ETV Bharat / bharat

ମେ 10 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ - Daily HOROSCOPE

Horoscope of 10th May 2024: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

author img

By ETV Bharat Odisha Team

Published : May 10, 2024, 5:30 AM IST

Horoscope
Horoscope (ETV Bharat Odisha)

ମେଷ: ଆଜି ଦିନଟି ଅତି ଶୁଭଙ୍କର ଅଟେ । ବାହାର ଲୋଭନୀୟ ରୁଚିକର ଭୋଜ୍ୟ ପଦାର୍ଥକୁ ଦେଖି ଖାଇବାକୁ ଇଚ୍ଛାଥିଲେ ମଧ୍ୟ ଖାଆନ୍ତୁ ନାହିଁ | ଯାହାକଲେ ମଧ୍ୟ ତାହା ଆପଣଙ୍କ ଶରୀର ଉପରେ କୁପ୍ରଭାବ ପକାଇବ । ଅତ୍ୟଧିକ ଖର୍ଚ୍ଚ ଯୋଗୁଁ ଆପଣ ଚିନ୍ତିତ ରହିବେ । ଏ ବିଷୟରେ ମନକୁ ହାଲକା କରନ୍ତୁ ନଚେତ ଶାରୀରିକ ଅସୁସ୍ଥତା ବୃଦ୍ଧି ପାଇପାରେ । ମାନସିକ ଶାନ୍ତି ପାଇବାକୁ ଧ୍ୟାନ କରନ୍ତୁ । ସୁସ୍ୱାଦୁ ଖାଦ୍ୟ ଖାଇ ଆତ୍ମସନ୍ତୋଷ ଲାଭ କରନ୍ତୁ ।

ବୃଷ: ଗ୍ରହମାନଙ୍କ ଶୁଭ ଦୃଷ୍ଟିରୁ ଦିନଟିକୁ ଶାନ୍ତିରେ କାଟିପାରନ୍ତି । ଆପଣ ଆଜି ନିଜ ଆତ୍ମବିଶ୍ୱାସର ସହିତ ନିଜର କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ଏହା ଫଳରେ ଆପଣଙ୍କୁ ଦିଆଯାଇଥିବା କାର୍ଯ୍ୟକୁ ସଫଳତାର ସହ ସମ୍ପନ୍ନ କରିପାରିବେ । ଅର୍ଥ ସମ୍ପର୍କୀୟ କାର୍ଯ୍ୟ ସମ୍ପାଦନ ପାଇଁ ଆଜି ଦିନଟି ସର୍ବୋକୃଷ୍ଟ ଅଟେ ଏବଂ ଅର୍ଥଲାଭ ମଧ୍ୟ ହୋଇପାରେ । ଗୃହର ପରିବେଶ ଅତି ମଧୁରମୟ ହେବ ଏବଂ ଆପଣ ଦିନଟିକୁ ଆମୋଦ ପ୍ରମୋଦରେ କାଟିବେ ।

ମିଥୁନ: ଆଜି ଆପଣ ଅତ୍ୟଧିକ ଶ୍ରମ କରନ୍ତୁ ଓ ସତର୍କତା ଅବଲମ୍ୱନ କରନ୍ତୁ । ନିଜର ମିଜାଜ ଓ କଥାବାର୍ତ୍ତା ପ୍ରତି ସତର୍କ ରହିଲେ ଅନ୍ୟମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଏହାରକୁ ପ୍ରବାହ ନିଜର ଶରୀର ଉପରେ ପଡିବ ଏବଂ ପରିବାରର ସଦସ୍ୟ ଓ ବନ୍ଧୁ ମାନଙ୍କ ସହ ଭୁଲ ବୁଝାମଣା କିମ୍ୱା ମତାନ୍ତର ହେବାର ସମ୍ଭାବନା ଅଛି । ଆପଣ ନିଜର ପରିବାରର ସଦସ୍ୟ ଏବଂ ପୁଅ ମନରେ ଆଘାତ ଦେଇପାରନ୍ତି ।

କର୍କଟ: ଗ୍ରହମାନଙ୍କ ଶୁଭ ଦୃଷ୍ଟି ଯୋଗୁଁ ଆପଣ ଯାହା ଇଚ୍ଛା କରିବେ, ତାହା ପାଇପାରିବେ । ବ୍ୟବସାୟ ଓ ଆର୍ଥିକ ସ୍ଥିତିରେ ଲାଭବାନ ହେବେ ଏବଂ ଅର୍ଥଲାଭର ପରିମାଣ ବୃଦ୍ଧି ପାଇପାରେ । ପୁଞ୍ଜି ଲଗାଣ ପାଇଁ ଦିନଟି ଶୁଭ ଅଟେ । ବହୁ ଦିନର ବ୍ୟବଧାନ ପରେ ଆପଣଙ୍କ ବନ୍ଧୁଙ୍କ ସଙ୍ଗେ ମିଳନ ଆଦି ଆପଣଙ୍କୁ ଉତଫୁଲିତ କରିପାରେ । ଅବିବାହିତ ଯୁବକ ଓ ଯୁବତୀ ମାନେ ନିଜର ବୈବାହିକ ଜୀବନ ଆରମ୍ଭ କରିବା ପାଇଁ ଆଜି ଦିନଟି ସର୍ବୋକୃଷ୍ଟ ଅଟେ ।

ସିଂହ: ଆପଣଙ୍କର ସକାରାତ୍ମକ ଶକ୍ତି ଆପଣଙ୍କର ଭାବନାରେ କେନ୍ଦ୍ରିତ ଅଟେ, ଯାହାକି ଦୃଢ ନିଶ୍ଚୟରେ ପ୍ରତିଫଳିତ ହେବ । ଆପଣଙ୍କ ବରିଷ୍ଠ ଏବଂ ମାଲିକ ଆପଣଙ୍କ ଉତ୍ତମମାନର କାର୍ଯ୍ୟ ଏବଂ ଉତ୍କୃଷ୍ଟ ଯୋଜନା ପାଇଁ ବିଷେଶ ଭାବେ ପ୍ରଭାବିତ ହେବେ । ଯେଉଁଥିପାଇଁ ଆପଣ ସାମାଜିକ ପରିଚୟ ଅର୍ଜନ କରିବେ । ଆପଣଙ୍କର ନିଜ ପିତାଙ୍କ ସହିତ ଭଲ ସମୀକରଣ ରହିବ, ଏପରି କି ତାଙ୍କଠାରୁ ଲାଭବାନ ହୋଇପାରନ୍ତି ।

କନ୍ୟା: ଆଜି ନିଷ୍କ୍ରିୟତା, ଆଳସ୍ୟ କଣ ଅନୁଭବ କରିବେ । ଆଜି ଦିନ ପ୍ରତିକୂଳପୂର୍ଣ୍ଣ ପରିବେଶ ରହିପାରେ ଏବଂ ବ୍ୟସ୍ତ ରହିବେ । ବିଶେଷତଃ ଆପଣଙ୍କର ପିଲାମାନଙ୍କର ସ୍ୱାସ୍ଥ୍ୟ ବିଷୟରେ ଏହାର ଫଳାଫଳ ଆପଣଙ୍କୁ ନିଷ୍କ୍ରିୟ କରିଦେଇପାରେ । ପ୍ରତିଦ୍ୱନ୍ଦୀ, ଦୁଶ୍ଚିନ୍ତା ଏବଂ ଲାଭାନ୍ୱିତ ହେବାର ଅଭାବ ଆପଣଙ୍କୁ ଦମନ କରିବ । କାମରେ ଆପଣଙ୍କ ସହକର୍ମୀ ଓ ବରିଷ୍ଠମାନଙ୍କ ସମାଲୋଚନାକୁ ଆପଣ ଧ୍ୟାନ ଦିଅନ୍ତୁ ନାହିଁ ।

ତୁଳା: ଭୂମି ଥରିଲାଭଳି ଲାଗୁଛି । ଯୁକ୍ତି ତର୍କ ,ବିବାଦ ,ଖରାପ ସ୍ୱାସ୍ଥ୍ୟ,କ୍ରୋଧ ଏବଂ କଟୁଭାଷା ଏହି ସମସ୍ତ ଆଜି ଆପଣଙ୍କର ଦିନକୁ ନଷ୍ଟ କରି ଦେବାର ସମ୍ଭାବନା ରହିଛି । ଆପଣ ସାବଧାନତାର ଅଭ୍ୟାସ କରନ୍ତୁ । ପ୍ରତ୍ୟେକ ଦାୟିତ୍ୱ ଏବଂ ପଦକ୍ଷେପ ସାବଧାନତା ସହ ମାପିଚୁପି ରଖନ୍ତୁ । ଆଜିର ଭଲ କଥା ହେଉଛି ଅପ୍ରତ୍ୟାଶିତ ଆର୍ଥିକ ଲାଭ ହୋଇପାରେ । ଯାହା ଆପଣଙ୍କୁ ଖୁସୀ ଦେବ ।

ବିଛା: ଏହି ଦିନଟି ଖୁସୀ ଏବଂ ମୌଜର ଦିନ ଅଟେ । ବହୁତ ଖୁସୀ ମିଳିବ । ଆପଣଙ୍କର ଏହା ହେଉଛି ବନ୍ଧୁ ମିଳନର ସମୟ ଏବଂ ଆପଣ ଏକ ଛୋଟ ଭୋଜିର ପରିଚାଳନା କରିବେ । ଆପଣଙ୍କ କାର୍ଯ୍ୟ ସୁଚୀରେ ରୀତିମତ ଭାବେ କିଛି ରହିଛି । ଆପଣ ନିଜେ ଆଜି ଆକର୍ଷଣୀୟ ପୋଷାକ ଏବଂ ଗହଣାରେ ସଜ୍ଜିତ ହୋଇପାରନ୍ତି ଏବଂ ଏକ ଯୋଜନାଗତ କିଣାକିଣି ପ୍ରକୃତରେ ଖୁସି ଦେବ । ଆପଣ ମଧ୍ୟ ସାମାଜିକ ମର୍ଯ୍ୟଦା ଏବଂ ନାମ ଅର୍ଜନ କରିବେ ।

