପରି ଏକ ସମୟ ଆସିବ ଯାହା ଆପଣଙ୍କୁ ନିରାଶ କରିପାରେ । ସୃଜନାତ୍ମକ କାର୍ଯ୍ୟକଳାପ ଏବଂ ଆଧ୍ୟାତ୍ମିକ ଆଲୋଚନା ଆପଣଙ୍କର ଶକ୍ତି ବଢାଇପାରେ । ଆପଣଙ୍କର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ଏବଂ ଡାକ୍ତରଙ୍କୁ ସାକ୍ଷାତ କରିବାକୁ ଭୁଲନ୍ତୁ ନାହିଁ । କିଛି ଶୁଭ ଖବର ଆଜି ଆପଣଙ୍କୁ ଖୁସି ଦେଇପାରେ ଏବଂ ଭଲ ଭାବରେ ଦିନ କଟାନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆଜିର ଦିନ ଆପଣଙ୍କୁ ପ୍ରତ୍ୟେକ କୋଣରୁ ଖୁସି ପ୍ରଦାନ କରିବ । ଆପଣଙ୍କ ଜୀବନର ବହୁତ କାର୍ଯ୍ୟ ଆଜି ସଫଳ ହେବ, ଯାହା ଆପଣ ଯୋଜନା କରିଛନ୍ତି । କାରବାର ଆପଣଙ୍କୁ ଖୁସି ପ୍ରଦାନ କରିବ । ବ୍ୟବସାୟରେ ଭାଗୀଦାରୀ ଏବଂ ଦଳଗତ କାର୍ଯ୍ୟ ଭାଗ୍ୟବାନ ଫଳାଫଳ ବହନ କରିବେ । କେବଳ ସେତିକି ଯଥେଷ୍ଟ ନୁହେଁ,ଯେତେବେଳେ ବନ୍ଧୁ ମାନଙ୍କୁ ମିଳିବେ ଶକ୍ତି ଏବଂ ଉତ୍ସାହ ତାଙ୍କଠାରୁ ପାଇବେ । ଏହି ଅମୂଲ୍ୟ ସମୟକୁ ଉପଭୋଗ କରନ୍ତୁ ଏବଂ ସମସ୍ତ ସମୃଦ୍ଧିକୁ ସାଇତି ରଖନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ନକ୍ଷତ୍ରଗଣ ଆଜି ଆପଣଙ୍କ ସପକ୍ଷରେ ରହିଛନ୍ତି । ପ୍ରତ୍ୟେକ କୋଣରୁ ଖୁସି ମିଳିବ । ମନୋରଞ୍ଜନ ହୋଇପାରେ । ଆପଣଙ୍କ ଜୀବନର ବହୁତ କାର୍ଯ୍ୟ ଆଜି ସଫଳ ହେବ । ଯାହା ଆପଣ ଯୋଜନା କରିଛନ୍ତି । କାରବାର ଆପଣଙ୍କୁ ଖୁସି ପ୍ରଦାନ କରିବ । ବ୍ୟବସାୟରେ ଭାଗୀଦାରି ଏବଂ ଦଳଗତ କାର୍ଯ୍ୟ ଭାଗ୍ୟବାନ ଫଳାଫଳ ବହନ କରିବେ । ମାନସିକ ଏବଂ ଶାରୀରିକ ଭାବେ ଆପଣ ଉତ୍ସାହିତ ରହିବେ । ଆପଣଙ୍କର ଆର୍ଥିକ କ୍ଷତି ହେବାର ସମ୍ଭାବନା ଅଛି । କିଛି ଘଟଣା ଆପଣଙ୍କର ସମ୍ମାନ ହାନି ଘଟାଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଆଜି ଦିନଟି ଆପଣଙ୍କ ପାଇଁ ଉଜ୍ଜଳମୟ ହୋଇପାରେ । ବ୍ୟବସାୟୀ , କର୍ମଚାରୀ , ଗୃହିଣୀ ଏବଂ ବିଦ୍ୟାର୍ଥିଙ୍କ ମାନଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଙ୍କର ଅଟେ । ପାରିବାରିକ ଜୀବନରେ, ବୃତିଗତ ଜୀବନରେ ଆର୍ଥିକ ସ୍ୱଚ୍ଛଳତା ରହିବ । ଶତୃମାନେ ପରାଜୟ ବରଣ କରିବେ । ଶାରୀରିକ ସୁସ୍ଥତା ବଜାୟ ରହିବ । ଆଜି ଦିନରେ ଆପଣ ନିଜ କାର୍ଯ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି । ସାବଧାନତାର ସହ କାମ କରନ୍ତୁ । ସରକାରୀ କାର୍ଯ୍ୟରେ ଏବଂ ଉପରିସ୍ଥ ଗୁରୁଜନମାନଙ୍କ ସହିତ ବାର୍ତ୍ତାଳାପରେ ସନ୍ତୋଷଲାଭ କରିବେ । ଆଜି ଦିନରେ ଯାତ୍ରା ଶୁଭ ନୁହେଁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ଆପଣ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଦିନତମାମ ଆପଣ ଆତୁର ଓ ଉତ୍କଣ୍ଠିତ ଥିବା ଯୋଗୁଁ ନୂତନ କାର୍ଯ୍ୟର ଶୁଭାରମ୍ଭ କିମ୍ୱା ଯାତ୍ରା କରନ୍ତୁ ନାହିଁ । ମହିଳାମାନେ ନିଜର ବିବାଦୀୟ ମନୋବୃତ୍ତିକୁ ପ୍ରତ୍ୟାହାର କରି ସବୁବେଳ ପାଇଁ ଶାନ୍ତ ରହିବା ଉଚିତ୍‍ । ଆଜି ଦିନଟି ଆପଣଙ୍କ କଳାତ୍ମକ ସୃଜନ ଶୀଳତାକୁ ଉତ୍ସାହିତ କରିପାରେ । ଆପଣଙ୍କ ମେଧାଶକ୍ତି ପ୍ରଖର ଥିବା ହେତୁ ଆପଣ ମେଧାବୀ ମାନଙ୍କ ଗହଣରେ ଆଲୋଚନାରେ ଭାଗ ନେଇ ପ୍ରଶଂସିତ ହେବେ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ । ଆପଣଙ୍କ ନୈତିକ ଚରିତ୍ରର ଅବସ୍ଥା ଦିନସାରା କ୍ଷୀଣ ରହିବ । ଶାରୀରିକ ଅସୁସ୍ଥତା ଦେଖାଦେବ । ଆର୍ଥିକ ଅବସ୍ଥା ବାଧାପ୍ରାପ୍ତ ହେବ । ତେଣୁ ଯେତେ ସମ୍ଭବ ଆପଣ ନିଜ ମନକୁ ଦିନସାରା ଶାନ୍ତ ରଖନ୍ତୁ । ମହିଳାମାନଙ୍କ ସହ ବାର୍ତ୍ତାଳାପ କଲାବେଳେ ଆପଣ ନିଜର କଥାରେ ସଞ୍ଜମତା ରକ୍ଷା କରନ୍ତୁ । କର୍ମଚାରୀ ମାନେ ନିଜ କାର୍ଯ୍ୟରେ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ଏବଂ ଚିନ୍ତାଗ୍ରସ୍ତ ରହିପାରନ୍ତି । ଆଜି ଆପଣ ନିଜର ସମ୍ପତ୍ତି କିମ୍ୱା ଯାନବାହନ ସମ୍ୱନ୍ଧୀୟ କୌଣସି କାର୍ଯ୍ୟରୁ ନିଜକୁ ଦୂରେଇ ରଖନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.