ETV Bharat / bharat

ଜୁନ ୧୫ ରାଶିଫଳ: ରଜ ସଂକ୍ରାନ୍ତିରେ ଲାଭବାନ ହେବେ ବିଛା, କର୍କଟ ରାଶିର ବ୍ୟକ୍ତି, ଏହି ରାଶି ବ୍ୟକ୍ତିଙ୍କ ହେବ ମନବାଞ୍ଝା ପୂର୍ଣ୍ଣ - RAJA SANKRANTI HOROSCOPE

author img

By ETV Bharat Odisha Team

Published : Jun 15, 2024, 12:01 AM IST

Horoscope Of 15th June: ଓଡ଼ିଶାର ଗଣପର୍ବ ରଜ । ୩ଦିନ ଧରି ଏହି ପର୍ବ ଧୁମଧାମରେ ପାଳନ କରାଯାଉଥିବା ବେଳେ ଆଜି ରଜ ସଂକ୍ରାନ୍ତୀ । ତେବେ ଆଜି ଆପଣଙ୍କ ଦିନ କେମିତି କଟିବ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆଜି ଆପଣ ଭାରି ନିଶ୍ୱାର୍ଥପର ଏବଂ ମଙ୍ଗଳକାରୀ ଅନୁଭବ କରୁଛନ୍ତି । ଯଦିଓ କେତେକ ଆପଣଙ୍କର ଏହି ଦୟାଳୁ ମନୋଭାବ ବୋକାମି ଭାବରେ ବିଚାର କରୁଛନ୍ତି, ଏହା ଏକ କଠିନ ପରିସ୍ଥିତିରୁ ବାହାରିବା ପାଇଁ ଆପଣଙ୍କୁ ସାହାଯ୍ୟ କରିବ । ଏହା ମଧ୍ୟ ଆପଣଙ୍କୁ ମାନସିକ ଶାନ୍ତି ଦେବ ଯାହାକି ଆପଣ ଆବଶ୍ୟକ କରୁଛନ୍ତି । ଆପଣଙ୍କର ସନ୍ତୁଷ୍ଟ ଏବଂ ହସଖୁସୀର ମନୋଭାବରୁ ଆପଣ ଉପକାର ପାଇପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଯଦି ଆପଣ ସଂମ୍ପର୍କ ଏବଂ ସର୍ବସାଧାରଣ ବକ୍ତା କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି, ଆଜି ଆପଣ ଶ୍ରୋତାମାନଙ୍କୁ ଉତ୍ସାହିତ କରିବେ ଏବଂ ଆନନ୍ଦ ଉପଭୋଗ କରିବାକୁ ଦେବେ । ଏପରିକି ବ୍ୟକ୍ତି ବିଶେଷଙ୍କ ସହ କଥାବାର୍ତ୍ତା ସମୟରେ ମଧ୍ୟ ଆପଣଙ୍କ ଶ୍ରୋତା ଅତ୍ୟନ୍ତ ପ୍ରଭାବିତ ହୋଇ ନିରବ ହୋଇଯିବେ । ଏହି ଦିନ ହସ ଉଲ୍ଲାସରେ ଭରିଯିବ । କିଣାକିଣି ପାଇଁ ଦିନଟି ଭଲ ରହିଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ବିଶେଷ ଭାବରେ ମହିଳାମାନଙ୍କ ସହ କାରବାର କଲାବେଳେ ଆପଣଙ୍କ ଭାବ ପ୍ରବଣତା ଆପଣଙ୍କୁ ଅତ୍ୟଧିକ ଭାବରେ ପ୍ରଭାବିତ କରିବାକୁ ଦିଅନ୍ତୁ ନାହିଁ । ଆପଣ ମାୟାଜାଲରେ ଫସି ପାରନ୍ତି କାରଣ ମହିଳା ଜଣକ ଆପଣଙ୍କୁ ଭାବନାତ୍ମକ ଭାବରେ ଶୋଷଣ କରିପାରେ । କେବଳ ଗୋଟିଏ ଜିନିଷ ଆଜି ଆପଣଙ୍କ ପାଇଁ ମହିଳାଠାରୁ ଅଧିକ ବିପଦସଙ୍କୁଳ ତାହା ହେଉଛି ଜଳାଶୟ, ସେଥିରୁ ଦୂରରେ ରହନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଆଜି ପାଇଁ ଆପଣଙ୍କ ଦିନ ଆନନ୍ଦ ଏବଂ ଖୁସିଭରା ରହିବ । ଏକ ନୂଆ ପ୍ରକଳ୍ପର ଶୁଭାରମ୍ଭ, ବନ୍ଧୁ ଏବଂ ପ୍ରିୟଜନଙ୍କ ସହ ମିଳନ ଆପଣଙ୍କୁ ଅଧିକ ଆନନ୍ଦ ଦେବ । ଆପଣଙ୍କ ପାଖରେ ଯାହା ଅଛି, ତାହା ଆପଣଙ୍କୁ ଭଲ ଭାଗ୍ୟ ଆଡକୁ ଟାଣିନେବ ଏବଂ ଆପଣ ଅଧିକ ଉତ୍ସାହ ଏବଂ ଶକ୍ତିରେ ଫୁଲି ଉଠିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ସମସ୍ତ ଦୃଷ୍ଟିକୋଣରୁ ଆଜିଦିନ ଆପଣଙ୍କ ପାଇଁ ମଧ୍ୟମ ଧରଣର ରହିବ, ପରିବାର ସହ ହସଖୁସିରେ କଟିବ, କିନ୍ତୁ ପରିସ୍ଥିତି ସାଧାରଣ ହିଁ ରହିବ । ଆବଶ୍ୟ, ଯଦି ଆପଣ ଅସୁବିଧାର ସମ୍ମୁଖୀନ ହ୍ନୁଅନ୍ତି, ସେମାନେ ସମସ୍ତେ ଆପଣଙ୍କ ପଛରେ ଛିଡା ହେବେ । ଅନ୍ତିମରେ ଆପଣଙ୍କ ପାଇଁ ଏହା ଏକ ଅନ୍ୟନ୍ତ ଶୁଭ ଦିନ ନୁହେଁ । ଆର୍ଥିକ ଲାଭର ଅଭାବ ରହିବ, ନୂଆ ସମ୍ପର୍କ ସୃଷ୍ଟି କରି ଆପଣ ଏହି ଅଭାବକୁ ଦୂର କରିବାରେ ସମର୍ଥ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ଆପଣ ଅନ୍ୟମାନଙ୍କୁ ନିଜର ନମ୍ର-ବ୍ୟବହାର ଏବଂ ମିଠା କଥାରେ ପ୍ରଭାବିତ କରିପାରିବେ । ଏହା ଆପଣଙ୍କୁ ଅନେକ ପ୍ରକାରରେ ସାହାଯ୍ୟ କରିବ । ବୌଦ୍ଧିକ ଦୃଷ୍ଟିକୋଣରୁ ଆପଣଙ୍କର ବିକାଶ ହେବ । ଆପଣଙ୍କ ଦୃଷ୍ଟିକୋଣରେ ମଧ୍ୟ ହଠାତ୍‌ ପରିବର୍ତ୍ତନ ହୋଇପାରେ । ଆପଣଙ୍କ ସ୍ୱାସ୍ଥ୍ୟ, ଉଭୟ ଶାରିରୀକ ଏବଂ ମାନସିକ ଭଲ ରହିବ । କେତେକ ଭଲ ଖବର ଆପଣଙ୍କ ଅପେକ୍ଷାରେ ଅଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆପଣଙ୍କ ପାଇଁ ଭଲ ଦିନ ନୁହେଁ, ଅଧିକ ସତର୍କ ରହିବା ପାଇଁ ପରାମର୍ଶ ଦିଆହେଉଛି । ଆପଣଙ୍କ ସ୍ୱାସ୍ଥ୍ୟ ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ, ଏଡାନ୍ତୁ ନାହିଁ, ଉପଯୂକ୍ତ ଚିକିତ୍ସା କରନ୍ତୁ । ନିଶ୍ଚିତ କରନ୍ତୁ ଯେ ଭାବି ଚିନ୍ତି ନ କହି ଆପଣ କାହାକୁ ଅପମାନିତ କରନ୍ତୁ ନାହିଁ । ଆପଣଙ୍କ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆଜିର ଦିନ ସମସ୍ୟା ବହୁଳ ରହିବ ଯାହାକି ଶୀଘ୍ର ପଦକ୍ଷେପ ଆବଶ୍ୟକ କରିପାରେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଏହି ଦିନ ଆପଣଙ୍କ ପାଇଁ ଶୁଭ ଅଟେ । ଆପଣ ବନ୍ଧୁମାନଙ୍କ ସହିତ ମିଶିବେ ଏବଂ ତାଙ୍କ ଉପରେ ବହୁତ ଖର୍ଚ୍ଚ କରିବେ । ଅବଶ୍ୟ, ବର୍ତ୍ତମାନଠାରୁ ଯେ କୌଣସି ସମୟରେ ଆପଣଙ୍କ ଦରମା କିମ୍ବା ଆୟରେ ବୃଦ୍ଧି ଆଶା କରିପାରନ୍ତି । ଆପଣଙ୍କ ବରିଷ୍ଠମାନେ ଏବଂ ଆପଣଙ୍କ ଜୀବନସାଥୀ ଆପଣଙ୍କ କାର୍ଯ୍ୟରେ ଖୁସି ରହିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆପଣ ଆପଣଙ୍କର ‍ଅର୍ଥ ଭଲ ଭାବରେ ପରିଚାଳନା କରିବେ । ଆପଣଙ୍କ କାର୍ଯ୍ୟ ସଫଳତାର ସହିତ ସମାପ୍ତ କରିବେ ଏବଂ ଅନ୍ୟମାନଙ୍କୁ ମଧ୍ୟ ତାଙ୍କ କାମରେ ସାହାଯ୍ୟ କରିବେ । ଆଜି, ଆପଣ ବ୍ୟବସାୟ ସମ୍ପର୍କିତ କେତେକ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ବ୍ୟବସାୟ କାମରେ ଭ୍ରମଣ କରିପାରନ୍ତି । ଆପଣଙ୍କ ବୁଦ୍ଧି ଏବଂ ନିପୁଣତା ଦେଖି ଆପଣଙ୍କ ବରିଷ୍ଠ ଅଧିକାରୀ ପ୍ରଭାବିତ ହେବେ ଏବଂ ପଦୋନ୍ନତିର ସମ୍ଭାବନା ମଧ୍ୟ ରହିଛି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଅନ୍ୟ ଦିନ ଭଳି ଏହା ମଧ୍ୟ ଏକ ସାଧାରଣ ଦିନ । ଅବଶ୍ୟ, ବୁଦ୍ଧି ଏବଂ କୌଶଳ ଆବଶ୍ୟକ କରୁଥିବା କାର୍ଯ୍ୟ କରିବା ପାଇଁ ଏହା ହେଉଛି ଉପଯୁକ୍ତ ସମୟ । ଲିଖନ ଏବଂ ସାହିତ୍ୟରେ ସଂପୃକ୍ତ ଥିବା ବ୍ୟକ୍ତି ମାନଙ୍କ ପାଇଁ ଆଜି ହେଉଛି ଭଲ ଦିନ । ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ଆପଣଙ୍କୁ ହେବାକୁ ପଡିପାରେ ଯାହାକି ସରକାର ସମ୍ପର୍କିତ ବିଷୟରୁ ସୃଷ୍ଟି ହେବ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆପଣଙ୍କ ମନ ଭାବନାରେ ଭରା ରହିବ ଏବଂ ଏହା ଆପଣଙ୍କୁ ସମ୍ପୁର୍ଣ୍ଣ ଭାବରେ କ୍ଳାନ୍ତ କରିଦେବ । ଆପଣ ରାଗିବେ, ଯେତେବେ‌ଳେ ନିଜକୁ ଶାନ୍ତ କରିପାରିବେ, ସେତେବେଳେ ହିଁ ଭଲ ଅନୁଭବ କରିବେ, ଅଧିକ ଭାବିବା ବନ୍ଦ କରନ୍ତୁ । ଚୋରି ଏବଂ ଅନ୍ୟ ଆଇନ ବିରୁଦ୍ଧ କାମରୁ ଦୂରରେ ରହନ୍ତୁ । ନିରାଶ ମନୋଭାବକୁ ଦୁରରେ ରଖନ୍ତୁ ଏବଂ ଆପଣଙ୍କ ଭାଷା ଉପରେ ନଜର ରଖନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଲେଖକ ହୁଅନ୍ତୁ ,ମଞ୍ଚ କଳାକାର କିମ୍ୱା ନୃତ୍ୟଶିଳ୍ପୀ ହୁଅନ୍ତୁ । ଆପଣ ନିଜର ସୃଜନଶୀଳ ପ୍ରତିଭା ଯୋଗୁଁ ପ୍ରିୟଜନଙ୍କର ଶ୍ରଦ୍ଧାଭାଜନ ହୋଇପାରିବେ । ବ୍ୟବସାୟୀ ମାନେ ଯଦି ନିଜ ବ୍ୟବସାୟରେ ଭାଗିଦାର ହେବାକୁ ଜଣେ କର୍ମଠ ବ୍ୟକ୍ତି ଖୋଜୁଥାନ୍ତି । ତାହେଲେ କାର୍ଯ୍ୟଟି ଶୀଘ୍ର କରନ୍ତୁ | ବନ୍ଧୁଙ୍କ ସହ ଚାପାନର ମଜ୍ଜା ନେଇପାରନ୍ତି । ଚଳଚିତ୍ର ଦେଖି ମଧ୍ୟ ସମୟ କାଟିପାରନ୍ତି କିମ୍ୱା କୌଣସି ରାତ୍ରଭୋଜି ସ୍ଥାନରେ ସମୟ ବିତାଇ ପାରନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.