ଧନୁ: ଆପଣଙ୍କର ମାନସିକ ଏବଂ ଶାରୀରିକ ସ୍ଥିତି ଠିକ ରହିବ ଏବଂ ଆପଣଙ୍କୁ ଆନନ୍ଦ ଉପଭୋଗ ପ୍ରଦାନ କରିବ । ଘର ଏବଂ କାର୍ଯ୍ୟ କ୍ଷେତ୍ରର ବାତାବରଣ ଶାନ୍ତିପୁର୍ଣ୍ଣ ରହିବ । ବଦଳରେ ଆପଣ ମଧ୍ୟ ଯଥେଷ୍ଟ ସକାରାତ୍ମକ ହେବେ । ଆପଣଙ୍କର ମାଙ୍କ ଘର ଠାରୁ ଖୁସି ଖବର ଖୁସିକୁ ଅତ୍ୟଧିକ ବଢାଇ ଦେବ । ଆପଣ ନିଜର ବିରୋଧୀ ମାନଙ୍କଠାରୁ ଶକ୍ତିଶାଳୀ ବୋଲି ପ୍ରମାଣିତ କରିବେ ଏବଂ ସ୍ପଷ୍ଟ ବିଜେତା ରୁପେ ବାହାରିବେ ।

ମକର: ଆଜି ଦିନଟି ଚିନ୍ତା ଗ୍ରସ୍ତ ଅବସ୍ଥାରେ କାଟିପାରନ୍ତି । ପିତାମାତାଙ୍କର ଓ ପିଲାମାନଙ୍କର ସ୍ୱାସ୍ଥ୍ୟ ଏବଂ ସେମାନଙ୍କ ସହ ମତାନ୍ତର ଆପଣଙ୍କର ଚିନ୍ତାକୁ ଦ୍ୱିଗୁଣିତ କରିବ । ଏହି ମାନସିକ ଦୁଃଶ୍ଚିନ୍ତା ଯୋଗୁଁ ଆପଣ ଦ୍ୱନ୍ଦରେ ପଡି ନିଜର ସିଦ୍ଧାନ୍ତ ନେବାକୁ ଅକ୍ଷମ ହେବେ । ଆଜି ଆପଣ ଅଧିକ ପରିଶ୍ରମ କରି ନିଜର ଉପରିସ୍ଥ କର୍ମଚାରୀଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରିପାରନ୍ତି ।

କୁମ୍ଭ: ଆଜି ଆପଣ ଅଧିକ ଅଭିମାନ ଓ ଭାବପ୍ରବଣ ପ୍ରଦର୍ଶନ କରିପାରନ୍ତି । ବିଦ୍ୟାର୍ଥୀମାନେ ସେମାନଙ୍କ ପତ୍ତାରେ ଆଶାତିତ ଭାବେ ସଫଳତା ପାଇପାରନ୍ତି । ଆପଣ ନିଜର ମନକୁ ସଞ୍ଜତ କରି ସେମାନଙ୍କ ଠାରୁ ଦୂରତ୍ୱ ରକ୍ଷା କରନ୍ତୁ, ନଚେତ ଆପଣଙ୍କର ଅର୍ଜିତ ଧନ ଶିଘ୍ର ସରିଯିବ । ସମ୍ପତ୍ତି କିମ୍ୱା ଜମିଜମା ସଂକ୍ରାନ୍ତୀୟ କାର୍ଯ୍ୟରେ ସହାନୁଭୁତି ପ୍ରଦର୍ଶନ କରନ୍ତୁ ନାହିଁ । ନିଜର ପିଲାଳିଆ ବୁଦ୍ଧିକୁ ପରିତ୍ୟାଗ କରି ବୟସ୍କଙ୍କ ପରି ବ୍ୟବହାର କରନ୍ତୁ ।

ମୀନ: ଝୁଲୁଥିବା କାମ ଆଜି ଶେଷ ହେବ । ଏହା ଦ୍ୱାରା ଆପଣ ଉପକୃତ ହେବେ । ଆପଣଙ୍କର ସୃଜନଶୀଳ ପ୍ରତିଭା ଓ ଦୃଢ ସଂକଳ୍ପ ନିଶିନ୍ତ ଭାବେ ସଫଳତା ଆଣିଦେବ । ଏହା ଦ୍ୱାରା ଆପଣଙ୍କର ସାମାଜିକ ସମ୍ମାନ ବୃଦ୍ଧି ପାଇପାରେ । ତତ୍‍ ସଙ୍ଗେ ସଙ୍ଗେ ଆପଣ ନିଜର ଜୀବନସାଥୀ ପାଇପାରନ୍ତି । ସନ୍ଧ୍ୟାରେ ଆପଣ ନିଜର ପ୍ରିୟତମାଙ୍କ ସହ ଆଗରୁ ସ୍ଥିରିକୃତ ଯାଗାକୁ ଯାଇ ଆମୋଦ ପ୍ରମୋଦରେ ସମୟ କାଟିପାରନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.