ETV Bharat / bharat

ଜୁନ 12 ରାଶିଫଳ: ମନର ମଣିଷ ପାଇବେ ତୁଳା ରାଶି ବ୍ୟକ୍ତି, ସତର୍କତାର ସହ ଚଳନ୍ତୁ ସିଂହ ରାଶି ବ୍ୟକ୍ତି - DAILY HOROSCOPE - DAILY HOROSCOPE

Horoscope Of 12th June: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)
author img

By ETV Bharat Odisha Team

Published : Jun 12, 2024, 12:00 AM IST

ମେଷ: ଆଜି ଦିନଟି ମିଶ୍ରିତଫଳ ଦେବ । ଧୈର୍ଯ୍ୟ ଧରନ୍ତୁ । ଆପଣଙ୍କ କଠିନ ପରିଶ୍ରମର ଫଳ ଆଶାତୀତ ଭାବେ ସ୍ୱାଦିଷ୍ଟ ହୋଇପାରେ । ମାତ୍ର ଆପଣ ନିଜ କାର୍ଯ୍ୟ୍ୟ ବ୍ୟସ୍ତତା ଯୋଗୁଁ ଘର କଥାରେ ମନୋନିବେଶ କରିବାକୁ ସମୟ ପାଇବେ ନାହିଁ । ନିଜର ପାକସ୍ଥଳୀ ଜନିତ ଯନ୍ତ୍ରଣା ତଥା ସନ୍ତାନ ସନ୍ତତିଙ୍କ ଭବିଷ୍ୟତ ଚିନ୍ତା ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରିପାରେ । ସରକାରୀ କାର୍ଯ୍ୟ୍ୟଟିକୁ ଆପଣ ସୁଚାରୁ ରୁପେ ତୁଲାଇବାରେ ସକ୍ଷମ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ବୃଷ: ଆପଣଙ୍କ ଦୃଢ ବିଶ୍ୱାସ ଓ ସଂକଳ୍ପ ଆପଣଙ୍କୁ ସବୁ କାର୍ଯ୍ୟ୍ୟରେ ସାଫଲ୍ୟମଣ୍ଡିତ କରିପାରେ । ପିତୃପକ୍ଷ ଲୋକମାନଙ୍କ ଦ୍ୱାରା ଆପଣ ଉପକୃତ ହେବାର ସମ୍ଭାବନା ଅଛି । ବିଦ୍ୟାର୍ଥୀମାନେ ନିଜ ପାଠପଢାରେ ମନୋନିବେଶ କରି ବେଶ ସଫଳତା ଅର୍ଜନ କରିପାରିବେ । ଆପଣ ନିଜର ସନ୍ତାନ ସନ୍ତତିଙ୍କ ସୁଖୀ ଭବିଷ୍ୟତ ପାଇଁ ଅର୍ଥ ସଞ୍ଚୟ କରିବେ । ନିଜର ଦାୟିତ୍ୱକୁ ନିଜେ ବହନ କରି କୃତକାର୍ଯ୍ୟ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ମିଥୁନ: ଆପଣ ନିଜର ଉପରିସ୍ଥ କର୍ମଚାରୀଙ୍କ ସହାୟତାରେ ସରକାରୀ କାର୍ଯ୍ୟ୍ୟ ସୁଚାରୁ ରୁପେ ସମ୍ପାଦନ କରିପାରିବେ । ଆପଣଙ୍କର କାର୍ଯ୍ୟ୍ୟକଳାପ ସନ୍ତୋଷ ଜନକ ହୋଇଥିବାରୁ ସମସ୍ତଙ୍କର ପ୍ରଶଂସା ଭାଜନ ହୋଇପାରିବେ । ପଡୋଶୀ ଓ ବନ୍ଧୁ ମାନଙ୍କର ସହ ମତାନ୍ତର ଦୂର ହୋଇଯାଇପାରେ । ଆଜି ଆପଣଙ୍କ ଚିନ୍ତାଧାରା ଓ ବ୍ୟବହାରରେ ଏକ ବିଶେଷ ପରିବର୍ତ୍ତନ ଦେଖାଦେଇପାରେ । ନିଜର ସ୍ୱାସ୍ଥ୍ୟ ତଥା ଆର୍ଥିକ ସ୍ଥିତି ପ୍ରତି ସଚେତନ ହୁଅନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

କର୍କଟ: ତେଣୁ ନିଜକୁ ସତର୍କ ରହିବା ପାଇଁ ପ୍ରୟାସ କରନ୍ତୁ । ଆପଣଙ୍କର ଶାରୀରିକ ତଥା ମାନସିକ ସ୍ଥିତି ଭଲନଥିବାରୁ ବିଶ୍ରାମ ନେବା ଆପଣଙ୍କ ପାଇଁ ଜରୁରୀ ଅଟେ । ଅସନ୍ତୋଷ ଓ ଉଦାସ ମନୋଭାବ ଯୋଗୁଁ ମନ ବିଚଳିତ ହେବ ଏବଂ ଆପଣ ପ୍ରତିକଥାରେ ବିରକ୍ତିଭାବ ପ୍ରକାଶ କରିପାରନ୍ତି । ତେଣୁ ପରିବାରର ସଦସ୍ୟମାନଙ୍କ ନିମିତ୍ତ ନିଜର ଆଚରଣ ଓ ବ୍ୟବହାରକୁ ମାର୍ଜିତ କରନ୍ତୁ । ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କଲେ ସର୍ବୋତ୍ତମ ଫଳ ହାସଲ କରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

ସିଂହ: ଆତ୍ମବିଶ୍ୱାସ ଏବଂ ସ୍ୱଛମନ ନେଇ ଆପଣ ଯେ କୌଣସି ଯୋଜନାର ସଫଳ ରୂପାୟନ କରିପାରିବେ । ଏହାଦ୍ୱାରା ସାମାଜିକ ଜୀବନରେ ଆପଣଙ୍କର ମର୍ଯ୍ୟାଦା ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ଆପଣଙ୍କୁ ଆତ୍ମସନ୍ତୋଷ ମିଳିବ । ଆପଣଙ୍କର ପିତା ଆପଣଙ୍କୁ ପ୍ରତି ପଦକ୍ଷେପରେ ସାହାଯ୍ୟ କରିବେ । ନିଜର ହିଂସାତ୍ମକ ମନୋବୃତ୍ତି ପରିହାର କରନ୍ତୁ । ଆପଣ ନିଜେ ଶାରିରୀକ ଅସୁସ୍ଥତା ଭୋଗ କରିପାରନ୍ତି । ତେଣୁ ଶରୀରର ଯତ୍ନ ନେବା ବିଧେୟ ଅଟେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆଜିର ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ । ନିଜ ଉପରେ ଏତେ ଚାପ ପଡିବ ଯେ ଆପଣ ଶାନ୍ତି ପାଇବେ ନାହିଁ । ବନ୍ଧୁ ଓ ପ୍ରିୟଜନଙ୍କ ସଙ୍ଗେ ଯୁକ୍ତିତର୍କ କିମ୍ୱା ପାଟିତୁଣ୍ଡ କରନ୍ତୁ ନାହିଁ । ଏପରି ଅପ୍ରୀତିକର ପରିସ୍ଥିତିଠାରୁ ଦୁରେଇ ନରହିଲେ ଏହା ଆପଣଙ୍କର ଶରୀର ଉପରକୁ ପ୍ରଭାବ ପକାଇପାରେ । ଧର୍ମକାର୍ଯ୍ୟ୍ୟରେ ଯୋଗଦାନ କରି ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଧ୍ୟାନକଲେ ଆପଣ ଆପଣଙ୍କର ମାନସିକ ଶାନ୍ତି ଫେରିପାଇ ପାରନ୍ତି । ନିଜ ଶରୀରର ଯତ୍ନ ନିଅନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ସମସ୍ତ ଦିଗରୁ ଆମଦାନୀ ତୁମ ସୁଖକୁ ଆହୁରି ବୃଦ୍ଧି କରିବ । ଦରମା ବୃଦ୍ଧି ହେବ । ଦୂର ଜନିତ ଦୂରଯାତ୍ରା ପାଇଁ ଯନ୍ତ୍ରଣା ହୋଇପାରେ । ଜୀବନ ସାଥି ସନ୍ଧାନରେ ଥିବା ବ୍ୟକ୍ତିଙ୍କ ମନ ବାଞ୍ଛା ପୂର୍ଣ୍ଣ ହେବ । ସୁ-ଖାଦ୍ୟ ପ୍ରାପ୍ତି ହୋଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆଜି ଆପଣଙ୍କ ଦିନଟି ଭଲରେ କଟିବ । କାର୍ଯ୍ୟାଳୟର ପରିବେଶ ଆପଣାଙ୍କୁ ସହଜ ଓ ଲାଭଦାୟକ ହେବ । ସହକର୍ମୀ ମାନେ ଖୁସି ହେବେ, ସହଜରେ କାର୍ଯ୍ୟ ସାଧନ କରିବେ, ସାମାଜିକ ପ୍ରତିଷ୍ଠା ମିଳିବ, ପଦୋନ୍ନତି ହେବ, ପାରିବାରିକ ଅବସ୍ଥା ଶାନ୍ତ ହେବ । ଅଫିସ କାମରେ ଦୂରକୁ ଯିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆପଣଙ୍କ ଶାରୀରିକ ଅସୁସ୍ଥତା ଆଜି ଚିନ୍ତାର କାରଣ ହୋଇପାରେ । ଆପଣଙ୍କ ଶାରୀରିକ ମାନ୍ଦାପଣ ଏବଂ ଅକ୍ଷମତା ମାନସିକ ଅଶାନ୍ତିର କାରଣ ହୋଇପାରେ । ବ୍ୟବସାୟରେ ବାଧାବିଘ୍ନ ଉପୁଜିପାରେ । କାର୍ଯ୍ୟ୍ୟକ୍ଷେତ୍ରରେ ମଧ୍ୟ ଅନୁରୂପ ବୁଘ୍ନ ଦେଖାଦେଇପାରେ । ବିପଦ ସଂକୁଳ ଚିନ୍ତା ତ୍ୟାଗ କରନ୍ତୁ । ବ୍ୟହାରରେ ସଂଯମତା ରକ୍ଷା କରନ୍ତୁ । ଯତ୍ନ ସହକାରେ ଯୋଜନାକୁ ପରିଚାଳିତ କରନ୍ତୁ । ପ୍ରତିଯୋଗୀଙ୍କ ସହ ଝଗଡା କରନ୍ତୁ ନାହିଁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଅଚାନକ ଦେହ ଖରାପ କାରଣରୁ ଖର୍ଚ୍ଚ ବଢିବ । ସାମାଜିକ ଓ ନିତ୍ୟଦିନ କାର୍ଯ୍ୟ୍ୟ କରିବେ । ଖାଦ୍ୟ ପ୍ରତି ସତର୍କ ରୁହନ୍ତୁ । ଅସ୍ଥିର ହୁଅନ୍ତୁ ନାହିଁ । ସୁନ୍ଦର କଥା ମନକୁ ଆଣି ଦୁଃ ଚିନ୍ତାକୁ ଦୂର କରନ୍ତୁ । କାର୍ଯ୍ୟାଳୟର ବାତାବରଣ ତୁମର ସହାୟ ହେବ । ତୁମ ବ୍ୟବସାୟୀ ସାଙ୍ଗ ମାନଙ୍କ ସହ ମତ ପାର୍ଥକ୍ୟ ହେବ । ସରକାରୀ କାମ ନିଜର ସୁଦକ୍ଷତା ଓ କୁସଳତା ଶୈଳୀରେ ସମାପନ କରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ସମସ୍ତ କାର୍ଯ୍ୟ ସାହାସ ତଥା ସୁଚିନ୍ତା ମୂଳକ ଭାବରେ ସମାପନ ହେବ । ବୁଲି ଯିବାର ଆଶା ଅଛି । କୌଣସି କାରଣରୁ ତୁମର ଅନ୍ତରର ଇଚ୍ଛା ବଢିବ ଏବଂ ତୁମେ ନିଜକୁ ନୂତନ ବସ୍ତ୍ର ଦ୍ୱାରା ସୁସଜ୍ଜିତ କରିବ । ତୁମ ଜୀବନସାଥି ତୁମକୁ ଉନ୍ନତି ଆଣିବାରେ ସହାୟ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜି ଦିନଟି ଫଳପ୍ରଦ ଅଟେ । ଶାରୀରିକ ଅବସ୍ଥା ଭଲ ରହିବ । ପରିବାରରେ ସୁଖ ଶାନ୍ତି ମିଳିବ । ଶତୃ ଠାରୁ ଜୟ ହେବ । ଦୁଃଚିନ୍ତାରୁ ନିବୃତ ରୁହନ୍ତୁ । ସାଙ୍ଗ ସାଥି ମାନେ ସହାୟ ହେବେ । ପିତା ମାତାଙ୍କ ଠାରୁ ଭଲ ଖବର ପାଇବେ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.