ETV Bharat / bharat

ଜୁନ ୧୩ ରାଶିଫଳ: ଏହା କରିବାଠୁ ଦୂରେଇ ରୁହନ୍ତୁ କର୍କଟ ରାଶି ବ୍ୟକ୍ତି - DAILY HOROSCOPE

author img

By ETV Bharat Odisha Team

Published : Jun 13, 2024, 9:44 AM IST

Horoscope Of 13th June: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆପଣଙ୍କ ପାଇଁ ଏହା ଏକ ମଧ୍ୟମ ଧରଣର ଦିନ ଅଟେ । ଛୋଟ ଛୋଟ କଥାରେ ବିବ୍ରତ ହେବେ । ଦୂର ଜାଗାକୁ ଯାତ୍ରା କରନ୍ତୁ ନାହିଁ । ଆବଶ୍ୟକ ସମୟରେ ଯଥାର୍ଥ ବିଶ୍ରାମ ନିଅନ୍ତୁ । କାମରେ ପ୍ରଶଂସିତ ହେବେ । ନିଜର ଏବଂ ପିଲାମାନଙ୍କର ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ସ୍ଥିର ମନ ଓ ଦୃଢ ଚିନ୍ତା ସମାଧାନର କାରଣ ହେବ । ନିଜର ସମସ୍ତ ଶକ୍ତି ପ୍ରୟୋଗ କରି ଶୁଭ ଫଳ ଆଶା କରନ୍ତୁ । ପୈତୃକ ସମ୍ପତି ଆଶା କରାଯାଏ । ପିତା ମାତାଙ୍କ ସହ ଅନ୍ତରଙ୍ଗତା ବଢିବ । ଖେଳ କୁଦ ପାଇଁ ଦିନଟି ଭଲ ଅଟେ । କୌଣସି ଧାର୍ମିକ ସ୍ଥାନକୁ ବୁଲି ଯାଇପାରନ୍ତି । ଚାକିରିଆମାନେ ସମସ୍ତ ଦିଗରୁ ମାନସିକ ଚାପ ଏବଂ ବ୍ୟସ୍ତତା ଭିତରେ ରହିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ଦିନଟି ଭଲରେ କଟିବ । ପଇସା ଅତ୍ୟଧିକ ଥିଲେ ମଧ୍ୟ ଆପତ୍ତିଜନକ ସଂସ୍ଥାରୁ ଦୂରେଇ ରୁହନ୍ତୁ । ପରିବାର ସହ ଖୁସିରେ ସମୟ ବିତାଇବେ । ଚଞ୍ଚଳତା ଓ ଶକ୍ତିପୂର୍ଣ୍ଣ ରହିବେ ଶତୃ ପରାଜୟ ହେବେ । ନିଜ ଖର୍ଚ୍ଚ ଉପରେ କଟକଣା ରଖନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଦିନଟି ମଧ୍ୟମ ସ୍ତରର ଅଟେ । ଚତୁପାର୍ଶ୍ୱରେ ପରିଚାଳିତ ବସ୍ତୁ ଉପରେ ନଜର ରଖନ୍ତୁ । ଅଧିକ କାର୍ଯ୍ୟ ସତ୍ୱେ ଫଳ ଆଶାନୁତିତ ନୁହେଁ । କୁଟିଳ ଚିନ୍ତାରୁ ଦୂରେଇ ରୁହନ୍ତୁ ନଚେତ୍‍ ପରିବାରରେ କଳହ ଉପୁଜି ପାରେ । ଛାତ୍ର ମାନଙ୍କ ପାଇଁ ଭଲ ଦିନ ଯଥା ସଫଳତା ନିଶ୍ଚିନ୍ତ । ଅମାନୁସିକ କାର୍ଯ୍ୟ କରନ୍ତୁ ନାହିଁ ଅଯଥା ଚିନ୍ତାରେ ରହିବେ । ଯଦି ଚିନ୍ତା କରୁଥାନ୍ତି ତେବେ ବିଶ୍ରାମ ନିଅନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ନିଜ ଉପରେ ବିଶ୍ୱାସ ରଖିଲେ ସବୁ ସମାଧାନ ହେବ । ସମସ୍ତ ଶକ୍ତି ପ୍ରୟୋଗରେ କାର୍ଯ୍ୟ୍ୟ ସିଦ୍ଧି ହେବ । ସରକାରୀ ସଂସ୍ଥା ଦ୍ୱାରା ଉପକୃତ ହେବେ । ନିଜର କ୍ଷମତା ପରିପ୍ରକାଶ କରି ସମସ୍ତ ମନ ନିଅନ୍ତୁ । ଆପଣଙ୍କର ପ୍ରତିଷ୍ଠା ଓ ବଳ ବୃଦ୍ଧି ହେବ ଏବଂ ପୈତୃକ ସମ୍ପତି ଲାଭ ହେବ । ସେଥିପାଇଁ ଚିନ୍ତା କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଯଦି ଦିନଟି ଆପଣଙ୍କର ନ ହୁଏ ତେବେ ଆପଣଙ୍କର ରାଗର ସୀମା ରହିବ ନାହିଁ । ଅଧିକ ସକ୍ଷମତା ଓ ଗର୍ବ ସମସ୍ତକୁ କାର୍ଯ୍ୟର ପରିଣାମ । ଆପଣ ଭଲ ଅନୁମାନ କରିବେ । ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । କାର୍ଯ୍ୟରେ ସତର୍କତା ଅବଲମ୍ୱନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆଜି ଦିନଟି ଆପଣଙ୍କୁ ଶୁଭଫଳ ପ୍ରଦାନ କରିବ । ଆପଣ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ ସମ୍ପାଦନ କରିବା ଦ୍ୱାରା ଆର୍ଥିକ ସ୍ଥିତିରେ ଉନ୍ନତି ଘଟି ଆପଣଙ୍କୁ ସୁଖି କରିବ । ବନ୍ଧୁଙ୍କଠାରୁ ସାହାଯ୍ୟ ପାଇବେ । କୌଣସି ପ୍ରିୟ ବାନ୍ଧବୀଙ୍କ ସହ ସାକ୍ଷାତ କରିପାରନ୍ତି । ନିଜର ଗାଡି ନେଇ କୌଣସି ରମଣୀୟ ସ୍ଥାନକୁ ବଣଭୋଜି କରିବା ପାଇଁ ଉତ୍କଣ୍ଠା ପ୍ରକାଶ କରିପାରନ୍ତି । ଗ୍ରହମାନଙ୍କ ସୁପ୍ରଭାବରୁ ଅବିବାହିତ ଯୁବକ ଯୁବତୀ ମାନେ ବିବାହ ସୁତ୍ରରେ ଆବଦ୍ଧ ହୋଇପାରନ୍ତି । ସୁଖାଦ୍ୟ ଖାଇବାର ମଜ୍ଜାନେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆପଣଙ୍କ ଉପରିସ୍ଥ ହାକିମ ଆପଣଙ୍କ କର୍ମଦକ୍ଷତାରେ ସନ୍ତୋଷ ପ୍ରକାଶ କରିବେ । ଚାକିରୀରେ ପଦୋନ୍ନତି ହେବାର ସମ୍ଭାବନା ଅଛି । ସାମାଜିକ ସ୍ୱୀକୃତି ଲାଭ କରି ଆତ୍ମ ସନ୍ତୋଷ ପାଇବେ । ଆପଣଙ୍କର ସନ୍ତାନ ତାର ସଫଳତାର ଶୀର୍ଷସ୍ଥାନ ଅଧିକାର କରିଥିବାରୁ ଖୁସିର ସୀମା ରହିବ ନାହିଁ । ଦିନଟିକୁ ଆମୋଦ ପ୍ରମୋଦରେ କାଟିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଠିକ ରହିନପାରେ । ତେଣୁ ନିଜକୁ ଦୁର୍ବଳ ଅନୁଭବ କରିବେ ଏବଂ ଆଳସ୍ୟରେ ଦିନଟି କଟିପାରେ । ଶାରୀରିକ ଦୁର୍ବଳତା ଯୋଗୁଁ ଚିନ୍ତିତ ହୋଇପାରନ୍ତି । ବ୍ୟବସାୟରେ ମାନ୍ଦା ଅବସ୍ଥା ପାଇଁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ପ୍ରତିଯୋଗୀ ଏବଂ ନିଜ ସମକକ୍ଷ ବ୍ୟକ୍ତିମାନଙ୍କଠାରୁ ନିଜକୁ ଦୂରେଇ ରଖନ୍ତୁ । କୌଣସି ଉତ୍ସବର ଆୟୋଜନ କରିବା ପୂର୍ବରୁ ସାବଧାନ ରୁହନ୍ତୁ । ସନ୍ଧ୍ୟା ସମୟରେ ଭ୍ରମଣରେ କଲେ ମନ ପରିବର୍ତ୍ତନ ହୋଇପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଅପ୍ରତ୍ୟାଶିତ ଭାବେ ଖର୍ଚ୍ଚାନ୍ତ ହେବାର ଯୋଗ ରହିଛି । ଶାରୀରିକ ଅସୁସ୍ଥତା ଯୋଗୁଁ କିମ୍ୱା ସାମାଜିକ କାର୍ଯ୍ୟ୍ୟରେ ଯୋଗଦେବା ପାଇଁ ବାହାରକୁ ଯାଆନ୍ତୁ ନାହିଁ । ଦୁର୍ଘଟଣା ଘଟିବାର ସମ୍ଭାବନା ଥିବାରୁ ସତର୍କ ରୁହନ୍ତୁ । ସ୍ୱାମୀ ସ୍ତ୍ରୀ ମଧ୍ୟରେ ଘଟିଥିବା ମନୋମାଳିନ୍ୟକୁ ଧୀରସ୍ଥିର ଚିତ୍ତରେ ସମାଧାନ କରିଦିଅନ୍ତୁ । ନିଜମନକୁ ସର୍ବଦା ଶାନ୍ତ ରଖିବାକୁ ଚେଷ୍ଟା କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଦିନଟି ଅତ୍ୟନ୍ତ ଶୁଭଫଳଦାୟକ ଅଟେ । ଦୃଢ ବିଶ୍ୱାସ ଓ ଠିକ ସିଦ୍ଧାନ୍ତ ଆପଣଙ୍କୁ ସବୁ କାର୍ଯ୍ୟ୍ୟ ସୁଚାରୁରୁପେ ସମ୍ପାଦନ କରିବାକୁ ପ୍ରେରଣା ଯୋଗାଇବ । ଆମ ଠିକ ସମୟରେ କାର୍ଯ୍ୟ୍ୟକୁ ସମ୍ପୁର୍ଣ୍ଣ କରିବାର ପ୍ରୟାସ ଜାରିରଖିବେ । ଘରପାଇଁ କିଛି ଦରକାରୀ ଆବଶ୍ୟକୀୟ ଜିନିଷ କିଣିପାରନ୍ତି । ଆପଣ ଚାହିଁଲେ ଗୋଟିଏ ନୁଆ ଗାଡି କିଣିପାରିବେ । ବନ୍ଧୁମାନଙ୍କ ଗହଣରେ ସହର ବାହାରକୁ ପରିଭ୍ରମଣରେ ଯିବେ । ଏପରି ଆମୋଦ ଦାୟକ ଭ୍ରମଣ ଅନୁଭୁତି ଆପଣଙ୍କ ସ୍ମୃତିରେ ଅଭୁଲା ହୋଇ ରହିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଗ୍ରହଙ୍କ ଶୁଭଦୃଷ୍ଟି ଯୋଗୁଁ ଶାରୀରିକ ତଥା ମାନସିକ ଶାନ୍ତି ଅବ୍ୟାହତ ରହିବ । ସୁସ୍ଥ ପାରିବାରିକ ଓ କର୍ମମୟ ଜୀବନରେ ତୃପ୍ତି ଲାଭ କରିବେ । କୌଣସି ସମସ୍ୟାର ସମାଧାନ କରିବାକୁ ପଡିଲେ କ୍ରୋଧ ପ୍ରକାଶ ନକରି କୋମଳ କଥାରେ ଅନାୟସରେ ସାମାଧାନ କରିବା ଶ୍ରେୟସ୍କର ଅଟେ । ମାଆଙ୍କଠାରୁ ବହୁ ଦିନରୁ ପ୍ରତିକ୍ଷିତ ଶୁଭସମ୍ୱାଦ ପାଇପାରନ୍ତି । ବୃତ୍ତିରେ ସହକର୍ମୀଗଣ ଆପଣଙ୍କୁ ସାହାଯ୍ୟ ପ୍ରଦାନ କରିବେ । ଏହା ଆପଣଙ୍କୁ ନିଶ୍ଚିତ ଭାବରେ ଉତ୍ସାହିତ କରିପାରେ । ଯଦି ମନ ଅଶାନ୍ତ ରୁହେ ତାହାହେଲେ ସଙ୍ଗୀତ ପ୍ରେମ ହିଁ ଆପଣଙ୍କୁ ଶାନ୍ତି ପ୍ରଦାନ କରିବ । ଦିନଟିକୁ ଆମୋଦ ପ୍ରମୋଦରେ କଟାନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.